Home Left

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି, ଆପଣ କେତେ ପରିମାଣରେ ଲୋନ ପାଇବେ ତାହା LTV ଉପରେ ନିର୍ଭର କରେ।…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ ଟ୍ରେଲର ପଛଭାଗକୁ ଟିପର ଧକ୍କା ଦେବାରୁ ଟିପର ଚାଳକ ଗୁରୁତର ଆହତ ହୋଇଛନ୍ତି…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ ବେଙ୍ଗାଲୁରୁରେ ରହୁଥିଲା ବେଳେ ବୁଧବାର ସେ ତାଙ୍କ ସ୍ତ୍ରୀ ସନ୍ଧ୍ୟାଶ୍ରୀଙ୍କ ବେକରେ ଏକ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି । ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଗୁମ୍ମା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ,…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ ୨୧,୦୨୪ ପରୀକ୍ଷାର୍ଥୀ ୧୧୫ ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି । ସକାଳ…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ ଏକ ନକ୍ଷତ୍ରରେ ମଧ୍ୟ ରହିଥାଏ, କିନ୍ତୁ କେତେକ ସମୟରେ କିଛି ମାସ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ ଶୂନ୍ୟରେ ଆଉଟ ହୋଇଛନ୍ତି। ସେ ନେଦରଲ୍ୟାଣ୍ଡ୍ସ ବିପକ୍ଷ ମ୍ୟାଚ୍‌ରେ ମଧ୍ୟ ବିନା ସ୍କୋରରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଛି । ଏହାପରେ ତାଙ୍କଠାରୁ ୫୦ ଲକ୍ଷ ଟଙ୍କାର ଗହଣା ଲୁଟ୍ କରି…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ ନିବେଶ କରିବା ଉଚିତ କି ନୁହେଁ ସେ ନେଇ ଦ୍ୱନ୍ଦ୍ୱରେ ଅଛନ୍ତି କିଛିଜଣ।…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା ସଦସ୍ୟ ସୁଧୀର ରଞ୍ଜନ ପାଟ୍ଟଯୋଶୀଙ୍କ ପ୍ରଶ୍ନର ଉତ୍ତର ରଖିବାକୁ ଡାକିଥିଲେ। ଏହି ସମୟରେ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ବଡ଼ ଭାଇ ହରିଶ (୪୦)…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ ଏକ ଖାଲରେ ପୋଡ଼ି ଦିଆଯାଉଥିଲା। ଏଭଳି ମୃତ୍ୟୁକୁ ପସନ୍ଦ କରୁଥିବା ଲୋକ ଶହୀଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?