ବନ୍ୟପ୍ରାଣୀ, ବନ କର୍ମଚାରୀଙ୍କ ସୁରକ୍ଷା ଚିନ୍ତା
ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଲକ୍ଡାଉନ୍ ଓ କରୋନା କଟକଣାରୁ ମୁକ୍ତ ରହିଛି ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର କାର୍ଯ୍ୟ। ତେବେ ସଂକ୍ରମଣ ଭୟ ଥିବାରୁ ଚିନ୍ତା ବଢ଼ିଛି। କୋଭିଡ୍-୧୯ ଦ୍ୱାରା ସବୁକିଛି ପ୍ରଭାବିତ ହୋଇଥିବାବେଳେ ଏହି ମହାମାରୀର ମୁକାବିଲା ପାଇଁ ବିଭାଗୀୟ ଅଧିକାରୀ…
ହାଇଡ୍ରୋକ୍ସିକ୍ଲୋରୋକୁଇନ୍ ବ୍ୟବହାର ପାଇଁ ଡାକ୍ତରୀ ପରାମର୍ଶ ଜରୁରୀ
ଭୁବନେଶ୍ୱର,୧୭ା୪(ବ୍ୟୁରୋ): କୋଭିଡ୍-୧୯ ଚିକିତ୍ସା ପାଇଁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍ (ଏଚ୍ସିକ୍ୟୁ) ପରି ଔଷଧ ବାବଦରେ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଡାକ୍ତରଙ୍କ ବିନା ପରାମର୍ଶରେ ଏହି ଔଷଧ ବ୍ୟବହାର ନ କରିବା ପାଇଁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି। ରାଜ୍ୟ ସରକାରଙ୍କ ମୁଖପାତ୍ର(କୋଭିଡ୍-୧୯) ସୁବ୍ରତୋ…
କଣ୍ଟେନ୍ମେଣ୍ଟ ଜୋନ୍ ଲାଗି ନୂଆ ନିର୍ଦ୍ଦେଶନାମା
ଭୁବନେଶ୍ୱର,୧୭ା୪(ବ୍ୟୁରୋ): କରୋନା ମୁକାବିଲା ଲାଗି ନିର୍ଦ୍ଦିଷ୍ଟ ଅଞ୍ଚଳରେ ହେଉଥିବା କଣ୍ଟେନ୍ମେଣ୍ଟ ଜୋନ୍ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ନିର୍ଦ୍ଦିଷ୍ଟ ଅଞ୍ଚଳରେ ସମ୍ଭାବ୍ୟ ସଂକ୍ରମଣକୁ ରୋକିବା ଲାଗି ହୋଇଥିବା କଣ୍ଟେନମେଣ୍ଟ ଜୋନ୍କୁ ସମ୍ପୂର୍ଣ୍ଣ ବ୍ୟାରିକେଡ୍ କରାଯାଇ ପ୍ରବେଶ ଏବଂ…
ସବୁ ଗରିବଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଉ: ପ୍ରତାପ ଷଡ଼ଙ୍ଗୀ
ଭୁବନେଶ୍ୱର,୧୭ା୪(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି କହିଛନ୍ତି ଯେ, ସବୁ ଗରିବଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଉ। ଦିନକ ପୂର୍ବରୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ରାଜ୍ୟ ସରକାରଙ୍କ ନିକଟରେ କରିଥିବା ଦାବିକୁ…
ପିଲାଙ୍କୁ ବହି ବାଣ୍ଟିଲେ ଶିକ୍ଷୟିତ୍ରୀଶିକ୍ଷକ
ପୁରୀ ଅଫିସ,୧୭ା୪: କରୋନା ମୁକାବିଲା ପାଇଁ ଲକ୍ଡାଉନ ଅବଧିକୁ ପ୍ରଧାନମନ୍ତ୍ରୀ ମେ’ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ରାଜ୍ୟ ସରକାର ମଧ୍ୟ ଜୁନ୍ ୧୭ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି। ଏହି ସମୟରେ ପିଲାମାନେ ଘରେ ରହିବେ, ପଢିବେ…
ହସ୍ପିଟାଲରେ ଧର୍ମକୁ ନେଇ ଭେଦଭାବ: ହିନ୍ଦୁ, ମୁସ୍ଲିମ ରୋଗୀଙ୍କ ପାଇଁ ଅଲଗା ଓ୍ବାର୍ଡ
ନୂଆଦିଲ୍ଲୀ,୧୭।୪: କରୋନା ଭାଇରସ୍ ରୋଗୀଙ୍କୁ ଚିକିତ୍ସା କରାଯାଉଥିବା ଗୁଜରାଟର ଏକ ହସ୍ପିଟାଲରେ ଧର୍ମକୁ ନେଇ ଭେଦଭାବ ଦେଖିବାକୁ ମିଳିଛି। ଏହି ବୈଷମ୍ୟପୂର୍ଣ୍ଣ ବିଷୟ ସାମ୍ନାକୁ ଆସିବା ପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାଜପା ଶାସିତ ରାଜ୍ୟ ଗୁଜରାଟର…
୨୦ ଯାଏ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅଧିକାଂଶ ସ୍ଥାନରେ ପାରଦ ୩୯ରୁ ୪୧ ଡିଗ୍ରୀ ସେଲସିୟସ୍କୁ ଟପିଯାଇଛି। କେତେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହୁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ବଲାଙ୍ଗୀରର ସର୍ବୋଚ୍ଚ ତାପମାତ୍ରା…
ଦିନକୁ ଘଣ୍ଟାଏ ଖୋଲିବ କୋର୍ଟ
କଟକ ଅଫିସ୍,୧୭ା୪: ଆସନ୍ତା ୨୦ ତାରିଖରୁ ସକାଳୁଆ କୋର୍ଟ ଚାଲିବ। କରୋନା ଭୂତାଣୁକୁ ଦୃଷ୍ଟିରେ ରଖି ହାଇକୋର୍ଟଙ୍କ ତରଫରୁ ନିମ୍ନ ଅଦାଲତଗୁଡ଼ିକୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଯେଉଁ କୋର୍ଟଗୁଡ଼ିକ ସକାଳୁଆ ଚାଲିବ, ସେଗୁଡ଼ିକ ଘଣ୍ଟାଏ ଲେଖାଏଁ, ଅର୍ଥାତ ସକାଳ ୯ଟାରୁ ୧୦ଟା…
କରୋନା ମୁକାବିଲା ପାଇଁ କେନ୍ଦ୍ରକୁ ରାଜ୍ୟର ପ୍ରସ୍ତାବ: ଏନ୍ଡିଆର୍ଏଫ୍ ଭଳି ସ୍ବାସ୍ଥ୍ୟ ବିପର୍ଯ୍ୟୟ ପ୍ରଶମନ କେନ୍ଦ୍ର ଖୋଲାଯାଉ
ଭୁବନେଶ୍ୱର,୧୭ା୪(ବ୍ୟୁରୋ): କୋଭିଡ୍-୧୯ ମୁକାବିଲା କରିବା ପାଇଁ ରାଜ୍ୟରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ବଳ(ଏନ୍ଡିଆର୍ଏଫ୍) ଭଳି ସ୍ବାସ୍ଥ୍ୟ ବିପର୍ଯ୍ୟୟ ପ୍ରଶମନ ତାଲିମ କେନ୍ଦ୍ର ସ୍ଥାପନ କରାଯାଉ, ଯଦ୍ଦ୍ବାରା ସ୍ବାସ୍ଥ୍ୟ ବିପର୍ଯ୍ୟୟ ସମୟରେ ଡାକ୍ତର, ନର୍ସ, ପାରାମେଡିକାଲ ଷ୍ଟାଫଙ୍କୁ ଉଚିତ୍ ତାଲିମ ଦିଆଯାଇପାରିବ। ଗୁରୁବାର…
ଆଇପିଏଲ୍ ସ୍ଥଗିତ ସମ୍ପର୍କରେ ବିସିସିଆଇର ବିଧିବଦ୍ଧ ଘୋଷଣା
ନୂଆଦିଲ୍ଲୀ, ୧୭।୪ (ପି.ଟି.)-ପରବର୍ତ୍ତୀ ସୂଚନା ଜାରି ନ ହେବା ପର୍ଯ୍ୟନ୍ତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)କୁ ସ୍ଥଗିତ ରଖାଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ ଗୁରୁବାର ବିଧିବଦ୍ଧ ଘୋଷଣା କରାଯାଇଛି। ଦେଶରେ କୋଭିଡ୍-୧୯ ମହାମାରୀରେ ଇତିମଧ୍ୟରେ ୧୨,୦୦୦ ଜଣ…
୬୦ ବର୍ଷରେ ପ୍ରଥମ ଥର ଏସିଆ ଅଭିବୃଦ୍ଧି କ୍ଷତିଗ୍ରସ୍ତ
ନୂଆଦିଲ୍ଲୀ,୧୭।୪: ଗତ ୬୦ ବର୍ଷ ମଧ୍ୟରେ ପ୍ରଥମଥର ଲାଗି ଏସିଆର ଅଭିବୃଦ୍ଧି ହାର କ୍ଷତିଗ୍ରସ୍ତ ହେବ ବୋଲି ଆଇଏମ୍ଏଫ୍ କହିଛି। ଏହି ଅଞ୍ଚଳର ସର୍ଭିସ ସେକ୍ଟର ଏବଂ ପ୍ରମୁଖ ରପ୍ତାନି ଡେଷ୍ଟିନେଶନଗୁଡ଼ିକ ଚଳିତ ବର୍ଷ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛି ବୋଲି…
ଚାଇନିଜ ଆପ୍ ଓ୍ବିଚାର୍ଟକୁ ଟକ୍କର ଦେବାକୁ ପ୍ରସ୍ତୁତି; ଏକାଠି ହେବେ ରିଲାଏନ୍ସ, ଫେସବୁକ
ନୂଆଦିଲ୍ଲୀ,୧୭।୪ : ଚାଇନାର ସୁପର ଆପ୍ଲିକେଶନ ଓ୍ବିଚାର୍ଟକୁ ଟକ୍କରଦେବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଭଳି ନୂଆ ମଲ୍ଟିପରପସ ଆପ୍ ପ୍ରସ୍ତୁତି କରିବା ଲାଗି ଏବେ ମୁକେଶ ଅମ୍ବାନୀଙ୍କ ନେତୃତ୍ୱାଧୀନ ରିଲାଏନ୍ସ ଗ୍ରୁପ୍ ଏବଂ ମାର୍କ ଜୁକରବର୍ଗଙ୍କ ଫେସ୍ବୁକ୍ ଏକାଠି ହୋଇଛନ୍ତି। ହ୍ବାଟ୍ସଆପ୍…
Archives


