ରାଇନାଙ୍କୁ ଧୋନୀ ସମର୍ଥନ କରୁଥିଲେ: ଯୁବରାଜ
ନୂଆଦିଲ୍ଲୀ, ୧୯।୪ (ପିଟି): ସବୁ ଅଧିନାୟକଙ୍କର ଦଳରେ ଜଣେ ପ୍ରିୟ ଖେଳାଳି ରହିଥାନ୍ତି। ଏହି ଖେଳାଳିଙ୍କୁ ଅଧିନାୟକମାନେ ସମର୍ଥନ କରିବା ସହ ବିଭିନ୍ନ ପ୍ରକାର ସହାୟତା ପ୍ରଦାନ କରିଥାନ୍ତି। ଏହି ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରିୟ ଖେଳାଳି…
କରୋନା ଯୋଗୁ ଆମେରିକାରେ ଅଚଳାବସ୍ଥା: ଖାଦ୍ୟ ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି ଲୋକେ
ଓ୍ବାଶିଂଟନ,୧୯।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। କରୋନା ଯୋଗୁ ବିକଶିତ ଦେଶ ଆମେରିକାରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏଠାରେ ଲଖ୍ ଡାଉନ୍ ଯୋଗୁ ୨…
କରୋନା ମୁକାବିଲା ସ୍ଥିତି ପରଖିଲେ ଜିଲାପାଳ
ବରଗଡ଼ ଅଫିସ୍,୧୯।୪: ଘାତକ କରୋନା(କୋଭିଡ୍-୧୯) ଭୂତାଣୁ ସଂକ୍ରମଣ ସଭିଁଙ୍କ ଚିିନ୍ତା ବଢ଼ାଇ ଦେଇଛି । ଏଥିପାଇଁ ଦେଶବ୍ୟାପୀ ଲକ୍ ଡାଉନ କଟକଣା ଲାଗୁହୋଇ ଥିବାବେଳେ ସଚେତନତା, ସତର୍କତା ଏବଂ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି । ତେବେ ଏଭଳି ସ୍ଥଳେ ଅସହାୟ,…
ଅସହାୟଙ୍କ ଦେବଦୂତ ସାଜିଲେ ଦୁଇବନ୍ଧୁ
ବରଗଡ଼ ଅଫିସ୍,୧୯।୪-କରୋନା ବିପର୍ଯ୍ୟୟ ସମୟରେ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲସ୍ତଲା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ବୈଲୋଚନ ପ୍ରଧାନ ଏବଂ ଜୀବନ ବୀମା ନିଗମ(ଏଲଆଇସି)ରେ କାମ କରୁଥିବା ତାଙ୍କ ଜଣେ ବନ୍ଧୁ ଶେଷଦେବ ଗିରି ଅସହାୟଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି…
ଏମ୍କେସିଜିରେ ୩ କରୋନା ସନ୍ଦିଗ୍ଧ, ସ୍ବାବ୍ ରିପୋର୍ଟ ମିଳିବାରେ ବିଳମ୍ବ
ବ୍ରହ୍ମପୁର ଅଫିସ,୧୯ା୪: ମେଡିକାଲର ସଂଘରୋଧ କକ୍ଷରେ ୩ ଜଣ କରୋନା ସନ୍ଦିଗ୍ଧ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ସ୍ବାବ୍ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି । ପ୍ରାୟ ୪ ଦିନ ହେଲା ଏହାର ରିପୋର୍ଟ ମିଳିପାରିନାହିଁ । ରିପୋର୍ଟ ମିଳିବାରେ…
ନବବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ: ଚାରିମାସ ତଳେ ହୋଇଥିଲା ବିବାହ, ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ
ଭଦ୍ରକ ଅଫିସ,୧୯।୪ – ରବିବାର ଅପରାହ୍ନରେ ଧାମନଗର ଥାନା ଚୂଡ଼ାକୁଟି ନାରାୟଣ ପୁର ଗାଁରେ ଜଣେ ନବବିବାହିତା ମହିଳା ଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ମୃତ ମହିଳା ଜଣଙ୍କ ହେଲେ ଦେବଦୀପ ପଣ୍ଡାଙ୍କ ପତ୍ନୀ ପ୍ରତିମା ଷଡ଼ଙ୍ଗୀ (୨୮)। ସେ…
ହାଇକୋର୍ଟ ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ୍ ମହମ୍ମଦ ରଫିକ୍ଙ୍କ ନାମ ସୁପାରିଶ
କଟକ ଅଫିସ,୧୯।୪- ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହୋଇପାରନ୍ତି। ତାଙ୍କ ନାମକୁ ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି। ସେ ଗତ ନଭେମ୍ବରରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ…
ବାକି ମଜୁରୀ ଟଙ୍କା ମାଗିବାରୁ ନିସ୍ତୁକ ମାଡ଼ ଘଟଣା: ଅଭିଯୁକ୍ତଙ୍କ ନାମରେ ଏତଲା
ଦିଗପହଣ୍ଡି,୧୯ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁର ଜି. ଭୀମ ରେଡ୍ଡୀଙ୍କୁ ଜଣେ ଠିକାଦାର ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ରବିବାର ଭୀମଙ୍କ ଏତଲା କ୍ରମେ ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ ଘଟଣାର…
ସୋମବାରଠାରୁ ଗଞ୍ଜାମ ଜିଲାରେ ଲକ୍ଡାଉନ୍ କୋହଳ, ବଳବତ୍ତର ରହିବ ଅନ୍ୟାନ୍ୟ କଟକଣା: ଜିଲାପାଳ
ଛତ୍ରପୁର, ୧୯।୪(ଡି.ଏନ୍.ଏ.)- ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସୋମବାରଠାରୁ ଗଞ୍ଜାମ ଜିଲାରେ ଲକ୍ଡାଉନ୍ କୋହଳ କରାଯାଇଛି। ଫଳରେ ପୂର୍ବରୁ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦିଆଯାଇଥିବା ନିର୍ଦ୍ଧାରିତ ସମୟସୀମା ଉପରେ ଥିବା କଟକଣା ଉଠାଇ ନିଆଯାଇଛି। ହେଲେ ସାମାଜିକ ଦୂରତା ବଜାୟ…
ପ୍ରଭାବ ପକାଇଛି ଲକ୍ ଡାଉନ, ଭୋକ୍ ଉପାସରେ କଟୁଛି ଦିନ
ବାରକୋଟ, ୧୯।୪ (ଡି.ଏନ.ଏ.)- ଲକ୍ ଡାଉନ ପ୍ରଭାବରେ ଦିନ ମଜୁରିଆଙ୍କ ଅବସ୍ଥା ଦୟନୀୟ ସ୍ଥିତିରେ ପହଞ୍ଚତ୍ଛି। ଏମାନଙ୍କ ଲାଗି ଅବଶ୍ୟ ସରକାରୀ ସହାୟତା କିଛି ମାତ୍ରାରେ ସହାୟକ ହେଉଛି। ତଥାପି ଅନେକ ଯୋଗ୍ୟ ହିତାଧିକାରୀ ସରକାରୀ ସହାୟତାରୁ ବଞ୍ଚତ୍ତ ହୋଇଛନ୍ତି। ଏଭଳି…
କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ୫୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କଲେ ସରକାର
ଭୋପାଳ,୧୯।୪: କରୋନା ଯୁଦ୍ଧରେ ହାରିଗଲେ ଇନ୍ଦୋରର ପୋଲିସ ଇନ୍ସପେକ୍ଟର ଦେବେନ୍ଦ୍ର କୁମାର। ତାଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ ପାଇଁ ଘୋଷଣା…
ଲକ୍ ଡାଉନରେ ଭୁଲିଆଙ୍କ କୌଳିକ ବୃତ୍ତି ଠପ୍: ଦୁଃଖ ଦୁର୍ଦ୍ଦଶାରେ ପରିବାର
ମନମୁଣ୍ଡା, ୧୯।୪ (ଡି.ଏନ.ଏ.)- ଲାଭ ମିଳୁ ନ ମିଳୁ, କାମ ଛୋଟ ହେଉକି ବଡ କେହି ନିଜର କୌଳିକ ବୃତ୍ତିରୁ ବିଚ୍ୟୁତ ହେବାକୁ ଚାହାନ୍ତି ନାହିଁ । ଏହିପରି ଭୁଲିଆ ଜାତିର ଆବାଳ ବୃଦ୍ଧ, ବୃଦ୍ଧା ନିଜର କୌଳିକ ବୃତ୍ତି ହସ୍ତତନ୍ତ…
Archives


