କାଜୁ ଗଛରେ ପୋକ: ଦୁର୍ଦ୍ଦିନରେ ୬୫୦ ଆଦିବାସୀ ପରିବାର
ଛତ୍ରପୁର,୨୨ା୪(ଡି.ଏନ୍.ଏ.)-ଗଞ୍ଜାମ ଜିଲା ବେଗୁନିଆପଡା ବ୍ଲକ କାଳିମେଘି, ଚନ୍ଦନପୁର ଓ ଘୋଡାପଡା ପଞ୍ଚାୟତର ୧୯ ଖଣ୍ଡ ଆଦିବାସୀ ଗାଁର ୬୫୦ ପରିବାର ଦୁର୍ଦ୍ଦିନରେ ଗତି କରୁଛନ୍ତି। ଏମାନେ ଜଙ୍ଗଲ ଜମିରେ ବସବାସ କରୁଛନ୍ତି। ଜଙ୍ଗଲ ଜମିରେ କାଜୁ ଚାଷ କରି ସେଥିରୁ ମିଳୁଥିବା…
କ୍ରିକେଟରୁ ଦୂରେଇ ରହିବା କଷ୍ଟକର: ପୃଥ୍ବୀ ଶ
ନୂଆଦିଲ୍ଲୀ,୨୨।୪ (ପି.ଟି.): କ୍ରିକେଟରୁ ଦୂରେଇ ରହିବା ଅତ୍ୟାଚାର ସଦୃଶ ବୋଲି ଭାରତୀୟ ଯୁବ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ କହିଛନ୍ତି। ଡୋପିଂ ବ୍ୟାନ୍ ଓ ଇଞ୍ଜୁରି କାରଣରୁ ସେ ବହୁଦିନ ଖେଳରୁ ଦୂରେଇ ରହିଥିଲେ। ଏହା ନିଶ୍ଚିତ ଭାବେ କଷ୍ଟକର। ତେବେ ଏହା…
ଅଲିମ୍ପିକ୍ ଷ୍ଟାଫ୍ ମେମ୍ବର କରୋନା ଭାଇରସ ପଜିଟିଭ
ଟୋକିଓ,୨୨।୪ (ଏପି): ଟୋକିଓ ଅଲିମ୍ପିକ୍ସ ଆୟୋଜକ କମିଟିର ଜଣେ ଷ୍ଟାଫ୍ ସଦସ୍ୟ କରୋନା ଭାଇରସ ପଜିଟିଭ ବୋଲି ଜଣାପଡିଛି। ଏ ସଂକ୍ରାନ୍ତରେ ଟୋକିଓ ଆୟୋଜକଙ୍କ ତରଫରୁ ବୁଧବାର ଏକ ବିବୃତିରେ କୁହାଯାଇଛି। ପାଖାପାଖି ୩୦ ବର୍ଷ ବୟସ୍କ ଜଣେ ପୁରୁଷ ସଦସ୍ୟ…
ଲକ୍ଡାଉନ୍ ପରେ ବିନା ରେଜିଷ୍ଟ୍ରେଶନରେ ଓଡ଼ିଶା ମନା: ଫେରିବା ପାଇଁ ୨୪ରୁ କରିପାରିବେ ରେଜିଷ୍ଟ୍ରେଶନ
ଭୁବନେଶ୍ୱର, ୨୨।୪(ବ୍ୟୁରୋ): ଲକ୍ଡାଉନ୍ ଖୋଲିବା ପରେ ବାହାର ରାଜ୍ୟରେ ଫସି ରହିଥିବା ଓଡ଼ିଆ ରାଜ୍ୟକୁ ଫେରିବେ। ଆକଳନ ଅନୁଯାୟୀ ଓଡ଼ିଶାକୁ ବାହାରୁ ପ୍ରାୟ ୫ଲକ୍ଷ ଓଡ଼ିଆ ଆସିବାର ସମ୍ଭାବନା ରହିଛି। ତେବେ ସେମାନେ କିଭଳି ଆସିପାରିବେ ସେନେଇ ପଞ୍ଚାୟତିରାଜ ସଚିବ ବିସ୍ତୁତ…
ରାମାୟଣରେ ଦଶରଥ, କୌଶଲ୍ୟାଙ୍କ ଭୂମିକାରେ ଅଭିନୟ କରିଥିଲେ ଏହି ଯୋଡ଼ି, ବାସ୍ତବ ଜୀବନରେ ସ୍ବାମୀ-ସ୍ତ୍ରୀ
ମୁମ୍ବାଇ: ୩୩ ବର୍ଷ ପରେ ପୁଣି ରାମାନନ୍ଦ ସାଗରଙ୍କ ‘ରାମାୟଣ’ ପ୍ରସାରିତ ହେଉଛି। ଏଥିରେ ଅଭିନୟ କରିଥିବା ଏକ ଯୋଡ଼ି ଚର୍ଚ୍ଚାକୁ ଆସିଛନ୍ତି। ଏଥିରେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିବା ଦଶରଥ ଏବଂ କୌଶଲ୍ୟାଙ୍କ କଥା କହୁଛୁ। ରାମାୟଣରେ ଦଶରଥ ଭୂମିକାରେ…
ସ୍ବାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କଲେ ହେବ ୭ବର୍ଷ ଜେଲ୍ ଦଣ୍ଡ: ମୋଦି ସରକାର ଆଣିଲେ ଅଧ୍ୟାଦେଶ
ନୂଆଦିଲ୍ଲୀ,୨୨।୪: କରୋନା ଭାଇରସ୍ ମହାସଙ୍କଟ ମଧ୍ୟରେ ଦେଶର ଡାକ୍ତର ଓ ନର୍ସଙ୍କ ଉପରେ କିଛି ଦିନରୁ ଆକ୍ରମଣ ହେଉଥିବା ଘଟଣା ସାମ୍ନାକୁ ଆସୁଛି। ଏହାକୁ ଦୃଷ୍ଟିରେ ରଖି କରୋନା ଯୋଦ୍ଧାଙ୍କ ସୁରକ୍ଷା ଲାଗି ମୋଦି ସରକାର ଏକ ଅଧ୍ୟାଦେଶ ଆଣିଛନ୍ତି। ବୁଧବାର…
ପ୍ରଥମ ଥର ପାଇଁ ମାସ୍କ ପିନ୍ଧି ନଜର ଆସିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୨।୪(ବ୍ୟୁରୋ): କରୋନା ମୁକାବିଲା ଦିଗରେ ବ୍ୟାପକ ପଦକ୍ଷେପ ଗ୍ରହଣ କରୁଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ସମୟରେ ଭିଡିଓ ବାର୍ତ୍ତା ମାଧ୍ୟମରେ ବିଭିନ୍ନ ସୂଚନା ପ୍ରଦାନ କରୁଛନ୍ତି। ହେଲେ ଭିଡିଓରେ ତାଙ୍କୁ ମାସ୍କ ପିନ୍ଧିଥିବା ଦେଖିବାକୁ…
ଡାଇନୋସରକୁ ଶିକାର କରୁଥିଲା ଏହି ଜୀବ
ଲକ୍ଷଲକ୍ଷ ବର୍ଷ ପୂର୍ବେ ଯେତେବେଳେ ପୃଥିବୀର ଉତ୍ପତ୍ତି ହେଲା ସେତେବେଳେ ଜୀବଜନ୍ତୁଙ୍କ ବିକାଶ ହେବାରେ ଲାଗିଲା। କିନ୍ତୁ ପୁଣି ଏହାର କିଛି ବର୍ଷ ପରେ ଲକ୍ଷାଧିକ ପ୍ରଜାତିର ଜୀବଜନ୍ତୁ ଲୋପ ପାଇଗଲେ। ଯାହାର ଅବଶେଷାଂଶ ଆଜି ମଧ୍ୟ ମିଳୁଛି। ତାହା ହେଉଛି…
ରିଲାଏନ୍ସ୍ ଜିଓ ସହିତ ୪୩,୫୭୪ କୋଟିର ଚୁକ୍ତି କଲା ଫେସ୍ବୁକ୍: ୨୧ କୋଟିରୁ ଅଧିକ କ୍ଷୁଦ୍ର-ମଧ୍ୟମ ଭାରତୀୟ ବ୍ୟବସାୟୀ ହେବେ ଉପକୃତ
ନୂଆଦିଲ୍ଲୀ,୨୨।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଥିବା ବେଳେ ଫେସ୍ବୁକ୍ ଏବଂ ରିଲାଏନ୍ସ୍ ଜିଓ ମଧ୍ୟରେ ଏକ ବଡ଼ ଧରଣର ବ୍ୟବସାୟିକ ଚୁକ୍ତି ହୋଇଛି। ଚୁକ୍ତି ଅନୁସାରେ ରିଲାଏନ୍ସ୍ ଜିଓର ୯.୯୯ ପ୍ରତିଶତ ଅଂଶଧନ ଫେସ୍ବୁକ୍ ଅଧିଗ୍ରହଣ କରିଛି।…
ଏହି ଦେଶର ନାହିଁ କୌଣସି ଜାତୀୟ ଫୁଲ
ବିଶ୍ୱରେ ଅନେକ ଦେଶ ରହିଛି, ଯାହା କୌଣସି ନା କୌଣସି କାରଣକୁ ନେଇ ସ୍ବତନ୍ତ୍ର ଏବଂ ଅନନ୍ୟ। ସେହିପରି ଏକ ଦେଶ ହେଉଛି ପୂର୍ବ ଆଫ୍ରିକାରେ ଅବସ୍ଥିତ ଉଗାଣ୍ଡା। ଏହି ଦେଶ ଭାରତୀୟଙ୍କ ପାଇଁ ମଧ୍ୟ ସ୍ବତନ୍ତ୍ର। କାରଣ ଏପରି ଏକ…
ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ କରୋନା ସଂକ୍ରମଣ ରୋକିବାକୁ ଶପଥ ନେଲେ ସରପଞ୍ଚ
ପାଟଣା,୨୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୨୦ ଜଣ ସରପଞ୍ଚ ବୁଧବାର ବ୍ଲକ ଭିସି କକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସିଧାସଳଖ ଯୋଡ଼ି ହୋଇ ଗାଁରେ କରୋନା ପଶିବାକୁ ନ ଦେବା ପାଇଁ ଶପଥ ଗ୍ରହଣ କରିଛନ୍ତି। ଏଥିସହ…
ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟରେ କରୋନା: ଜଣେ କର୍ମଚାରୀ ପଜିଟିଭ୍
ନୂଆଦିଲ୍ଲୀ,୨୨।୪: କରୋନା ବିରୋଧରେ ଭାରତରେ ଲଢ଼େଇ ଜାରି ରହିଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟରେ ଜଣେ କର୍ମଚାରୀଙ୍କ ନମୁନା ପରୀକ୍ଷାରେ ସେ କରୋନା ପଜିଟିଭ୍ ଥିବା ଜଣାପଡ଼ିଛି। ସେ ଏପ୍ରିଲ୍ ୧୫ରେ ଅଫିସ ଆସିଥିଲେ। ଏପ୍ରିଲ୍ ୨୧ରେ ତାଙ୍କର ନମୁନା ପରୀକ୍ଷା…
Archives


