ସେପ୍ଟେମ୍ବର ସୁଦ୍ଧା ଆସିବ କରୋନା ଟିକା !
ଲଣ୍ଡନ,୧୮।୪: କରୋନା ଭାଇରସର ସଂକ୍ରମଣ ସାରା ବିଶ୍ୱକୁ ଚିନ୍ତାରେ ପକାଇଥିବା ବେଳେ ଏବେ ସବୁ ବିକାଶଶୀଳ ଦେଶ ଏହାକୁ ନେଇ ଗବେଷଣା ଜାରି ରଖିଛନ୍ତି। ବିଶେଷ କରି ଏହି ଭୂତାଣୁକୁ ମାରିବାକୁ ଏପର୍ଯ୍ୟନ୍ତ କୌଣସି ନିର୍ଦ୍ଦିଷ୍ଟ ଔଷଧ ନ ଥିବାରୁ ଏହା…
ଗଞ୍ଜାମରୁ ଆନ୍ଧ୍ର, ଖୋର୍ଦ୍ଧା, ପୁରୀ ସାମୀ ସିଲ୍ : ୨୪ ଘଣ୍ଟିଆ ଯାଞ୍ଚ, ସିସିଟିଭି ବ୍ୟବସ୍ଥା
ଛତ୍ରପୁର, ୧୮।୪(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମର ଆନ୍ଧ୍ର, ଖୋର୍ଦ୍ଧା, ପୁରୀ ଜ଼ିଲା ସୀମାକୁ ସିଲ୍ କରାଯାଇଛି। ଜିଲାପାଳ ବୁଜୟ ଅମୃତ କୁଲାଙ୍ଗେଙ୍କ ନିର୍ଦ୍ଦେଶରେ ଗଞ୍ଜାମ-ଆନ୍ଧ୍ର ସୀମାନ୍ତ ବଳରାମପୁର ଠାରେ ଚେକ୍ଗେଟ କରାଯାଇ ଯାଞ୍ଚ କରାଯାଉଛି। ଏଥିସହ ୧୬…
ଗଞ୍ଜାମ ଜିଲା ପ୍ରଶାସନର ଅଭିନବ ପଦକ୍ଷେପ: ଲକ୍ଡାଉନ୍ ସମୟରେ ସୋସିଆଲ ମିଡିଆରେ ରାଜ୍ୟସ୍ତରୀୟ ଡ୍ୟାନ୍ସିଂ ପ୍ରତିଯୋଗିତା, ୨୫ରୁ ଆରମ୍ଭ
ଛତ୍ରପୁର, ୧୮।୪(ଡି.ଏନ୍.ଏ.): କରୋନା ନେଇ ଲକ୍ଡାଉନ ସମୟରେ ଡ୍ରଇଂ, ପୋଷ୍ଟର, ପେଣ୍ଟିଙ୍ଗ ପ୍ରତିଯୋଗିତା ଏବଂ ଫଟୋସପ୍ ଶିକ୍ଷା ଆଦି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆୟୋଜନ କରାଯାଇଥିଲା। ଏବେ ସୋସିଆଲ ମିଡିଆରେ ରାଜ୍ୟସ୍ତରୀୟ ସୋଲୋ ଡ୍ୟାନ୍ସିଂ ସୁପରଷ୍ଟାର ପ୍ରତିଯୋଗୀତା ଆୟୋଜନ କରିବା…
ରାଜସ୍ଥାନରେ କରୋନା ର଼୍ୟାପିଡ୍ ଟେଷ୍ଟ୍ ଆରମ୍ଭ: ପ୍ରଥମ ଦିନରେ ସମସ୍ତ ୫୨ ରିପୋର୍ଟ ନେଗେଟିଭ୍
ଜୟପୁର,୧୮।୪: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍ ଡାଉନ୍ ଘୋଷଣା କରାଯାଇଛି। ଏପରିସ୍ଥଳେ ହଟ୍ ସ୍ପଟ୍ ଅଞ୍ଚଳରେ ଶୀଘ୍ର ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ର଼୍ୟାପିଡ୍ ଆଣ୍ଟିବଡ଼ି ଟେଷ୍ଟ୍ ଆରମ୍ଭ ହୋଇଛି। ପ୍ରଥମ କରି ରାଜସ୍ଥାନର ଜୟପୁରରେ ଏହାର ଆରମ୍ଭ ହୋଇଛି।…
କରୋନାକୁ ହରାଇ ଘରକୁ ଫେରିଲେ ବଲିଉଡ୍ ପ୍ରଯୋଜକ
ମୁମ୍ବାଇ,୧୮।୪: ବଲିଉଡ୍ ପ୍ରଯୋଜକ କରିମ ମୋରାନି ଓ ତାଙ୍କ ୨ଝିଅ ଶଜା ଓ ଜୋଆ କରୋନା ଭାଇରସ୍ରେ ସଂକ୍ରମିତ ହୋଇଥିଲେ। ପୂର୍ବରୁ କରୋନା କବଳରୁ ଶଜା ଓ ଜୋଆ ବାହାରି ଘରକୁ ଫେରିଥିବା ବେଳେ ଏବେ କରିମ କରୋନାକୁ ହରାଇ ସୁସ୍ଥ…
ଜୀବନ ପଛ କିଣାବିକା ଆଗ: ରାୟଗଡ଼ାରେ ଲକ୍ଡାଉନ୍ କଟକଣା ଉଲ୍ଲଂଘନ, ଡ୍ରେସ୍ ଦୋକାନରେ ଜମୁଛି ଭିଡ
ରାୟଗଡା ଅଫିସ, ୧୮।୪- କରୋନା ମହାମାରୀର ମୁକାବିଲା ଲାଗି କେନ୍ଦ୍ର ସରକାର ଆଗାମୀ ୩ ତାରିଖ ପର୍ଯ୍ୟନ୍ତ ଲକ୍ଡାଉନ୍ କଟକଣାକୁ ବଢ଼ାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାୟଗଡା ଜିଲାପାଳ ପ୍ରମୋଦ କୁମାର ବେହେରା ମଧ୍ୟ ଏହି ରୋଗର କୌଣସି ପ୍ରତିକାର ନ…
ଦୁଇଦିନ ପୂର୍ବେ ଜନ୍ମନେଇଥିବା ଶିଶୁର ମା’ କରୋନା ପଜିଟିଭ
ରାଞ୍ଚି,୧୮।୪: ଝାଡଖଣ୍ଡ ରାଞ୍ଚିର ସଦର ହସ୍ପିଟାଲରେ ଜଣେ ମହିଳା ୨ ଦିନ ତଳେ ଏକ ସନ୍ତାନ ପ୍ରସବ କରିଥିଲେ। ଏବେ ସେ କରୋନାରେ ସଂକ୍ରମିତ ଥିବା ଜଣାପଡିଛି। ଏହାପରେ ତାଙ୍କର ଶିଶୁକୁ ଆଇସୋଲେଶନ ଓ୍ବାର୍ଡରେ ରଖାଯାଇଛି। ତେବେ ବିଶେଷଜ୍ଞଙ୍କ ପରାମର୍ଶ କମେ…
କରୋନା ଚିକିତ୍ସା ଉପକରଣ ଆଣିବା ଲାଗି ଚାଇନା ଗଲା ଏୟାର ଇଣ୍ଡିଆ ବି-୭୮୭ ବିମାନ
ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ବିରୋଧର ଲଢ଼େଇ ଜାରି ରହିଛି। ଦେଶରେ ଆବଶ୍ୟକ ଚିକିତ୍ସା ଉପକରଣର ଅଭାବ ପୂରଣ କରିବା ଲାଗି ସରକାରଙ୍କ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏହା ଅନ୍ତର୍ଗତ ଏୟାର ଇଣ୍ଡିଆର ବିି-୭୮୭ ବିମାନ ଚାଇନା ଯାତ୍ରା କରିଛି। କରୋନା…
ନିଜ ରେକର୍ଡ ଭାଙ୍ଗିଲା ଦୂରଦର୍ଶନ: ପୁଣିଥରେ ହେଲା ନମ୍ବର ୧
ନୂଆଦିଲ୍ଲୀ,୧୮।୪: କିଛିଦିନ ହେବ ଲୋକେ ବିଭିନ୍ନ ଘରୋଇ ଚ୍ୟାନେଲ ଆଡକୁ ମୁହାଁଇଥିବା ବେଳେ ଏବେ ପୁଣିଥରେ ଦର୍ଶକେ ଦୂରଦର୍ଶନକୁ ଆପଣାର କରି ନେଇଛନ୍ତି। ଏବେ ଦୂରଦର୍ଶନ ନିଜ ରେକର୍ଡକୁ ଭାଙ୍ଗିଛି ବୋଲି କୁହାଯାଉଛି। କରୋନା ଭଇରସ ଯୋଗୁ ଲକ୍ଡାଉନ ଥିବାରୁ ପ୍ରାୟ…
ବଲାଙ୍ଗୀର କୋଭିଡ ହସ୍ପିଟାଲ ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ, ୫-ଟି ସଚିବ
ବଲାଙ୍ଗୀର ଅଫିସ, ୧୮।୪: ବଲାଙ୍ଗୀର କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍ ସୋସିଆଲ ସାଇନ୍ସ (କିସ) ପରିସରରେ କାର୍ଯ୍ୟକ୍ଷମ କୋଭିଡ ହସ୍ପିଟାଲକୁ ଶନିବାର ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଓ ୫-ଟି ସଚିବ ଭି. କେ. ପାଣ୍ଡିଆନ ପରିଦର୍ଶନ କରିଛନ୍ତି। ଗତ…
ପ୍ରାଣୀଙ୍କ ମିନି ରେଷ୍ଟୁରାଣ୍ଟ
ନୂଆଦିଲ୍ଲୀ: ବିଶ୍ୱର ବିଭିନ୍ନ ସହରରେ ଏବେ ଲକ୍ଡାଉନ୍ ଚାଲିଥିବାରୁ ରାଜରାସ୍ତା ଉପରେ ବେଶ୍ ଆରାମରେ ବୁଲୁଛନ୍ତି ବିଭିନ୍ନ ଜୀବ। ରାସ୍ତା ଉପରେ ସେମାନଙ୍କୁ ହଇରାଣ କରିବା ପାଇଁ କେହି ରହୁ ନାହାନ୍ତି। କିନ୍ତୁ ଅନେକ ସ୍ଥାନରେ ପ୍ରାଣୀମାନେ ନିଜର ଖାଦ୍ୟ ପାଇଁ…
ସର୍ବପ୍ରଥମେ ୨ ଜିଲାରୁ ହଟିବ ଲକ୍ଡାଉନ!
ନୂଆଦିଲ୍ଲୀ,୧୮।୪: କରୋନା ଭାଇରସର ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର ସମଗ୍ର ଦେଶରେ ମେ’ ୩ ପର୍ଯ୍ୟନ୍ତ ଲକ୍ଡାଉନ ଘୋଷଣା କରିଛନ୍ତି। ପୂର୍ବରୁ ଏହା ଏପ୍ରିଲ ୧୪ ପର୍ଯ୍ୟନ୍ତ ଥିବା ବେଳେ ପରେ ଏହା ମେ’୩କୁ ବୃଦ୍ଧି କରାଯାଇଛି। ଏବେ ସମସ୍ତଙ୍କର…
Archives


