Home Left

ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ୮ ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ଯାଇପାରୁ ନାହାଁନ୍ତି ଶୌଚାଳୟ: ପିନ୍ଧୁଛନ୍ତି ଆଡଲ୍ଟ ଡାଏପର

ନୂଆଦିଲ୍ଲୀ,୨୩।୪: କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ନିୟୋଜିତ ହୋଇଥିବା ଡାକ୍ତର ନିଜ ଜୀବନକୁ ତୁଛ ମଣି କାର୍ଯ୍ୟ କରୁଛନ୍ତି। ଏପରିସ୍ଥଳେ କେତେକ ସ୍ଥାନରେ ସେମାନଙ୍କୁ ସାଧାରଣ ଲୋକେ ମାଡ଼ ମାରୁଥିତ୍ବା, ଟେକାପଥର ଫିଙ୍ଗୁଥିବା ଭଳି ଘଟଣାମାନ ଘଟୁଛି। ତେବେ ଏହି କରୋନା…

କରୋନା ପରୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୨୩।୪: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି ନାରାୟଣ ସ୍ବାମୀ ଗୁରୁବାର କରୋନା ଟେଷ୍ଟ କରିଛନ୍ତି। ତାଙ୍କ ସହ ବିଧାନସଭା ବାଚସ୍ପତି ଭିପି ଶିବକୋଲୁଣ୍ଡୁ, ବିଧାନସଭାର ସମସ୍ତ ମନ୍ତ୍ରୀ,ବିଧାୟକ ଓ ସାଂସଦ ମାନେ ମଧ୍ୟ ଗୁରୁବାର କରୋନା ପରୀକ୍ଷା କରିଥିବା ଦେଖାଯାଇଛି। ଦେଶରେ କେରାନା…

ପେଟ୍ରୋଲ ପମ୍ପରେ ଷ୍ଟାଫ୍‌, ଭାରୀଯାନ ଚାଳକଙ୍କ ସ୍କ୍ରିନିଂ ବାଧ୍ୟତାମୂଳକ; ବିନା ମାସ୍କରେ ପକାଇ ପାରିବେନି ତେଲ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୨୩।୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ପ୍ରତିହତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ଥିବା ସମସ୍ତ ପେଟ୍ରୋଲ ପମ୍ପ ପାଇଁ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ନୂତନ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପ୍ରତି ପେଟ୍ରୋଲ ପମ୍ପରେ ତେଲ ପକାଇବାକୁ ଆସୁଥିବା ସମସ୍ତ ଭାରୀଯାନର…

ବାରିପଦା, ବଲାଙ୍ଗୀରରେ କୋଭିଡ୍‌-୧୯ ପରୀକ୍ଷା କେନ୍ଦ୍ର ପ୍ରତିଷ୍ଠା ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୩ା୪: ସମଗ୍ର ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଏହାର ପ୍ରଭାବରେ ସାରା ବିଶ୍ବରେ ଆତଙ୍କ ଖେଳିଯାଇଛି। ତେବେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ମଧ୍ୟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି।…

କରୋନା ଭାଇରସ: ଯେ କୌଣସି ଅଙ୍ଗକୁ କରିପାରେ ଆକ୍ରାନ୍ତ, ହୃଦରୋଗୀଙ୍କ ପାଇଁ ଅଧିକ ବିପଦ

ଜୁରିଚ୍‌,୨୩।୪: କରୋନା ଭାଇରସ କେବଳ ଫୁସ୍‌ପୁସ୍‌କୁ ନୁହେଁ ରକ୍ତ ମାଧ୍ୟମରେ ଖୁବ୍‌ଶୀଘ୍ର ଅନ୍ୟ ଅଙ୍ଗକୁ ମଧ୍ୟ ସଂକ୍ରମଣ କରିପାରେ ବୋଲି ବିଶେଷଜ୍ଞମାନେ କହୁଛନ୍ତି। ସ୍ବିଜରଲାଣ୍ଡର ଜୁରିଚ୍‌ ବିଶ୍ୱବିଦ୍ୟାଳୟର ଗବେଷକମାନେ ଏହି ମତ ଦେଇଛନ୍ତି। କରୋନା ଭାଇରସ ଶରୀରର ଯେ କୌଣସି ଅଙ୍ଗରେ…

ଗରିବ-ଦିନମଜୁରିଆ-ଚାଷୀମୁଲିଆଙ୍କୁ ମିଳୁ ୭୫୦୦ଟଙ୍କା କରୋନା ସହାୟତା: ସୋନିଆ

ନୂଆଦିଲ୍ଲୀ,୨୩।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବ ଗରିବ, ଦିନ ମଜୁରିଆ ଏବଂ ଚାଷୀ ମୁଲିଆଙ୍କ ଉପରେ ଅଧିକ ପଡ଼ିଛି। କାମଧନ୍ଧା ବନ୍ଦ ହେବାରୁ ସେମାନଙ୍କ ସ୍ଥିତି ଶୋଚନୀୟ ହୋଇପଡ଼ିଛି। ଏପରିସ୍ଥଳେ…

ବିୟରର ନାମ ‘କରୋନା’

ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାଇରସ୍‌ ଏବେ ବିଶ୍ୱର ସମସ୍ତ ଦେଶକୁ ଗ୍ରାସ କରିସାରିଲାଣି। ଏକ ରିପୋର୍ଟ ଅନୁଯାୟୀ, ସାରା ବିଶ୍ୱରେ ମହାମାରୀ କରୋନା ଭୂତାଣୁରେ ୧୦ ଲକ୍ଷରୁ…

ଉତ୍ତରପ୍ରଦେଶରେ ତିଆରି ହେଲା ୩୪ଟି ଅସ୍ଥାୟୀ ଜେଲ

ଲକ୍ଷ୍ନୌ,୨୩।୪: ଉତ୍ତରପ୍ରଦେଶ ସରକାର ରାଜ୍ୟରେ ୩୪ଟି ଅସ୍ଥାୟୀ ଜେଲ ସ୍ଥାପନା କରିଛନ୍ତି। ଲକ୍ଷ୍ନୌର କଶ୍ମୀରି ମୋହଲ୍ଲା ମ୍ୟୁନସିପାଲ ବାଳିକା ଇଣ୍ଟର କଲେଜ ଓ ସହରର ବିଭିନ୍ନ ସ୍କୁଲରେ ଏହି ଅସ୍ଥାୟୀ ଜେଲ ତିଆରି କରାଯାଇଥିବା ସୂଚନା ମିଳିଛି। ଏଠାରେ ୧୫୬ଜଣ ବିଦେଶୀ…

ଭାରତକୁ ମିଳିବ କରୋନା ଭ୍ୟାକସିନ୍‌!

ନୂଆଦିଲ୍ଲୀ,୨୩।୪: କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୨୧୦ ଦେଶକୁ ବ୍ୟାପିଥିବା ବେଳେ ଏବେ ଏହା ଆମେରିକାରେ ସର୍ବାଧିକ ଲୋକଙ୍କ ଜୀବନ ନେଲାଣି। ଏହି ଭାଇରସର ଭ୍ୟାକସିନ୍‌ ଖୋଜିବା କାମରେ ଏବେ ପ୍ରାୟ ସମସ୍ତ ବିକାଶଶୀଳ ଦେଶ ବ୍ୟସ୍ତ ଥିବା ବେଳେ…

ଭଦ୍ରକରୁ ଆସିଲେ ଅଧିକାରୀ, ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟକୁ ଯିବା ଲାଗି ଡରୁଛନ୍ତି ଶିକ୍ଷକ

ଗୁଡଭେଲା,୨୩ା୪(ଡି.ଏନ୍‌.ଏ.) : କରୋନା ମୁକାବିଲା ପାଇଁ ମାର୍ଚ୍ଚ ୨୫ରୁ ପ୍ରାୟ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଥିବାରୁ ଅଧିକାଂଶ ଅଧିକାରୀ ଛୁଟି ଭାବି ନିଜ ନିଜ ଗାଁକୁ ଚାଲିଯାଇଥିବା ବେଳେ ଏପ୍ରିଲ ୨୦ରୁ କିଛି କାର୍ଯ୍ୟାଳୟ ଖୋଳିଥିଲା। ଏପରିକି ଆସନ୍ତା ୨୫…

କରୋନା ଯୋଦ୍ଧା ଦିନକୁ ୧୮୬ ଟଙ୍କା ପାରିଶ୍ରମିକରେ ଲଗାଉଛନ୍ତି ଜୀବନକୁ ବାଜି

ଭୋପାଳ,୨୩।୪: କରୋନା ଭାଇରସ ସାରା ଦେଶର ଚିନ୍ତାକୁ ବଢାଇ ଚାଲିଥିବା ବେଳେ ଏବେ ଏହାସହ ସିଧାସଳଖ ଲଢୁଥିବା ଲୋକଙ୍କୁ ଆମେ କରୋନା ଯୋଦ୍ଧା ବୋଲି କହୁଛୁ। ହେଲେ ଏହି କରୋନା ଯୋଦ୍ଧା କେତେ ସୁରକ୍ଷିତ ତାହା ବେଳେ ବେଳେ ପ୍ରଶ୍ନବାଚୀ ସୃଷ୍ଟି…

ଏସିଆର ବିତ୍ତଶାଳୀ ଶିଳ୍ପପତି ପାଲଟିଲେ ମୁକେଶ ଅମ୍ବାନୀ: ପଛରେ ପଡ଼ିଲେ ଆଲିବାବା ସଂସ୍ଥାପକ ଜ୍ୟାକ୍‌ ମା

ନୂଆଦିଲ୍ଲୀ/ବେଜିଂ,୨୩।୪: ଫେସ୍‌ବୁକ୍‌ ସହିତ ରିଲାଏନ୍ସ୍‌ ଜିଓର ଚୁକ୍ତିପରେ ମୁକେଶ ଅମ୍ବାନୀ ଏସିଆର ବିତ୍ତଶାଳୀ ଶିଳ୍ପପତି ତାଲିକାରେ ଏକ ନମ୍ବର ସ୍ଥାନ ହାସଲ କରିଛନ୍ତି। ଏହାପୂର୍ବରୁ ଏହି ସ୍ଥାନରେ ଚାଇନାର ଆଲିବାବା ସଂସ୍ଥାପକ ଶିଳ୍ପପତି ଜ୍ୟାକ୍‌ ମା ଥିଲେ। ଫେସବୁକ୍‌ ସହିତ ଚୁକ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri