ଓଡ଼ିଶାକୁ ଜାତୀୟ, ଅନ୍ତର୍ଜାତୀୟସ୍ତରରେ ପ୍ରଶଂସା
ଭୁବନେଶ୍ୱର,୨୧ା୪(ବ୍ୟୁରୋ): କରୋନା(କୋଭିଡ୍-୧୯)ସଂକ୍ରମଣ ମୁକାବିଲା ନେଇ ରାଜ୍ୟ ସରକାର ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ପ୍ରଶଂସା ସାଉଁଟିବାରେ ଲାଗିଛନ୍ତିି। ଏହି ମହାମାରୀକୁ ପ୍ରତିହତ କରିବା ନିମନ୍ତେ ଆଗୁଆ ପଦକ୍ଷେପ ଓ ପ୍ରସ୍ତୁତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ, ସାମାଜିକ ଦୂରତ୍ୱ କଡାକଡି ଭାବେ…
୪୦ ଡିଗ୍ରୀ ଉପରେ ୫ ସହର
ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଲକ୍ଡାଉନ ଯୋଗୁ ଲୋକମାନେ ଘରୁ ପଦାକୁ ବାହାରୁ ନାହାନ୍ତି। ଏଥିଯୋଗୁ ଗ୍ରୀଷ୍ମ କଷ୍ଟରୁ ଆଶ୍ୱସ୍ତି ମିଳିଛି। ତେବେ କୃଷି ଓ ଅନ୍ୟାନ୍ୟ କାର୍ଯ୍ୟରେ…
ସ୍ବଳ୍ପ ମୂଲ୍ୟର ଭେଣ୍ଟିଲେଟର ତିଆରି କଲା ସିଟିଟିସି
ଭୁବନେଶ୍ୱର(ବ୍ୟୁରୋ), ୨୧ା୪: କୋଭିଡ୍-୧୯ର ମୁକାବିଲା ଲାଗି ସହଯୋଗର ହାତ ବଢ଼ାଇଛି ଭୁବନେଶ୍ୱରସ୍ଥିତ ସେଣ୍ଟ୍ରାଲ ଟୁଲ୍ ରୁମ୍ ଆଣ୍ଡ୍ ଟ୍ରେନିଂ ସେଣ୍ଟର (ସିଟିଟିସି)। କରୋନା ସଂକ୍ରମିତଙ୍କ ଚିକିତ୍ସାରେ ଭେଣ୍ଟିଲେଟରର ଆବଶ୍ୟକତା ସର୍ବାଧିକ ରହିଥିବାବେଳେ ଦେଶ ଓ ରାଜ୍ୟରେ ଏହାର ଅଭାବ ଦେଖାଦେଇଛି। ଏହି…
ସକାଳୁଆ ଅଫିସ ନେଇ ସବୁ ଜିଲାପାଳଙ୍କୁ ଚିଠ
ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ପ୍ରତିବର୍ଷ ଭଳି ଖରା ଯୋଗୁ ସବୁ ଜିଲାର ସରକାରୀ ଅଫିସ ଏବଂ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ୍ କୋର୍ଟଗୁଡିକ ପ୍ରତିଦିନ ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଚାଲିବ। ବିନା ମଧ୍ୟାହ୍ନଭୋଜନ ବିରତିରେ ଏହି କାର୍ଯ୍ୟାଳୟ ଏବଂ କୋର୍ଟଗୁଡିକ ଚାଲିବ। ୧୦ଏପ୍ରିଲରୁ…
ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି
ବାଲେଶ୍ୱର ଅଫିସ୍:୨୧।୪: ବାଲେଶର ସହରରେ କୋଭିଡ-୧୯ ଆକ୍ରାନ୍ତ ଚିହ୍ନଟ ହେବାପରେ ଏକ ପ୍ରକାର ଆତଙ୍କ ଦେଖାଦେଇଛି। ଗତ ଶନିବାର ବାଲେଶ୍ୱରର ନେଳିବାବାଗ ଅଞ୍ଚଳର ଜଣେ ୫୮ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସୋମବାର ନୀଳଗିରି ବ୍ଲକର ୨…
ରାଷ୍ଟ୍ରୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ମାଣବସା ଗୁରୁବାର
ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ବିଶ୍ୱ ଐତିହ୍ୟ ଦିବସ ଅବସରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଇନଟାଞ୍ଜିବଲ୍ କଲଚରାଲ୍ ହେରିଟେଜ ତାଲିକା ବା ରାଷ୍ଟ୍ରୀୟ ସାଂସ୍କୃତିକ ଐତିହ୍ୟ ତାଲିକା ଘୋଷଣା କରାଯାଇଛି। ଏହି ତାଲିକାରେ ଓଡ଼ିଶାର ୩ଟି ଲୋକପ୍ରିୟ ପର୍ବ ଓ ଲୋକନୃତ୍ୟ ସାମିଲ…
ରାଷ୍ଟ୍ରପତି ଭବନର ଜଣେ କର୍ମଚାରୀଙ୍କ ସମ୍ପର୍କୀୟ କରୋନା ପଜିଟିଭ୍: କ୍ୱାରାଣ୍ଟାଇନ୍ରେ ୧୨୫ ପରିବାର
ନୂଆଦିଲ୍ଲୀ,୨୧।୪: ଦେଶର ସବୁଠାରୁ ସୁରକ୍ଷିତ ସ୍ଥାନ ମଧ୍ୟରୁ ଗୋଟିଏ ରାଷ୍ଟ୍ରପତି ଭବନ। ସାରା ଦେଶରେ ଆତଙ୍କ ଖେଳାଇଥିବା କରୋନା ଭାଇରସ୍ରୁ ରାଷ୍ଟ୍ରପତି ଭବନ ମଧ୍ୟ ବର୍ତ୍ତିପାରିନାହିଁ। ରାଷ୍ଟ୍ରପତି ଭବନରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ସଂକ୍ରମିତ ବ୍ୟକ୍ତି…
କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି
ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ ବ୍ୟକ୍ତ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ ସର୍ଭେରୁ ସେମାନେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି। ପ୍ରତିଦିନ କିଛି ସମୟ…
ବ୍ୟବସାୟୀଙ୍କୁ କାରବାର ଚିନ୍ତା
ମୁମ୍ବାଇ,୨୧।୪: ଦେଶ ମଧ୍ୟରେ କରୋନା ଭୂତାଣୁ ନିୟନ୍ତ୍ରଣକୁ ଆସୁ ନ ଥିବା ଯୋଗୁ ଲକ୍ଡାଉନ ଅବଧି ଆସନ୍ତା ମାସ ୩ ତାରିଖକୁ ବଢ଼ାଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ ଓ ସେବା ବାଦ୍ ଅନ୍ୟ ସମସ୍ତ ବ୍ୟବସାୟ ଏବେ ବନ୍ଦ ରହିଛି। ଲୋକମାନେ ଯେଭଳି…
ଡାକ୍ତରଖାନାରେ ବିଦ୍ୟୁତ୍ ସମସ୍ୟା
କେନ୍ଦୁଝର,୨୧ା୪(ସ୍ବ.ପ୍ର.) କେନ୍ଦୁଝର ଜିଲା ମୁଖ୍ୟ ଡ଼ାକ୍ତରଖାନାରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଯୋଗୁଁ ଅନେକ ସମୟରେ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ସୋମବାର ଏଭଳି ବିଦ୍ୟୁତ ସମସ୍ୟା ଦେଖାଦେବାରୁ ଟିକଟ କାଉଣ୍ଟରରେ ଟିକଟ ଦେବାରେ ସମସ୍ୟା ଉପୁଜି ଥିଲା। ଫଳରେ ଧାଡ଼ିରେ ଟିକଟ ପାଇଁ…
ଚୋରା ବାଲି ଚାଲାଣ: ୨ ଟ୍ରାକ୍ଟର ଜବତ
ପାଟଣା,୨୧ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ତହସିଲ ଉଦୟପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନ ବୈତରଣୀ ନଦୀର ଜୁମେଇଁ ଘାଟରୁ ସୋମବାର ପୂର୍ବାହ୍ନରେ ବେଆଇନ ଚୋରା ବାଲି ଚାଲାଣ ବେଳେ ୨ଟି ଟ୍ରାକ୍ଟର ଜବତ ହୋଇଛି। ସାହାରପଡା ତହସିଲଦାର ଲମ୍ବୋଦର ଖୁଣ୍ଟିଆ, ତୁରୁମୁଙ୍ଗା…
ସ୍କର୍ପିଓରେ ଦେଶୀ ମଦ ଚାଲାଣ, ଜଣେ ଗିରଫ
ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ଜିଲା ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକଙ୍କ ନିର୍ଦ୍ଦେଶରେ ଭ୍ରାମ୍ୟମାଣ ଥାନା ଆଇଆଇସି ଉଦେଲାଲ ନାୟକ ରବିବାର ରାତି ୧୦ଟାରେ ସଦର ଥାନା ତାମୁଳିଆ ଓଭରବ୍ରିଜ୍ ନିକଟରେ ଚଢ଼ାଉ କରିଥିଲେ। ଏକ ସ୍କର୍ପିଓ ୧ହଜାର ଲିଟର ମଦ ନେଇଯାଉଥିବା…
Archives


