‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ
କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି। ସଲିମ ନାମକ ଜଣେ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ, ଧକ୍କା ଏତେ ଜୋରଦାର ଥିଲା ଯେ…
ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…
ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ ପରିସରରେ ଶକ୍ତି ପ୍ରଦର୍ଶନ ଓ ପ୍ରଚାରକୁ ନେଇ ଉଭୟ ବିଜୁ ଛାତ୍ର ଜନତା…
ଭାରତ ବିପକ୍ଷ ସିରିଜ୍ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…
ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି ଫର୍ଗୁସନ ଓ ଟିମ୍ ସିଫର୍ଟ ଦିନିକିଆ ଦଳକୁ ଫେରିଥିବା ବେଳେ ଅଲରାଉଣ୍ଡର ରଚିନ…
ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍, ୩ଟି ବହୁତଳ କୋଠା ଠାବ
ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍ ଠାବ ହୋଇଥିବା ସୂଚନା ମିଳିଛି। ଏହା ସହ ତାଙ୍କ ନାମରେ ଭୁବନେଶ୍ୱର ଓ ଗଞ୍ଜାମ ଜିଲାରେ ଏକାଧିକ ବହୁତଳ କୋଠା…
ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ
ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ ସେ ଏସ୍ଟିଇଏମ୍ ଲାବ୍ ଓ ଏରୋମଡେଲିଂ ଟ୍ରେନିଂ ସେଣ୍ଟର ଉଦ୍ଘାଟନ କରିଥିଲେ। ସେ…
୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍
ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍ର ଦାମ୍କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ ଏହାର ଅଭାବ ଦେଖାଦେଇଛି। ଏହାର ସୁଯୋଗ ନେଇ କିଛି ଖୁଚୁରା ବ୍ୟବସାୟୀ ନିର୍ଦ୍ଧାରିତ…
ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ପାଳନ କରନ୍ତୁ ଚାଣକ୍ୟ ଏହି ୪ କଥା…
ଆଚାର୍ଯ୍ୟ ଚାଣକ୍ୟ ଜଣେ ପ୍ରାଚୀନ ଭାରତୀୟ ଶିକ୍ଷକ, ଦାର୍ଶନିକ ତଥା ରାଜ ପରାମର୍ଶଦାତା ଥିଲେ। ତାଙ୍କୁ ‘ଅର୍ଥଶାସ୍ତ୍ର’ର ରଚୟିତା ଭାବରେ ଜଣାଯାଏ। ଯିଏ କି ଅର୍ଥନୀତି, ରାଜନୀତି ଏବଂ ଯୁଦ୍ଧନୀତି ଉପରେ ଏକ ପ୍ରଭାବଶାଳୀ ଗ୍ରନ୍ଥ ଲେଖିଯାଇଛନ୍ତି। ଭାରତୀୟ ଇତିହାସରେ ତାଙ୍କୁ…
ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ
ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ ସମ୍ପର୍କରେ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିବା ପରେ ପୋଲିସ ତୁରନ୍ତ ଅଭିଯୁକ୍ତଙ୍କୁ…
ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…
ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ହେଲେ ଉକ୍ତ ଗାଁର ନିମାଇଁ ବରିହା (୩୫)। ତାଙ୍କ ମୃତ୍ୟୁକୁ…
ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍ ହାତେଇବାକୁ ଆପଣାଉଛନ୍ତି ଏହି…
ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ ଦଖଲ ପାଇଁ ଉଭୟ ବିଜୁ ଛାତ୍ର ଜନତା ଦଳ(ବିସିଜେଡି) ଓ ଅଖିଳ ଭାରତୀୟ…
ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ
ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍ପ୍ରେମୀଙ୍କ ମନରେ ରହିଛି । ୨୦୨୫ ମେ’ ୭ ତାରିଖରେ ରୋହିତ ଶର୍ମା ଏବଂ ମେ’ ୧୨…
ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ
ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ବର୍ତ୍ତମାନ ପିଆଜର ଖୁଚୁରା ଦର କିଲୋଗ୍ରାମ ପିଛା ପ୍ରାୟ…

