Home Left

ବଢ଼ିବନି ବିଦ୍ୟୁତ୍‌ ଶୁଳ୍କ, ଉପଭୋକ୍ତା ଆଶ୍ୱସ୍ତ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ଚଳିତବର୍ଷ ବିଦ୍ୟୁତ ଶୁଳ୍କ ବଢ଼ିବ ନାହିଁ। କରୋନା(କୋଭିଡ୍‌-୧୯) ମହାମାରୀ ମୁକାବିଲା କରୁଥିବା ରାଜ୍ୟବାସୀଙ୍କ ଉପରେ ଓଡିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆର୍‌ସି) ଏବେ ଆଉ ଶୁଳ୍କ ବୋଝ ଲଦିବାକୁ ଚାହୁଁ ନାହାନ୍ତି। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଓଇଆର୍‌ସି ବିଦ୍ୟୁତ ଦରକୁ…

ଗଣମାଧ୍ୟମ କର୍ମଚାରୀଙ୍କୁ ସଂକ୍ରମଣ ଭୟ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): କୋଭିଡ୍‌-୧୯ ମୁକାବିଲା କ୍ଷେତ୍ରରେ ସ୍ବାସ୍ଥ୍ୟ କର୍ମୀ, ପୋଲିସ ଏବଂ ସଫେଇ କର୍ମଚାରୀଙ୍କ ଭଳି ଗଣମାଧ୍ୟମ ପ୍ରତିନିଧିମାନେ ମଧ୍ୟ ନିଜ ଜୀବନ ବିପନ୍ନ କରି ଜନସାଧାରଣଙ୍କ ପାଖରେ ଖବର ପହଞ୍ଚାଉଛନ୍ତି। କରୋନା ପ୍ରଭାବିତ ଅଞ୍ଚଳରୁ ଖବର ଆଣିବା ସମୟରେ ଖବରଦାତା, ଫଟୋଗ୍ରାଫର…

୧୧ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ରାଜ୍ୟରେ ଆଉ ଗ୍ରୀଷ୍ମର ପ୍ରକୋପ ବଢ଼ିବ ନାହିଁ। ପାରଦ ୪୦ ଡିଗ୍ରୀ ସେଲସିୟସ ତଳେ ରହିବ। ଉପକୂଳରେ ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ଏବଂ ଆଭ୍ୟରୀଣ ଓଡ଼ିଶାରେ ୪୦ ଡିଗ୍ରୀ ସେଲସିୟସ ମଧ୍ୟରେ ରହିବ। ଆସନ୍ତା ୩ତାରିଖ ଯାଏ ତାତି…

‘ଇନ୍‌ଟାଞ୍ଜିବଲ କଲ୍‌ଚରାଲ ହେରିଟେଜ୍‌’ ତାଲିକାରେ ଓଡ଼ିଶାର ୩ ପରମ୍ପରା

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ‘ଇନ୍‌ଟାଞ୍ଜିବଲ କଲ୍‌ଚରାଲ ହେରିଟେଜ୍‌’ ତାଲିକାରେ ଭାରତ ସରକାର ଓଡ଼ିଶାର ୩ ସାଂସ୍କୃତିକ ପରମ୍ପରାକୁ ସାମିଲ କରିଛନ୍ତି। ସେଗୁଡିକ ହେଲୋ ମାଣବସା ଗୁରୁବାର, ଛଉନୃତ୍ୟ ଏବଂ ରାବଣଛାୟାକୁ ଏହି ତାଲିକାରେ ସ୍ଥାନିତ କରାଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରିଛନ୍ତି।…

ବେସରକାରୀ ଡାକ୍ତରଖାନା କର୍ମଚାରୀ ପାଇବେ ବୀମା ସୁବିଧା

ଭୁବନେଶ୍ୱର,୨୩ା୪(ବ୍ୟୁରୋ): କରୋନା ରୋକିବା ପାଇଁ ଆଗଧାଡିରେ କାର୍ଯ୍ୟରତ ଡାକ୍ତର, ସ୍ବାସ୍ଥ୍ୟ, କର୍ମୀ ଓ ପାରାମେଡିକାଲ କର୍ମଚାରୀଙ୍କ ସକାଶେ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କା ପ୍ରୋତ୍ସାହନ ରାଶି ଦେବାକୁ ଘୋଷଣା କରିଛନ୍ତି। କର୍ତ୍ତବ୍ୟ ସମ୍ପାଦନ ବେଳେ ଯଦି କାହାର ମୃତ୍ୟୁ ହୁଏ…

ପଞ୍ଚାୟତରେ ହେବ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ପଞ୍ଚାୟତସ୍ତରରେ କରୋନା ସଂକ୍ରମଣକୁ ରୋକିବା ପାଇଁ ସମସ୍ତ ଚେଷ୍ଟା କରାଯାଉଛି। ପଞ୍ଚାୟତୱାରୀ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା ଉପରେ ଧ୍ୟାନ ଦିଆଯାଇଛି। ଇତି ମଧ୍ୟରେ ରାଜ୍ୟର ୬୭୯୮ ପଞ୍ଚାୟତରେ ୨,୨୨,୯୬୩ ଶଯ୍ୟା ପ୍ରସ୍ତୁତ କରାଯାଇଛି। ରାଜ୍ୟ ବାହାରେ ଶ୍ରମିକ, କର୍ମଚାରୀ, ଛାତ୍ରୀଛାତ୍ର ମଧ୍ୟ…

