Home Left

ଲକ୍‌ଡାଉନ୍‌ ଉଠିବା ପରେ ଗଞ୍ଜାମକୁ ଫେରିବେ ଲୋକେ: ସରପଞ୍ଚଙ୍କ ସହ ଆଲୋଚନା, ଆଇସୋଲେଶନ୍‌ ସେଣ୍ଟର ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର, ୨୪।୪(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ଉଠିବା ପରେ ବାହାର ରାଜ୍ୟରେ ଅଟକିଥିବା ଲୋକେ ଗଞ୍ଜାମ ଜ଼ିଲାକୁ ଫେରିବେ। ଏନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମସ୍ତ ପଞ୍ଚାୟତ ଅଫିସକୁ ଯାଇ ସରପଞ୍ଚ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ, ଜେଇ ଓ କର୍ମଚାରୀମାନଙ୍କ…

ପଞ୍ଚାୟତିରାଜ ଦିବସରେ ସ୍ବାମିତ୍ୱ ଯୋଜନା ଘୋଷଣା କଲେ ମୋଦି

ନୂଆଦିଲ୍ଲୀ,୨୪।୪: ରଷ୍ଟ୍ରୀୟ ପଞ୍ଚାୟତି ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ପଞ୍ଚାୟତର ମୁଖ୍ୟଙ୍କୁ ଶୁକ୍ରବାର ସମ୍ବୋଧିତ କରିଛନ୍ତି। କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ଗ୍ରାମାଞ୍ଚଳରେ କିଭଳି ବ୍ୟବସ୍ଥା ରହିଛି ଏବଂ ସ୍ଥିତି କ’ଣ ରହିଛି ସେନେଇ ସରପଞ୍ଚଙ୍କ ସହ…

ଜାଣନ୍ତି ଜିରାଫର ବେକ ଲମ୍ବା କାହିଁକି

ଚିଡ଼ିଆଖାନା ହେଉ କିମ୍ବା କୌଣସି ଜାତୀୟ ଉଦ୍ୟାନ, ଜିରାଫକୁ ନିଶ୍ଚିତ ଦେଖିଥିବେ। ଏହା ପୃଥିବୀର ସମସ୍ତ ପ୍ରାଣୀଙ୍କଠାରୁ ଲମ୍ବା। ଜିରାଫର ଲମ୍ବା ବେକ, ଗୋଡ଼ ଏବଂ ଶିଙ୍ଗ ପାଇଁ ବିଶେଷ ଭାବରେ ଜଣାଶୁଣା। କିନ୍ତୁ ଜାଣନ୍ତି ଜିରାଫର ବେକ ଏତେ ଲମ୍ବା…

ରାଜଧାନୀରୁ ନକଲି ମହିଳା ଆଇପିଏସ୍‌ ଅଫିସର ଗିରଫ: ବାରମ୍ବାର ଫୋନ କରି ଲକ୍‌ଡାଉନ୍‌ ନିୟମ କୋହଳ, କନଷ୍ଟେବଳଙ୍କ ଡ୍ୟୁଟି ପରିବର୍ତ୍ତନ ପାଇଁ ପକାଉଥିଲେ ଚାପ

ଭୁବନେଶ୍ୱର,୨୪।୪(ବ୍ୟୁରୋ): କ୍ୟାପିଟାଲ ଥାନା ପୋଲିସ ଶୁକ୍ରବାର ଜଣେ ନକଲି ମହିଳା ଆଇପିଏସ୍‌ ଅଫିସରଙ୍କୁ ଗିରଫ କରିଛି। ତାଙ୍କ ନାମ ଶର୍ମିଷ୍ଠା ବେହେରା। ସେ ନିଜକୁ ଜଣେ ଆଇପିଏସ ଅଫିସର ପରିଚୟ ଦେଇ ଲକ୍‌ଡାଉନ୍‌ ନିୟମକୁ କୋହଳ କରିବା ସହ କିଛି ନିର୍ଦ୍ଧିଷ୍ଟ…

ମଦ କାରଖାନା ଉପରେ ଚଢ଼ାଉ: ମହିଳା କିଙ୍ଗପିନ୍‌ ଗିରଫ; ୧୭ଲକ୍ଷ ଟଙ୍କା, ୧୫୦ ଲିଟର ମଦ ଜବତ

ଖୋର୍ଦ୍ଧା ଅଫିସ,୨୪।୪: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାସଲ ଗ୍ରାମରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ କାରଖାନା ଚାଲିଆସୁଥିଲା। ଜେନେରେଟର, ପେକିଂ ମେଶିନ ସାହାଯ୍ୟରେ ଡେଲି ମଦ ଆଣାଯାଇ ବେପାର ହେଉଥିଲା। କୌଣସି ସୂତ୍ରରୁ ଖବରପାଇ ଶୁକ୍ରବାର ସକାଳେ…

ଅବ୍ୟବସ୍ଥାରେ କରୋନା ଯୋଦ୍ଧାଙ୍କ କ୍ୱାରାଣ୍ଟାଇନ୍‌ ସେଣ୍ଟର: ଭିଡିଓ ଭାଇରାଲ

ରାୟବରେଲୀ,୨୪।୪: ସରକାର ସବୁବେଳେ କରୋନା ଯୋଦ୍ଧାଙ୍କ ସମ୍ମାନ ଓ ସୁରକ୍ଷା ବିଷୟରେ କହୁଥିବା ବେଳେ ଏହା କେତେ କାର୍ଯ୍ୟକାରୀ ହେଉଛି ତା’ର ନଗ୍ନ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ରାୟବରେଲୀରେ। କୋଭିଡ-୧୯ ରେଗୀଙ୍କ ଚିକିତ୍ସାରେ ନିୟୋଜିତ ଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ…

ସ୍ବତନ୍ତ୍ର ସଚିବଙ୍କ ଭଦ୍ରକ ଗସ୍ତ: ଆଇନଶୃଙ୍ଖଳା, ପ୍ରଶାସନିକ ବ୍ୟବସ୍ଥା ସମ୍ପର୍କରେ କଲେ ଆଲୋଚନା

ଭଦ୍ରକ ଅଫିସ,୨୪ା୪: ଭଦ୍ରକ ଜିଲା ଗସ୍ତରେ ଆସି ସ୍ବତନ୍ତ୍ର ସଚିବ ଏସ୍‌କେ ଲୋହାନୀ ଶୁକ୍ରବାର ଜିଲାର ସ୍ଥିତି ସମୀକ୍ଷା କରିଛନ୍ତି। ସେହିଭଳି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ଜିଲାରେ ଡେରା ପକାଇଛନ୍ତି। ଜିଲାପାଳ ଜ୍ଞାନ ରଞ୍ଜନ ଦାସ, ଏସ୍‌ପି ରାଜେଶ…

ସ୍କୁଲ ଫି’ ଛାଡ଼ ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ୍‌,୨୪।୪: ଲକ୍‌ଡାଉନ୍‌ ଚାଲିଥିବା ଯୋଗୁ ଏବେ ଅଭିଭାବକଙ୍କ ରୋଜଗାର ବନ୍ଦ ହୋଇଯାଇଛି। ଏଭଳି ସମୟରେ ସେମାନେ ନିଜ ପିଲାଙ୍କ ସ୍କୁଲ ଫି’ ଦାଖଲ କରିପାରିବେ ନାହିଁ। ତେଣୁ ମାର୍ଚ୍ଚ ଠାରୁ ଜୁନ୍‌ ପର୍ଯ୍ୟନ୍ତ ସ୍କୁଲ ଫି’ ଛାଡ଼ କରାଯିବା ସମ୍ପର୍କରେ…

ଏପ୍ରିଲ ଶେଷସୁଦ୍ଧା ଦୈନିକ ୩ହଜାର ନମୁନା ପରୀକ୍ଷା ଲକ୍ଷ୍ୟ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଚଳିତମାସ ଶେଷ ସୁଦ୍ଧା ରାଜ୍ୟରେ ଦୈନିକ ୩ ହଜାର କରୋନା ନମୁନା ପରୀକ୍ଷା କରାଯିବ। ଏଥିପାଇଁ ବଲାଙ୍ଗୀର, ବାଲେଶ୍ୱର, ବାରିପଦା ଓ କୋରାପୁଟଠାରେ ଥିବା ମେଡିକାଲ କଲେଜ ହସ୍ପିଟାଲଗୁଡିକରେ ନମୁନା ପରୀକ୍ଷା ପାଇଁ ଲାବୋରେଟୋରି ଖୋଲାଯିବ। ଗୁରୁବାର ଭିଡିଓ କନ୍‌ଫରେନ୍ସିଂ…

ବ୍ରୋନକ୍ସ ଜୁ’ରେ ୪ ବାଘ, ୩ ସିଂହଙ୍କୁ କରୋନା

ନ୍ୟୁୟର୍କ,୨୪ା୪: ନ୍ୟୁୟର୍କର ବ୍ରୋନକ୍ସ ଜୁ’ରେ ଗୋଟିଏ ବାଘୁଣୀ କରୋନା ସଂକ୍ରମିତ ହେବାର ପାଖାପାଖି ୩ ସପ୍ତାହ ପରେ ବୁଧବାର ସେଠାରେ ଆଉ ୪ଟି ବାଘ ଓ ୩ଟି ସିଂହ ଏହି ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ପରୀକ୍ଷାରୁ ଜଣାପଡିଛି। ଚିଡ଼ିଆଖାନାର ଦେଖାଶୁଣା…

ବଢ଼ିବ ବଣ୍ଟନ କମ୍ପାନୀଙ୍କ ଆର୍ଥିକ ବୋଝ

ଭୁବନେଶ୍ୱର,୨୪।୪(ବ୍ୟୁରୋ): କରୋନା ସଂକ୍ରମଣ ଦୃଷ୍ଟିରୁ ରାଜ୍ୟ ଲକ୍‌ଡାଉନ୍‌ ଜାରି ରହିଛି। ଏଥିଯୋଗୁ ଲୋକମାନଙ୍କର ଆର୍ଥିକ ସ୍ଥିତି ଦୋହଲିଯାଇଛି। ଏଭଳି ପରିସ୍ଥିତିର କେବେ ସୁଧାର ଆସିବ ତାହା ଜଣାପଡୁନାହିଁ। ଏହି ଘଡିସନ୍ଧି ମୁହୂର୍ତ୍ତରେ ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ଓଡିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆରସି) ସାମୟିକ…

୪କୋଟି ଆନ୍ତଃରାଜ୍ୟ ପ୍ରବାସୀ ପ୍ରଭାବିତ

ନୂଆଦିଲ୍ଲୀ,୨୪ା୪(ପି.ଟି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୨୫ରେ ଦେଶବ୍ୟାପୀ ଲକ୍‌ଡାଉନ ଲାଗୁ କରିଛନ୍ତି। ଏହା ମେ’୩ ପର୍ଯ୍ୟନ୍ତ ବଳବତ୍ତର ରହିବ। ତେବେ ଏହି ଲକ୍‌ଡାଉନ ଯୋଗୁ ଦେଶରେ ପ୍ରାୟ ୪କୋଟି ଆନ୍ତଃରାଜ୍ୟ ପ୍ରବାସୀ ପ୍ରଭାବିତ ହୋଇଛନ୍ତି। ଯେଉଁଥିପାଇଁ ଗତ କିଛିଦିନ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri