Home Left

୨ ମିନିଟ୍‌ ମୌନ ରହି ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୧।୪: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତରେ ଲକ୍‌ ଡାଉନ୍‌ ଜାରି ରହିଛି। ନିଜର ରାଜଧର୍ମକୁ ଗୁରୁତ୍ୱ ଦେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ତାଙ୍କ ପିତା ଆନନ୍ଦ ସିଂ ବିଷ୍ଟଙ୍କର ଦିଲ୍ଲୀର ଏମ୍ସ୍‌ରେ…

ଗୋଆ କରୋନା ମୁକ୍ତ ରାଜ୍ୟ ଘୋଷଣାକୁ ନେଇ ଆରମ୍ଭ ହେଲା ରାଜନୀତି

ପଣଜୀ,୨୧।୪: ଗୋଟିଏ ଦିନ ପୂର୍ବରୁ ଗୋଆକୁ କରୋନା ମୁକ୍ତ ରାଜ୍ୟ ଘୋଷଣା କରାଯାଇଥିଲା। ଏବେ ଏହାକୁ ନେଇ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ମଙ୍ଗଳବାର ଗୋଆର କଂଗ୍ରେସ ଅଧ୍ୟକ୍ଷ ଗିରିଶ ଚୋଡନକର କହିଛନ୍ତି ଗୋଆରେ ସରକାର ଠିକ୍‌ ଭାବେ…

ଲକ୍‌ଡାଉନ: ବାହାରକୁ ନ ଯାଇ ପାରି ବାଡିରେ ଖୋଳିଲେ ୨୫ ଫୁଟର କୂଅ

ମୁମ୍ବାଇ,୨୧।୪: କରୋନା ଭାଇରସ ପାଇଁ ଏବେ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାରୁ ଏଠାରେ ଅନ୍ୟ ରାଜ୍ୟ ଅପେକ୍ଷା ଲକ୍‌ଡାଉନ କଟକଣା ସାମାନ୍ୟ ଅଧିକ ରହିଛି। ଏହି ସମୟରେ ଲୋକଙ୍କୁ ଘରୁ ବାହାରିବାକୁ…

କରୋନା କଟକଣା କୋହଳ ଯୋଗୁଁ ଆରମ୍ଭ ହେଲା ଚାଷ କାର୍ଯ୍ୟ: ଜିଲାପାଳଙ୍କୁ ଧନ୍ୟବାଦ ଦେଲେ ଚାଷୀ

ପୁରୁଷୋତ୍ତମପୁର, ୨୧।୪(ଡି.ଏନ୍‌.ଏ.): କରୋନା ସହ ମୁକାବିଲା ପାଇଁ ସରକାର ଦୀର୍ଘ ଏକ ମାସରୁ ଊର୍ଦ୍ଧ୍ୱ ହେଲା ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିଯୋଗୁ ଗଞ୍ଜାମରେ ବିଭିନ୍ନ କଟକଣା ଓ ନିୟମ ଜାରି କରି ଲକ୍‌ଡାଉନ୍‌କୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଜିଲାପାଳ…

ଶ୍ରୀମନ୍ଦିରରେ ବଡ଼ଚଣା ଆଇଆଇସିଙ୍କ ପ୍ରବେଶ ଘଟଣା: ସହଯୋଗ କରିଥିବା ସେବାୟତ ଅଟକ

ପୁରୀ ଅଫିସ, ୨୧।୪: କରୋନା (କୋଭିଡ-୧୯) ନିର୍ଦ୍ଦେଶାବଳୀକୁ ଉଲ୍ଲଂଘନ କରି ବଡ଼ଚଣା ଥାନା ଆଇଆଇସି ଦୀପକ କୁମାର ଜେନାଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରାଇବାରେ ସହଯୋଗ କରିଥିବା ସେବାୟତ ଶ୍ୟାମ ପୂଜାପଣ୍ଡାଙ୍କୁ ସିଂହଦ୍ୱାର ପୋଲିସ ମଙ୍ଗଳବାର ଅଟକ ରଖିଛି। କରୋନା ମୁକାବିଲା…

୨ ମାସରେ ୨୮ଶହ ଲୋକ ସୀମା ଡେଇଁ ବାଲେଶ୍ୱରରେ ପଶିଛନ୍ତି: ଆର୍‌ଡିସି

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କେନ୍ଦ୍ରାଞ୍ଚଳ ଆର୍‌ଡିସି ଅନୀଲ ସାମଲ ମଙ୍ଗଳବାର ବାଲେଶ୍ୱରରେ ପହଞ୍ଚି କରୋନା ସ୍ଥିତି ତଦାରଖ କରିଛନ୍ତି। ସ୍ଥିତି ସମୀକ୍ଷା ପରେ ଆରଡିସି ଅନୀଏ ସାମଲ କହିଛନ୍ତି, ପଡୋଶୀ ରାଜ୍ୟରେ କାମ କରୁଥିବା…

ଖୁସି ଖବର: ଦେଶରେ ସଫଳ ହେଲା ପ୍ଲାଜମା ଥେରାପି

ନୂଆଦିଲ୍ଲୀ,୨୧।୪: ଦକ୍ଷିଣ ଦିଲ୍ଲୀର ସକେତରେ ଥିବା ମାକ୍ସ ହସ୍ପିଟାଲରୁ ଆସିଛି ଖୁସି ଖବର। ଏଠାରେ କରୋନା ଭାଇରସରେ ପୀଡ଼ିତ ଜଣେ ବ୍ୟକ୍ତିଙ୍କ ଉପରେ କରାଯାଇଥିବା ପ୍ଲାଜମା ଥେରାପି ସଫଳ ହୋଇଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି। ଏଠାରେ ୪୯ ବର୍ଷୀୟ ଜଣେ…

ମାସ୍କ, ସାନିଟାଇଜର ବାଣ୍ଟିଲେ ଏମ୍‌ପି

ଭଦ୍ରକ ଅଫିସ,୨୧।୪: ଭଦ୍ରକ ସହରର କାର୍ଯ୍ୟରତ ଖବରଦାତାଙ୍କୁ ଏମ୍‌ପି ମଞ୍ଜୁଲତା ମଣ୍ଡଳ ମାସ୍କ, ସାନିଟାଇଜର, ଗ୍ଳୋବ୍ସ ଓ ଟୋପି ବଣ୍ଟନ କରିଛନ୍ତି। ଜିଲା ଗ୍ରାମ୍ୟ ଉନୟନ କାର୍ଯ୍ୟାଳୟରେ ସାମାଜିକ ଦୂରତ୍ୱ ରଖଯାଇ ଏହି ବଣ୍ଟନ କରାଯାଇଥିଲା। ଏଥିସହ ଏମ୍‌ପି ଖବରଦାତାଙ୍କୁ କରୋନା…

ନିୟମ ଉଲ୍ଲଂଘନ ଅଭିଯୋଗରେ ୩ ଦୋକାନୀ ଗିରଫ

ଭଦ୍ରକ ଅଫିସ,୨୧।୪: ଭଦ୍ରକ ଜିଲାରେ ୮ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହୋଇଥିବା ବେଳେ ୨ଜଣ ସୁସ୍ଥ ହୋଇଛନ୍ତି। ଭଣ୍ଡାରିପୋଖରୀ ବ୍ଲକରେ ୨ଜଣ କରୋନା ରୋଗୀ ଚି଼ହ୍ନଟ ହେବା ପରେ ବ୍ଲକରେ ୨କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଥିସହ ଲକ୍‌ଡାଉନ କଟକଣାକୁ…

ମାସ୍କ, ସାନିଟାଇଜର ବାଣ୍ଟିଲା ବନ୍ଧନବ୍ୟାଙ୍କ

ଭଦ୍ରକ ଅଫିସ,୨୧।୪: ବନ୍ଧନ ବ୍ୟାଙ୍କ ପକ୍ଷରୁ ଜିଲାପ୍ରଶାସନକୁ ମାସ୍କ, ଗ୍ଲୋବ୍ସ ଓ ସାନିଟାଇଜର ପ୍ରଦାନ କରାଯାଇଛି। ଜିଲାପାଳ, ବ୍ୟାଙ୍କ ଶାଖା ପରିଚାଳକ ଓ ଅନ୍ୟ କର୍ମଚାରୀଙ୍କ ଉପସ୍ଥିତିରେ ଏହି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କୋଭିଡ ମୁକାବିଲା ପାଇଁ କାର୍ଯ୍ୟକରୁଥିବା ଅଗଧାଡିର…

ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି: ସ୍ଥିତି ତଦାରଖ କଲେ କେନ୍ଦ୍ରାଞ୍ଚଳ ଆର୍‌ଡିସି

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କେନ୍ଦ୍ରାଞ୍ଚଳ ଆର୍‌ଡିସି ଅନୀଲ ସାମଲ ମଙ୍ଗଳବାର ବାଲେଶ୍ୱରରେ ପହଞ୍ଚି କରୋନା ସ୍ଥିତି ତଦାରଖ କରିଛନ୍ତି। କଣ୍ଟେନମେଣ୍ଟ ଜୋନ୍‌ ସମ୍ପର୍କରେ ତଦାରଖ କରିବା ସହ କଣ୍ଟାକ୍ଟ ଟ୍ରେସିଂ କିଭଳି ହେଉଛି ସେ…

କରୋନା ଯୋଦ୍ଧାଙ୍କୁ ଅସମ୍ମାନ: ସଂକ୍ରମିତ ଡାକ୍ତରଙ୍କ ମୃତଦେହକୁ କବର ଦେବାକୁ ବିରୋଧ କଲେ ଲୋକେ

ଚେନ୍ନାଇ,୨୧।୪: ସାରା ବିଶ୍ୱ ଏବେ ଲଢୁଛି ଅଦୃଶ୍ୟ ଯୁଦ୍ଧରେ। ଆଉ ଏହାର ଯୋଦ୍ଧା ସାଜିଛନ୍ତି ଦ୍ୱିତୀୟ ଈଶ୍ୱର କୁହାଯାଉଥିବା ଡାକ୍ତର। ହେଲେ ଯେତେବେଳେ ଏହି ଯୋଦ୍ଧାଙ୍କ କରୋନା ସଂକ୍ରମଣରେ ମୃତ୍ୟୁ ହେଉଛି ସେତେବେଳେ ମଣିଷ ପାଖରେ ମରିଯାଉଛି ମାନବିକତା। ଏହାର ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri