Home Left

ଧରିତ୍ରୀ ୱେବ ପ୍ରଭାବ: ଯୋଡ଼ା ଲଘୁଚାପଜନିତ କ୍ଷୟକ୍ଷତି ଆକଳନ କଲା ରାଜସ୍ବ ବିଭାଗ

କୁଆଁରମୁଣ୍ଡା,୧୪।୦୭(ମହେନ୍ଦ୍ର କୁମାର ସାହୁ): ଯୋଡ଼ା ଲଘୁଚାପ ଯୋଗୁ ସୁନ୍ଦରଗଡ଼ରେ ବାଦଲ ଫଟା ବର୍ଷା ହୋଇଛି। ଜାତୀୟ ରାଜପଥରେ ଆଣ୍ଠୁଏ ପାଣି ଶୀର୍ଷକ ଏକ ଖବର ଧରିତ୍ରୀ ୱେବରେ ପ୍ରକାଶ ପାଇବା ପରେ କୁଆଁରମୁଣ୍ଡା ବ୍ଲକ ଓ ରାଜସ୍ବ ବିଭାଗ ତତ୍ପର ହୋଇଛି।…

ରାଜ୍ୟ ସ୍ତରୀୟ କିକ୍‌ ବକ୍ସିଂ ପ୍ରତିଯୋଗିତା: ଚମକିଲେ ଗଞ୍ଜାମ ଝିଅ,ପୁଅ ପାୟଲଙ୍କୁ ସ୍ବର୍ଣ୍ଣ କଳ୍ପଜିତଙ୍କୁ

ଗଞ୍ଜାମ,୧୪।୭(ବିଦ୍ୟାଧର ସାହୁ ): ଚଳିତ ବର୍ଷ ରାଜ୍ୟ ସ୍ତରୀୟ ଟାଇକୋଣ୍ଡ ପ୍ରତିଯୋଗିତାରେ ଗଞ୍ଜାମର ଓଡ଼ିଆ ଝିଅ ପାୟଲ ନାହାକ (୯ )ସ୍ବର୍ଣ୍ଣ ପଦକ ଏବଂ କଳ୍ପଜିତ ପାତ୍ର ରୌପ୍ୟ ପଦକ ହାସଲ କରିଥିବା ଜଣା ପଡିଛି । ଅନୁଗୋଳ ଇଣ୍ଡୋର ଷ୍ଟାଡିଅମରେ…

ଅବ୍ୟବସ୍ଥା ଘେରରେ ବାବା ଖଣ୍ଡେଶ୍ୱର ଶୈବପୀଠ

ଗଞ୍ଜାମ,୧୪ା୭ (ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀ ନିକଟରେ ବହୁ ପୁରାତନ ପ୍ରସିଦ୍ଧ ବାବା ଖଣ୍ଡେଶ୍ୱର ଶୈବପୀଠ ଅବସ୍ଥିତ। ଗଞ୍ଜାମ ଏନ୍‌ଏସି ଅଞ୍ଚଳର ଏହି ମନ୍ଦିର ବର୍ତ୍ତମାନ ଅବ୍ୟବସ୍ଥା ଘେରରେ ରହିଛି। ମନ୍ଦିର ମୁଖ୍ୟ ରାସ୍ତା ଏବେ ଜରାଜୀର୍ଣ୍ଣ…

ମହାକାଶରୁ ଫେରିବା ପରେ ଏସବୁ ଜିନିଷ ଭୁଲିଯିବେ ଶୁଭାଂଶୁ ଶୁକ୍ଲା: ଖାଇବାଠାରୁ ଚାଲିବା ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧୪।୭: ଭାରତର ମହାକାଶ ଅଭିଯାନରେ ଆଉ ଏକ ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ୧୮ ଦିନ ବିତାଇବା ପରେ ପୃଥିବୀକୁ ଫେରିବାକୁ ଯାଉଛନ୍ତି। ତାଙ୍କର ପ୍ରତ୍ୟାବର୍ତ୍ତନ ଆକ୍ସିଅମ-୪ ମିଶନ ମାଧ୍ୟମରେ ଆରମ୍ଭ…

ପୂରୀ ମୁକ୍ତିମଣ୍ଡପ ପଣ୍ଡିତ ପୁରୁଷୋତ୍ତମପୁରରେ: ଜଗନ୍ନାଥ ମନ୍ଦିର ପରିଦର୍ଶନ ସହ କଲେ ସମୀକ୍ଷା

ପୁରୁଷୋତ୍ତମପୁର,୧୪।୭(ସୀମାଞ୍ଚଳ ମିଶ୍ର):ପୁରୀ ଜଗନ୍ନାଥ ମନ୍ଦିର ମୁକ୍ତିମଣ୍ଡପର ପଣ୍ଡିତମଣ୍ଡଳୀ ପକ୍ଷରୁ ସୋମବାର ପୁରୁଷୋତ୍ତମପୁର ରଥସାହି ବିଜେ ଜଗନ୍ନାଥ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ପ୍ରତିନିଧିମଣ୍ଡଳୀରେ ପଣ୍ଡିତ ବିଶ୍ୱମ୍ବର ଦାଶ, ଦୂର୍ଗାପ୍ରସାଦ ମିଶ୍ର, ପ୍ରଫୁଲ୍ଲ ମିଶ୍ର ଓ ପ୍ରଦୀପ ମହାପାତ୍ର ରହିଥିଲେ। ମନ୍ଦିର ପରିସରରେ…

ବାପା-ମା’ ଶୋଇଥିବାବେଳେ ୫ ବର୍ଷର ପୁଅ କରିଦେଲେ ଏମିତି କାମ: ଉଠିଲାବେଳକୁ ଗୋଡ଼ ତଳୁ ଖସିଗଲା ମାଟି

ଆଜିକାଲି ପିଲାମାନେ ଅଧିକ ସମୟ ମୋବାଇଲ ଦେଖୁଛନ୍ତି। ମାତାପିତା ମଧ୍ୟ କାର୍ଯ୍ୟରେ ବ୍ୟସ୍ତ ହେତୁ ପିଲାଙ୍କୁ ଆକଟ କରିପାରୁନାହାନ୍ତି। ଫଳରେ ପିଲାମାନେ ମୋବାଇଲ୍‌କୁ ଅପବ୍ୟବହାର କରୁଛନ୍ତି। ନିକଟରେ ଏକ ୫ ବର୍ଷର ପିଲା ବାପାମା’ ଶୋଇଥିବାବେଳେ ରାତାରାତି ଆମାଜନରେ ୩,୦୦୦ ଡଲାର…

ପୂର୍ତ୍ତ ବିଭାଗର ଫାଟକ ସାଜିଛି ଡମ୍ପିୟାର୍ଡ଼: ଦୁର୍ଗନ୍ଧରେ ନାକ ଫାଟୁଛି

ଦାରିଙ୍ଗବାଡି, ୧୪।୭ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର ଭାବେ ଜଣାଶୁଣା। ଦାରିଙ୍ଗବାଡିର ପରିବେଶକୁ ସ୍ବଚ୍ଛତା ରଖାଯିବା ପାଇଁ ବ୍ଲକ ପ୍ରଶାସନ ଚେଷ୍ଟା କରିବା ସହ ଅଞ୍ଚଳକୁ ସଫା କରିଥିଲା। ହେଲେ ପୂର୍ବରୁ ଯେଉଁଭଳି ଅବସ୍ଥା ଥିଲା ପୁଣି…

କାଦୁଅ ପଚପଚ ଗାଁ ରାସ୍ତା, ହଇରାଣ ହେଉଛନ୍ତି ଅଞ୍ଚଳବାସୀ: କେହି ଶୁଣୁନାହାନ୍ତି ଗୁହାରି

ଦାରିଙ୍ଗବାଡି, ୧୪।୭ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଝିଞ୍ଜିରୀଗୁଡା ପଞ୍ଚାୟତର କୁଟଲାରୀ ଗାଁର ବଡ଼ସାହିଠାରୁ କୁଛାଂପାଙ୍ଗା ସାହି ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଛି। ବର୍ଷ ତମାମ ଉକ୍ତ ରାସ୍ତା ପାଇଁ ସାହିବାସିନ୍ଦା ବହୁ ହଇରାଣ ଭୋଗୁଥିବାବେଳେ ବର୍ଷା ଦିନ…

ଲଷ୍ମୀବସ୍‌ ଯିବାପାଇଁ ବାଟଫିଟିଲା: ଲୋକଙ୍କ ଜରୁରୀକାଳୀନ ଯାତାୟାତ ପାଇଁ ହେବ ବ୍ୟବସ୍ଥା

ଦାରିଙ୍ଗବାଡି, ୧୪।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗୁମାଡି ନଦୀର ଡାଇଭର୍ଶନ ରାସ୍ତା ଧୋଇଯିବା ଘଟଣାରେ ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଦାରିଙ୍ଗବାଡି ଠାରୁ ବୁଡ଼ାଗୁଡାକୁ ଯିବାପାଇଁ ଏକମାତ୍ର ରାସ୍ତା ସିମନବାଡି-ବୁଡ଼ାଗୁଡା ପୂର୍ତ୍ତ…

ସରିଲା ଟେଣ୍ଡର ପ୍ରକ୍ରିୟା: ଏଥର ଆସିବ ୪୩୨ ଆମ୍ବୁଲାନ

ଭୁବନେଶ୍ୱର,୧୪।୭: ୧୦୮ ଆମ୍ବୁଲାନ୍ସ ପାଇଁ ସୋମବାର ଟେଣ୍ଡର ପ୍ରକ୍ରିୟା ସରିଛି।ତେବେ କାଗଜପତ୍ର ପାଇଁ ଆଉ ସପ୍ତାହେ ଲାଗିବ। ଟେଣ୍ଡର ସରିବାର ୬୦ ଦିନରେ ୪୩୨ ଆମ୍ବୁଲାନ୍ସ ଆସିବ। ଏନେଇ ୧୦୮ ଆମ୍ବୁଲାନ୍ସ ଓଡ଼ିଶା ମୁଖ୍ୟ ସବ୍ୟସାଚୀ ବିଶ୍ୱାଳ ସୂଚନା ଦେଇଛନ୍ତି।

ଶେଷରେ ଚେତିଲା ପ୍ରଶାସନ: ଡାଇଭର୍ଶନ ରାସ୍ତା ସଜାଡ଼ିବାକୁ ନିର୍ଦ୍ଦେଶ

ଦାରିଙ୍ଗବାଡି, ୧୪।୭ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିଠାରୁ ବୁଡ଼ାଗୁଡା ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତାର ତିଲୋରୀ ପଞ୍ଚାୟତ ଗୁମାଡି ନଦୀର ଡାଇଭର୍ଶନ ରାସ୍ତା ଧୋଇଯିବାର ଇତି ମଧ୍ୟରେ ୧୦ଦିନରୁ ଅଧିକା ସମୟ ବିତିଯାଇଛି। ରୋଗୀ ସେବା ବାଧାପ୍ରାପ୍ତ ସହ…

ଫାଟିଲା ଜଳ ଯୋଗାଣ ପାଇପ: ୫୦ ଫୁଟ ଉଚ୍ଚରେ ଉଠୁଛି ପାଣି, ଲୋକେ…

ଭୁବନେଶ୍ୱର,୧୪।୭: ଜୟଦେବ ଭବନ ଆଗରେ ପାନୀୟ ଜଳ ଯୋଗାଣ ପାଇପ ସୋମବାର ଫାଟିଛି। ମୁଖ୍ୟ ପାଇପ ଫାଟିବାରୁ ୫୦ ଫୁଟ ଉଚ୍ଚରେ ପାଣି ଉଠୁଛି । ଉପରେ ୩୦ କେଭି ବିଦ୍ୟୁତ ତାର ଥିବାରୁ ଲୋକେ ଆତଙ୍କିତ ଅଛନ୍ତି।

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri