ଅଢ଼େଇ ହଜାରରେ ଫୋନ୍ ବିକି ଖାଦ୍ୟ ଆଣିଥିଲେ ଦାଦନ
ଗୁରୁଗ୍ରାମ,୧୯।୪: ଲକ୍ଡାଉନ୍ ଯୋଗୁ ଗରିବ, ନିରାଶ୍ରୟ ଲୋକଙ୍କ ମୁଣ୍ଡବ୍ୟଥା ବଢ଼ିଛି। କାମଧନ୍ଦା ବନ୍ଦ ହୋଇଯିବା ପରେ ପରିବାର ପୋଷିବା ସେମାନଙ୍କ ଲାଗି କଷ୍ଟକର ହୋଇପଡ଼ିଛି। ଅନେକେ ଖାଇବାକୁ ମୁଠେ ପାଉନାହାନ୍ତି। ଏଭଳି ଏକ କରୁଣ ଚିତ୍ର ଦେଖିବାକୁ ମିଳିଛି ଗୁରୁଗ୍ରାମସ୍ଥିତ ଏକ…
୨୦ରୁ ଆଦାୟ ହେବ ଟୋଲ୍ ଟିକସ୍
ନୂଆଦିଲ୍ଲୀ,୧୯।୪: ଚଳିତ ମାସ ୨୦ ତାରିଖରୁ ଟୋଲ୍ ଟିକସ୍ ସଂଗ୍ରହ ପୁଣି ଥରେ ଆରମ୍ଭ ହେବ। ନ୍ୟାଶନାଲ ହାଇଓ୍ବେ ଅଥରିଟି ଅଫ୍ ଇଣ୍ଡିଆ(ଏନ୍ଏଚ୍ଏଆଇ) ପକ୍ଷରୁ ଏ ନେଇ ସ୍ପଷ୍ଟ କରାଯାଇଛି। ସରକାରଙ୍କ ଏଭଳି ନିଷ୍ପତ୍ତିକୁ ପରିବହନ ଏବଂ ଲଜିଷ୍ଟିକ୍ କ୍ଷେତ୍ର ସହ…
କରୋନା: ଜନ ସହାୟତା କେନ୍ଦ୍ର ଆରମ୍ଭ, ଜାରି ହେଲା ଟୋଲ୍ ଫ୍ରି ନମ୍ବର ୮୮୮୦୫୯୨୫୯୨
ଭୁବନେଶ୍ୱର, ୧୯।୪(ବ୍ୟୁରୋ): କରୋନା ମୁକାବିଲାରେ ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ ରାଜ୍ୟ ସରକାରଙ୍କ ସହ କାନ୍ଧ ମିଳାଇଛନ୍ତି। ସାମାଜିକ ଅନୁଷ୍ଠାନ ସିୱାଇଏସ୍ଡି ଓ ଏହାର ସହଯୋଗୀ ସଙ୍ଗଠନଗୁଡିକ ମିଳିତ ଭାବେ ଏକ ଜନସହାୟତା କେନ୍ଦ୍ର ଆରମ୍ଭ କରି ଏକ ନିଃଶୁଳ୍କ ନଂ. ୮୮୮୦୫୯୨୫୯୨…
ଘରକୁ ଘର ବୁଲି ବହି ବାଣ୍ଟିଲେ ଶିକ୍ଷୟିତ୍ରୀଶିକ୍ଷକ: ଅବୁଝା ହେଲେ ପଚାରିବାକୁ ଦେଲେ ଫୋନ୍ ନମ୍ବର
କୃଷ୍ଣପ୍ରସାଦ, ୧୯।୪ (ଡି.ଏନ.ଏ.): କରୋନା ଯୋଗୁ ଜାରି ହୋଇଥିବା ଲକ୍ଡାଉନ ଲାଗି ଶିକ୍ଷାର୍ଥୀଙ୍କ ପାଠପଢାରେ ଡୋରି ବନ୍ଧା ହୋଇଛି। ପାଠ ପଢିବାର ସୁଯୋଗ ସୃଷ୍ଟି କରିବା ପାଇଁ ଗଣଶିକ୍ଷା ବିଭାଗ ଶିକ୍ଷୟିତ୍ରୀଶିକ୍ଷକମାନେ ଶିକ୍ଷାର୍ଥୀମାନଙ୍କ ଘରକୁ ଯାଇ ସେମାନଙ୍କ ଆବଶ୍ୟକ ବହି ଦେବାକୁ…
ସରକାର ଆଇନଜୀବୀଙ୍କୁ ଦିଅନ୍ତୁ ଆର୍ଥିକ ସହାୟତା
ଭୁବନେଶ୍ୱର,୧୯।୪(ଡି.ଏନ.ଏ.): ରାଜ୍ୟରେ ବଳବତ୍ତର ଥିବା ଲକ୍ଡାଉନ୍ କଟକଣା ଯୋଗୁ ଦୀର୍ଘଦିନ ହେଲା କୋର୍ଟ କାର୍ଯ୍ୟ ହୋଇପାରୁ ନାହିଁ। ଫଳରେ ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ଅଧୀନରେ କାର୍ଯ୍ୟ କରୁଥିବା ୧୮୧ ଓକିଲ ସଂଘର ମୋଟ୍ ୫୩ ହଜାର ଆଇନଜୀବୀଙ୍କ ଆର୍ଥିକ ସ୍ଥିତି…
ବିନା ଭକ୍ତରେ ହେବ ଚନ୍ଦନ ଯାତ୍ରା: ବାହାରିବନି ଶୋଭାଯାତ୍ରା, ଖର୍ଚ୍ଚକାଟ କରିଛି ମନ୍ଦିର ପ୍ରଶାସନ
ପୁରୀ ଅଫିସ,୧୯।୪: କରୋନା ପାଇଁ ଅଟକିବନି ମହାପ୍ରଭୁଙ୍କ ପ୍ରସିଦ୍ଧ ଚନ୍ଦନ ଯାତ୍ରା। କିନ୍ତୁ କଟକଣା ରହିବ। ଗହଳିକୁ ବାରଣ କରାଯିବ। କୌଣସି ଭକ୍ତ ଏଥିରେ ସାମିଲ ହେବେ ନାହିଁ। ନରେନ୍ଦ୍ର ପୁଷ୍କରିଣୀ ଚତୁଃପାର୍ଶ୍ୱରେ ପୋଲିସ ଜଗିବେ। ଚତୁଃପାର୍ଶ୍ୱ ରାସ୍ତାକୁ ବନ୍ଦ କରାଯିବ।…
‘ୱାନ୍ ୱାର୍ଲଡ୍: ଟୁଗେଦର୍ ଆଟ୍ ହୋମ୍’
ଭୁବନେଶ୍ୱର, ୧୯।୪(ବ୍ୟୁରୋ): କରୋନା ସଂକ୍ରମଣ ଲଢ଼େଇରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ସ୍ବାସ୍ଥ୍ୟକର୍ମୀଙ୍କୁ ଉତ୍ସାହିତ କରିବା ଏବଂ ବିଶ୍ୱବାସୀଙ୍କୁ ଘରେ ରହିବା ଲାଗି ସଚେତନ କରିବା ପାଇଁ ଆୟୋଜିତ ହୋଇଛି ବିଶ୍ୱର ସର୍ବବୃହତ୍ ଭର୍ଚୁଆଲ୍ କନ୍ସର୍ଟ ‘ୱାନ୍ ୱାର୍ଲଡ: ଟୁଗେଦର୍ ଆଟ୍…
୬୦ବର୍ଷ ବ୍ୟକ୍ତିଙ୍କୁ କାମ କରିବାକୁ ମନା: କାର୍ଯ୍ୟସ୍ଥଳରେ ଗୁଟଖା, ଛେପ ପକାଇବା ଉପରେ କଟକଣା
ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ ସରକାରୀ ଓ ବେସରକାରୀ ନିର୍ମାଣ କ୍ଷେତ୍ରରେ କୋଭିଡ଼-୧୯ ସଂକ୍ରମଣକୁ ରୋକିବା ପାଇଁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଅର(ଏସ୍ଓପି) ପ୍ରସ୍ତୁତ କରାଯାଇଛି। ଏହାକୁ ପାଳନ କରିବା ପାଇଁ ସ୍ବତନ୍ତ୍ର ରିଲିଫ୍ କମିଶନର(ଏସ୍ଆର୍ସି) ପ୍ରଦୀପ କୁମାର ଜେନା ସମସ୍ତ ବିଭାଗ, ରାଜସ୍ବ କମିଶନର…
ସମ୍ବର୍ଦ୍ଧିତ ହେଲେ କରୋନା ଯୋଦ୍ଧା
ଢେଙ୍କାନାଳ ଅଫିସ, ୧୯।୪ – ଢେଙ୍କାନାଳ ପୌରାଞ୍ଚଳର ସିମିଳିଆ ଅଞ୍ଚଳର ନାରୀଶକ୍ତି ସଂଘ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ଶନିବାର ସମ୍ବର୍ଦ୍ଧିତ କରାଯାଇଛି। ପୋଲିସ, ଅଙ୍ଗନୱାଡି କର୍ମୀ, ସଫେଇ କର୍ମଚାରୀ, ଆଶା କର୍ମୀ, ସ୍ବଚ୍ଛସାଥୀ, ପୂର୍ବତନ କାଉନ୍ସିଲରଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ମିଶନ ଶକ୍ତି…
ଏନ୍ଟିପିସିରେ ହ୍ରାସ ହେବନି ବିଦ୍ୟୁତ୍ ଉତ୍ପାଦନ
ତାଳଚେର,୧୯ା୪(ନି.ପ୍ର.) – ଅନୁଗୋଳ ଜିଲା କଣିହାଁସ୍ଥିତ ଏନ୍ଟିପିସି ଉଦ୍ୟୋଗର ବିଦ୍ୟୁତ୍ ଉତ୍ପାଦନ ନେଇ ସିଏମ୍ଡି ଗୁରୁଦୀପ ସିଂ ଏବଂ ଆଞ୍ଚଳିକ ମୁଖ୍ୟଙ୍କ ମଧ୍ୟରେ ଆଲୋଚନା ହୋଇଛି। କୌଣସି ସ୍ଥିତିରେ ପ୍ଲାଣ୍ଟର ଶକ୍ତି ଉତ୍ପାଦନ ରେ ହ୍ରାସ ଘଟିବାକୁ ଦିଆଯିବ ନାହିଁ ବୋଲି…
ମାସ୍କ ପିନ୍ଧିଲେନି, ଜରିମାନା ଦେଲେ
ଦେବଗଡ,୧୯।୪ (ଡି.ଏନ.ଏ.)-ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ଅବମାନନା କରିଥିବା ବ୍ୟକ୍ତିଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ଶନିବାର ଦେବଗଡ ଜିଲାର ୧୨୯ଜଣ ଅମାନିଆଙ୍କଠାରୁ ୨୫ହଜାର ୮୦୦ଟଙ୍କା ଜରିମାନା ଆଦାୟ କରାଯାଇଛି ା
ବଜ୍ରପାତ ନେଲା ୨ ଜୀବନ
ବସ୍ତା,୧୮।୪(ଡି.ଏନ୍.ଏ.)- ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଆଳୁମେଦା ଗ୍ରାମରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରବଳ ଝଡ଼ ବର୍ଷା ସାଙ୍ଗକୁ ବଜ୍ରପାତ ଯୋଗୁ ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବିମଳ ପ୍ରଧାନଙ୍କ ପୁଅ ଜଗନ୍ନାଥ (୨୨)…
Archives


