Home Left

ପ୍ରଭାବ ପକାଇଛି ଲକ୍‌ ଡାଉନ, ଭୋକ୍‌ ଉପାସରେ କଟୁଛି ଦିନ

ବାରକୋଟ, ୧୯।୪ (ଡି.ଏନ.ଏ.)- ଲକ୍‌ ଡାଉନ ପ୍ରଭାବରେ ଦିନ ମଜୁରିଆଙ୍କ ଅବସ୍ଥା ଦୟନୀୟ ସ୍ଥିତିରେ ପହଞ୍ଚତ୍ଛି। ଏମାନଙ୍କ ଲାଗି ଅବଶ୍ୟ ସରକାରୀ ସହାୟତା କିଛି ମାତ୍ରାରେ ସହାୟକ ହେଉଛି। ତଥାପି ଅନେକ ଯୋଗ୍ୟ ହିତାଧିକାରୀ ସରକାରୀ ସହାୟତାରୁ ବଞ୍ଚତ୍ତ ହୋଇଛନ୍ତି। ଏଭଳି…

କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ୫୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କଲେ ସରକାର

ଭୋପାଳ,୧୯।୪: କରୋନା ଯୁଦ୍ଧରେ ହାରିଗଲେ ଇନ୍ଦୋରର ପୋଲିସ ଇନ୍ସପେକ୍ଟର ଦେବେନ୍ଦ୍ର କୁମାର। ତାଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ ପାଇଁ ଘୋଷଣା…

ଲକ୍‌ ଡାଉନରେ ଭୁଲିଆଙ୍କ କୌଳିକ ବୃତ୍ତି ଠପ୍‌: ଦୁଃଖ ଦୁର୍ଦ୍ଦଶାରେ ପରିବାର

ମନମୁଣ୍ଡା, ୧୯।୪ (ଡି.ଏନ.ଏ.)- ଲାଭ ମିଳୁ ନ ମିଳୁ, କାମ ଛୋଟ ହେଉକି ବଡ କେହି ନିଜର କୌଳିକ ବୃତ୍ତିରୁ ବିଚ୍ୟୁତ ହେବାକୁ ଚାହାନ୍ତି ନାହିଁ । ଏହିପରି ଭୁଲିଆ ଜାତିର ଆବାଳ ବୃଦ୍ଧ, ବୃଦ୍ଧା ନିଜର କୌଳିକ ବୃତ୍ତି ହସ୍ତତନ୍ତ…

ଲକ୍‌ଡାଉନ ସମୟରେ ଲଣ୍ଡା ହୋଇ କାହିଁକି ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରୁଛନ୍ତି ଲୋକେ

ନୂଆଦିଲ୍ଲୀ,୧୯।୪: ବର୍ତ୍ତମାନ କରୋନା ଭାଇରସକୁ ନେଇ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଅଧିକାଂଶ ଲୋକେ ଘରେ ରହି ସମୟ କାଟୁଛନ୍ତି। ବିଶେଷ ଭାବେ ପୁରୁଷମାନେ ଏହି ସମୟରେ ନୂଆ ନୂଆ ଚ୍ୟାଲେଞ୍ଚ ନେଇ ଏହାର ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ…

ଲକ୍‌ଡାଉନରେ ରହି ଚାଷ କରୁଛନ୍ତି ଧର୍ମେନ୍ଦ୍ର

ମୁମ୍ବାଇ: ବଲିଉଡ୍‌ର ହି ମ୍ୟାନ ଭାବେ ପରିଚିତ ଧର୍ମେନ୍ଦ୍ର ଏବେ ଅଧିକାଂଶ ସମୟ ତାଙ୍କ ଫାର୍ମ ହାଉସରେ କାଟୁଛନ୍ତି। ଏହାସହ କରୋନା ଭାଇରସକୁ ନେଇ ଏବେ ଦେଶରେ ଲକ୍‌ଡାଉନ୍‌ ଚାଲିଥିବାରୁ ବଲିଉଡ୍‌ରେ ଶୁଟିଂ ମଧ୍ୟ ବନ୍ଦ ରହିଛି। ଫଳରେ ପ୍ରାୟ ସମସ୍ତ…

ସାନିଟାଇଜର ମେଶିନ ତିଆରି କଲେ ଯୁବ ଇଞ୍ଜିନିୟର

ବରଗଡ଼ ଅଫିସ୍‌,୧୯।୪: ଲକ୍‌ ଡାଉନ ସମୟରେ ଘରେ ବସି ନିଜର ଇଚ୍ଛାଶକ୍ତି, ପ୍ରୟାସରେ ଏକ ସାନିଟାଇଜର୍‌ ମେଶିନ ତିଆରି କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ବରଗଡ଼ ଜିଲା କଲାପାଣି ଗ୍ରାମର ଚାଷୀ ତଥା ଯୁବ ଇଞ୍ଜିନିୟର ସିଏଚ୍‌. କଲ୍ୟାଣ କୁମାର…

ବିବାହକୁ ନେଇ ରାଗିଲେ ରବୀନା

ନୂଆଦିଲ୍ଲୀ: ଦେଶ ସାରା ଲକ୍‌ଡାଉନ୍‌ ହୋଇଥିବା ବେଳେ କନର୍ର୍ାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀଙ୍କ ପୁଅ ନିଖିଲ ଗୌଡା ବିବାହ କରିଛନ୍ତି। ଏହି ବିଷୟ ବର୍ତ୍ତମାନ ବଡ଼ ଚର୍ଚ୍ଚାର ବିଷୟ। ଏନେଇ ବଲିଉଡ୍‌ ଅଭିନେତ୍ରୀ ରବିନା ଟଣ୍ଡନ ଖୁବ୍‌ ରାଗିଯାଇଛନ୍ତି ଏବଂ…

କରୋନା ଭାଇରସ ଥିମ୍‌କୁ ନେଇ ରିଲଜ ହେବ ସଲମାନଙ୍କ ଗୀତ ‘ପ୍ୟାର କରୋନା’

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ କରୋନା ଭାଇରସ ଥିମ୍‌କୁ ନେଇ ଏକ ଗୀତ ରିଲିଜ କରିବେ ବୋଲି ସୂଚନା ଦେଇଛନ୍ତି। ୫୪ ବର୍ଷୀୟ ଏହି ଅଭିନେତା ଇନଷ୍ଟାଗ୍ରାମ ମାଧ୍ୟମରେ ଏହି ସୂଚନା ଦେବା ସହ ଗୀତର ଏକ ଟିଜର ମଧ୍ୟ…

ପ୍ରହସନ ପାଲଟିଛି ଲୋକଙ୍କୁ ମାସ୍କ ବଣ୍ଟନ

ଲଖନପୁର,୧୯।୪(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍‌) ତରଫରୁ ଲଖନପୁର ବ୍ଲକ୍‌ରେ ମାସ୍କ ବଣ୍ଟନ କରାଯାଉଛି। ଅଙ୍ଗନଓ୍ବାଡି କର୍ମୀ ଓ ଆଶାକର୍ମୀମାନେ ଘର ଘର ବୁଲି ମାସ୍କ ବଣ୍ଟନ କରୁଛନ୍ତି। ହେଲେ ପ୍ରତି ପରିବାରକୁ ମାତ୍ର…

କୃତିଙ୍କ ହେୟାର ମସାଜ୍‌ କରୁଛନ୍ତି ପୁଲକିତ

ମୁମ୍ବାଇ: କୃତି ଖରବନ୍ଦା ଏବଂ ପୁଲକିତ ସମ୍ରାଟ ଦୁହେଁ ଦୀର୍ଘ ଦିନ ହେବ ଲିଭ୍‌ ଇନ୍‌ ରିଲେଶନସିପ୍‌ରେ ରହୁଛନ୍ତି। କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଏହି ଲଭ୍‌ବାର୍ଡ ଦୁହେଁ ଦୁହିଁଙ୍କ ସହିତ କ୍ୱାଲିଟି ସମୟ ବିତାଉଛନ୍ତି।…

କଥକ ଅଭ୍ୟାସ କଲେ ସୋନାଲି

ମୁମ୍ବାଇ: ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ସମସ୍ତେ ଘରେ ବନ୍ଦହୋଇ ରହିଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ବଲିଉଡ ତାରକା। ଅଭିନେତା, ଅଭିନେତ୍ରୀମାନେ ଘରେ ରହି ବିଭିନ୍ନ ଉପାୟରେ ନିଜର ସମୟ ବିତାଉଛନ୍ତି। ଏମିତିରେ ‘ପ୍ୟାର କା ପଞ୍ଚନାମା ’ର…

କରୋନା ସହ ଲଢିବାକୁ ୪୧ ଆଫ୍ରିକୀୟ ଦେଶରେ ରହିଛି ୨ ହଜାରରୁ କମ୍‌ ଭେଣ୍ଟିଲେଟର!

ଓ୍ବାକାଣ୍ଡା,୧୯।୪: କରୋନା ଭାଇରସ ଏବେ ଆଫ୍ରିକା ମହାଦେଶରେ ପ୍ରବେଶ କରିବା ଆରମ୍ଭ କରିଛି। ହେଲେ ସବୁଠାରୁ ଚିନ୍ତାର ବିଷୟ ଏହାର ଅନେକ ଦେଶରେ କରୋନା ସହ ଲଢିବାକୁ ଚିକିତ୍ସା ସୁବିଧା ନାହିଁ। ଏମିତିକି ପାଖାପାଖି ୪୧ ଆଫ୍ରିକୀୟ ଦେଶରେ ୨ ହଜାରରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri