ଏମ୍ଏସ୍ଏମ୍ଇ ସଙ୍କଟ ଦୂର ଲାଗି ୫ ପରାମର୍ଶ
ନୂଆଦିଲ୍ଲୀ,୨୬।୪: କରୋନା ଯୋଗୁ ଦେଶରେ ଆର୍ଥତ୍କ ସ୍ଥିତି ଭୁଶୁଡ଼ିବାରେ ଲାଗିଛି। ଆର୍ଥତ୍କ ସ୍ଥିତିରେ ସୁଧାର ଆଣିବା ଓ ଏମ୍ଏସ୍ଏମ୍ଇ ସଙ୍କଟ ଦୂର କରିବା ଲାଗି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠିଲେଖି ୫ଟି ପରାମର୍ଶ ଦେଇଛନ୍ତି।…
ଭାରତରେ ଗଲାଣି ୮୨୩ ଜୀବନ
ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସ୍ଥିତି ଉଦ୍ବେଗଜନକ ଭାବେ ବୃଦ୍ଧିପାଇବାରେ ଲାଗିଛି। ଲକ୍ଡାଉନ୍ ସତ୍ତ୍ୱେ ନୂଆ ରୋଗୀଙ୍କ ସଂଖ୍ୟା ବଢ଼ିଚାଲିଛି। ଶନିବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬,୧୩୧ରେ ପହଞ୍ଚି ଥିବାବେଳେ ୮୨୩ ଜଣ ପ୍ରାଣ ହରାଇଲେଣି। ଗତ ୨୪ ଘଣ୍ଟା…
କମୁଛି କୀଟପତଙ୍ଗ ସଂଖ୍ୟା
ଓ୍ବାଶିଂଟନ: ପୃଥିବୀରେ ଧୀରେ ଧୀରେ କୀଟପତଙ୍ଗ ସଂଖ୍ୟା କମିବାରେ ଲାଗିଛି। ପ୍ରତି ୧୦ ବର୍ଷରେ ୨୫ ପ୍ରତିଶତ କୀଟପତଙ୍ଗ କମିବାରେ ଲାଗିଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ଶିଳ୍ପାୟନ, କୃଷିକାର୍ଯ୍ୟରେ ବ୍ୟବହୃତ ହେଉଥିବା କୀଟନାଶକ ଯୋଗୁ ଏଭଳି ହେଉଛି। ମଣିଷର ବିଭିନ୍ନ…
ଗରିବଙ୍କୁ ଆହାର ଲାଗି ଜମି ବିକିଲେ
ବେଙ୍ଗାଲୁରୁ,୨୬।୪: କରୋନା ମହାମାରୀ ଯୋଗୁ ଲୋକମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଲକ୍ଡାଉନ୍ ପରେ କାମଧନ୍ଦା ହରାଇ ଗରିବ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ଲୋକ ଅନାହାର ଓ ଅର୍ଦ୍ଧାହାର ରହୁଛନ୍ତି। ଏଭଳି ସ୍ଥିତିରେ ଗରିବଙ୍କୁ ସାହାଯ୍ୟ କରିବା…
ସେପ୍ଟେମ୍ବରରୁ ଶିକ୍ଷାବର୍ଷ ଆରମ୍ଭ ଲାଗି ସୁପାରିସ
ନୂଆଦିଲ୍ଲୀ,୨୬।୪(ପି.ଟି.): ଦେଶରେ କୋଭିଡ୍-୧୯ ସ୍ଥିତିକୁ ଦୃଷ୍ଟିରେ ରଖି ବିଶ୍ୱବିଦ୍ୟାଳୟ ଓ ଅନ୍ୟାନ୍ୟ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ଜୁଲାଇ ପରିବର୍ତ୍ତେ ସେପ୍ଟେମ୍ବରରୁ ଶିକ୍ଷାବର୍ଷ ଆରମ୍ଭ କରିବା ଲାଗି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦ୍ୱାରା ନିଯୁକ୍ତ କମିଟି ସୁପାରିସ୍ କରିଛି। ଦେଶରେ ଲକ୍ଡାଉନ ଯୋଗୁ…
ବିଦେଶରୁ ଫେରିବେ ଭାରତୀୟ
ନୂଆଦିଲ୍ଲୀ,୨୬।୪: ମାର୍ଚ୍ଚ ୨୨ରୁ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିଛି। ଫଳରେ ଅନେକ ଭାରତୀୟ ଫେରି ନ ପାରି ବିଭିନ୍ନ ଦେଶରେ ଅଟକି ରହିଛନ୍ତି। ଲକ୍ଡାଉନ ଶେଷ ହେବା ପରେ ସେମାନଙ୍କୁ ଫେରାଇ ଆଣିବା ଲାଗି ସରକାର ଯୋଜନା କରିଛନ୍ତି। ଏଥିପାଇଁ…
ସଟ୍ଡାଉନ୍ କାର୍ଯ୍ୟକାରୀ ସଫଳ, ୩ ଜିଲାବାସୀଙ୍କୁ ଧନ୍ୟବାଦ: ଡିଜିପି
କଟକ ଅଫିସ,୨୬।୪: କରୋନା ଭୁତାଣୁର ସଂକ୍ରମଣକୁ ରୋକିବା ପାଇଁ ତିନୋଟି ଜିଲା ଯଥା ଭଦ୍ରକ, ବାଲେଶ୍ବର ଏବଂ ଯାଜପୁର ଜିଲ୍ଲାରେ ଘୋଷଣା କରାଯାଇଥିଲା। ରବିବାର ସକାଳ ଏହା ଶେଷ ହୋଇଛି। ତେବେ ୬୦ ଘଣ୍ଟିଆ ସର୍ଟଡାଉନ୍ କାର୍ଯ୍ୟକାରୀ କରିବାରେ ପୋଲିସ ସଫଳ…
ସଞ୍ଜୟ କୋଠାରି ନୂଆ ସିଭିସି
ନୂଆଦିଲ୍ଲୀ,୨୬।୪ପି.ଟି.): ରାଷ୍ଟ୍ରପତିଙ୍କ ସଚିବ ଥିବା ସଞ୍ଜୟ କୋଠାରିଙ୍କୁ ଶନିବାର କେନ୍ଦ୍ରୀୟ ଭିଜିଲାନ୍ସ ଆୟୁକ୍ତ (ସିଭିସି) ନିଯୁକ୍ତ କରାଯାଇଛି। କେ.ସି. ଚୌଧ୍ରୀଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଗତବର୍ଷ ଜୁନ୍ରୁ କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗର ମୁଖ୍ୟ ପଦ ଖାଲି ପଡ଼ିଥିଲା। ଶନିବାର ପୂର୍ବାହ୍ନ…
୧୯୧୮ରେ ‘ସ୍ପାନିଶ୍ ଫ୍ଲୁ’କୁ ହରାଇଥିଲେ, ଏବେ କରୋନାକୁ
ମାଦ୍ରିଦ୍,୨୬।୪: କରୋନା ଭାଇରସ୍(କୋଭିଡ୍-୧୯)ରେ ପ୍ରାଣ ହରାଇଥିବା ଲୋକଙ୍କ ମଧ୍ୟରୁ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଅଧିକ। ଉଦାହରଣ ଭାବେ ଏହି ମହାମାରୀରେ ସବୁଠୁ ଅଧିକ ପ୍ରଭାବିତ ଆମେରିକାର ନ୍ୟୁୟର୍କକୁ ଦେଖାଗଲେ, ଏଠାରେ ପ୍ରାୟ ୨ଲକ୍ଷ ୮୦ ହଜାର ଲୋକ ସଂକ୍ରମିତ ହୋଇଥିବାବେଳେ ୨୧…
ମହଙ୍ଗା ପଡ଼ିଲା ନକଲି ଇନ୍ସପେକ୍ଟରଙ୍କ ମିଶନ ଲଭ୍: ଗିରଫ ହେଲେ ଖବରଦାତା ଓ ସହଯୋଗୀ
ଭୁବନେଶ୍ୱର,୨୬।୪ (ବ୍ୟୁରୋ): ଶୁକ୍ରବାର ଜଣେ ନକଲି ମହିଳା ଆଇପିଏସ୍ଙ୍କ କାରନାମା ପଦାକୁ ଆସିଥିବା ବେଳେ ଶନିବାର ଅନୁରୂପ ଘଟଣା ଘଟିଛିି। ନକଲି ଇନ୍ସପେକ୍ଟରଙ୍କ ମିଶନ୍ ଲଭ୍ ମହଙ୍ଗା ପଡ଼ିଛି। ଜଣେ ଯୁବକ ନିଜକୁ ଖଣ୍ଡଗିରି ଥାନାର ଇନ୍ସପେକ୍ଟର ପରିଚୟ ଦେଇ ଫୋନ୍ରେ…
ସେପ୍ଟେମ୍ବର ସୁଦ୍ଧା ନିଯୁକ୍ତି ହରାଇବେ ୪ କୋଟି
ମୁମ୍ବାଇ,୨୬।୪: ସରକାର ନିକଟରେ ଲକ୍ଡାଉନକୁ ଆଂଶିକ ଭାବେ ହଟାଇଛନ୍ତି। ଦେଶର ପ୍ରାୟ ୬୦% କମ୍ପାନୀ ଏବେ କାରବାର ଆରମ୍ଭ କରିବା ନେଇ ସ୍ଥିତି ସୁଧୁରିଛି ବୋଲି ନୋମୁରା ହୋଲ୍ଡିଂ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଏଜେନ୍ସି ପକ୍ଷରୁ କୁହାଯାଇଛି ଯେ, ଆର୍ଥତ୍କ…
ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ: ୧୦ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ନିଂ ଜାରି
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଛତିଶଗଡ, ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବିଦର୍ଭ ଏବଂ ପୂର୍ବ ମଧ୍ୟ ପ୍ରଦେଶ ଉପରେ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି। ଏହାଛଡା ବଙ୍ଗୋପସାଗରୁ ବହୁ ଅଂଶରେ ଜଳୀୟ ବାଷ୍ପ ବାୟୁ ମଣ୍ଡଳକୁ…
Archives


