ସାବଧାନ ! କରୋନା ପରେ ବି ଆସିପାରେ ଭୟଙ୍କର ସଂକ୍ରମଣ: ଆମିଷଠାରୁ ଦୂରେଇ ରହିବା ହୋଇପାରେ ଆବଶ୍ୟକ
ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। କରୋନା ଯୋଗୁ ବହୁ ବିକଶିତ ଦେଶରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ନେଇ ମାନବ ସମାଜ…
ବାଲେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ,୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ବାଲେଶ୍ୱର ଅଫିସ,୨୦ା୪ : ବାଲେଶ୍ୱର ଜିଲାରେ ସୋମବାର ପୁଣି ୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କର ଟ୍ରାଭେଲ୍ ହିଷ୍ଟ୍ରି ଏବଂ କଣ୍ଟାକ୍ଟ ଲିଷ୍ଟ ଜାଣିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଶନିବାର…
ଭଦ୍ରକ ଜିଲାରେ ୫ କରୋନା ପଜିଟିଭ୍ ଚିହ୍ନଟ: ୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା, କଟକଣା ଜାରିକଲା ପ୍ରଶାସନ
ଭଦ୍ରକ ଅଫିସ,୨୦ା୪: ଭଦ୍ରକ ଜିଲାରେ ପୁଣି ଥରେ ଗୋଟିଏ ଦିନରେ ୫ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ଏହାପରେ ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚଳକୁ ସିଲ୍ କରି ଦିଆଯିବା ସହ ଯାତାୟାତରେ କଟକଣା ଜାରି କରାଯାଇଛି। ତେବେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ…
କର୍ତାରପୁର ଗୁରୁଦ୍ୱାର ଗମ୍ବୁଜ ଭୁଶୁଡ଼ିଲା
ନୂଆଦିଲ୍ଲୀ/ଇସ୍ଲାମାବାଦ: ୨୦ା୪(ଆଇଏଏନ୍ଏସ୍): ଝଡ଼ବର୍ଷା ଯୋଗୁ କର୍ତାରପୁର ଗୁରୁଦ୍ୱାର ଦର୍ବାର ସାହିବର ୮ଟି ନବନିର୍ମିତ ଗମ୍ବୁଜ ଭୁଶୁଡ଼ିପଡ଼ିଛି। ଏହି ଘଟଣା ଶିଖ୍ମାନଙ୍କୁ ବ୍ୟଥିତ କରିଛି। ଭାରତ ସରକାର ଏ ସମ୍ପର୍କରେ ପାକ୍ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ତୁରନ୍ତ ଏହାର ମରାମତି…
ଇ-କମର୍ସରେ ବିକ୍ରି ହେବନି ଅଣ ଅତ୍ୟାବଶ୍ୟକ ସାମଗ୍ରୀ
ନୂଆଦିଲ୍ଲୀ,୨୦ା୪(ପି.ଟି.): ଇ-କମର୍ସ ପ୍ଲାଟ୍ଫର୍ମ ଜରିଆରେ ମୋବାଇଲ୍ ଫୋନ୍, ରେଫ୍ରିଜରେଟର, ରେଡିମେଡ୍ ପୋଷାକ ଆଦି ଅଣଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି ଲାଗି ସରକାର ଅନୁମତି ଦେବାର ୪ ଦିନ ପରେ ନିଷ୍ପତ୍ତି ବଦଳାଇଛନ୍ତି। ଇ-କମର୍ସ କମ୍ପାନୀଗୁଡ଼ିକ ଏହିସବୁ ସାମଗ୍ରୀ ବିକ୍ରି କରିପାରିବେ ନାହିଁ ବୋଲି…
ଶ୍ରମିକଙ୍କୁ ଆନ୍ତଃ ରାଜ୍ୟ ଯାତାୟାତ ମନା
ନୂଆଦିଲ୍ଲୀ,୨୦ା୪(ପି.ଟି.): ଲକ୍ଡାଉନ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଶ୍ରମିକଙ୍କୁ ସେହି ରାଜ୍ୟରେ କାର୍ଯ୍ୟ କରିବା ଲାଗି ସୁଯୋଗ ପ୍ରଦାନ କରାଯିବ। ସେମାନେ କେତେକ ସର୍ତ୍ତରେ ଉକ୍ତ ରାଜ୍ୟ ମଧ୍ୟରେ କାମ ପାଇଁ ବିଭିନ୍ନ ସ୍ଥାନକୁ ଯିବାକୁ ଅନୁମତି ପାଇବେ।…
ଆସୁଛି ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା: ଧାର୍ଯ୍ୟ ସମୟରେ ବସ୍ତ୍ର ଯୋଗାଣକୁ ନେଇ ଚିନ୍ତା
ଖୋର୍ଦ୍ଧା ଅଫିସ,୨୦ା୪: ଲୀଳାମୟ ଠାକୁର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବାରମାସରେ ତେର ଯାତ୍ରା ଅନୁଷ୍ଠିତ ହୋଇଥାଏ। ସେଥିମଧ୍ୟରୁ ଶ୍ରେଷ୍ଠ ହେଉଛି ରଥଯାତ୍ରା। କାଳିଆ ସାଆନ୍ତ, ବଡଠାକୁରଙ୍କ ସହ ଭଉଣୀ ଦେବୀ ସୁଭଦ୍ରା ରତ୍ନ ସିଂହାସନରୁ ଓହ୍ଲାଇ ଆସି ନବଦିନାତ୍ମକ ଘୋଷଯାତ୍ରାରେ ବାହାରିଥାନ୍ତି। ମହାପ୍ରଭୁଙ୍କ…
ଜିଡିପିର ୩-୫% ଖର୍ଚ୍ଚ କରିପାରିବ ଭାରତ: ବିଶ୍ୱ ବ୍ୟାଙ୍କ
ବର୍ତ୍ତମାନ କୋଭିଡ୍-୧୯ ଯୋଗୁ ଉପୁଜିଥିବା ସ୍ଥିତିକୁ ମୁକାବିଲା କରିବା ଲାଗି ଭାରତ ଏହାର ମୋଟ ଜିଡିପିର ୩ରୁ ୫% ଖର୍ଚ୍ଚ କରିପାରିବ। ଏହି ଅର୍ଥ ବ୍ୟବହାର କରି ଭାରତ ଏହା ଅର୍ଥ ବ୍ୟବସ୍ଥାରେ ସ୍ଥିତାବସ୍ଥା ଆଣିବାକୁ ସକ୍ଷମ ହୋଇପାରିବ ବୋଲି ବିଶ୍ୱ…
ସରକାରଙ୍କୁ ଶ୍ରୀଜଗନ୍ନାଥ ସେନାର ପ୍ରସ୍ତାବ: କରୋନା ଭୟ ଥିଲେ ବିନା ଭକ୍ତରେ ହେଉ ରଥଯାତ୍ରା
ପୁରୀ ଅଫିସ,୨୦।୪: ଜୁନ୍ ୨୩ରେ ମହାପ୍ରଭୁଙ୍କ ରଥଯାତ୍ରା। ଏହାକୁ ନେଇ ଏବେ ବି ଅନିଶ୍ଚିତତା ଲାଗିରହିଛି। କରୋନାର ଭୟାବହତାକୁ ଦେଖି ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇନାହିଁ। ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ବଡ଼ଦାଣ୍ଡରେ ମହାପ୍ରଭୁଙ୍କ ରଥ ଗଡ଼ିବ ନା ରୁକୁଣା…
ଭୁବନେଶ୍ୱର କଟକଣା ନେଇ ସିପିଙ୍କ ଟୁଇଟ୍
ଭୁବନେଶ୍ୱର,୨୦।୪(ବ୍ୟୁରୋ): ସୋମବାରଠାରୁ ରାଜଧାନୀର ସରକାରୀ ଅଫିସକୁ ୩୩ ପ୍ରତିଶତ କର୍ମଚାରୀ ଆସିବେ। ଗଞ୍ଜାମ ପରି ଅନେକ ସ୍ଥାନରେ ସୋମବାର ପରେ କଟକଣା କୋହଳ କରିବ ପ୍ରଶାସନ। ହେଲେ ଭୁବନେଶ୍ୱରରେ କିଛି କୋହଳ ହେବ ନାହିଁ। ନିୟମ ବଳବତ୍ତର ରହିବ। ପରବର୍ତ୍ତୀ ନିର୍ଦ୍ଦେଶ…
ବଡ଼ଚଣା ଆଇଆଇସି ନିଲମ୍ବିତ
କଟକ ଅଫିସ,୨୦ା୪: ଯାଜପୁର ଜିଲା ବଡ଼ଚଣା ଆଇଆଇସି ଦୀପକ କୁମାର ଜେନାଙ୍କୁ ସୋମବାର ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ତାଙ୍କୁ ନିଲମ୍ବନ କରିଛନ୍ତି। ଲକ୍ଡାଉନ୍ ସମୟରେ ଆଇଆଇସି ଜେନା ସପରିବାର ପୁରୀ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ମନ୍ଦିର…
ଝାବେରୀଙ୍କ ପରେ ଖାଲିପଡ଼ିଛି ମୁଖ୍ୟ ବିଚାରପତି ପଦ
କଟକ ଅଫିସ୍,୨୦।୪: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପଦ ପାଇଁ ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ୍ଙ୍କ ନାମ ଶନିବାର ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି। ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି କେ.ଏସ୍. ଝାବେରୀ ଜାନୁୟାରୀ…
Archives


