Home Left

ଓଡ଼ଗାଁରେ ସରକାରୀ ନିୟମକୁ ବେଖାତିର: ସ୍କୁଲକୁ ପିଲାଙ୍କୁ ଡକାଇ ଶିକ୍ଷକ ବାଣ୍ଟୁଛନ୍ତି ବହି, ସାମାଜିକ ଦୂରତାର ପ୍ରଶ୍ନ ନାହିଁ

ଓଡଗାଁ,୨୫।୪(ସ୍ବ.ପ୍ର.)- କରୋନା ମୁକାବିଲାକୁ ନେଇ ସମ୍ପ୍ରତି ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପିଲାଙ୍କୁ ଘରେ ଘରେ ବୁଲି ଶିକ୍ଷକ ମାନେ ବହି ବାଣ୍ଟିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ କିଛି ସ୍କୁଲ କର୍ତ୍ତୃପକ୍ଷ…

ସମୁଦ୍ରରେ ବୁଡ଼ିଲା ଡଙ୍ଗା: ଜଣେ ମସ୍ୟଜୀବୀଙ୍କ ଜୀବନ ଗଲା, ୪ ପହଁରି ପହଁରି କୂଳକୁ ଫେରିଲେ

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡ଼ମପେଟାରେ ସମୁଦ୍ରରେ ଡ଼ଙ୍ଗା ବୁଡିଯିବାରୁ ଜଣେ ମସ୍ୟଜୀବୀଙ୍କ ମୃତ୍ୟ ଘଟିଛି। ଅନ୍ୟ ୪ ମତ୍ସ୍ୟଜୀବୀ ପହଁରି ପହଁରି କୂଳକୁ ଫେରିଆସିଛନ୍ତି। ମୃତକ ହେଲେ ପୋଡ଼ମପେଟା ଗ୍ରାମର ସି.ଏଚ୍‌. ଦାନେୟା। ସୂଚନା ମୁତାକବ, ଶୁକ୍ରବାର…

ସୌଦିରେ କୋରଡ଼ା ମାଡ଼ ବନ୍ଦ: ସୁପ୍ରିମ୍‌ କୋର୍ଟ ରାୟ

ରିୟାଦ୍‌,୨୫।୪: ସୌଦିରେ ଏଣିକି ଅପରାଧୀଙ୍କୁ ଆଉ କୋରାଡ଼ା ମାଡ଼ ଦିଆଯିବା ଦଣ୍ଡାଦେଶ କରାଯିବ ନାହିଁ। ଏନେଇ ସୌଦିର ସୁପ୍ରିମ୍‌ କୋର୍ଟ ଏକ ରାୟ ଦେଇଛନ୍ତି। ଏହା ପରିବର୍ତ୍ତେ ଅପରାଧୀଙ୍କୁ ଜେଲ ଅବା ଜରିମାନା ଦେବାକୁ ପଡ଼ିବ ବୋଲି କୋର୍ଟ କହିଛନ୍ତି। ଏହା…

ଦୋକାନରେ ଔଷଧ କିଣାରୁ ମିଳିଲା ତଥ୍ୟ: ୨୦ ଜଣଙ୍କ ଠାରେ ଶ୍ୱାସକ୍ରିୟା ସମସ୍ୟା, ଫ୍ଲୁ

ଛତ୍ରପୁର, ୨୫।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା ଘରୋଇ ଔଷଧ ଦୋକାନୀଗୁଡ଼ିକ ସେମାନଙ୍କ ଦୋକାନରୁ ଔଷଧ କିଣୁଥିବା ଲୋକଙ୍କ ତଥ୍ୟ ଦୈନିକ ଡ୍ରଗ ଇନ୍ସପେକ୍ଟରଙ୍କୁ ଦେବା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବାଧ୍ୟତାମୂଳକ କରିଥିଲେ। ଏହି ପରିପ୍ରେକ୍ଷୀରେ ଔଷଧ ଦୋକାନୀଗୁଡ଼ିକ…

ଚାଇନାକୁ ଘେରିବା ପାଇଁ ଉଦ୍ୟମ ଆରମ୍ଭ: ବିଭିନ୍ନ ଦେଶଙ୍କୁ ଏକଜୁଟ ଲକ୍ଷ୍ୟରେ ଆମେରିକା

ଓ୍ବାଶିଂଟନ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏଥି ପାଇଁ ଚାଇନା ଦାୟୀ ଥିବା କୁହାଯାଉଛି। ଚାଇନା ଏଭଳି ଜାଣିଶୁଣି କରିଥିବା ଅଭିଯୋଗ ମଧ୍ୟ ହେଉଛି। ଅନ୍ୟ ଦେଶରେ କରୋନାର ତାଣ୍ଡବ ଜାରି ରହିଥିବାବେଳେ ଚାଇନା ନିଜର ଅର୍ଥନୀତିକୁ…

କରୋନା ଭାଇରସ ପାଇଁ ଟିକା ନୁହେଁ ଯଥେଷ୍ଟ: ସାର୍ସ-ମର୍ସଠାରୁ ଅଧିକ ବେଗରେ ହେଉଛି ସଂକ୍ରମଣ!

ନୂଆଦିଲ୍ଲୀ,୨୫।୪: କରୋନା ଭାଇରସର ଚିକିତ୍ସା ପାଇଁ ଏବେ ସାରା ବିଶ୍ୱର ବିକାଶଶୀଳ ଦେଶ ଗବେଷଣାରେ ଲାଗି ପଡିଛନ୍ତି। ଏହାର ଭ୍ୟାକସିନ୍‌ ଓ ଔଷଧ ପ୍ରସ୍ତୁତି ଯେତେଶୀଘ୍ର ସମ୍ଭବ ହେବ ସେତେ ଶୀଘ୍ର କରୋନା କବଳରୁ ମୁକ୍ତି ମିଳିବ ବୋଲି କୁହାଯାଉଛି। ଏହିକ୍ରମରେ…

ନୀଳ ଆଲୋକରେ ଚମକିଲା ସମୁଦ୍ର ଜୁଆର: ଲକ୍‌ ଡାଉନ୍‌କୁ ଖାତିର ନ କରି ଭିଡ଼ ଜମାଇଲେ ଲୋକେ

ମେକ୍ସିକୋ ସିଟି,୨୫।୪: କରୋନା ସଂକ୍ରମଣ ନେଇ ପୃଥିବୀର ବହୁ ଦେଶରେ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ଏପରିସ୍ଥଳେ ବହୁ ଦେଶରେ ଲକ୍‌ ଡାଉନ୍‌ ଜାରି ହୋଇଛି। ଫଳରେ କମ୍‌ ସଂଖ୍ୟକ ଲୋକଙ୍କୁ ବାହାରେ ବୁଲୁଥିବାର ଦେଖିବାକୁ ମିଳୁଛି। ମେକ୍ସିକୋର ଅକାପୁଲ୍କୋ ସମୁଦ୍ର…

ଠିକାଦାର ଛୁ: ଫସିରହିଛନ୍ତି ବାହାର ରାଜ୍ୟର ଶ୍ରମିକ

ବ୍ରହ୍ମଗିରି, ୨୫ା୪(ଡି.ଏନ.ଏ): ଚିଲିକା ପାଇଁ ବିପଦ ସାଜୁଛି ମାଲେସିଆର ଏକ ପଣ୍ୟବାହୀ ଜାହାଜର କଣ୍ଟେନର। ଏହା ଦୀର୍ଘଦିନ ଧରି ସମୁଦ୍ର ବେଳାଭୂମିରେ ପଡ଼ିରହିିଥିବାରୁ ସମୁଦ୍ରର ଗତିପଥ ବଦଳାଇ ବାଲିବନ୍ଧ ଖାଇବାରେ ଲାଗିଛି । ଏହି କଣ୍ଟେନରକୁ କାଟିବା ପାଇଁ ଲାଗିଥିବା ଠିକା…

ଲକ୍‌ଡାଉନ କଟକଣା କୋହଳ: ମାର୍କେଟ କମ୍ପ୍ଲେକ୍ସ, ସପିଂ ମଲ୍‌କୁ ଛାଡି ଅନ୍ୟ ସବୁ ଦୋକାନ ଖୋଲିବ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): କରୋନା(କୋଭିଡ-୧୯) ମୂକାବିଲା ପାଇଁ ସମଗ୍ର ଜିଲାରେ ଲକ୍‌ଡାଉନ ଜାରି ରହିଛି। ଏଥିପାଇଁ ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ୍‌ ଦେଲେ ଅନ୍ୟ ସମସ୍ତ ଦୋକାନ ବଜାର, ସପିଂ ମଲ ବନ୍ଦ ରହିଥିଲା। ତେବେ ଶନିବାରଠାରୁ ଏଥିରେ କିଛିଟା କୋହଳ ହୋଇଛି। ଗ୍ରାମାଞ୍ଚଳର…

କରୋନା ରୋଗୀଙ୍କ ସହ ବିବାହ ବାର୍ଷିକୀ

ରାଞ୍ଚି: ଏବେ କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ ନିଜର ସବୁ ସ୍ବପ୍ନ ଓ ସୁଖସୁବିଧାଥିବା ଜୀବନ ଉପଭୋଗ କରିବାରୁ ବଞ୍ଚିତ ହେଉଛନ୍ତି। ଏମିତି କି ଜୀବନର କେଉଁ ମୁହୂର୍ତ୍ତରେ ସେମାନଙ୍କୁ ବିପଦ ଗ୍ରାସ କରିବ ସେନେଇ ବି ଚିନ୍ତାରେ ଅଛନ୍ତି।…

ବାଲ୍ୟବିବାହ ରୋକିଛି କରୋନା

ଯୋଧପୁର: ଏବେ କରୋନା ଭାଇରସ୍‌ ସଂକ୍ରମଣ ହିଁ ମଣିଷକୁ ବଞ୍ଚିବାର ନୂଆ ଷ୍ଟାଇଲ୍‌ ଶିଖାଇ ଦେଇଛି। ଏମିତି ଅନେକ ସମସ୍ୟା ଥିଲା, ଯାହାକୁ କୋଟିକୋଟି ଟଙ୍କା ଖର୍ଚ୍ଚକରି ସରକାର କରିପାରୁ ନ ଥିଲେ, ତାକୁ ସମାଧାନ କରିପାରିଛି କରୋନା। ଏଇ ଯେମିତି…

କଟକଣା କୋହଳ ପରେ ଟ୍ରାଫିକ ଜାମ୍‌

ବାଙ୍ଗାଲୋର,୨୫ା୪: କର୍ନାଟକ ସରକାର ରାଜ୍ୟରୁ କୋଭିଡ-୧୯ ମୁକାବିଲା ପାଇଁ ଜାରି କରିଥିବା କଟକଣାକୁ କେତେକ ସ୍ଥାନରେ ଗୁରୁବାରଠାରୁ ଆଂଶିକ ଭାବେ କୋହଳ କରିବା ପରେ ଶୁକ୍ରବାର ସକାଳେ ବହୁ ସଂଖ୍ୟାରେ ଗାଡ଼ି ରାସ୍ତାରେ ଦେଖିବାକୁ ମିଳିଥିଲା। ଏଥିଯୋଗୁ କିଛି ସ୍ଥାନରେ ଟ୍ରାଫିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri