Home Left

୬୮ ବର୍ଷରେ ପ୍ରଥମଥର: ପାଳନ ହେବନି ବ୍ରିଟେନ ରାଣୀଙ୍କ ଜନ୍ମଦିନ

ଲଣ୍ଡନ,୧୯।୪: ବ୍ରିଟେନ ମହାରାଣୀ ଏଲିଜାବେଥଙ୍କ ଜନ୍ମଦିନ ଚଳିତ ବର୍ଷ ପାଳନ କରାଯିବନାହିଁ। ୬୮ ବର୍ଷରେ ପ୍ରଥମଥର ମହାରାଣୀଙ୍କ ଜନ୍ମଦିନ ପାଳନକୁ ବନ୍ଦ କରିଦିଆଯାଇଛି। ଦେଶରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ଏହାସହ ଜନ୍ମଦିନରେ ତାଙ୍କୁ ଦିଆଯାଉଥିବା ପାରମ୍ପରିକ…

ଏମିତି ଦେଶ, ଯେଉଁଠି ଜଣେ ଦୋଷ କଲେ ୩ ପିଢ଼ିଙ୍କୁ ମିଳିଥାଏ ଦଣ୍ଡ

ପ୍ୟୋଙ୍ଗ୍‌ୟାଙ୍ଗ୍‌,୧୯।୪: ବିଶ୍ୱରେ ଅନେକ ଦେଶ ରହିଛି। ଯେଉଁଠାରେ ନୀତି, ନିୟମ ମଧ୍ୟ ଭିନ୍ନ ରହିଥାଏ। କିନ୍ତୁ ଏପରି ଏକ ଦେଶ ଅଛି, ଯେଉଁଠି କିଛି ଅଜବ ନିୟମ ରହିଛି। ଏପରି ଦେଶ ହେଉଛି ଉତ୍ତରକୋରିଆ। ଏଠାରେ ଏକଛତ୍ରବାଦୀ ଶାସନ ଚାଲିଥାଏ। ଏହି…

ସ୍ତ୍ରୀଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ ଜେଇ

ରେଢାଖୋଲ, ୧୯।୪(ଡି.ଏନ.ଏ.): ସ୍ତ୍ରୀଙ୍କୁ ଯୌତୁକଜନିତ ନିର୍ଯାତନା ଦେବା ଅଭିଯୋଗରେ ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକରେ କାର୍ଯ୍ୟରତ ଗ୍ରାମ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ବିଭୁପ୍ରସାଦ ବେହେରା ଶନିବାର ଜେଲ ଯାଇଛନ୍ତି। ଶୁକ୍ରବାର ତାଙ୍କ ସ୍ତ୍ରୀ ରଶ୍ମିମୟି ତାଣ୍ଡିଙ୍କ ଅଭିଯୋଗକ୍ରମେ ରେଢାଖୋଲ ପୋଲିସ…

କୁକୁଡ଼ା ଚୋରି ସନ୍ଦେହରେ ଦୁଇ ଗୋଷ୍ଠୀ ମଧ୍ୟରେ ଛୁରାମାଡ଼: ଜଣେ ଗୁରୁତର; ୬ ଆହତ, ୨ଅଟକ

ଭଦ୍ରକ ଅଫିସ,୧୯ା୪: କୁକୁଡ଼ା ଚୋରି ସନ୍ଦେହରେ ପ୍ରଥମେ କମେଣ୍ଟମରା ଓ ପରେ ଦୁଇ ଗୋଷ୍ଠୀ ମୁହାଁମୁହିଁ। ଉଭୟ ପକ୍ଷର ଜଣେ ଗୁରୁତର ଏବଂ ଆହତ ହୋଇଛନ୍ତି। ଦୁଇ ଜଣଙ୍କୁ ପୋଲିସ ଅଟକ ରଖିଛି। ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଗ୍ରାମଞ୍ଚଳ…

ଲକ୍‌ଡାଉନରେ କୌଣସି କୋହଳ କରାଯିବନି: କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୪: ରାଜଧାନୀ ଦିଲ୍ଲୀରେ କରୋନା ଭାଇରସର ସ୍ଥିତି ବର୍ତ୍ତମାନ ଯାହା ରହିଛି ତାକୁ ନଜରରେ ରଖି ଆସନ୍ତା ସପ୍ତାହ ମଧ୍ୟରେ ଲକ୍‌ଡାଉନରେ କୌଣସି କୋହଳ କରାଯିବ ନାହିଁ ବୋଲି ରବିବାର କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଏକ ଖବରଦାତା ସମ୍ମିଳନୀରେ…

କରୋନା ସଚେତନତା ପାଇଁ ପ୍ରତିମୂର୍ତ୍ତି ଲଗାଇଲା ପୋଲିସ

ନାଗପୁର,୧୯।୪: ମହାରାଷ୍ଟ୍ରରେ କରୋନା ସ୍ଥିତି ଅଣାୟତ ହୋଇଥିବା ବେଳେ ପୋଲିସ ଲୋକଙ୍କ ମଧ୍ୟରେ ଅଧିକ ସଚେତନତା ସୃଷ୍ଟି କରିବାକୁ ପ୍ରୟାସ ଜାରି ରଖିଛି। ଏବେ ନାଗପୁରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨ ହୋଇଥିବା ବେଳେ ସେଠାକାର ଲୋକଙ୍କୁ ସତର୍କ କରାଇବାକୁ ଶାନ୍ତି…

ରାଧାନଗରରେ ଡକାୟତି: ୪୦ ଭରି ସୁନାଗହଣା, ଦେଢ଼ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୧୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳରେ କିଛିଦିନ ହେଲା ଘନଘନ ଚୋରି ଡକାୟତି ଘଟଣା ଲୋକଙ୍କ ନିଦ ହଜାଇ ଦେଇଛି। ଶନିବାର ବିଳମ୍ବିତ ରାତିରେ ଦିଗପହଣ୍ଡି ଥାନା ମଳାଭଞ୍ଜା ରାଧାନଗର ଗ୍ରାମର ରାଶନ ଦୋକାନୀ ଜେ. ସରୋଜ କୁମାର…

ମହଙ୍ଗା ପଡିଲା ହାତରେ ମଦ ବୋତଲ ଧରି ଫଟୋ ଉଠାଇବା

ଭୋପାଳ,୧୯।୪: ମଧ୍ୟପ୍ରଦେଶ ରାଇସେନ ଜିଲାର ୩ ରାଜସ୍ବ ଅଧିକାରୀଙ୍କୁ ମହଙ୍ଗା ପଡିଛି ହାତରେ ମଦ ବୋତଲ ଧରି ଫଟୋ ଉଠାଇବା। ଏମାନଙ୍କର ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ବରେଲି ସବ ଡିଭିଜନାଲ ମାଜିଷ୍ଟ୍ରେଟ ୩ ଅଧିକାରୀଙ୍କୁ ଚାକିରିରୁ…

କରୋନା ସଂକ୍ରମଣ ହେବା ପରେ ସମ୍ପୂର୍ଣ୍ଣ ଠିକ୍‌ ହେବାକୁ କେତେ ସମୟ ଲାଗିଥାଏ

ଓ୍ବାଶିଂଟନ,୧୯।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ ବ୍ୟାପି ସାରିଛି। ହେଲେ ଏହାର ସଠିକ୍‌ ଚିକିତ୍ସା ପଦ୍ଧତି ଏପର୍ଯ୍ୟନ୍ତ ମିଳି ନ ଥିବାରୁ ଏଥିରେ ପୀଡିତ ଥିବା ଅନେକ ଲୋକଙ୍କ ମୃତ୍ୟୁ ହେଉଥିବା ବେଳେ କେତେକ ସୁସ୍ଥ ମଧ୍ୟ ହେଉଛନ୍ତି। ହେଲେ…

ଭଦ୍ରକରେ ଖୋଲିଲା ବହିଦୋକାନ, ଲମ୍ବା ଧାଡ଼ିରେ ଅଭିଭାବକ

ଭଦ୍ରକ ଅଫିସ,୧୯।୪: ରବିବାର ଭଦ୍ରକରେ ପ୍ରଥମ କରି ବହିଦୋକାନ ଖୋଲିଛ। ସକାଳ ୬ରୁ ଅଭିଭାବକମାନେ ଲମ୍ବା ଧାଡିରେ ରହି ବହି ଓ ଖାତା କିଣୁଥିବା ଦେଖିବାକୁ ମିଳିଛି। ଅଧିକାଂଶ ଦୋକାନୀ ଖାତା କିଣିଲେ ବହି ଦେଉଥିବା ଦେଖିବାକୁ ମିଳିଛି, ଏପରିକି ଅଧିକାଂଶ…

ଏଡ୍‌ସ ଚିକିତ୍ସା ଖୋଜିବାର ପରିଣାମ କରୋନା ଭାଇରସ !

ପ୍ୟାରିସ,୧୯।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ସାରିଥିବା ବେଳେ ଏହାର ଚିକିତ୍ସା ପାଇଁ ଏବେ ସବୁ ବିକାଶଶୀଳ ଦେଶରେ ଚାଲିଛି ଗବେଷଣା। ଏଚ୍‌ଆଇଭି ବା ହ୍ୟୁମାନ ଇମ୍ୟୁନୋଡେଫିସିଏନ୍ସି ଭାଇରସ ଉପରେ ଗବେଷଣା କରୁଥିବା ଫ୍ରାନ୍ସର ନୋବେଲେ…

ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ କଟକଣା

ଭଦ୍ରକ ଅଫିସ,୧୯।୪: ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ କଟକଣା। ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ଚରମ୍ପା ଓ ଏରେଇଁରୁ ରବିବାର କଣ୍ଟେନମେଣ୍ଟ କଟକଣା ଉଠାଇ ଦିଆଯାଇଛି। କିନ୍ତୁ ଲକ୍‌ଡାଉନର କଟକଣା ଉକ୍ତ ଅଞ୍ଚଳରେ ରହିବ ବୋଲି ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri