ରୋହିତ ସେଟ୍ଟୀଙ୍କ ବଦାନ୍ୟତା
ମୁମ୍ବାଇ: ବଲିଉଡ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ କରୋନା ମହାମାରୀର ମୁକାବିଲା ଲାଗି ସମସ୍ତେ ସହଯୋଗ କରିବାକୁ ଆଗେଇ ଆସିଛନ୍ତି। ସେମାନଙ୍କ ମଧ୍ୟରୁ ରୋହିତ ସେଟ୍ଟୀ ଅନ୍ୟତମ। କିଛିଦିନ ତଳେ ଅମିତାଭ ବଚ୍ଚନ ଟିଭି ଇଣ୍ଡଷ୍ଟ୍ରିରେ କାମ କରୁଥିବା ଶ୍ରମିକଙ୍କୁ ସାହାଯ୍ୟ କରିଥିବାବେଳେ ରୋହିତ…
ଜାହ୍ନବୀ-ଖୁସିଙ୍କ ପ୍ରଥମ ଟିକ୍-ଟକ୍ ଭିଡିଓ
ମୁମ୍ବାଇ: ସାରା ଦେଶରେ ଲକ୍ଡାଉନ୍ ଘୋଷଣା ଜାରି ହୋଇଛି। ସବୁଲୋକ ଏକପ୍ରକାର ବନ୍ଦହୋଇ ରହିଥିବାବେଳେ ବଲିଉଡ୍ ତାରକାମାନେ ଏଥିରୁ ବାଦ୍ ପଡ଼ିନାହାନ୍ତି। ଏହି ସମୟକୁ ସମସ୍ତେ ଭିନ୍ନ ଢଙ୍ଗରେ କିଛି ନା କିଛି କରି ବିତାଉଛନ୍ତି। ତେବେ ଲକ୍ଡାଉନ୍ ଘୋଷଣା ପୂର୍ବରୁ…
ଗଞ୍ଜାମର ୫୪୮୧ ହୋମ୍ କ୍ୱାରାଣ୍ଟାଇନ୍ରେ, ୭.୮୧ ଲକ୍ଷ ଘରେ ସ୍ବାସ୍ଥ୍ୟ ସମ୍ପର୍କିତ ଯାଞ୍ଚ
ଛତ୍ରପୁର,୧୭ା୪(ଡି.ଏନ୍.ଏ.) : କରୋନା ଭୂତାଣୁ ପ୍ରତିହତ ଲାଗି ଗଞ୍ଜାମ ଜିଲାକୁ ବିଦେଶ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କୁ ହୋମ୍ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ଅପରପକ୍ଷରେ ଗଞ୍ଜାମ ଜିଲାକୁ ଫେରିଥିବା ସମସ୍ତ ବିଦେଶ ଫେରନ୍ତାଙ୍କ ହୋମ୍ କ୍ୱାରାଣ୍ଟାଇନ ଅବଧି ସରିଛି। ତେବେ ଅବଧି ସରିଲା…
କୋଟାରେ ଫସିଥିବା ଛାତ୍ରଙ୍କୁ ଆଣିବା ପାଇଁ ୩୦୦ ବସ୍ ପଠାଇଲେ ଯୋଗୀ ସରକାର
ଲକ୍ଷ୍ନୌ,୧୭।୪: କରୋନା ସହ ମୁକାବିଲା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରିଥିଲେ। ଲକ୍ଡାଉନ୍ ଯୋଗୁ ବିଭିନ୍ନ ରାଜ୍ୟର ଲୋକ ଓ ଛାତ୍ରୀଛାତ୍ର ବିଭିନ୍ନ ସ୍ଥାନରେ ଫସିରହିଛନ୍ତି। ଇତିମଧ୍ୟରେ ରାଜସ୍ଥାନର କୋଟାରେ ଫସି ରହିଥିବା ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରିବା…
ସାରା ରାଜ୍ୟରେ ଲାଗୁ ହେଲା କଟକଣା: ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୨୦୦ ଜରିମାନା
ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ କଟକଣା ଲଗାଯାଉଛି। ଏହି କ୍ରମରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଜରିମାନା କରାଯିବ। ପ୍ରଥମ ୩ ଥର ଭୁଲ୍ ପାଇଁ ୨୦୦ ଟଙ୍କା ଲେଖାଏ ଜରିମାନା ଆଦାୟ କରାଯିବ।…
ଲକ୍ଡାଉନ୍ରେ ଫସିଛନ୍ତି ବିଶ୍ୱ ଭ୍ରମଣରେ ବାହାରିଥିବା ଦମ୍ପତି : କାର୍କୁ କରିଛନ୍ତି ଘର
ଓ୍ବାଶିଂଟନ୍: କରୋନା ଭୂତାଣୁ ଯୋଗୁ ବିଶ୍ୱବ୍ୟାପୀ କରାଯାଇଥିବା ଲକ୍ଡାଉନ୍ରେ ଅନେକ ଲୋକ ବିଭିନ୍ନ ସ୍ଥାନରେ ଫସି ରହିଛନ୍ତି। ଏମିତି ସମୟରେ ଫସିଛନ୍ତି ଇଂଲଣ୍ଡର ଏକ ଦମ୍ପତି। ଏହି ଦମ୍ପତି ବିଶ୍ୱ ଭ୍ରମଣରେ ବାହାରିଥିଲେ। ମାତ୍ର ଚାରିଆଡ଼େ ଲକ୍ଡାଉନ୍ ହୋଇଥିବାରୁ ସେମାନେ ବର୍ତ୍ତମାନ…
ଉଦ୍ଘାଟନ ପୂର୍ବରୁ ସମୀକ୍ଷା: ଅନୁଗୋଳ କୋଭିଡ-୧୯ ହସ୍ପିଟାଲ ଭିତ୍ତିଭୂମି, ପ୍ରସ୍ତୁତି ବୁଲି ଦେଖିଲେ ୫-ଟି ସଚିବ
ତାଳଚେର,୧୭।୪(ନି.ପ୍ର.): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ସ୍ବତନ୍ତ୍ର କୋଭିଡ୍-୧୯ ଡାକ୍ତରଖାନା ନିର୍ମାଣ କରାଯାଉଛି। ଏହି କ୍ରମରେ ଅନୁଗୋଳ ଜିଲାରେ ମଧ୍ୟ ଗୋଟିଏ ଡାକ୍ତରଖାନା ନିର୍ମାଣର ପ୍ରସ୍ତୁତି ଚାଲିଛି। ଶୁକ୍ରବାର ସ୍ଥାନୀୟ ନେହୁରୁ ଶତାବ୍ଦୀ କେନ୍ଦ୍ରୀୟ ମେଡିକାଲକୁ…
ଲକ୍ଡାଉନ ଉଲ୍ଲଂଘନ: ପାଟଣା ପୋଲିସ ପକ୍ଷରୁ ୬୯ ବାଇକ, ୨କାର ଜବତ
ପାଟଣା,୧୭।୪(ସ୍ବ.ପ୍ର.): ସାରା ଦେଶରେ କରୋନା ଭୂତାଣୁ ସଂକ୍ରମଣରେ ଅଙ୍କୁଶ ଲଗାଇବାକୁ ସରକାର ଲକ୍ଡାଉନ କରିଥିବା ବେଳେ କେତେକ ଅମାନିଆ ଏହାକୁ ଉଲ୍ଲଂଘନ କରୁଛନ୍ତି। ବାଇକ୍ ଓ କାର ଧରି ବାହାରେ ବୁଲୁଛନ୍ତି। କେନ୍ଦୁଝର ଜିଲା ପାଟଣା ପୋଲିସ ପକ୍ଷରୁ ଶୁକ୍ରବାର ସୁଦ୍ଧା…
ଗଞ୍ଜାମ କଲେଜ ହେବ କ୍ୱାରାଣ୍ଟାଇନ ସେଣ୍ଟର: ସାନିଟାଇଜର ସାମଗ୍ରୀ ପ୍ରଦାନ କରିବ ଗ୍ରାସୀମ କମ୍ପାନୀ
ଗଞ୍ଜାମ,୧୭।୪(ଡି.ଏନ୍.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି । ଦିନକୁ ଦିନ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢୁବାରେ ଲାଗିଛି। ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ଏହି କ୍ରମରେ ଲକ୍ଡାଉନ…
୧୧୮ ନିର୍ମାଣ ଶ୍ରମିକଙ୍କୁ ୧୫୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ
ଚୌଦ୍ୱାର,୧୭ା୪(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ସହରାଞ୍ଚଳରେ ରହୁଥିବା ନିର୍ମାଣ ଶ୍ରମିକଙ୍କୁ ସରକାରଙ୍କ ତରଫରୁ ମଞ୍ଜୁର ହୋଇଥିବା ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ଅବସରରେ ସ୍ଥାନୀୟ କଳା ପ୍ରକାଶିନୀ କ୍ଲବ୍ରେ ଆୟୋଜିତ କାର୍ଯ୍ୟକ୍ରମରେ ପୌରନିର୍ବାହୀ ଅଧିକାରୀ ପବିତ୍ର କୁମାର ବେହେରା ଯୋଗଦେଇ…
କରୋନା ସହାୟତା: ପ୍ରତ୍ୟେକ ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ୫ ହଜାର ଟଙ୍କା
ପୁରୀ ଅଫିସ, ୧୭।୪: କରୋନା କଟକଣା ପାଇଁ ଗତ ମାସ ୨୦ ତାରିଖରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। ଫଳରେ ସେବାୟତଙ୍କ ଆର୍ଥିକ ସ୍ଥିତି ବିଗିଡିଯାଇଛି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷର ପ୍ରତ୍ୟେକ ସେବାୟତ ପରିବାରଙ୍କୁ ସହାୟତା ପ୍ରଦାନ…
ଲକ୍ଡାଉନ୍ କଟକଣାକୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଫୁ: ଆଡ଼ମ୍ବରରେ କଲେ ପୁଅର ବିବାହ
ବେଙ୍ଗାଲୁରୁ,୧୭।୪: ସାରା ଦେଶରେ କରୋନା ଭାଇରସ୍ ପ୍ରକୋପ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସାରାଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏଥିସହ ସାମାଜିକ ଦୂରତ୍ୱ ବନାଇ ରଖିବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ଅପିଲ୍ ମଧ୍ୟ କରାଯାଉଛି। ହେଲେ ଏହାକୁ…
Archives


