କରୋନା ପ୍ରଭାବ ସମୀକ୍ଷା କଲେ ସରକାର
ନୂଆଦିଲ୍ଲୀ,୧୭।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଯୋଗୁ ଭାରତୀୟ ଅର୍ଥ ବ୍ୟବସ୍ଥା ସହିଥିବା କ୍ଷତିର ସମୀକ୍ଷା କରିଛନ୍ତି। ଭୂତାଣୁ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା କ୍ଷେତ୍ରଗୁଡିକୁ ଆଉ ଏକ ଆଶ୍ୱସ୍ତି ପ୍ୟାକେଜ ଦେବା ଲାଗି ସରକାର ବର୍ତ୍ତମାନ ବିଚାର କରୁଛନ୍ତି। ବଜାରର…
ଅଭିବୃଦ୍ଧି ୧.୧ % ରହିବ:ଏସ୍ବିଆଇ ରିସର୍ଚ୍ଚ
ବ୍ରିଟେନର ପ୍ରମୁଖ ଏଜେନ୍ସି ଭାରତର ବିକାଶ ହାର ୨୦୨୦ କ୍ୟାଲେଣ୍ଡର ବର୍ଷରେ ୦% ରହିବ ବୋଲି ପୂର୍ବାନୁମାନରେ କହିଛି। ପୂର୍ବରୁ ହୋଇଥିବା ଅନୁମାନରେ ଭାରତ ୨.୫% ଅଭିବୃଦ୍ଧି ହାସଲ କରିବାକୁ ସକ୍ଷମ ହେବ ବୋଲି ଏହି ଏଜେନ୍ସି କହିଥିଲା। ସେହିଭଳି ୨୦୨୧ରେ…
ମାନ୍ଦାବସ୍ଥା ସତ୍ତ୍ୱେ ତ୍ୱରିତ ହେବ ଭାରତର ବିକାଶ ହାର: ଆଇଏମ୍ଏଫ୍
ନୂଆଦିଲ୍ଲୀ,୧୭।୪:କୋଭିଡ୍-୧୯ ବର୍ତ୍ତମାନ ସାରା ବିଶ୍ୱକୁ କ୍ଷତିଗ୍ରସ୍ତ କରିଛି। ସାରା ବିଶ୍ୱରେ ହୋଇଥିବା ଲକ୍ଡାଉନ କାରଣରୁ ଆର୍ଥତ୍କ କାର୍ଯ୍ୟକଳାପ ଏବେ ଠପ୍ ହୋଇଛି। ବିକଶିତ କିମ୍ବା ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥା ହେଉ ପଛେ କୋଭିଡ୍-୧୯ର ପଞ୍ଝାରୁ କେହି ବାହାରିପାରିନାହାନ୍ତି। ଦେଶଗୁଡ଼ିକର ଅଭିବୃଦ୍ଧି ନକାରାତ୍ମକ…
ଭାରତର ଲକ୍ଡାଉନ ପଦକ୍ଷେପକୁ ପ୍ରଶଂସା
ନୂଆଦିଲ୍ଲୀ,୧୭।୪: ସଂକ୍ରମଣକୁ ରୋକିବା ଲାଗି ଭାରତ ସରକାର ଗ୍ରହଣ କରିଥିବା ପଦକ୍ଷେପକୁ ଆଇଏମ୍ଏଫ୍ ପ୍ରଶଂସା କରିଛି। ଏଭଳି ପଦକ୍ଷେପ ବିବେକପୂର୍ଣ୍ଣ ବୋଲି ଏହି ଏଜେନ୍ସି କହିଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ପରେ ଆଇଏମ୍ଏଫ୍ ଦ୍ୱିତୀୟ ଅନ୍ତର୍ଜାତୀୟ ଏଜେନ୍ସି ଯାହା ଭାରତକୁ ପଦକ୍ଷେପକୁ…
ପୋଲିସକୁ ମଦ ମାଫିଆଙ୍କ ମାଡ ଘଟଣା, ୨୭ ଗିରଫ
ଆର,ଉଦୟଗିରି,୧୬ା୪(ଡି.ଏନ୍.ଏ.)- ଅଡବା ପୋଲିସ ବୁଧବାର ପାଟ୍ରୋଲିଂ କରୁଥିବାବେଳେ ବିରିକୋଟ ଗ୍ରାମରେ ଲୋକେ ଜମା ହୋଇଥିବା ଦେଖି ଯାଇଥିଲେ। ସେଠାରେ ଏକ ଜାରରେ ମହୁଲି ମଦ ଭର୍ତ୍ତି ହୋଇଥିବା ଦେଖି ଜବତ କରିବାକୁ ଯିବାବେଳେ ଉପସ୍ଥିତ ମଦ ମାଫିଆମାନେ ଆକ୍ରମଣ କରିଥିଲେ। ଏଥିରେ…
୧୬୦ ନମୁନାରୁ ନେଗେଟିଭ ଆସିଛି ୧୯
ସୁନାବେଡ଼ା,୧୬ା୪: କୋରାପୁଟ ଜିଲାରୁ ଏଯାବତ୍ ଜଣେ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇନାହାନ୍ତି। ଏହାସତ୍ତ୍ୱେ ଜିଲା ପ୍ରଶାସନ କୋଭିଡ୍-୧୯ ମୁକାବିଲା ପାଇଁ ସଜାଗ ରହିଛି। ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ସୂଚନା ଅନୁଯାୟୀ ଏପର୍ଯ୍ୟନ୍ତ ପରୀକ୍ଷା ପାଇଁ ପଠାଯାଇଥିବା ୧୬୦ଟି ରକ୍ତ ନମୁନାରୁ…
ଲକ୍ଡାଉନରେ ଲୋକଙ୍କ ଘର ବାରଣ୍ଡା ସାଜିଛି ସେଲୁନ
ସେମିଳିଗୁଡ଼ା,୧୬ା୪(ସ୍ବ.ପ୍ର.): କୌଳିକ ବୃତ୍ତିରେ ଗୁଜୁରାଣ ଚଳାଉଥିବା ଅନେକ ଲୋକଙ୍କ ଜୀବିକାରେ ଲାତ ମାରିଛି କରୋନା ଭାଇରସ। ସଂକ୍ରମଣ ଭୟରେ ସବୁଠି ଲକ୍ଡାଉନ। ଦୋକାନ ବଜାର ବନ୍ଦ। ଏଥିରେ କ୍ଷୁଦ୍ର ବ୍ୟବସାୟୀଙ୍କ ଜୀବନ ଦୁର୍ବିସହ ହୋଇପଡ଼ିଛି। ଅନେକ ବ୍ୟବସାୟୀଙ୍କ ପାଇଁ ଦୋକାନ ଖୋଲିବା…
ପୋଲିସ ଉପସ୍ଥିତି ସତ୍ତ୍ୱେ ସାମାଜିକ ଦୂରତା ନିୟମ ଉଲ୍ଲଂଘନ
ଜୁନାଗଡ଼,୧୬।୪(ଡି.ଏନ୍.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ୨୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ପୋଲିସ ଉପସ୍ଥିତି ସତ୍ତ୍ୱେ ସାମାଜିକ ଦୂରତା ନିୟମ ଲୋକମାନେ ଉଲ୍ଲଂଘନ କରିଥିବା ଦେଖିବାକୁ ମିଳିଥିଲା। ସାମାଜିକ ଦୂରତା ଉପରେ ସଚେତନ ଥିବା ପୋଲିସ…
ଏଲ୍ଆଇ ପଏଣ୍ଟରେ ପାଣି ଉଠାଇ ବିକ୍ରି ଅଭିଯୋଗ
ଜୁନାଗଡ,୧୬।୪(ଡି.ଏନ୍.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତ ମସିଗଁା ଗ୍ରାମରେ ଥିବା ବାଗଡିସର ନାଳର ପାଣିକୁ କେତେକ ମୁଷ୍ଟିମେୟ ଲୋକ ଏଲ୍ଆଇ ପଏଣ୍ଟ ସାହାଯ୍ୟରେ ପାଣି ଉଠାଇ ଧାନ ଚାଷ ପାଇଁ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବାସୀ…
କର୍ତ୍ତବ୍ୟରେ ଅବହେଳା: ନିମାପଡା ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ
ଭୁବନେଶ୍ୱର/ନିମାପଡା, ୧୬ା୪(ବ୍ୟୁରୋ/ଡି.ଏନ୍.ଏ.): କର୍ତ୍ତବ୍ୟରେ ଅବହେଳା ଏବଂ ସରକାରୀ ନିର୍ଦ୍ଦେଶାନାମାକୁ ପାଳନ ନ କରିବା ଯୋଗୁ ନିମାପଡା ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍ଏସି) କାର୍ଯ୍ୟନିର୍ବାହୀ ଅଧିକାରୀ ମୋହନଚରଣ ଜେନାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଏ ନେଇ ଗୁରୁବାର ଗୃହ ଓ ନଗର ଉନ୍ନୟନ ବିଭାଗ…
ଘରୋଇ ହିଂସା: ପୀଡିତାଙ୍କ ସହାୟତା ନିମନ୍ତେ ମହିଳା କମିଶନଙ୍କ ପକ୍ଷରୁ ଜାରି ହେଲା ହ୍ବାଟ୍ସ୍ଆପ୍ ନମ୍ବର
ଭୁବନେଶ୍ୱର, ୧୬।୪(ବ୍ୟୁରୋ): ଲକ୍ଡାଉନ୍ ସମୟରେ ରାଜ୍ୟରେ ଘରୋଇ ହିଂସା ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶଙ୍କା ବ୍ୟକ୍ତ କରିବା ପରେ ପୋଲିସ ପ୍ରଶାସନଠାରୁ ଆରମ୍ଭକରି ମହିଳା ଓ ଶିଶୁ ବିକାଶ ବିଭାଗ ସମସ୍ତେ ତତ୍ପର ହୋଇପଡ଼ିଛନ୍ତି।…
ଏସ୍ଏଚ୍ଜି ମହିଳାଙ୍କ ଦ୍ୱାରା ଶିଶୁ, ପ୍ରସୂତିଙ୍କୁ ଅଣ୍ଡା ବଣ୍ଟନ
ଗଞ୍ଜାମ:୧୬,୪- ଲକ୍ଡାଉନ୍ କଟକଣା ପରେ ଗଞ୍ଜାମ ଜିଲାରେ ଶିଶୁ, ପ୍ରସୂତୀ ଓ ଗର୍ଭବତୀଙ୍କୁ ଅଣ୍ଡା ପ୍ରଦାନରେ ସମସ୍ୟା ଦେଖାଦେଇଥିଲା। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପ୍ରତ୍ୟକ ଶିଶୁ, ପ୍ରସୂତି ଓ ଗର୍ଭବତୀ ମହିଳାଙ୍କ ନିକଟରେ ଅଣ୍ଡା ପହଞ୍ଚାଇବା ନିମନ୍ତେ ଉତ୍ତମ ପଦକ୍ଷେପ…
Archives


