Home Left

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧,୭୫୨ ସଂକ୍ରମିତ

ନୂଆଦିଲ୍ଲୀ,୨୪।୪: ଦେଶରେ ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ବେଳକୁ ବେଳ ଏହି ସଂଖ୍ୟାରେ ବୃଦ୍ଧି ଘଟିବାରୁ ଏହା ସମସ୍ତଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଲାଣି। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ,…

ସାମାଜିକ ବାର୍ତ୍ତା ଦେଉଥିବା ଫିଲ୍ମରେ କାମ କରିବାକୁ ଚାହାନ୍ତି ଭୂମୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଭୂମୀ ପେଡେନେକର ‘ଦମ ଲଗାକେ ହୈସା’ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ପ୍ରଥମେ ସେ ସାମାଜିକ ବାର୍ତ୍ତା ଦେଉଥିବା ଫିଲ୍ମରୁ କ୍ୟାରିୟର ଆରମ୍ଭ କରିଥିଲେ ବୋଲି କୁହାଯାଏ। ଯାହା ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥିଲା। ଏହାପରେ ଏବେ ଭୂମୀ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ ପ୍ରତି ବଢୁଛି ଶ୍ରମିକଙ୍କ ଆଗ୍ରହ

ରାଇକିଆ,୨୪ା୪(ଡି.ଏନ୍‌.ଏ.)- ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ ପାଇଁ କଟକଣା କୋହଳ ପରେ କନ୍ଧମାଳ ଜିଲା ରାଇକିଆ ବ୍ଲକରେ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି। ସାମାଜିକ ଦୂରତ୍ୱକୁ ଧ୍ୟାନ ଦିଆଯାଇ ଅଧିକରୁ ଅଧିକ ଶ୍ରମିକଙ୍କୁ ଏହି ଯୋଜନାରେ ସାମିଲ କରାଯାଇଛି। ଶୁକ୍ରବାର ସୁଦ୍ଧା ବ୍ଲକର…

କୋରୁକୋଣ୍ଡାରେ ସରକାରୀ ନିୟମକୁ ଫୁ’: ଛାତ୍ରୀଛାତ୍ର ନିଜେ ବୋହିଲେ ବହିପତ୍ର, ସିଆର୍‌ସିସି କହିଲେ ‘ଆମେ କ’ଣ ଶ୍ରମିକ’

କୋରୁକୋଣ୍ଡା,୨୪।୪(ଡି.ଏନ.ଏ): ସାରା ବିଶ୍ୱରେ କରୋନାର ଭୟାବହତା ଦିନକୁ ଦିନ ବଢିବା ଦେଖି ସରକାର ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହି ସମୟରେ ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲା। ତେବେ ଏହି ଛୁଟିରେ ପିଲାମାନଙ୍କୁ ଘରେ ରହି ପାଠ…

ଦିନକ ପରେ ଅକ୍ଷୟ ତୃତୀୟା, ହେଲେ ୩ ତାରିଖ ପର୍ଯ୍ୟନ୍ତ ରଥ ନିର୍ମାଣ ସମ୍ଭବ ନୁହେଁ: ଗଜପତି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଶୁକ୍ରବାର ଖବରଦାତା ସମ୍ମିଳନୀ ଜରିଆରେ ମନ୍ତବ୍ୟ ରଖିଛନ୍ତି।  ସେ କହିଛନ୍ତି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ମିଳିଥିବା ଚିଠିକୁ ନେଇ ଆଜି ବୈଠକ ବସିଥିଲା। ଶ୍ରୀମନ୍ଦିର ପର୍ବପର୍ବାଣୀ ସମ୍ପର୍କରେ…

ସାଇକେଲ୍‌ରେ ମୁମ୍ବାଇରୁ ଗୋରଖପୁର ଯାତ୍ରା

ମୁମ୍ବାଇ,୨୪।୪: ଦେଶରେ ଲକ୍‌ଡାଉନ୍‌ ଯୋଗୁ ଏକପ୍ରକାର ସବୁ ଠପ୍‌ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସମସ୍ତ ପ୍ରବାସୀଙ୍କୁ ଯିଏ ଯେଉଁଠାରେ ଅଛି ସେଠାରେ ରହିବାକୁ ନିବଦେନ କରିଥିଲେ। ମହାରାଷ୍ଟ୍ର ସରକାର ସମସ୍ତ ପ୍ରବାସୀ ଶ୍ରମିକଙ୍କ ପାଇଁ…

ଚିନ୍ତା ବଢ଼ାଇଲେଣି ପଶ୍ଚିମବଙ୍ଗ ଫେରନ୍ତା: ଆକ୍ରାନ୍ତ ମାମଲାରେ ଯାଜପୁର, ବାଲେଶ୍ୱରକୁ ଟପିଲା ଭଦ୍ରକ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଗୋଟିଏ ଦିନରେ ଭଦ୍ରକ ଜିଲାରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଦ୍ୱାରା ଜିଲାରେ ମୋଟ ପଜିଟିଭ୍‌ଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ପ୍ରଥମେ ରାଜ୍ୟରେ ଖୋର୍ଦ୍ଧା ଅଧିକ ସଂକ୍ରମିତ ଜିଲା ଭାବେ ରେଡ୍‌ ଜୋନ୍‌ରେ ଥିବା ବେଳେ ଏବେ…

ମନୋହରଙ୍କ କାର୍ଯ୍ୟକାଳ ୨ ମାସ ବଢିପାରେ ଆଇସିସି ଅଧ୍ୟକ୍ଷ ପଦ ଦୌଡ଼ରେ ଗେଭ୍ସ ସର୍ବାଗ୍ରେ

ନୂଆଦିଲ୍ଲୀ,୨୪।୪(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଅଧ୍ୟକ୍ଷ ଭାବେ ଶଶାଙ୍କ ମନୋହରଙ୍କ କାର୍ଯ୍ୟକାଳ ଆଉ ୨ ମାସ ବଢିପାରେ। ଜୁନ୍‌ରେ ସେ ପଦ ଛାଡିବେ ବୋଲି ଆଶା କରାଯାଉଥିଲା। ତେବେ କୋଭିଡ୍‌-୧୯ ମହମାରୀ କାରଣରୁ ଆଇସିସି ବୋର୍ଡ ବୈଠକକୁ ଦୁଇମାସ ଘୁଞ୍ଚାଇ…

ଘରେ କାମ କରୁଥିବା ଯାଜପୁର ମହିଳାଙ୍କ ଶେଷକୃତ୍ୟ ସମ୍ପନ୍ନ କଲେ ଗମ୍ଭୀର

ନୂଆଦିଲ୍ଲୀ,୨୪। ୪(ପି.ଟି.): ପୂର୍ବତନ କ୍ରିକେଟର ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀର ତାଙ୍କ ଘରେ କାମ କରୁଥିବେ ଜଣେ ମହିଳାଙ୍କ ଶେଷକୃତ୍ୟ ସମ୍ପନ୍ନ କରିଛନ୍ତି। ୪୯ ବର୍ଷୟା ଏହି ମହଳାଙ୍କ ନାମ ସରସ୍ବତୀ ପାତ୍ର। ତାଙ୍କ ଓଡ଼ିଶା ଯାଜପୁର ଜିଲାରେ। ସେ…

ଆଇପିଏଲ୍‌ ଲାଗି ଏସିଆ କପ୍‌ କାର୍ଯ୍ୟସୂଚୀ ପରିବର୍ତ୍ତନ ଗ୍ରହଣୀୟ ନୁହଁ: ପିସିବି

କରାଚି,୨୪।୪ (ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ସ୍ଥଗିତ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ପାଇଁ ଏସିଆ କପ୍‌ କାର୍ଯ୍ୟସୂଚୀରେ ପରିବର୍ତ୍ତନକୁ ଗ୍ରହଣ କରିବୁ ନାହିଁ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ତରଫରୁ କୁହାଯାଇଛି। ଏ ନେଇ ପିସିବି…

କୋଭିଡ-୧୯ ମହାମାରୀ: ୟୁରୋପିଆନ ଚାମ୍ପିୟନଶିପ୍‌ ବାତିଲ

ପ୍ୟାରିସ୍‌,୨୪।୪ (ଏଏଫ୍‌ପି): କୋଭିଡ୍‌-୧୯ ମହାମାରୀ କାରଣରୁ ଆଉ ଏକ ବଡ଼ ଇଭେଣ୍ଟ ବାତିଲ ହୋଇଛି। ପ୍ୟାରିସ୍‌ରେ ଆସନ୍ତା ଅଗଷ୍ଟ ମାସରେ ଆୟୋଜନ ହେବାକୁ ଥିବା ହାଇପ୍ରୋଫାଇଲ ୟୁରୋପିଆନ୍‌ ଆଥଲେଟିକ୍ସ ଚାମ୍ପିୟନଶିପ୍‌କୁ କରୋନା ଭାଇରସ ସଂକ୍ରମଣ କାରଣରୁ ବାତିଲ କରାଯାଇଛି। ଏ ନେଇ…

ସାନକିରାସିରା ଗ୍ରାମରେ ଗ୍ୟାସ ଟାଙ୍କି ବିସ୍ଫୋରଣ: ଉଡିଗଲା ଆଜବେଷ୍ଟସ ଛପର, ଯୁବକ ମୃତ

ସୋନପୁର,୨୪।୪(ନି.ପ୍ର.)- ସୁବର୍ଣ୍ଣପୁର ଜିଲା ବୀରମହରାଜପୁର ବ୍ଲକ ସାନକିରାସିରା ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଇନ୍ଧନ ଗ୍ୟାସ ଟାଙ୍କି ବିସ୍ଫୋରଣ ଘଟି ସିନୁ ପଧାନ(୨୪)ଙ୍କ ମୃତ୍ୟୁ ଘଟିଛି। ସିନୁ ରୋଷେଇ କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri