Home Left

ବାହାର ରାଜ୍ୟ ଫେରନ୍ତାଙ୍କ ପଞ୍ଜୀକରଣ ଆରମ୍ଭ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ପରେ ରାଜ୍ୟରେ କରୋନା ସଂକ୍ରମଣର ହଟ୍‌ସ୍ପଟ୍‌ ପାଲଟିଛି ଭଦ୍ରକ, ବାଲେଶ୍ୱର ଏବଂ ଯାଜପୁର। ବିଶେଷକରି ପଶ୍ଚିମବଙ୍ଗ ଫେରନ୍ତାଙ୍କ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ସର୍ବାଧିକ ରହିଛି। ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପୂର୍ବରୁ ବିଦେଶ ଗସ୍ତ…

୧୪ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉପରେ ଉତ୍ତର ବିହାରରୁ ଦକ୍ଷିଣ ଝାଡଖଣ୍ଡ ଏବଂ ଉତ୍ତର ଛତିଶଗଡ ଉପରେ ଏକ ଟ୍ରପ୍‌ ଲାଇନ ସୃଷ୍ଟିି ହୋଇଛି। ଏଥିସହିତ ତେଲଙ୍ଗାନା ଓ ବିଦର୍ଭ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ…

ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ଉପରାଷ୍ଟ୍ରପତିଙ୍କ ପ୍ରଶଂସା

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଜାତୀୟ ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଏକ ଜାତୀୟସ୍ତରୀୟ ଇଂଲିଶ ମୁଦ୍ରିତ ଗଣମାଧ୍ୟମରେ ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁଙ୍କର ଏକ ସ୍ତମ୍ଭ ପ୍ରକାଶ ପାଇଥିଲା। ଏହି ଆଲେଖ୍ୟରେ ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର କେତେକ ପଦକ୍ଷେପକୁ ପ୍ରଶଂସା…

କଳାକାରଙ୍କ ବକେୟା ପାଉଣା ଦେଲା ସଂସ୍କୃତି ବିଭାଗ

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ କଳାକାରଙ୍କ ବକେୟା ପାଉଣା ଗୁରୁବାର ପ୍ରଦାନ କରାଯାଇଛି। ୨୦୧୯ ଆର୍ଥିକ ବର୍ଷରେ ଆୟୋଜିତ ହୋଇଥିବା ବିଭିନ୍ନ ସାଂସ୍କୃତିକ, ସାରସ୍ବତ କାର୍ଯ୍ୟକ୍ରମଗୁଡ଼ିକର ବାକିଥିବା ପାଉଣା ତୁରନ୍ତ ପ୍ରଦାନ କରିବାକୁ ବିଭାଗୀୟ…

ନିୟମ ଉଲ୍ଲଂଘନକାରୀଙ୍କୁ ଜଳଖିଆ ମନା

ଭୁବନେଶ୍ୱର,୨୫ା୪ (ବ୍ୟୁରୋ): କୋଭିଡ-୧୯ ପାଇଁ ହୋଟେଲ ଓ ଜଳଖିଆ ଦୋକାନ ବନ୍ଦ ରହିଛି। କେବଳ ପାର୍ସଲ ନେବା ପାଇଁ କିଛି ହୋଟେଲ ଖୋଲା ରହିଛି। ରାଜଧାନୀର ଶହୀଦ ନଗର ସ୍ଥିତ ନିୟୁ ବିଦ୍ୟା ଗାଙ୍ଗୁରାମରେ ସମସ୍ତ ନିୟମକୁ ଶୃଙ୍ଖଳିତ ଭାବେ ପାଳନ…

ବନ୍ୟପ୍ରାଣୀଙ୍କୁ ଖାଦ୍ୟ ବଣ୍ଟନ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବ

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ବହୁ ବ୍ୟକ୍ତି ବିଶେଷ ଓ ସଂଗଠନ ଭୋକରେ ଥିବା ବୁଲା ଗୋରୁଗାଈ, କୁକୁର ଆଦିଙ୍କୁ ଖାଦ୍ୟ ବାଣ୍ଟୁଛନ୍ତି। ସରକାର ମଧ୍ୟ ଏମାନଙ୍କ ପାଇଁ ୯୦ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। କାରଣ ଏସବୁ ପ୍ରାଣୀ ମଣିଷ…

ଖବରଦାତାଙ୍କ ଘର ଉପରକୁ ବୋମାମାଡ଼

କୋଣାର୍କ, (ଡି.ଏନ.ଏ)/ପୁରୀ ଅଫିସ, ୨୫ା୪: ଏକ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ସଞ୍ଜୟ ପତିଙ୍କ କୋଣାର୍କ ଏନ୍‌ଏସି ୪ନଂ ୱାର୍ଡର ବାଲିସାହିସ୍ଥିତ ବାସଭବନକୁ ଦୁର୍ବୃତ୍ତମାନେ ଗୁରୁବାର ବିଳମ୍ବିତ ରାତିରେ ବୋମା ମାଡ଼ କରିଛନ୍ତି। ଦୁର୍ବୃତ୍ତମାନେ ୩ଟି ବୋମା ପକାଇଥିବା ଜଣାପଡ଼ିଛି। ଦୁଇଟି ବୋମା…

ବନ୍ଦ ଘରୁ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ମଦ ଜବତ

ଖୋର୍ଦ୍ଧା ଅଫିସ,୨୫ା୪: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପଲ୍ଲା ତୋଟାପଡାସ୍ଥିତ ଏକ ବନ୍ଦ ଘରର ତାଲା ଭାଙ୍ଗି ପୋଲିସ ଓ ଅବକାରୀ ବିଭାଗ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ନାମୀଦାମୀ କମ୍ପାନୀର ବିଦେଶୀ ମଦ ଶୁକ୍ରବାର ଜବତ କରିଛି। ଘର ମଧ୍ୟରେ…

ନକଲି ମଦ କାରଖାନା ଠାବ

ଖୋର୍ଦ୍ଧା ଅଫିସ/ ବେଗୁନିଆ,୨୫ା୪(ଡି.ଏନ.ଏ.): ବେଗୁନିଆ ଥାନା ତଥା ବୋଲଗଡ ବ୍ଲକ ଅଧୀନ ରାସୋଳ ଗଁ। ନିକଟ ଏକ ନିଛାଟିଆ ଘରେ ଚାଲିଥିବା ନକଲି ମଦ କାରଖାନା ଉପରେ ଖୋର୍ଦ୍ଧା ଅବକାରୀ ବିଭାଗ ଓ ପୋଲିସ ମିଳିତ ଭାବେ ଶୁକ୍ରବାର ଚଢାଉ କରିଛି।…

ଅସଲି ପୋଷାକରେ ନକଲି ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ‘ହାଲୋ ମୁଁ ୨୦୧୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଶର୍ମିଷ୍ଠା କହୁଛି। ମୁଁ କୋଭିଡ୍‌-୧୯ ଡ୍ୟୁଟିରେ ସେଣ୍ଟ୍ରାଲ ଡେପୁଟେଶନରେ ଭୁବନେଶ୍ୱର ଆସିଛି। ମୋ ପାଇଁ ଗାଡି, ଘର, ଚାକର, ରାଶନ ଦରକାର।’ କମିଶନରେଟ ପୋଲିସକୁ ଏଭଳି ଫୋନ୍‌ କରି ନାକେଦମ୍‌ କରିଥିବା…

ଘରେ ଥାଇ ବି ବୟସ୍କ ହୋଇଛନ୍ତି ସଂକ୍ରମିତ

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଶିଶୁଠାରୁ ବୁଢ଼ା, କାହାକୁ ଛାଡ଼ୁନି କରୋନା। ତେବେ କେଉଁ ବୟସର ବ୍ୟକ୍ତିଙ୍କ ପାଇଁ ଅଧିକ ବିପଦ ଆସିପାରେ, ସେ ବିଷୟରେ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି। କରୋନା ସହ ଲଢୁଥିବା…

ଆମ୍ବୁଲାନ୍ସର ହେଉଛି ଅପବ୍ୟବହାର

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): କରୋନା ପାଇଁ ସାରା ଦେଶ ଏବେ ଲକ୍‌ଡାଉନ। ଏପରି ସମୟରେ ଆମ୍ବୁଲାନ୍ସର ଅପବ୍ୟବହାର ହେଉଛି। ଜରୁରିକାଳୀନ ସେବା ପାଇଁ ଉଦ୍ଦିଷ୍ଟ ଆମ୍ବୁଲାନ୍ସକୁ କେତେଜଣ ଲୋକ ଅପବ୍ୟବହାର କରୁଛନ୍ତି। ସଙ୍କଟ ସମୟରେ ସମସ୍ତେ ବିବେକର ସହ କାମ କରନ୍ତୁ। ଗୋଟିଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri