ହ୍ବାଟ୍ମୋର୍ ବରୋଦା ରଣ୍ଜୀ ଟିମ୍ କୋଚ୍ ନିଯୁକ୍ତ
ବଦୋଦରା, ୧୯।୪ (ପି.ଟି.)- ଶ୍ରୀଲଙ୍କାକୁ ବିଶ୍ୱକପ୍ ବିଜୟୀ କରିଥିବା ଅଷ୍ଟ୍ରେଲୀୟ କୋଚ୍ ଡେଭ୍ ହ୍ବାଟମୋର ରବିବାର ବରୋଦା ରଣଜୀ ଦଳର କୋଚ୍ ଓ କ୍ରିକେଟ ନିର୍ଦ୍ଦେଶକ ପଦବୀରେ ନିଯୁକ୍ତି ପାଇଛନ୍ତି। ରାଜ୍ୟ କ୍ରିକେଟ ଆସୋସିଏଶନ (ବିସିଏ) ସଂପାଦକ ଅଜିତ ଲେଲେ ଏହା…
କଳାହାଣ୍ଡି ପୋଲିସ ପକ୍ଷରୁ ରକ୍ତଦାନ ଶିବିର, ୧୦୧ ୟୁନିଟ ରକ୍ତ ସଂଗ୍ରହ
ଜୁନାଗଡ,୧୯।୪(ଡି.ଏନ୍.ଏ)-ଜୁନାଗଡ ସହର ଅଗ୍ରସେନ ଭବନଠାରେ ରବିବାର କଳାହାଣ୍ଡି ପୋଲିସ ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ରକ୍ତଦାନ ଶିବିରରେ ୧୦୧ଜଣ ମହିଳା,ପୁରୁଷ ସ୍ବେଚ୍ଛାକୃତଭାବେ ରକ୍ତଦାନ କରିଥିଲେ। ପରେ ସେମାନଙ୍କୁ କଳାହାଣ୍ଡି ପୋଲିସ ପକ୍ଷରୁ ମାନପତ୍ର ପ୍ରଦାନ କରାଯାଇଥିଲା।…
କରୋନା ମାଡ଼ ପରେ ଚାଷୀଙ୍କୁ କରାମାଡ଼ ଚିନ୍ତା
ଦେଓଗାଁ,୧୯ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ କରୋନା ଯୋଗୁଁ ହୋଇଥିବା ଲକଡାଉନ ଯୋଗୁ ପ୍ରଭାବିତ ହୋଇଥିବା ଚାଷୀଙ୍କୁ ଏବେ ଅଦିନିଆ ବର୍ଷା ଓ କରାମାଡ଼ ଚିନ୍ତା ଘାରିଛି। ଶନିବାର ସନ୍ଧ୍ୟାରେ ଦେଓଗାଁ ବ୍ଲକର ବିଭିନ୍ନ ଅଞ୍ଚଳରେ ଘଡଘଡି ସହ ଝଡବର୍ଷା ହୋଇଥିଲା…
ଜଙ୍ଗଲ ଭିତର ଜୁଆଆଡ୍ଡାରେ ଚଢ଼ାଉ, ୫ ଗିରଫ
ବଲାଙ୍ଗୀର ଅଫିସ,୧୯ା୪: କରୋନା ଲକ୍ଡାଉନ୍ ସମୟରେ ଜଙ୍ଗଲ ଭିତରେ ଚାଲିଥିବା ଜୁଆଖେଳ ଉପରେ ଟାଉନ୍ ଥାନା ପୋଲିସ ଚଢ଼ାଉ କରି ୫ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୩୩ ହଜାର ୧ ଶହ ଟଙ୍କା, ୧୩ଟି ବାଇକ୍, ୫ଟି ମୋବାଇଲ ଫୋନ୍ ଓ…
୪୩୦ କି.ମି.ଚାଲି ପାଇକମାଳରେ ପହଞ୍ଚିଲେ ୨୦ ଶ୍ରମିକଙ୍କ ପରିବାର
ପାଇକମାଲ, ୧୯।୪ (ଡି.ଏନ.ଏ.)-ଗଞ୍ଜାମ ଜିଲା ଆସିକାର ଏକ ଇଟାଭାଟିରେ କାମ କରୁଥିବା ୨୦ ଦାଦନ ଶ୍ରମିକଙ୍କ ପରିବାରର ମୋଟ ୨୮ ସଦସ୍ୟ ଶନିବାର ପାଇକମାଲ ବ୍ଲକ କାଂସଡା ପଞ୍ଚାୟତରେ ପହଞ୍ଚିଛନ୍ତି । ଲକ୍ ଡାଉନ କଟକଣା ସତ୍ତ୍ବେ ସେମାନେ ୪୩୦ କିମି…
କଣ୍ଡରାପାଟ ପୀଠରେ ଛତରଯାତ୍ରା ବନ୍ଦ
ସମ୍ବଲପୁର,୧୯ା୪(ବ୍ୟୁରୋ)-ସମ୍ବଲପୁର ସହର ଉପକଣ୍ଠ ଝାଙ୍କରପାଲି କଣ୍ଡରାପାଟ ପୀଠରେ ହେବାକୁ ଥିବା ଛତରଯାତ୍ରା ତଥା ଅକ୍ଷୟତୃତୀୟା ପର୍ବ ପାଳନ କରାଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି। ଫଳରେ କରେନା କଟକଣା ପ୍ରାୟ ୭ ଶହ ବର୍ଷର ପରମ୍ପରା ଭାଙ୍ଗି ଦେଇଛି। କେବଳ ପୂଜକଙ୍କ…
ଛତିଶଗଡରୁ ସାଇକେଲରେ ଫେରୁଛନ୍ତି ୪ ଓଡିଆ ଶ୍ରମିକ
ସୋନପୁର,୧୯।୪(ନି.ପ୍ର.): କରୋନା ଭୂତାଣୁ ସଂକମ୍ରଣକୁ ରୋକିବା ପାଇଁ ଲକ୍ଡାଉନ୍ରେ ରହିଛି ସାରା ଦେଶ। ଏହାର ପ୍ରଭାବ ସବୁ କ୍ଷେତ୍ରରେ ଦେଖିବାକୁ ମିଳୁଛି। ଗରିବ, ଦିନ ମଜୁରିଆ ଓ ଶ୍ରମିକ ଶ୍ରେଣୀର ଲୋକ କର୍ମସଂସ୍ଥାନ ହରାଇ ବହୁ ଦୁଃଖରେ ଅଛନ୍ତି। ଶ୍ରମିକଙ୍କ ନିକଟରେ…
ଆଦିବାସୀଙ୍କୁ ମିଳିନି ସହାୟତା, ପତ୍ରରେ ତିଆରି ମାସ୍କ ସାହାରା
ଛତ୍ରପୁର,୧୯ା୪(ଡି.ଏନ୍.ଏ.)-ଗଞ୍ଜାମ ଜିଲାରେ ଆଦିବାସୀମାନେ ଜଙ୍ଗଲ ଜମି ଅଧିକାରଠାରୁ ଆରମ୍ଭ କରି ପାଣି, ବିଭିନ୍ନ ସରକାରୀ ସହାୟତା ଆଦି ପାଇବାରୁ ବଞ୍ଚିତ ଥିବାବେଳେ ବର୍ତ୍ତମାନର ଲକ୍ଡାଉନ ସମସ୍ୟା ଦ୍ୱିଗୁଣିତ କରିଛି। ଏମାନେ କାମ ପାଇଁ ଘରୁ ବାହାରକୁ ବାହାରି ପାରୁନାହାନ୍ତି। ମହାମାରୀ କରୋନା…
ଲକ୍ଡାଉନ୍ରେ ରକ୍ତଦାନ ଶିବିର: ୧୪୧ ୟୁନିଟ ରକ୍ତ ସଂଗ୍ରହ
ରାଇକିଆ,୧୯ା୪(ଡି.ଏନ୍.ଏ.)- ଲକ୍ଡାଉନ କଟକଣା ଯୋଗୁ ବିଭିନ୍ନ ରକ୍ତ ଭଣ୍ଡାରରେ ରକ୍ତାଭାବ ପରିଲକ୍ଷିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଇକିଆ ପୋଲିସ ଏବଂ ବଣିକ ସଂଘ ମିଳିତ ଭାବେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ। ଏଥିରେ ସ୍ବେଚ୍ଛାକୃତ ଭାବେ…
ମାଛ ମାର୍କେଟରେ ସାମାଜିକ ଦୂରତା ରଖୁନାହାନ୍ତି ଲୋକେ
ବନ୍ତ,୧୯।୪(ଡି.ଏନ୍.ଏ.)-କରୋନା ମହାମାରୀକୁ ରୋକିବା ପାଇଁ ସରକାର ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦେଉଥିବା ବେଳେ ଲୋକ ମାନେ ଏହି ନିୟମକୁ ମାନିବାକୁ ପ୍ରସ୍ତୁତ ନୁହନ୍ତି। ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ସମୟରେ ସେହିଭଳି ପରିସ୍ଥିତି ସୃଷ୍ଟି ହେଉଥିବା ଦେଖାଯାଉଛି। ଭଦ୍ରକ ଜିଲା ବନ୍ତ…
ସୁରକ୍ଷାକର୍ମୀଙ୍କୁ ଛୁରାମାଡ଼ କରି ଲୁଟ୍, ୨ ଗିରଫ
ଯୋଡ଼ା, ୧୯।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରସ୍ଥିତ ଏସାର ପେଟ୍ରୋଲ ପମ୍ପ ସମୁଖରେ ଥିବା ମହିନ୍ଦ୍ରା ଓାର୍କସପ୍ ଠାରେ ଶୁକ୍ରବାର ଅପରାହ୍ନ ୩ ଟା ସମୟରେ ଜଣେ ଘରୋଇ ସୁରକ୍ଷା କର୍ମୀଙ୍କୁ ଛୁରି ମାଡ କରି ଲୁଟ୍ କରିବା ଅଭିଯୋଗରେ ଯୋଡା…
ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଅଭିଯୋଗ
ଯୋଡ଼ା, ୧୯।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅଞ୍ଚଳର ଜଣେ ୬ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଏନେଇ ଏକ ମାମଲା (ନଂ.୪୮/୨୦୨୦) ରୁଜୁ କରି ହତ୍ୟାକାଣ୍ଡରେ ସଂପୃକ୍ତ ନାବାଳକଙ୍କୁ ଅଟକ ରଖି…
Archives