ବିଧାନସଭାରେ ଖୋଲିଲା ନିୟନ୍ତ୍ରଣ କକ୍ଷ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିିବା ପାଇଁ ଲକ୍‌ଡାଉନ ଜାରି ରହିଛି। ଓଡ଼ିଆ ଶ୍ରମିକ, କର୍ମଚାରୀ ଏବଂ ଛାତ୍ରୀଛାତ୍ରମାନେ ଭାରତର ବିଭିନ୍ନ ରାଜ୍ୟରେ ଫସି ରହିଛନ୍ତି। ସେମାନେ ଫେରିବା ସମ୍ଭବ ହେଉନାହିଁ। ସେମାନଙ୍କୁ ଯୋଗାଯୋଗ କରି ଯଥାସମ୍ଭବ ସହଯୋଗ କରିବା ପାଇଁ ଓଡ଼ିଶା…

ଔଷଧ କିଣିଥିବା ଲୋକଙ୍କ ତଥ୍ୟ ଦେବେ ଦୋକାନୀ ଗଞ୍ଜାମ ଜିଲାପାଳଙ୍କ ନୂଆ ନିର୍ଦ୍ଦେଶନାମା

ଛତ୍ରପୁର,୨୩ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପୁଣି ଏକ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଣିକି ଜିଲାର ସମସ୍ତ ଘରୋଇ ଔଷଧ ଦୋକାନୀ ସେମାନଙ୍କ ଦୋକାନରୁ ଔଷଧ କିଣିଥିବା ଲୋକଙ୍କ ତଥ୍ୟ…

୩ ପୋଲିସ କରୋନା ଯୋଦ୍ଧା ପ୍ରଶଂସିତ

ବାରିପଦା ଅଫିସ, ୨୩ା୪-କରୋନା ଭଳି ମହାମାରୀର ମୁକାବିଲା ଲାଗି ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ପୋଲିସ କର୍ମଚାରୀମାନେ ମୁଖ୍ୟ ଭୂମିକା ନିର୍ବାହ କରୁଛନ୍ତିି। ମୟୂରଭଞ୍ଜ ଜିଲାର ୩ପୋଲିସ କର୍ମଚାରୀ କର୍ତ୍ତବ୍ୟ ଆଗରେ ସବୁ ତୁଚ୍ଛ କରିଦେଇଥିବାରୁ ସେମାନେ ଏବେ ପ୍ରଶଂସିତ ହୋଇଛନ୍ତି। ଜଣେ…

ଚାଇନା ଛାଡୁଥିବା କମ୍ପାନୀଙ୍କ ଲାଗି ସ୍ବତନ୍ତ୍ର ପ୍ଳାନ୍‌

ନୂଆଦିଲ୍ଲୀ,୨୩।୪: ଚାଇନା ଛାଡ଼ି ଭାରତ ଆସିବାକୁ ଚାହୁଁଥିବା କମ୍ପାନୀଙ୍କ ଲାଗି ସରକାର ସ୍ବତନ୍ତ୍ର ଯୋଜନା ହାତକୁ ନେଉଛନ୍ତି। ଏଭଳି କମ୍ପାନୀଗୁଡିକରେ ଭାରତରେ ସ୍ବତନ୍ତ୍ର ଫାଇଦା ଦେବାକୁ ବିଚାର କରାଯାଉଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ନୀତି ଆୟୋଗ ଶିଳ୍ପ ପ୍ରୋତ୍ସାହନ ଏବଂ ଆନ୍ତଃ ବାଣିଜ୍ୟ…

ବିଲରେ ପଚୁଛି ପରିବା, ଋଣ ଶୁଝିବା ଚିନ୍ତାରେ ଚାଷୀ

ବାଲିଗୁଡା,୨୩ା୪(ଡି.ଏନ୍‌.ଏ.)- ପରିବାର ଚାଷୀଙ୍କ ଉପରେ କରୋନା ମାଡ। ଗଛରେ ପଚିଗଲାଣି ବାଇଗଣ, ବିଲାତି। ପୋଟଳ ଜମିରେ ପାଚି ହଳଦିଆ ପଡିଥିବାବେଳେ, କଦଳୀ ଗଛରେ ପାକଳ ହୋଇଗଲାଣି। ବେପାରୀ ଆସୁ ନଥିବାରୁ ବିକ୍ରି ହୋଇପାରୁନାହିଁ। ଋଣ କରି ପରିବା ଓ କଦଳୀ ଚାଷ…

ଉଦ୍‌ଘାଟିତ ହେଲା ଝାରସୁଗୁଡ଼ା କୋଭିଡ୍‌ ହସ୍ପିିଟାଲ

ଝାରସୁଗୁଡ଼ା ଅଫିସ,୨୩ା୪-ଝାରସୁଗୁଡା ସହର ମଙ୍ଗଳବଜାରସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟଠାରେ ବୁଧବାର କୋଭିଡ୍‌ ହସ୍ପିଟାଲ ଉଦ୍‌ଘାଟିତ ହୋଇଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏହି ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବରଗଡ ଏମ୍‌ପି ସୁରେଶ ପୁଜାରୀ, ବ୍ରଜରାଜନଗର ବିଧାୟକ କିଶୋର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri