Home Left

ବିପଦସଙ୍କୁଳ ଅବସ୍ଥାରେ ଝୁଲୁଛି ବିଦ୍ୟୁତ ତାର

କଟକ ଅଫିସ, ୨୨।୪: ମୁଣ୍ଡକୁ ଲାଗୁଛି କୃଷ୍ଣଚୂଡ଼ା ଗଛର ଡାଳ। ଆଉ ଏହି ଗଛର ସବୁ ଡାଳ ୧୧ କେଭି ବିଦ୍ୟୁତ ତାରକୁ ଛୁଇଁଛି। ଏଭଳି ପରିସ୍ଥିତିରେ ଦୈନିକ ଶହ ଶହ ଲୋକ ଏସ୍‌ସିବି କାର୍ଡିଓଲୋଜି ବିଭାଗ ଆଗରେ ଗାଡ଼ି ପାର୍କିଂ…

କରୋନାରେ ହିଞ୍ଜିଳି ଯୁବକଙ୍କ ମୁମ୍ବାଇରେ ମୃତ୍ୟୁ

ହିଞ୍ଜିଳିକାଟୁ,୨୨ା୪(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ପୌରାଞ୍ଚଳର ଜଣେ ଯୁବକ (୨୫)ଙ୍କ ମୁମ୍ବାଇରେ ଚିକିତ୍ସିତ ଅବସ୍ଥାରେ ବୁଧବାର ମୃତ୍ୟୁ ଘଟିଛି। ୪ ଦିନ ପୂର୍ବରୁ ସେ ଅସୁସ୍ଥ ହୋଇ ଡ଼ାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତାଙ୍କର କୋଭିଡ଼-୧୯ ପରୀକ୍ଷା ପରେ ପଜିଟିଭ ବାହାରିଥିଲା। ମୃତ ଯୁବକ ମୁମ୍ବାଇରେ…

ଜନ ପ୍ରତିନିଧି, ସରକାରୀ ଅଧିକାରୀ ପ୍ରସ୍ତୁତ ରହିବାକୁ ଆହ୍ବାନ

ଯାଜପୁର ଅଫିସ,୨୨ା୪: ଯେନତେନ ପ୍ରକାରେ ବାହାର ରାଜ୍ୟରୁ ବିଶେଷ କରି କୋଲକତାରୁ ଆସିଥିବା ବ୍ୟକ୍ତିମାନେ ପଞ୍ଜୀକୃତ ହୋଇ ନାହାନ୍ତି। ସେମାନେ ଦୟାକରି ତୁରନ୍ତ ପଞ୍ଜୀକରଣ କରାଇ ସରକାରୀ କ୍ବାରାଣ୍ଟାଇନରେ ରହିବାକୁ ଜିଲାପାଳ ରଞ୍ଜନ କୁମାର ଦାସ ଅନୁରୋଧ କରିଛନ୍ତି। କରୋନା ପାଇଁ…

କନିଷ୍ଠ ରାଜସ୍ବ ସହାୟକ ନିଲମ୍ବିତ

ଯାଜପୁର ଅଫିସ,୨୨ା୪: ବିନାନୁମତିରେ ଛୁଟିରେ ରହିବା ଓ ଉପରିସ୍ଥ ଅଧିକାରୀଙ୍କ ଆଦେଶ ଅବମାନନା କରିବା ଯୋଗୁ ସୁକିନ୍ଦା ତହସିଲର କନିଷ୍ଠ ରାଜସ୍ବ ସହାୟକ (ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ) ଅନିଲ କୁମାର ବାନାରାଙ୍କୁ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ବୁଧବାର କାର୍ଯ୍ୟରୁ…

ପୋଖରୀ ଖୋଳା ବନ୍ଦ କଲା ପ୍ରଶାସନ

ଓଡ଼ଗାଁ,୨୨ା୪(ସ୍ବ.ପ୍ର.): ଲକ୍‌ଡାଉନ ସମୟରେ ଓଡ଼ଗାଁ ବ୍ଲକ କୋରପିଠା ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ପୋଖରୀ ଖୋଳା କାରନାମା ପଦାରେ ପଡିଛି। ଲୋକେ ଏ ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ପ୍ରଶାସନ ଏହାକୁ ବନ୍ଦ କରାଇଛି। ସୂଚନା ଅନୁସାରେ ରାଜ୍ୟ ସରକାର…

ମହିଳାଙ୍କୁ ଅଶାଳୀନ ଇଙ୍ଗିତ, ଯୁବକ କୋର୍ଟ ଚାଲାଣ

ରସୁଲପୁର,୨୨।୪(ଡିଏନଏ): ରସୁଲପୁର ବ୍ଲକ ଓଡ଼ିଶୋ ପଞ୍ଚାୟତ ଅରତିଆ-କୁସୁନପୁର ଗ୍ରାମରେ ହରିହର ମଳିକ ନାମକ ଜଣେ ଯୁବକ ସେହି ଗ୍ରାମର ଜଣେ ମହିଳାଙ୍କୁ ଅଶାଳୀନ ଇଙ୍ଗିତ ପ୍ରଦର୍ଶନ କରି ଜେଲ ଯାଇଛି। ମହିଳାଙ୍କ ଅଭିଯୋଗ ଅନୁସାରେ, ହରିହର ତାଙ୍କ ଉପରେ କୁଦୃଷ୍ଟି ରଖିବା…

