Home Left

କରୋନା ମୁକାବିଲା ନେଇ ଫୋନ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କ ଆଲୋଚନା: ରଥଯାତ୍ରା ନେଇ ବି ହେଲା ଆଲୋଚନା

ଭୁବନେଶ୍ୱର, ୨୪।୪(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଆଲୋଚନା ହୋଇଛି। ଉଭୟ ଫୋନ୍‌ ମାଧ୍ୟମରେ କଥାବାର୍ତ୍ତା ହୋଇଛନ୍ତି। ଏଥିସହ ରଥଯାତ୍ରା ସମ୍ପର୍କରେ ମଧ୍ୟ ଉଭୟ ଆଲୋଚନା କରିଛନ୍ତି। ଶୁକ୍ରବାର ହେବାକୁ…

ବ୍ରିଟେନ: ଅନ୍ୟ ସମୁଦାୟଠାରୁ ଭାରତୀୟ ଅଧିକ ପ୍ରଭାବିତ

ଲଣ୍ଡନ,୨୪ା୪: କରୋନା ଭୂତାଣୁ ସଂକ୍ରମଣରେ ବ୍ରିଟେନରେ ଗୁରୁବାର ସୁଦ୍ଧା ୧୮,୭୩୮ ଲୋକଙ୍କ ମୃତ୍ୟୁ ଘଟିଲାଣି। ସେହିପରି ୧ ଲକ୍ଷ ୩୮ ହଜାରରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇଛନ୍ତି। ହେଲେ ଚିନ୍ତାର ବିଷୟ ଯେ, ବ୍ରିଟେନର କୃଷ୍ଣକାୟ, ଏସୀୟ ଓ ସଂଖ୍ୟାଲଘୁ ସମ୍ପ୍ରଦାୟ(ବିଏଏମ୍‌ଇ)…

ଡବ୍ଲ୍ୟୁଏଚ୍‌ଓର ନେତୃତ୍ୱ ନେବ ଭାରତ

ନୂଆଦିଲ୍ଲୀ,୨୪ା୪: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟାଳୟରେ ଭାରତ ନେତୃତ୍ୱ ଭୂମିକା ନେବ। ସାରା ବିଶ୍ୱ କରୋନା ମହାମାରୀ କବଳିତ ହୋଇଥିବାବେଳେ ଆସନ୍ତା ମାସରେ ଡବ୍ଲ୍ୟୁଏଚ୍‌ଓ କାର୍ଯ୍ୟନିର୍ବାହୀ ବୋର୍ଡରେ ଭାରତୀୟ ପ୍ରତିନିଧି ଅଧ୍ୟକ୍ଷ ନିଯୁକ୍ତ ହେବାକୁ ଯାଉଛନ୍ତି। କୋଭିଡ୍‌-୧୯ ମହାମାରୀରେ ଏପର୍ଯ୍ୟନ୍ତ…

ମିସୋରିରେ ଚାଇନା ବିରୋଧରେ ମାମଲା

ଓ୍ବାଶିଂଟନ,୨୪ା୪: ଆମେରିକୀୟ ରାଜ୍ୟ ମିସୋରି ଚାଇନା ବିରୋଧରେ ମାମଲା ରୁଜୁ କରିଛି। ଚାଇନା ସତକୁ ଚପାଇ, ହ୍ବିସିଲ୍‌ବ୍ଲୋୟରଙ୍କୁ ଗିରଫ କରିବା ସହ କରୋନା ଭାଇରସ୍‌ର ସଂକ୍ରାମକତାକୁ ଅସ୍ବୀକାର କରିଥିବାରୁ ବିଶ୍ୱର ବହୁ ଦେଶକୁ ଅପୂରଣୀୟ କ୍ଷତି ସହିବାକୁ ପଡ଼ିଛି। ମିସୋରିର ଆଟର୍ନି…

‘କରୋନା ଫ୍ଲୁ ନୁହେଁ, ଏକ ଆକ୍ରମଣ’

ଓ୍ବାଶିଂଟନ,୨୪ା୪: କରୋନା ସଂକ୍ରମଣ ରୋକିବା ପାଇଁ ବିପୁଳ ଡଲାର ଢାଳିଦେବା ପରିବର୍ତ୍ତେ ଆଉ କିଛି ବିକଳ୍ପ ନାହିଁ। ଏହି ଭାଇରସ୍‌ ଏକ ଫ୍ଲୁ ନୁହେଁ, ବରଂ ଏକ ଆକ୍ରମଣ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ହ୍ବାଇଟ୍‌ ହାଉସ୍‌ରେ ଏକ…

କରୋନା ମୁକାବିଲାରେ ମୋଦି ସରକାର ସଫଳ

ନୂଆଦିଲ୍ଲୀ,୨୪ା୪: ପ୍ରାଣଘାତୀ କରୋନା ଭୂତାଣୁ ଯୋଗୁ ବିଶ୍ୱବ୍ୟାପୀ ଆତଙ୍କ ଖେଳିଯାଇଛି। ଏଥିରୁ ଭାରତ ବାଦ୍‌ ଯାଇନି। ଦେଶରେ ଏବେ କରୋନା ମୃତ୍ୟୁ ୬୯୧ରେ ପହଞ୍ଚି ଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୨୧,୭୭୪ ହଜାରରେ ପହଞ୍ଚିଲାଣି। ଏହାର ମୁକାବିଲା ଲାଗି କେନ୍ଦ୍ର ଓ…

ଅର୍ଣ୍ଣବ ଗୋସ୍ବାମୀଙ୍କୁ ଆକ୍ରମଣ

ନୂଆଦିଲ୍ଲୀ,୨୪ା୪: ରିପବ୍ଲିକ୍‌ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀଙ୍କୁ ଆକ୍ରମଣ ହୋଇଛି। ଅର୍ଣ୍ଣବ ଓ ତାଙ୍କ ସ୍ତ୍ରୀ କାର୍‌ ଯୋଗେ ସେମାନଙ୍କର ଓ୍ବର୍ଲି ବାସଭବନକୁ ଫେରୁଥିବାବେଳେ ସ୍କୁଟରରେ ଦୁଇଜଣ ଦୁର୍ବୃତ୍ତ ସେମାନଙ୍କ ଗାଡ଼ିକୁ ଅଟକାଇ ଆକ୍ରମଣ କରି ତାଙ୍କ କାର ଉପରକୁ…

୨୪ ଘଣ୍ଟାରେ ସର୍ବାଧିକ ଟେଷ୍ଟ: ଗୁରୁବାର ହେଲା ୨୦୨୭ ନମୂନା ପରୀକ୍ଷା

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ ନମୁନା ପରୀକ୍ଷା ହୋଇଛି। ଗୁରୁବାର ୨୪୭୪ଟି ନମୁନା ପରୀକ୍ଷା ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆର୍‌ଏମ୍‌ଆର୍‌ସିରେ ୧୨୪୧, ଏମ୍‌ସରେ ୧୧୫, ଏସ୍‌ସିବିରେ ୫୪୮, ଏମ୍‌କେସିଜିରେ ୪୫, ଭୀମସାରରେ…

ମୁମ୍ବାଇରେ ମାଡ଼ିଚାଲିଛି କରୋନା

ମୁମ୍ବାଇ/ନୂଆଦିଲ୍ଲୀ,୨୪ା୪: ଭାରତରେ ମହାମାରୀ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨,୯୩୧ରେ ପହଞ୍ଚି ଥିବାବେଳେ ୭୧୬ ବ୍ୟକ୍ତି ପ୍ରାଣ ହରାଇଲେଣି। ମହାରାଷ୍ଟ୍ରରେ ସର୍ବାଧିକ ୬,୪୨୭ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ମୁମ୍ବାଇରେ ୪ ହଜାରରୁ ଊର୍ଦ୍ଧ୍ୱ ରୋଗୀ ଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟା…

‘ସଂରକ୍ଷଣ ବଦଳାଇବାକୁ ଚାହୁଁନାହାନ୍ତି ସରକାର’

ନୂଆଦିଲ୍ଲୀ,୨୪ା୪(ପି.ଟି.): ସଂରକ୍ଷଣ ସୁବିଧା ପାଇଆସୁଥିବା ଜାତି ତାଲିକାର ନା ସମୀକ୍ଷା କରାଯାଉଛି, ନା ସଂରକ୍ଷଣ ବ୍ୟବସ୍ଥାର ଅନ୍ତ ହେଉଛି। ଏହାକୁ ନେଇ ଦେଶରେ ସୃଷ୍ଟି ହୋଇଥିବା ଚ୍ୟାଲେଞ୍ଜର ସମ୍ମୁଖୀନ ହେବା ଲାଗି ନିର୍ବାଚିତ ସରକାରଙ୍କର କ୍ୱଚିତ ରାଜନୈତିକ ଇଚ୍ଛାଶକ୍ତି ରହିଛି। ସଂରକ୍ଷଣ…

ଏଲ୍‌ପିଜି ଯୋଗାଣ ଠିକ୍‌ କରିବାକୁ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଦେଶର ତୈଳ ବିପଣନ କମ୍ପାନୀର ଜିଲା ନୋଡାଲ ଅଫିସରମାନଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଭିଡିଓ କନ୍‌ଫରେନ୍ସିଂ ଯୋଗେ ଆଲୋଚନା କରିଛନ୍ତି। ଏହି ଅବସରରେ ସେ ଏଲ୍‌ପିଜି ଯୋଗାଣକୁ ଠିକ୍‌ଭାବେ କାର୍ଯ୍ୟକାରୀ କରିବା, ଉଜ୍ଜ୍ୱଳା ହିତାଧିକାରୀଙ୍କୁ ମାଗଣାରେ ଗ୍ୟାସ୍‌…

ଖବରଦାତାଙ୍କ ଘର ଉପରକୁ ବୋମାମାଡ଼

କୋଣାର୍କ,୨୪ା୪(ଡି.ଏନ୍‌.ଏ.): ପୁରୀ ଜିଲା କୋଣାର୍କ ଥାନା ଅନ୍ତର୍ଗତ କରମଙ୍ଗା ବାଲିସାହିରେ ରହୁଥିବା ଖବରଦାତା ସଞ୍ଜୟ ପତିଙ୍କ ଘର ଉପରକୁ ଦୁର୍ବୃତ୍ତମାନେ ଗୁରୁବାର ବିଳମ୍ବିତ ରାତିରେ ବୋମାମାଡ଼ କରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଗତରାତିରେ ଦୁର୍ବୃତ୍ତମାନେ ଏକ ମୋଟରସାଇକେଲରେ ଆସି ଲଗାତାର ୩ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri