Home Left

କରୋନା ରୋଗୀଙ୍କ ପାଇଁ ରକ୍ତଦାନ

କଟକ ଅଫିସ,୨୦।୪: ରକ୍ତ ଅଭାବ ସମସ୍ୟା ଦୂରେଇବାକୁ ରକ୍ତଦାନର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି କରୋନା ରୋଗୀଙ୍କ ପାଇଁ କୃଷକ ବଜାର ବ୍ୟବସାୟୀ ସଂଘ ଏବଂ ଏସ୍‌ସିବି ମେଡିକାଲ ମିଳିତ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଧର୍ମେଶ ନାୟକଙ୍କ…

ବିଭିନ୍ନ ଶିକ୍ଷକ ସଂଘ ପକ୍ଷରୁ ୩ଲକ୍ଷ ୩୦ହଜାର ଟଙ୍କା ସହାୟତା

ସିମୁଳିଆ, ୨୦।୪(ଡି. ଏନ.ଏ.): କରୋନା ସହାୟତା ପାଇଁ ବାଲେଶର ଜିଲା ସିମୁଳିଆ ବ୍ଲକର ବିଭିନ୍ନ ଶିକ୍ଷକ ସଂଘ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ଲକ୍ଷ ୩୦ହଜାର ଟଙ୍କାର ଚେକ୍‌ ପର୍ଯ୍ୟଟନମନ୍ତ୍ରୀ ତଥା ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ ପ୍ରଦାନ କରାଯାଇଛି।…

ସାମାଜିକ ଦୂରତ୍ୱ ହିଁ କରୋନାର ଭ୍ୟାକସିନ୍‌ : ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୦।୪: ଭାରତରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରଖିଥିବା ବେଳେ ଅନ୍ୟ ଦେଶ ତୁଳନାରେ ଏହାର ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହିଛି। ଯାହା ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର। ଭାରତରେ ଏବେ କରୋନା ମାମଲା ସାଢ଼େ ୭ଦିନରେ ଦୁଇଗୁଣା ବୃଦ୍ଧି…

ପାହାଡ଼ ଉପରେ ଫସିରହିଥିଲେ ବିଦେଶୀ ଦମ୍ପତ୍ତି: ଡ୍ରୋନ୍‌ ଜରିଆରେ ମିଳିଲା ସନ୍ଧାନ

ଚେନ୍ନାଇ,୨୦।୪: ତାମିଲନାଡୁର ତିରୁନବନ୍ନାମଲାଇ ଜିଲାରେ ଥିବା ଏକ ପାହାଡ ଉପରୁ ପୋଲିସ ଜଣେ ଯୁବା ବିଦେଶୀ ଦମ୍ପତ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। କିଛି ଦିନ ପୂର୍ବରୁ ୨୯ବର୍ଷୀୟ ଭିକ୍ଟର ନାମକ ଯୁବକ ଓ ୨୮ ବର୍ଷୀୟ ତାତିଆନା ନାମକ ଯୁବତୀ…

ପରିବାର ବୋଝ ଆଗରେ ଜୀବନ ତୁଚ୍ଛ

କଟକ ଅଫିସ, ୨୦।୪: ଦିନ ଯେତିକି ବଢୁଛି ମନରେ ଭୟ ମଧ୍ୟ ସେତିକି ବଢିବାରେ ଲାଗିଛି। କରୋନା ଭୂତାଣୁ ସଂକ୍ରମଣରୁ ନିଜକୁ ବଞ୍ଚାଇବା ପାଇଁ ମଣିଷ ଘରେ ରହୁଛି। ନିତିଦିନ ଗହଳି ଲାଗି ରହୁଥିବା ରାସ୍ତାଘାଟ ଆଜି ଶୂନଶାନ। ଜଣେ ଜଣକ…

ଚାଷୀଙ୍କ ଦୁଃଖ ସରୁନି

ଖୋର୍ଦ୍ଧା ଅଫିସ,୨୦ା୪ : ବର୍ତ୍ତମାନ ଲକଡାଉନ ଯୋଗୁ ଚାଷୀକୂଳ ବିଶେଷ ପ୍ରଭାବିତ ହୋଇଛନ୍ତି। କ୍ଷେତରେ ପନିପରିବା ଶୁଖି ଓ ପଚିଶଢି ନଷ୍ଟ ହେଉଥିବାବେଳେ ଯାହା କିଛି ଅମଳ ହେଉଛି ତାହାକୁ ଉପଯୁକ୍ତ ମୂଲ୍ୟରେ ବିକ୍ରି କରିପାରୁନାହିଁ ଚାଷୀ। ଫଳରେ ଚାଷୀ ମନରେ…

ଗରିବ, ଅସହାୟଙ୍କୁ ସହାୟତା ପ୍ରଦାନ

ପିପିଲି, ୨୦ା୪(ସ୍ବ.ପ୍ର): କରୋନା ସମୟରେ ପ୍ରଭାବିତ ପିପିଲି ଓ ଡେଲାଙ୍ଗ ଅଞ୍ଚଳର ଗରିବ ଏବଂ ଅସହାୟଙ୍କ ପ୍ରତି ସହାୟତାର ହାତ ବଢାଇଛି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ। ସ୍ବୟଂ ସେବକମାନେ ଗତ ଦୁଇ ସପ୍ତାହ ଧରି ପିପିଲି ହାଟସାହି ପଞ୍ଚାୟତର ଭୁଇଁଗୁଣ, ଜଗନ୍ନାଥପୁର…

କୋଣାର୍କ ଜଗନ୍ନାଥଙ୍କ ଦେବନୀତିରେ ସମସ୍ୟା

କୋଣାର୍କ,୨୦ା୪(ଡି.ଏନ୍‌.ଏ): କରୋନାଜନିତ ଲକ୍‌ଡାଉନ ହେତୁ କୋଣାର୍କସ୍ଥିତ ଜଗନ୍ନାଥ ମନ୍ଦିରର ଦେବନୀତିରେ ସମସ୍ୟା ସୃଷ୍ଟି ହେଉଛି। ଦର୍ଶନ ଉପରେ କଟକଣା ଯୋଗୁ ଭକ୍ତ ଆସୁ ନ ଥିବାରୁ ଆୟ ହେଉନାହିଁ। ତେଣୁ ମହାପ୍ରଭୁଙ୍କ ଦୈନନ୍ଦିନ ନୀତି ଚଳାଇବାରେ ବ୍ୟାଘାତ ଉପୁଜୁଛି। ପ୍ରତିଦିନ ଏଠାରେ…

ବିଜୟ ମାଲ୍ୟାଙ୍କୁ ବଡ଼ ଝଟ୍‌କା

ଲଣ୍ଡନ,୨୦।୪: କିଙ୍ଗ୍‌ଫିଶର ଏୟାରଲାଇନ୍ସର ମାଲିକ ତଥା ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ବଡ଼ ଝଟ୍‌କା ଲାଗିଛି। ଭାରତ ପ୍ରତ୍ୟର୍ପଣ ବିରୋଧରେ ମାଲ୍ୟା କରିଥିବା ଆବେଦନକୁ ବ୍ରିଟେନ ହାଇକୋର୍ଟ ଖାରଜ କରିଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସୋମବାର ଲଣ୍ଡନର ରୟାଲ କୋର୍ଟ ଅଫ୍‌…

ଟି୨୦ ବିଶ୍ୱକପ୍‌: ଅଗଷ୍ଟ ପୂର୍ବରୁ ନିଷ୍ପତ୍ତି ନେବନି ଆଇସିସି

ଦୁବାଇ,୨୦।୪: କରୋନା ଭାଇରସ୍‌ ସାରା ବିଶ୍ୱରେ ମହାମାରୀ ରୂପ ନେଇ ଆତଙ୍କ ବଜାୟ ରଖିଛି। ଏପରିସ୍ଥଳେ ବିଶ୍ୱର ପ୍ରାୟ ସବୁ କ୍ରୀଡ଼ା ଇଭେଣ୍ଟ ବାତିଲ ହୋଇଛି କିମ୍ବା ସ୍ଥଗିତ ରହିଛି। ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)କୁ ମଧ୍ୟ ସ୍ଥଗିତ ରଖାଯାଇଛି।…

ଅବହେଳିତ ପିଲାଙ୍କ ପାଇଁ ବ୍ୟାଟ ନିଲାମ କରିବେ ରାହୁଲ

ନୂଆଦିଲ୍ଲୀ,୨୦।୪ (ପି.ଟି.): ଅବହେଳିତ ପିଲାମାନଙ୍କ ପାଇଁ ପାଣ୍ଠି ସଂଗ୍ରହ କରିବାକୁ ଭାରତୀୟ ତାରକା ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ଏବେ ଅଣ୍ଟା ଭିଡିଛନ୍ତି। ଗତବର୍ଷ ଇଂଲଣ୍ଡରେ ଅନୁଷ୍ଠିତ ବିଶ୍ୱକପ୍‌ରେ ସେ ବ୍ୟବହାର କରିଥିବା ବ୍ୟାଟ୍‌ ଓ ଅନ୍ୟାନ୍ୟ କ୍ରୀଡ଼ା ସାମଗ୍ରୀ ନିଲାମ କରିବାକୁ…

ସୁନ୍ଦରଗଡ ଜିଲାରେ କରୋନା ପଜିଟିଭ ସଂଖ୍ୟା ୩ରେ ପହଞ୍ଚିଲା: ବିଶ୍ରା ଅଞ୍ଚଳରେ ଆହୁରି ୪୮ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଅବଧି ବଢିଲା

ସୁନ୍ଦରଗଡ,୨୦।୪(ଡି.ଏନ୍‌.ଏ.) ରାଜ୍ୟରେ କରୋନା ସଂକ୍ରମଣ ଯୋଗୁ ୬ଟି ଜିଲାକୁ ହାଇରିସ୍କ ଜିଲା ଭାବେ ଘୋଷଣା କରାଯାଇଛି। ଏଥି ମଧ୍ୟରେ ସୁନ୍ଦରଗଡ ଜିଲା ରହିଛି। ଗତ ୧୧ ତାରିଖରେ ଏହି ଜିଲାର ୨ଜଣଙ୍କ ଠାରେ କରୋନା ଭୂତାଣୁ ପ୍ରଥମେ ଚିହ୍ନଟ ହେବା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri