ଶ୍ରମିକଙ୍କୁ ଆନ୍ତଃ ରାଜ୍ୟ ଯାତାୟାତ ମନା
ନୂଆଦିଲ୍ଲୀ,୨୦ା୪(ପି.ଟି.): ଲକ୍ଡାଉନ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଶ୍ରମିକଙ୍କୁ ସେହି ରାଜ୍ୟରେ କାର୍ଯ୍ୟ କରିବା ଲାଗି ସୁଯୋଗ ପ୍ରଦାନ କରାଯିବ। ସେମାନେ କେତେକ ସର୍ତ୍ତରେ ଉକ୍ତ ରାଜ୍ୟ ମଧ୍ୟରେ କାମ ପାଇଁ ବିଭିନ୍ନ ସ୍ଥାନକୁ ଯିବାକୁ ଅନୁମତି ପାଇବେ।…
ଆସୁଛି ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା: ଧାର୍ଯ୍ୟ ସମୟରେ ବସ୍ତ୍ର ଯୋଗାଣକୁ ନେଇ ଚିନ୍ତା
ଖୋର୍ଦ୍ଧା ଅଫିସ,୨୦ା୪: ଲୀଳାମୟ ଠାକୁର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବାରମାସରେ ତେର ଯାତ୍ରା ଅନୁଷ୍ଠିତ ହୋଇଥାଏ। ସେଥିମଧ୍ୟରୁ ଶ୍ରେଷ୍ଠ ହେଉଛି ରଥଯାତ୍ରା। କାଳିଆ ସାଆନ୍ତ, ବଡଠାକୁରଙ୍କ ସହ ଭଉଣୀ ଦେବୀ ସୁଭଦ୍ରା ରତ୍ନ ସିଂହାସନରୁ ଓହ୍ଲାଇ ଆସି ନବଦିନାତ୍ମକ ଘୋଷଯାତ୍ରାରେ ବାହାରିଥାନ୍ତି। ମହାପ୍ରଭୁଙ୍କ…
ଜିଡିପିର ୩-୫% ଖର୍ଚ୍ଚ କରିପାରିବ ଭାରତ: ବିଶ୍ୱ ବ୍ୟାଙ୍କ
ବର୍ତ୍ତମାନ କୋଭିଡ୍-୧୯ ଯୋଗୁ ଉପୁଜିଥିବା ସ୍ଥିତିକୁ ମୁକାବିଲା କରିବା ଲାଗି ଭାରତ ଏହାର ମୋଟ ଜିଡିପିର ୩ରୁ ୫% ଖର୍ଚ୍ଚ କରିପାରିବ। ଏହି ଅର୍ଥ ବ୍ୟବହାର କରି ଭାରତ ଏହା ଅର୍ଥ ବ୍ୟବସ୍ଥାରେ ସ୍ଥିତାବସ୍ଥା ଆଣିବାକୁ ସକ୍ଷମ ହୋଇପାରିବ ବୋଲି ବିଶ୍ୱ…
ସରକାରଙ୍କୁ ଶ୍ରୀଜଗନ୍ନାଥ ସେନାର ପ୍ରସ୍ତାବ: କରୋନା ଭୟ ଥିଲେ ବିନା ଭକ୍ତରେ ହେଉ ରଥଯାତ୍ରା
ପୁରୀ ଅଫିସ,୨୦।୪: ଜୁନ୍ ୨୩ରେ ମହାପ୍ରଭୁଙ୍କ ରଥଯାତ୍ରା। ଏହାକୁ ନେଇ ଏବେ ବି ଅନିଶ୍ଚିତତା ଲାଗିରହିଛି। କରୋନାର ଭୟାବହତାକୁ ଦେଖି ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇନାହିଁ। ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ବଡ଼ଦାଣ୍ଡରେ ମହାପ୍ରଭୁଙ୍କ ରଥ ଗଡ଼ିବ ନା ରୁକୁଣା…
ଭୁବନେଶ୍ୱର କଟକଣା ନେଇ ସିପିଙ୍କ ଟୁଇଟ୍
ଭୁବନେଶ୍ୱର,୨୦।୪(ବ୍ୟୁରୋ): ସୋମବାରଠାରୁ ରାଜଧାନୀର ସରକାରୀ ଅଫିସକୁ ୩୩ ପ୍ରତିଶତ କର୍ମଚାରୀ ଆସିବେ। ଗଞ୍ଜାମ ପରି ଅନେକ ସ୍ଥାନରେ ସୋମବାର ପରେ କଟକଣା କୋହଳ କରିବ ପ୍ରଶାସନ। ହେଲେ ଭୁବନେଶ୍ୱରରେ କିଛି କୋହଳ ହେବ ନାହିଁ। ନିୟମ ବଳବତ୍ତର ରହିବ। ପରବର୍ତ୍ତୀ ନିର୍ଦ୍ଦେଶ…
ବଡ଼ଚଣା ଆଇଆଇସି ନିଲମ୍ବିତ
କଟକ ଅଫିସ,୨୦ା୪: ଯାଜପୁର ଜିଲା ବଡ଼ଚଣା ଆଇଆଇସି ଦୀପକ କୁମାର ଜେନାଙ୍କୁ ସୋମବାର ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ତାଙ୍କୁ ନିଲମ୍ବନ କରିଛନ୍ତି। ଲକ୍ଡାଉନ୍ ସମୟରେ ଆଇଆଇସି ଜେନା ସପରିବାର ପୁରୀ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ମନ୍ଦିର…
ଝାବେରୀଙ୍କ ପରେ ଖାଲିପଡ଼ିଛି ମୁଖ୍ୟ ବିଚାରପତି ପଦ
କଟକ ଅଫିସ୍,୨୦।୪: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପଦ ପାଇଁ ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ୍ଙ୍କ ନାମ ଶନିବାର ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି। ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି କେ.ଏସ୍. ଝାବେରୀ ଜାନୁୟାରୀ…
ଆଜି ସଂଗ୍ରହ ହେବ କ୍ଷେତ୍ରରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ ନମୁନା
ଭୁବନେଶ୍ୱର,୨୦।୪(ବ୍ୟୁରୋ): କରୋନା ମୁକାବିଲା ଓ ରାଜଧାନୀକୁ ସଂକ୍ରମଣମୁକ୍ତ ଲକ୍ଷ୍ୟ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଚାଲିଥିବା ରାପିଡ୍ ଟେଷ୍ଟ ରବିବାର ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ସହରରୁ ମୋଟ ୧୨ଶହରୁ ଊର୍ଦ୍ଧ୍ୱ ନମୁନା ସଂଗ୍ରହ କରାଯାଇଥିବାବେଳେ ଦୁଇଦିନରେ ଏହି ସଂଖ୍ୟା…
ଦେଶାନ୍ତର ହୋଇଛନ୍ତି ୧୨ଲକ୍ଷ ୭୧ହଜାର ଓଡ଼ିଆ
ଭୁବନେଶ୍ୱର,୨୦।୪(ବ୍ୟୁରୋ): କୌଣସି ରାଜ୍ୟର ଜନସଂଖ୍ୟା ସେହି ରାଜ୍ୟର ଲୋକଙ୍କ ଜନ୍ମ ଏବଂ ମୃତ୍ୟୁ ପଞ୍ଜୀକରଣ ସହ ସେଠାରେ ବାସ କରୁଥିବା ଅନ୍ୟ ସ୍ଥାନର ଲୋକଙ୍କ ଉପରେ ନିର୍ଭର କରିଥାଏ। ଯେତେବେଳେ ଜଣେ ନିଜର ଜନ୍ମସ୍ଥାନ ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ହେଉଥିବା…
ହାତବାନ୍ଧି ବସିଛନ୍ତି ଶତାଧିକ ବୁଣାକାର ପରିବାର
ବଲାଙ୍ଗୀର ଅଫିସ, ୨୦ା୪: ଲକ୍ଡାଉନ୍ ଯୋଗୁ ବଲାଙ୍ଗୀର ଜିଲା ବୁଣାକାରମାନେ ସେମାନଙ୍କ ଜୀବନଜୀବିକା ନେଇ ଚିନ୍ତାରେ ପଡିଛନ୍ତି। ଲୋଇସିଂହା ବ୍ଲକ ଅନ୍ତର୍ଗତ ତାଲଜୁରୀ ଗ୍ରାମର ଶତାଧିକ ବୁଣାକାର ପରିବାର ହାତବାନ୍ଧି ବସିଛନ୍ତି । ଏଣେ ପରିବାର ଚଳାଇବା ଚିନ୍ତା ବଢ଼ିଛି। ଖାଦ୍ୟାଭାବ…
ଆସିବ ସଂଶୋଧିତ ଆଇଟି ରିଟର୍ନ ଫର୍ମ
ନୂଆଦିଲ୍ଲୀ,୨୦।୪: ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ପରିବର୍ତ୍ତିତ ଆୟକର(ଆଇଟି) ରିଟର୍ନ ଫର୍ମ ଆଣିବା ଲାଗି ଆୟକର ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। କୋଭିଡ୍ -୧୯ ପାଇଁ ସରକାର ରିଟର୍ନ ଫାଇଲ କରିବାର ସମୟସୀମା ବଢ଼ାଇଛନ୍ତି। ଏହାକୁ ଆଧାରକରି ବିଭାଗ ପକ୍ଷରୁ ପରିବର୍ତ୍ତିିତ…
ଡିବିଟିରେ ୩୬,୬୫୯ କୋଟି
ନୂଆଦିଲ୍ଲୀ,୨୦।୪: ସୁବିଧାର ପ୍ରତ୍ୟକ୍ଷ ହସ୍ତାନ୍ତର(ଡିବିଟି) ଦ୍ୱାରା ଦେଶର ୧୬.୦୧ କୋଟି ଲୋକଙ୍କ ପାଖକୁ ସରକାର ୩୬,୬୫୯ କୋଟି ଟଙ୍କା ପଠାଇଛନ୍ତି। ପବ୍ଲିକ ଫାଇନାନ୍ସ ମ୍ୟାନେଜମେଣ୍ଟ ସିଷ୍ଟମ(ପିଏଫ୍ଏମ୍ଏସ୍)ରେ ମାର୍ଚ୍ଚ ୨୪ରୁ ଏପ୍ରିଲ ୧୭ ମଧ୍ୟରେ ଏହି ଅର୍ଥ ଲୋକଙ୍କ ବ୍ୟାଙ୍କଖାତାରେ ସିଧାସଳଖ ଜମା…
Archives