ଚୋରି ଟ୍ରକ ଜବତ, ଚାଳକ କୋର୍ଟ ଚାଲାଣ

ରସୁଲପୁର,୨୨।୪(ଡିଏନଏ): ରସୁଲପୁର ବ୍ଲକ ୧୬ନଂ ଜାତୀୟ ରାଜପଥ ପାର୍ଶ୍ୱସ୍ଥ ଏକ ହୋଟେଲ ନିକଟରୁ ଏକ ୧୦ ଚକିଆ ଟ୍ରକ (ନଂ. ଓଆର୦୯ଏଫ୮୧୫୧) ଚୋରି ହୋଇଯାଇଥିଲା। ମଙ୍ଗଳବାର ରାତିରେ ଏନେଇ ଥାନାରେ ଅଭିଯୋଗ ହେବା ପରେ କୁଆଖିଆ ଥାନା ପକ୍ଷରୁ ଖୋଳତାଡ଼ କରାଯାଇଥିଲା।…

ଭଦ୍ରକ କରୋନା ସଂକ୍ରମିତଙ୍କ ସମ୍ପର୍କୀୟ ଜିନ୍ଦଲ କାରଖାନାର ଶ୍ରମିକ: ୫ ଜଣଙ୍କୁ ସଙ୍ଗରୋଧରେ ରଖିଛି କମ୍ପାନୀ

ଯାଜପୁର ଅଫିସ,୨୨ା୪: କଳିଙ୍ଗନଗର ଜିନ୍ଦଲ ଷ୍ଟେନଲେସ ଲିମିଟେଡ କାରଖାନାରେ ଜଣେ କାର୍ଯ୍ୟରତ ଶ୍ରମିକ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ନିକଟ ସମ୍ପର୍କୀୟ ବୋଲି ଜଣାପଡିଛି। ଏହା ଜଣାପଡିବା ପରେ ଜିଲା ପ୍ରଶାସନ ସହାୟତାରେ କମ୍ପାନୀ କର୍ତ୍ତୃପକ୍ଷ…

୧୩ ଆକ୍ରାନ୍ତଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବୁଧବାର ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ପହଞ୍ଚିଛି। ଇତିମଧ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବୁଧବାର ୧୩ କରୋନା ସଂକ୍ରମିତଙ୍କ ଟ୍ରାଭେଲ ହିଷ୍ଟ୍ରିର ତଥ୍ୟ ପ୍ରଦାନ…

ଖବରଦାତାଙ୍କୁ ମଦ ବେପାରୀଙ୍କ ଆକ୍ରମଣ: ଏତଲା ପରେ ଜଣେ ଅଟକ

ପାତ୍ରପୁର,୨୧ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର ଧରିତ୍ରୀ ଖବରଦାତା ଉମାଶଙ୍କର କରଙ୍କୁ ମଙ୍ଗଳବାର ରାତିରେ ମଦବେପାରୀ ଆକ୍ରମଣ କରିଛନ୍ତି। ଏନେଇ ଜରଡା ଥାନାରେ ଏତଲା ପରେ ନଂ.୭୩/୨୦ରେ ମାମଲା ରୁଜୁକରି ଜଣଙ୍କୁ ଅଟକ ରଖି ପୋଲିସ ତଦନ୍ତ ଚଳାଇଛି। ପ୍ରକାଶ ଯେ,…

କାଳବୈଶାଖୀ, ବର୍ଷାପବନରେ ଘର ଭାଙ୍ଗିଲା

ଦାରିଙ୍ଗବାଡ଼ି,୨୨।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପୁଣି କାଳବୈଶାଖୀର ପ୍ରଭାବରେ ବୁଧବାର ବ୍ୟାପକ କ୍ଷୟକ୍ଷତି ହୋଇଛି ା ବ୍ଲକର ଗ୍ରୀନବାଡ଼ି ଏବଂ ପ୍ଲିହେରି ପଞ୍ଚାୟତରେ ସର୍ବାଧିକ ବର୍ଷା ହୋଇଛି ା ବିଜୁଳି ଘଡ଼ଘଡ଼ି ସହ କୁଆପଥର ବୃଷ୍ଟି ହୋଇଥିଲା। କିଲାବାଡ଼ି ଗ୍ରାମର ବିଶ୍ୱନାଥ…

ରୋଜଗାର ଯୋଗାଉଛି ବରିଡା ଶାଗ

ରାଇକିଆ,୨୨ା୪(ଡି.ଏନ୍‌.ଏ.)- ବରିଡା ଶାଗର ସ୍ବାଦ ନିଆରା। ଏହାର ଚାହିଦା କନ୍ଧମାଳ ଜିଲ୍ଲା ରେ ଅଧିକ ରହିଛି। ଏପ୍ରିଲ ଓ ମେ’ ମାସରେ ବହୁଳ ଭାବେ ଏହାକୁ ଜଙ୍ଗଲରୁ ସଂଗ୍ରହ କରିଥାନ୍ତି ସ୍ଥାନୀୟ ବାସିନ୍ଦା। ଖରା ଦିନେ ଯେଉଁ ବର୍ଷା ହୋଇଥାଏ ସେଥିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri