Home Left

ବୃଦ୍ଧି ହେବ କରୋନା ଭାଇରସ ଯୋଗୁ ଭାରତରେ ଫସିଥିବା ବିଦେଶୀଙ୍କ ଭିଜା ଅବଧି

ନୂଆଦିଲ୍ଲୀ,୧୮।୪: କରୋନା ଭାଇରସକୁ ନେଇ ଦେଶରେ ହଠାତ୍‌ ଲକ୍‌ ଡାଉନ ଘୋଷଣା କରାଯିବା ପରେ କେତେଜଣ ବିଦେଶୀ ନାଗରିକ ଭାରତରେ ଫସି ରହିଛନ୍ତି। ଏହି ସମୟ ମଧ୍ୟରେ ଯେଉଁମାନଙ୍କର ଭିଜା ଅବଧି ଶେଷ ହୋଇ ଯାଉଥିବ ସେମାନଙ୍କ ପାଇଁ ବିନା ମୂଲ୍ୟରେ…

କୋଭିଡ-୧୯ ଲେଖି କାଠ ଚୋରା ଚାଲାଣ

ସମ୍ବଲପୁର,୧୮ା୪(ବ୍ୟୁରୋ)-ରାଜ୍ୟ ସରକାର ଅତ୍ୟାବଶ୍ୟକ ସାମଗ୍ରୀ ନେବା ଆଣିବା ପାଇଁ ଗାଡି ଗୁଡିକୁ ପାସ୍‌ ଦେଇଛନ୍ତି। ଫଳରେ ଗାଡି ସମ୍ମୁଖରେ କୋଭିଡ- ୧୯ ଲେଖାଥିବାରୁ କେଉଁଠି ନ ଅଟକି ସୁବଧାରେ ଯିବା ଆସିବା କରିପାରିବ। ହେଲେ ଏହି ସୁଯୋଗକୁ ହାତ ଛଡା କରିନାହାନ୍ତି…

ଅଗ୍ନିବିପନ୍ନ ପରିବାରଙ୍କୁ ଭେଟିଲା ବ୍ଲକ ପ୍ରଶାସନ

ବନ୍ତ,୧୮।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ବସନ୍ତିଆ ପଞ୍ଚାୟତ ମନୋହରପୁର ଗ୍ରାମର ୪ ଅଗ୍ନିବିପନ୍ନ ପରିବାରଙ୍କୁ ବ୍ଲକ ଅଧ୍ୟକ୍ଷ ଦେବେନ୍ଦ୍ର କୁମାର ଜେନା, ବିଡିଓ ରେବେକା ବିଲୁଙ୍ଗ ଓ ସରପଞ୍ଚଙ୍କ ପ୍ରତିନିଧି ନିମାଇଁ ଜେନା ଭେଟି ସମବେଦନା ଜଣାଇବା ସହିତ ସରକାରୀ ସହାୟତା…

ମାସ୍କ, ସାବୁନ ବଣ୍ଟନ

କେନ୍ଦୁଝର, ୧୮।୪(ସ୍ବ.ପ୍ର.)-ହରିଚନ୍ଦନପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କରୋନା ମହାମାରୀ ପାଇଁ ହରିଚନ୍ଦନପୁର ପ୍ରେସ କ୍ଲବ ପକ୍ଷରୁ ସାବୁନ, ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଛି। ବର୍ତ୍ତମାନ ସବୁଠି କରୋନା ମହାମାରୀର ଆତଙ୍କ ଖେଳିଯାଇଛି । ଏହାକୁ ଆଖି ଆଗରେ ରଖି…

ଶ୍ରୀମନ୍ଦିର ସେବାୟତଙ୍କ କରୋନା ଟେଷ୍ଟ ପ୍ରସ୍ତାବ

ପୁରୀ ଅଫିସ,୧୮।୪: ଆସନ୍ତା ଜୁନ୍‌ ୨୩ରେ ରଥଯାତ୍ରା। ତେବେ କରୋନା ପାଇଁ ରଥଯାତ୍ରା ଆୟୋଜନକୁ ନେଇ କୌଣସି ଚିତ୍ର ସ୍ପଷ୍ଟ ନ ଥିବା ବେଳେ କରୋନା ଟେଷ୍ଟ ପ୍ରସ୍ତାବ ଦେଇଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସ ମହାପାତ୍ର। ରଥଯାତ୍ରାର…

ଲକ୍‌ଡାଉନ ନିୟମ ଭାଙ୍ଗି ଗିରଫ ହେଲେ ୧୦,୭୨୯

ମୁମ୍ବାଇ,୧୮।୪: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ସମସ୍ତଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଉଛି। ଆବଶ୍ୟକ ନ ଥିଲେ ଘରୁ ବାହାରିବାକୁ ବାରଣ କରାଯାଇଛି। ହେଲେ ଏହି ସମୟରେ ମହାରାଷ୍ଟ୍ରରେ ଲକ୍‌ଡାଉନ ନିୟମ…

କୋଭିଡ୍‌ ରୋଗୀଙ୍କ ପାଇଁ ନିଯୁକ୍ତ ଡାକ୍ତରଙ୍କୁ ଭିମ୍‌ସାରର ଅବହେଳା

ସମ୍ବଲପୁର,୧୮ା୪(ବ୍ୟୁରୋ): କୋଭିଡ-୧୯ ମେଡିକାଲରେ ନିୟୋଜିତ ଡାକ୍ତରଙ୍କ ପାଇଁ ସମସ୍ତ ସୁବିଧା ଯୋଗାଇ ଦେବାକୁ ଜିଲା ପ୍ରଶାସନକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କ ଖାଇବା, ରହିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ କୁହାଯାଇଛି । ହେଲେ ଭିମ୍‌ସାରରେ କୋଭିଡ୍‌ ରୋଗୀଙ୍କ ପାଇଁ…

କରୋନା ସଂକ୍ରମଣକୁ ନେଇ ତଥ୍ୟ ଲୁଚାଉଛି ପାକିସ୍ତାନ !

ଇସ୍‌ଲାମାବାଦ,୧୮।୪: କରୋନା ଭାଇରସ ଏବେ ସାରା ବିଶ୍ୱର ମେରୁଦଣ୍ଡକୁ ଏକ ପ୍ରକାର ଦୋହଲାଇ ଦେଇଥିବା ବେଳେ ପାକିସ୍ତାନ ବି ଏଥିରୁ ବାଦ୍‌ ପଡିନାହିଁ। ପାକିସ୍ତାନରେ କରୋନା ମୁକାବିଲା କରିବାକୁ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ପାଖରେ ବ୍ୟକ୍ତିଗତ ସୁରକ୍ଷା ଉପକରଣ(ପିପିଇ), ମାସ୍କ ଓ…

ସଚେତନ କରୁଛି ରାପିଡ୍‌ ରେସପନ୍ସ ଟିମ୍‌

ବରଗଡ଼ ଅଫିସ୍‌,୧୮।୪: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଦେଶରେ ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ କଟକଣା ଲାଗୁ କରାଯାଇଛି । ସେହିପରି ସାମାଜିକ ଦୂରତ୍ୱ, ସତର୍କତା ଏବଂ ସଚେତନତା…

କନବାର ଗାଁ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଗଲା

ବରଗଡ଼ ଅଫିସ୍‌,୧୮।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁକୁ ନେଇ ସବୁଆଡ଼େ ଭୟ ଘାରିଛି । ଏହାକୁ ପ୍ରତିହତ କରିବା ପାଇଁ ସଚେତନତା, ସତର୍କତା ହିଁ ଏକମାତ୍ର ମାଧ୍ୟମ ପାଲଟିଛି । ଏହି କ୍ରମରେ ବରଗଡ଼ର ଲକ୍ଷ୍ମୀ ଏସଏଚଜି ଗ୍ରୁପ ପକ୍ଷରୁ କନବାର ଗ୍ରାମରେ…

ହାଇ ରିସ୍କ ଥିବା ରାଜ୍ୟର ୯ ଜିଲାରେ ଗଡ଼ିବନି ଘରୋଇ ବସ୍‌

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଏପ୍ରିଲ ୧୪ ପରେ ଦେଶରେ ଲକ୍‌ଡାଉନ୍‌ ଅବଧିକୁ ମେ’ ୩ ତାରିଖ ପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କ ପକ୍ଷରୁ ବୃଦ୍ଧି କରାଯାଇଛି। ଏହି ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ବୃଦ୍ଧି ପରେ ରାଜ୍ୟ ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ହାଇ ରିସ୍କ…

ଜୁନ ୧୭ ପରେ ହେବ ବାକି ରହିଯାଇଥିବା ପରୀକ୍ଷା, ଛାତ୍ରୀଛାତ୍ର ପଢ଼ାପଢ଼ି କରନ୍ତୁ: ମନ୍ତ୍ରୀ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଜୁନ ୧୭ ପୂର୍ବରୁ ବାକି ରହିଯାଇଥିବା ବିଭିନ୍ନ ପରୀକ୍ଷା ହେବ ନାହିଁ। ଜୁନ ୧୭ରେ ସ୍କୁଲ ଓ କଲେଜ ଖୋଲିବା ପରେ ଯେକୌଣସି ସମୟରେ ପରୀକ୍ଷା କରାଯିବ। ଉଚ୍ଚଶିକ୍ଷା ବିଭାଗର ସମୀକ୍ଷା ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri