ଭୁବନେଶ୍ୱର କଟକଣା ନେଇ ସିପିଙ୍କ ଟୁଇଟ୍
ଭୁବନେଶ୍ୱର,୨୦।୪(ବ୍ୟୁରୋ): ସୋମବାରଠାରୁ ରାଜଧାନୀର ସରକାରୀ ଅଫିସକୁ ୩୩ ପ୍ରତିଶତ କର୍ମଚାରୀ ଆସିବେ। ଗଞ୍ଜାମ ପରି ଅନେକ ସ୍ଥାନରେ ସୋମବାର ପରେ କଟକଣା କୋହଳ କରିବ ପ୍ରଶାସନ। ହେଲେ ଭୁବନେଶ୍ୱରରେ କିଛି କୋହଳ ହେବ ନାହିଁ। ନିୟମ ବଳବତ୍ତର ରହିବ। ପରବର୍ତ୍ତୀ ନିର୍ଦ୍ଦେଶ…
ବଡ଼ଚଣା ଆଇଆଇସି ନିଲମ୍ବିତ
କଟକ ଅଫିସ,୨୦ା୪: ଯାଜପୁର ଜିଲା ବଡ଼ଚଣା ଆଇଆଇସି ଦୀପକ କୁମାର ଜେନାଙ୍କୁ ସୋମବାର ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ତାଙ୍କୁ ନିଲମ୍ବନ କରିଛନ୍ତି। ଲକ୍ଡାଉନ୍ ସମୟରେ ଆଇଆଇସି ଜେନା ସପରିବାର ପୁରୀ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ମନ୍ଦିର…
ଝାବେରୀଙ୍କ ପରେ ଖାଲିପଡ଼ିଛି ମୁଖ୍ୟ ବିଚାରପତି ପଦ
କଟକ ଅଫିସ୍,୨୦।୪: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପଦ ପାଇଁ ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ୍ଙ୍କ ନାମ ଶନିବାର ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି। ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି କେ.ଏସ୍. ଝାବେରୀ ଜାନୁୟାରୀ…
ଆଜି ସଂଗ୍ରହ ହେବ କ୍ଷେତ୍ରରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ ନମୁନା
ଭୁବନେଶ୍ୱର,୨୦।୪(ବ୍ୟୁରୋ): କରୋନା ମୁକାବିଲା ଓ ରାଜଧାନୀକୁ ସଂକ୍ରମଣମୁକ୍ତ ଲକ୍ଷ୍ୟ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଚାଲିଥିବା ରାପିଡ୍ ଟେଷ୍ଟ ରବିବାର ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ସହରରୁ ମୋଟ ୧୨ଶହରୁ ଊର୍ଦ୍ଧ୍ୱ ନମୁନା ସଂଗ୍ରହ କରାଯାଇଥିବାବେଳେ ଦୁଇଦିନରେ ଏହି ସଂଖ୍ୟା…
ଦେଶାନ୍ତର ହୋଇଛନ୍ତି ୧୨ଲକ୍ଷ ୭୧ହଜାର ଓଡ଼ିଆ
ଭୁବନେଶ୍ୱର,୨୦।୪(ବ୍ୟୁରୋ): କୌଣସି ରାଜ୍ୟର ଜନସଂଖ୍ୟା ସେହି ରାଜ୍ୟର ଲୋକଙ୍କ ଜନ୍ମ ଏବଂ ମୃତ୍ୟୁ ପଞ୍ଜୀକରଣ ସହ ସେଠାରେ ବାସ କରୁଥିବା ଅନ୍ୟ ସ୍ଥାନର ଲୋକଙ୍କ ଉପରେ ନିର୍ଭର କରିଥାଏ। ଯେତେବେଳେ ଜଣେ ନିଜର ଜନ୍ମସ୍ଥାନ ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ହେଉଥିବା…
ହାତବାନ୍ଧି ବସିଛନ୍ତି ଶତାଧିକ ବୁଣାକାର ପରିବାର
ବଲାଙ୍ଗୀର ଅଫିସ, ୨୦ା୪: ଲକ୍ଡାଉନ୍ ଯୋଗୁ ବଲାଙ୍ଗୀର ଜିଲା ବୁଣାକାରମାନେ ସେମାନଙ୍କ ଜୀବନଜୀବିକା ନେଇ ଚିନ୍ତାରେ ପଡିଛନ୍ତି। ଲୋଇସିଂହା ବ୍ଲକ ଅନ୍ତର୍ଗତ ତାଲଜୁରୀ ଗ୍ରାମର ଶତାଧିକ ବୁଣାକାର ପରିବାର ହାତବାନ୍ଧି ବସିଛନ୍ତି । ଏଣେ ପରିବାର ଚଳାଇବା ଚିନ୍ତା ବଢ଼ିଛି। ଖାଦ୍ୟାଭାବ…
ଆସିବ ସଂଶୋଧିତ ଆଇଟି ରିଟର୍ନ ଫର୍ମ
ନୂଆଦିଲ୍ଲୀ,୨୦।୪: ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ପରିବର୍ତ୍ତିତ ଆୟକର(ଆଇଟି) ରିଟର୍ନ ଫର୍ମ ଆଣିବା ଲାଗି ଆୟକର ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। କୋଭିଡ୍ -୧୯ ପାଇଁ ସରକାର ରିଟର୍ନ ଫାଇଲ କରିବାର ସମୟସୀମା ବଢ଼ାଇଛନ୍ତି। ଏହାକୁ ଆଧାରକରି ବିଭାଗ ପକ୍ଷରୁ ପରିବର୍ତ୍ତିିତ…
ଡିବିଟିରେ ୩୬,୬୫୯ କୋଟି
ନୂଆଦିଲ୍ଲୀ,୨୦।୪: ସୁବିଧାର ପ୍ରତ୍ୟକ୍ଷ ହସ୍ତାନ୍ତର(ଡିବିଟି) ଦ୍ୱାରା ଦେଶର ୧୬.୦୧ କୋଟି ଲୋକଙ୍କ ପାଖକୁ ସରକାର ୩୬,୬୫୯ କୋଟି ଟଙ୍କା ପଠାଇଛନ୍ତି। ପବ୍ଲିକ ଫାଇନାନ୍ସ ମ୍ୟାନେଜମେଣ୍ଟ ସିଷ୍ଟମ(ପିଏଫ୍ଏମ୍ଏସ୍)ରେ ମାର୍ଚ୍ଚ ୨୪ରୁ ଏପ୍ରିଲ ୧୭ ମଧ୍ୟରେ ଏହି ଅର୍ଥ ଲୋକଙ୍କ ବ୍ୟାଙ୍କଖାତାରେ ସିଧାସଳଖ ଜମା…
ବୁକିଂ ବନ୍ଦ କଲା ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୨୦।୪: ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆ ପକ୍ଷରୁ ବର୍ତ୍ତମାନ ଅନିର୍ଦ୍ଦିଷ୍ଟ ସମୟ ଲାଗି ବୁକିଂ ବନ୍ଦ କରାଯାଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କ ପରାମର୍ଶ ପରେ କମ୍ପାନୀ ବୁକିଂ ବନ୍ଦ କରିଛି। ବିମାନ ଚଳାଚଳ ନେଇ ସରକାରଙ୍କ ଚୂଡ଼ାନ୍ତ…
ବିନା ମାସ୍କରେ ମିଳିବନି ପେଟ୍ରୋଲ,ଡିଜେଲ
ନୂଆଦିଲ୍ଲୀ,୨୦।୪: ପେଟ୍ରୋଲିୟମ ଡିଲର୍ସ ଆସୋସିଏଶନ ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି। ଆସୋସିଏଶନର ଅଧ୍ୟକ୍ଷ ଅଜୟ ବଂଶଲ କହିଛନ୍ତି ଯେ, ପେଟ୍ରୋଲ ପମ୍ପଗୁଡିକରେ କାମ କରୁଥିବା କର୍ମଚାରୀଙ୍କ ସୁରକ୍ଷାକୁ ଧ୍ୟାନରେ ରଖି ବିନା ମାସ୍କରେ ଆସୁଥିବା ଗ୍ରାହଙ୍କୁ ପେଟ୍ରୋଲ ପମ୍ପରେ ଇନ୍ଧନ…
ଗାଡ଼ିପାସ୍ କାମ ଦେଲାନି, ବାଲେଶ୍ୱର ଫେରିଗଲେ ୨ଜଣ
ବରଗଡ଼ ଅଫିସ୍/ଅତାବିରା, ୨୦ା୪: ବରଗଡ଼ ଜିଲା ଅତାବିରା ବ୍ଲକ ଦୁଲମପୁରରୁ ଆନ୍ଧ୍ରପ୍ରଦେଶକୁ ଯିବା ପାଇଁ ଦିଆଯାଇଥିବା ଗାଡ଼ିପାସ୍ରେ ଲକ୍ ଡାଉନ କଟକଣା ଉଲ୍ଲଂଘନ ଘଟଣାକୁ ନେଇ ଚର୍ଚ୍ଚା ଥମିନାହିଁ । ଅନ୍ୟପକ୍ଷେ ଗାଡ଼ିପାସ୍ କାମ ନ ଦେବାରୁ ରବିବାର ବରଗଡ଼ ଜିଲା…
‘ଅନ୍ଲାଇନ୍ ଚେସ୍ କୋଚିଂ ଉପାଦେୟ ହେଉଛି’
ଭୁବନେଶ୍ୱର, ୨୦।୩(କ୍ରୀଡ଼ା ପ୍ରତିନିଧି)-ଦିନ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ କେବଳ ଚେସ କଥା ଭାବୁଥିବା ଗୁରୁ ସତ୍ୟରଞ୍ଜନ ପଟ୍ଟନାୟକ ଏବେ ଏହି ଗେମ୍କୁ ନେଇ ବେଶ୍ ଚିନ୍ତିତ। କରୋନା ଭାଇରସ ସଂକ୍ରମଣ ପ୍ରଭାବରେ ଏବେ ସମ୍ପୂର୍ଣ୍ଣ କ୍ରୀଡ଼ା ଜଗତ ପ୍ରଭାବିତ। ତେଣୁ ଗୁରୁତର…
Archives


