ଆମାଜନ, ଫ୍ଲିପ୍କାର୍ଟ ସାମ୍ନାରେ ଚ୍ୟାଲେଞ୍ଜ
ନୂଆଦିଲ୍ଲୀ,୨୩।୪: ରିଲାଏନ୍ସ ଜିଓରେ ଫେସ୍ବୁକ୍ର ୫.୭ ବିଲିୟନ ଡଲାର ନିବେଶ ଭାରତୀୟ ବଜାର ଲାଗି ଅନେକ ଗୁରୁତ୍ୱ ବହନ କରିବ। ରିଲାଏନ୍ସ ଜିଓ ପ୍ଲାଟ୍ଫର୍ମ ଆଗାମୀ ଦିନରେ ଆମାଜନ ଏବଂ ଫ୍ଲିପ୍କାର୍ଟ ଏବଂ ଗୁଗଲ ପେ ଭଳି କମ୍ପାନୀଙ୍କ ଲାଗି ଚ୍ୟାଲେଞ୍ଜ…
ସହର ସାନିଟାଇଜ୍ରେ ପଶିଲା ପଲିଟିକ୍ସ
ଅନୁଗୋଳ ଅଫିସ, ୨୩।୪: କରୋନା ଭୂତାଣୁ ରୋକିବାକୁ ଅନୁଗୋଳ ପୌରାଞ୍ଚଳରେ ଚାଲିଥିବା ସାନିଟାଇଜ୍ ପ୍ରକ୍ରିୟାରେ ଏବେ ପଲିଟିକ୍ସ ପଶିଯାଇଛି। ବୁଧବାର ଏହି କାର୍ଯ୍ୟକୁ ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା ବନ୍ଦ କରାଇବା ପରେ ଏପରି ଅଭିଯୋଗ ପଦାକୁ ଆସିଛି। ନଗର…
ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟରେ କରୋନା ପଜିଟିଭ
ନୂଆଦିଲ୍ଲୀ,୨୩।୪:ବେସାମରିକ ବିମାଳ ଚଳାଚଳ ମନ୍ତ୍ରଣାଳୟରେ କରୋନା ପଜିଟିଭ ମାମଲା ସାମ୍ନାକୁ ଆସିଛି। ଏଥିଲାଗି ରାଜୀବ ଗାନ୍ଧୀ ଭବନ ସ୍ଥିତ ମୁଖ୍ୟାଳୟକୁ ୩ ଦିନ ଲାଗି ସିଲ୍ କରି ଦିଆଯାଇଛି। ଏଠାରେ କାମ କରୁଥିବା ପଜିଟିଭ୍ କର୍ମଚାରୀଜଣଙ୍କ ୧୫ ଏପ୍ରିଲ ଯାଏ ଅଫିସ…
ଭାରତକୁ ପ୍ରଶଂସା କଲେ ବିଲ୍ ଗେଟସ୍
ନୂଆଦିଲ୍ଲୀ,୨୩।୪: କରୋନାକୁ ରୋକିବା ଦିଗରେ ଭାରତର ପଦକ୍ଷେପକୁ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟସ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। କରୋନା ବିରୋଧରେ ଭାରତ ଜରୁରୀକାଳୀନ ପଦକ୍ଷେପ ଉଠାଇଥିବା ବିଲ୍ ଗେଟ୍ସ ଚିଠିରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ଲକ୍ଡାଉନ, ହଟସ୍ପଟ…
ରେକର୍ଡ ଦୃଷ୍ଟିରୁ ଧୋନୀ, କିନ୍ତୁ କୁମ୍ବଲେ ଶ୍ରେଷ୍ଠ
ନୂଆଦିଲ୍ଲୀ, ୨୩ା୪ (ପି.ଟି.)-ରେକର୍ଡ ଦୃଷ୍ଟିିରୁ ମହେନ୍ଦ୍ର ସିଂ ଧୋନୀ ମହାନ୍ ହୋଇଥାଇ ପାରନ୍ତି କିନ୍ତୁ ମୋ ପାଇଁ ଅନିଲ କୁମ୍ବଲେ ଶ୍ରେଷ୍ଠ ଅଧିନାୟକ ବୋଲି କହିଛନ୍ତି ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ ଗୌତମ ଗମ୍ଭୀର। ଭାରତ ଅଧିନାୟକ ଭାବେ ମୋର ଧୋନୀ ଏବଂ…
ସଫେଇ କର୍ମଚାରୀଙ୍କୁ ମାସ୍କ, ସାନିଟାଇଜର ବଣ୍ଟନ
ବାଲିଗୁଡ଼ା:୨୨ା୪(ଡି.ଏନ୍.ଏ.)- ଲକ୍ଡାଉନ ଯୋଗୁ ସମସ୍ତେ ଘରେ ରହୁଥିବାବେଳେ ନିଜ ଜୀବନକୁ ବିପଦରେ ପକାଇ ସହରକୁ ପରିସ୍କାର ପରିଚ୍ଛନ ରଖୁଛନ୍ତି ସଫେଇ କର୍ମଚାରୀ। ମହାମାରୀ କରୋନା ମୁକାବିଲା ପାଇଁ ଆଗ ଧାଡ଼ିର ଯୋଦ୍ଧା ସାଜିଛନ୍ତି ଏମାନେ। ବାଲିଗୁଡ଼ା ଏନ୍ଏସି ଅଧ୍ୟକ୍ଷ ଲୋକନାଥ ପାଢ଼ୀ…
ଭିଡିଓ କନଫେରେନ୍ସିଂରେ ସରପଞ୍ଚଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ
ବନ୍ତ, ୨୨।୪(ଡି.ଏନ୍.ଏ.): ରାଜ୍ୟରେ କରୋନା ମୁକାବିଲା ପାଇଁ ଗତ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ଅର୍ପଣ କରିଛନ୍ତି। ନିଜ ନିଜ ପଞ୍ଚାୟତରେ କରୋନା ମୁକାବିଲା କିପରି କରାଯାଇପାରିବ ସେନେଇ ସମସ୍ତ ସରପଞ୍ଚଙ୍କୁ ବୁଧବାର…
୩୩୧ ରିପୋର୍ଟକୁ ଅପେକ୍ଷା
ବାରିପଦା ଅଫିସ, ୨୨ା୪: ଓଡ଼ିଶାରେ ଚିହ୍ନଟ ହୋଇଥିବା ଅଧିକାଂଶ କରୋନା ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ୍ ଥିବା ଜଣାପଡ଼ିବା ପରେ ମୟୂରଭଞ୍ଜ ଜିଲାର ବିଭିନ୍ନ ପ୍ରବେଶ ପଥକୁ ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି। ବାଲେଶ୍ୱରରୁ ପଜିଟିଭି ବାହାରିବା ପରେ ପଡ଼ୋଶୀ ଜିଲା ମୟୂରଭବାସୀ…
କାଳ ବୈଶାଖୀ ପ୍ରଭାବରେ କୁଆପଥର ମାଡ: ପରିବା ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଲା
କେନ୍ଦୁଝର, ୨୨ା୪(ସ୍ବ.ପ୍ର.): ମହାମାରୀ କରୋନା ନେଇ କେନ୍ଦୁଝର ଜିଲାର ପରିବା ଚାଷୀମାନେ ଅଭାବୀ ବିକ୍ରୀର ସମ୍ମୁଖୀନ ହେଉଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହେବାରୁ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ଅନେକ ଅଞ୍ଚଳରେ ଗଛ ଉପୁଡି ପଡିଥିବା ବେଳେ ଆମ୍ବ…
ସାନିଟାଇଜ୍ ହେଲା ଡାକ୍ତରଖାନା
ବାହାନଗା, ୨୨ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକର ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ କିଛି ଅଞ୍ଚଳକୁ ଅଗ୍ନିଶମ ବିଭାଗ ଦ୍ୱାରା ସାନିଟାଇଜ୍ କରାଯାଇଛି। ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତ୍ୟେକ ଦିନ ଶହ ଶହ ରୋଗୀ ଚାଲିଆସୁଥିବାରୁ ଏହାକୁ ଆଖିଆଗରେ ରଖି ପ୍ରଶାସନ ପକ୍ଷରୁ…
ମୋବାଇଲ ଚୋରି, ଲୁଟ୍ ଘଟଣାରେ ୯ ଗିରଫ
ସୋନପୁର/ଉଲୁଣ୍ଡା,୨୨।୪(ନି.ପ୍ର./ଡି.ଏନ.ଏ.): ସୋନପୁର ଟାଉନ ଥାନା ପୋଲିସ ମୋବାଇଲ ଚୋରି ଓ ଉଲୁଣ୍ଡା ପୋଲିସ ମୋବାଇଲ ଲୁଟ୍ ଘଟଣାରେ ସମ୍ପୃକ୍ତ ୯ ଅଭିଯୁକ୍ତଙ୍କୁ ଗିରଫ କରିଛି। ବୁଧବାର ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି। ଲକ୍ଡାଉନ୍ ସମୟରେ ସୁବର୍ଣ୍ଣପୁର ସହର ଜୟ ଗୁରୁ ମାର୍କେଟ୍…
ଅସହାୟଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ
ଭବାନୀପାଟଣା,୨୨।୪(ସ୍ବ.ପ୍ର): କରୋନା ମହାମାରୀ ଯୋଗୁଁ ସାରାଦେଶରେ ତାଲାବନ୍ଦ ଜାରିରହିଛି। ଏଥିପାଇଁ ଅନେକ ଗରୀବ ଲୋକ ପ୍ରଭାବିତ ହୋଇଛନ୍ତି। ଯାହାଫଳରେ ସେମାନଙ୍କ ଚଳିବା କଷ୍ଟକର ହୋଇପଡିଛି। ଏପରି ଘଡିସନ୍ଧି ମୁହୁର୍ତ୍ତରେ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅରବେଡା ଗ୍ରାମର ଗରୁଡଧ୍ୱଜ ବେଣୁପାଣି ଓ…
Archives


