Home Left

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୪.୭୧ ଲକ୍ଷ ଟଙ୍କା ପ୍ରଦାନ

ବ୍ରହ୍ମପୁର ଅଫିସ,୨୩ା୪: କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଗଞ୍ଜାମ ଜିଲାର ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ପକ୍ଷରୁ ଗୁରୁବାର ୪ଲକ୍ଷ ୭୧ ହଜାର ୫୮୬ ଟଙ୍କା ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲା ସିଭିଲ୍‌ ରେଜିଷ୍ଟ୍ରାର ସମସ୍ତ କର୍ମଚାରୀଙ୍କ ପକ୍ଷରୁ…

ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ,୨।୪: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରାର ଆୟୋଜନକୁ ନେଇ ଆଶଙ୍କା ପ୍ରକାଶ ପାଇଥିବା ବେଳେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଭେଟିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍‌ କୁମାର। ଗୁରୁବାର ମଧ୍ୟାହ୍ନରେ ଜିଲାପାଳ ବଲଓ୍ବନ୍ତ ସିଂଙ୍କ…

ଆଶ୍ୱସ୍ତ ହେଲେ ଇମ୍ରାନ

ଇସ୍‌ଲାମାବାଦ,୨୩।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ସେ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ପାକିସ୍ତାନର ସ୍ବାସ୍ଥ୍ୟମନ୍ତ୍ରୀ ଜଫର ମିର୍ଜା ଟୁଇଟ କରି ଏହି ସୂଚନା ଦେଇଛନ୍ତି। କିଛିଦିନ ପୂର୍ବେ ଇମ୍ରାନ ଜଣେ କରୋନା ପଜିଟିଭଙ୍କ…

ବିନା ସୁରକ୍ଷାରେ କାମ କରୁଛନ୍ତି କରୋନା ଯୋଦ୍ଧା

ଭୋପାଳ,୨୩।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏପରିସ୍ଥଳେ କରୋନା ଯୋଦ୍ଧା ପାଲଟି ଥିବା ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପ୍ରତି ଦୃଷ୍ଟି ଦିଆଯାଉ ନ ଥିବା ଅଭିଯୋଗ ହୋଇଛି। ମଧ୍ୟପ୍ରଦେଶରେ ବହୁ ସଫେଇ…

ଦେଶବାସୀଙ୍କ ହୃଦୟ ଜିତିଲେ ରାଷ୍ଟ୍ରପତିଙ୍କ ଧର୍ମପତ୍ନୀ

ନୂଆଦିଲ୍ଲୀ,୨୩।୪: ଦେଶର ‘ଫାଷ୍ଟ ଲେଡି’ ସବିତା କୋବିନ୍ଦ ଏବେ ଦେଶବାସୀଙ୍କ ହୃଦୟ ଜିତି ନେଇଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ମୁହଁରେ ମାସ୍କ ବାନ୍ଧି ସିଲେଇ ମେଶିନରେ ସିଲେଇ କରୁଥିବା ଦେଖାଯାଇଛି।…

ବାଲେଶ୍ୱର, ଭଦ୍ରକକୁ ଟପିଲା ଯାଜପୁର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ପଜିଟିଭ୍‌ ଯାଜପୁର ଜିଲାର। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଓ୍ବେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ତେବେ ଚିହ୍ନଟ ରୋଗୀଙ୍କ ବିଷୟରେ ସବିଶେଷ ତଥ୍ୟ ଜଣାପଡ଼ିନାହିଁ। ପୂର୍ବରୁ ଯାଜପୁର ଜିଲାରେ…

ଅଜୟଙ୍କ ନୂଆ ବଡିଗାର୍ଡକୁ ପ୍ରଶଂସା କଲେ ମୋଦି, ଶାହା

ମୁମ୍ବାଇ: ବିଭିନ୍ନ ସମୟରେ ନିଜ ଅଭିନୟକୁ ନେଇ ଚର୍ଚ୍ଚାରେ ରହୁଥିବା ବଲିଉଡ୍‌ ନାୟକ ଅଜୟ ଦେବଗନ ଏବେ ପୁଣିଥରେ ଆସିଛନ୍ତି ଚର୍ଚ୍ଚାକୁ। ଏଥର ସେ ତାଙ୍କର ନୂଆ ବଡିଗାର୍ଡକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ। ଇଏ ଏମିତି ବଡିଗାର୍ଡ ଯାହାକୁ ଦେଶର ପ୍ରଧାନମନ୍ତ୍ରୀ…

ଅଶୋଧିତ ତେଲ ଦାମ ଟଏଲେଟ୍‌ ପେପରଠାରୁ ବି କମ !

ଓ୍ବାଶିଂଟନ,୨୩।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଦେଖାଦେଇଛି। ବହୁ ଦେଶରେ ଲକ୍‌ ଡାଉନ୍‌ ଯୋଗୁ ଧୀରେଧୀରେ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିିଛି। ଏପରିସ୍ଥଳେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦାମ କମିବାରେ ଲାଗିଛି। ଆମେରିକାରେ ବ୍ୟାରେଲ ପିଛା ଅଶୋଧିତ…

କରୋନା ପରେ ଆମାଜନ-ଆପଲ୍‌-ଫେସ୍‌ବୁକ୍‌-ଗୁଗଲର ବ୍ୟବସାୟ ସୁଦୃଢ଼ ହେବାର ଆଶା

ଓ୍ବାଶିଂଟନ,୨୩।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ କେତେକ ଦେଶରେ ଲକ୍‌ ଡାଉନ୍‌ ଯୋଗୁ ଆର୍ଥିକ ସ୍ଥିତି ଉତ୍କଟ ହେବାରେ ଲାଗିଛି। କରୋନା ପରେ ବହୁ ବ୍ୟବସାୟିକ ସଂସ୍ଥାର କାରବାରରେ ସୁଧାର ଆସିବା ନେଇ…

ଭୁଲ ନ କରୁ ଭାରତ: ୧୦ ସପ୍ତାହରୁ କମ୍‌ ହେଲେ ଲକ୍‌ଡାଉନ, ପରିସ୍ଥିତି ହେବ ଅସମ୍ଭାଳ

ନୂଆଦିଲ୍ଲୀ,୨୩।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଚାଲିଥିବା ୪୦ ଦିନିଆ ଲକ୍‌ଡାଉନ ଅବଧି ମେ’ ୩ରେ ଶେଷ ହେଉଛି। ସାଧାରଣ ଜନତା ଭାବୁଛନ୍ତି ଏହାପରେ ଜୀବନ ଯାତ୍ରା ସ୍ବାଭାବିକ ହୋଇଯିବ। ହେଲେ ବିଶ୍ୱର ତେତେ ଜଣ ହେଲ୍‌ଥ ଏକ୍ସପର୍ଟଙ୍କ ମତରେ…

କରୋନା କାରଣରୁ ବାତିଲ ହେଲା କୈଳାସ ମାନସରୋବର ଯାତ୍ରା

ଗ୍ୟାଙ୍ଗଟକ୍‌,୨୩।୪: କରୋନା ଭାଇରସ୍‌ ମହାମାରୀ ଯୋଗୁ ସିକ୍କିମ ସରକାର ଚଳିତ ବର୍ଷ କୈଳାସ ମାନସରୋବର ଯାତ୍ରାକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ସିକ୍କିମ ପର୍ଯ୍ୟଟନ ମନ୍ତ୍ରୀ ବିଏସ୍‌ ପନ୍ଥ ଗୁରୁବାର ସୂଚନା ଦେଇଛନ୍ତି। ଏଥିସହ ନାଥୁଲା ପାସ୍‌ ଜରିଆରେ ଭାରତ…

କରୋନା ମାଡ଼ରେ ରୋଜଗାର ଠପ୍‌: ସ୍କୁଲ ଫି’ ଛାଡ଼ କରିବାକୁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୨୩।୪- କରୋନା ମୁକାବିଲା ନିମନ୍ତେ ଜାରି ଲକଡାଉନ୍‌ ଯୋଗୁ ଲୋକଙ୍କ ରୋଜଗାର ବନ୍ଦ ହୋଇଯାଇଛି। ନିଜେ ବଞ୍ଚିବା କଷ୍ଟକର ହୋଇପଡ଼ିଛି। ଏପରିସ୍ଥଳେ ସେମାନେ ନିଜ ପିଲାଙ୍କ ସ୍କୁଲ ଫି’ ଦେଇପାରିବେ ନାହଁି। ଏଣୁ ମାର୍ଚ୍ଚଠାରୁ ଜୁନ ପର୍ଯ୍ୟନ୍ତ ସ୍କୁଲ ଫି’…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri