Home Left

ବିଲରେ ବିଦ୍ୟୁତ ତାର ଲାଗି ଯୁବକଙ୍କ ଦେହ ପୋଡ଼ିଗଲା

ମନମୁଣ୍ଡା, ୧୬।୪ (ଡି.ଏନ.ଏ):ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅଧୀନ ରତାଖଣ୍ଡିର ଲବ ପାଣ୍ଡେ(୨୨) ଗୁରୁବାର ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ତାଙ୍କ ଶରୀରର ବହୁ ଅଂଶ ପୋଡି ଯାଇଛି। ତାଙ୍କୁ ପ୍ରଥମେ ସୋନପୁର ଡାକ୍ତରଖାନା ଏବଂ ପରେ ବୁର୍ଲା…

ଅସହାୟଙ୍କୁ ରନ୍ଧା ଖାଦ୍ୟ, ମାସ୍କ ବଣ୍ଟନ

ବାଲେଶ୍ୱର ଅଫିସ,୧୬।୪- ବର୍ତ୍ତମାନ ସମଗ୍ର ବିଶ୍ୱ କରୋନା ଭୂତାଣୁ କବଳରେ କବଳିତ। ଓଡ଼ିଶାରେ ଏହାର ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ର ସମାଜକୁ ଆଗେଇ ଆସିବାକୁ ଆହ୍ବାନ ଦେଇଥିଲେ। ଏହି କ୍ରମରେ ଜିଲା ବିଜୁ ଜନତା ଦଳର ସଭାପତି…

କୋଭିଡ-୧୯ ହସ୍‌ପିଟାଲ ଅଗ୍ରଗତିର ସମୀକ୍ଷା କଲେ ୫-ଟି ସଚିବ

କେନ୍ଦୁଝର, ୧୬।୪( ସ୍ବ.ପ୍ର.)-ରାଜ୍ୟସରକାରଙ୍କର ବରିଷ୍ଠ ଅଧିକାରୀମାନ କରୋନା ସ୍ଥିତି ଓ ତାର ମୁକାବିଲା ପାଇଁ ପ୍ରସ୍ତୁତ କୋଭିଡ଼-୧୯ ହସ୍‌ପିଟାଲର ଚିକିତ୍ସା ପାଇଁ କରାଯାଇଥିବା ବ୍ୟବସ୍ଥାର ଅନୁଧ୍ୟାନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି)…

କୋଭିଡ-୧୯ ହସ୍‌ପିଟାଲର ସ୍ଥିତି ସମୀକ୍ଷା

ବାଲେଶ୍ୱର ଅଫିସ,୧୬।୪- ରାଜ୍ୟସରକାରଙ୍କର ବରିଷ୍ଠ ଅଧିକାରୀମାନ କରୋନା ସ୍ଥିତି ଓ ତାର ମୁକାବିଲା ପାଇଁ ପ୍ରସ୍ତୁତ କୋଭିଡ଼-୧୯ ହସ୍‌ପିଟାଲର ଚିକିତ୍ସା ପାଇଁ କରାଯାଇଥିବା ବ୍ୟବସ୍ଥାର ଅନୁଧ୍ୟାନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି)…

ଆଣ୍ଡାମାନ ନିକୋବରରେ ସୁସ୍ଥ ହେଲେ ସମସ୍ତ ୧୧ କରୋନା ସଂକ୍ରମିତ

ପୋର୍ଟ ବ୍ଲେୟାର,୧୬।୪: କରୋନା ଭାଇରସ ସାରା ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଆଣାମାନ ନିକୋବର ଦ୍ୱୀପ ମଧ୍ୟ ଏଥିରୁ ବାଦ୍‌ ପଡି ନ ଥିଲା। ଏଠାରେ ପ୍ରଥମେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଏବେ ସମସ୍ତ…

ସ୍ବାସ୍ଥ୍ୟ ବିପର୍ଯ୍ୟୟ ପ୍ରଶମନ ତାଲିମ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୧୬ା୪-ରାଜ୍ୟ ସରକାରଙ୍କ କ୍ଷମତାପୂର୍ଣ୍ଣ ମନ୍ତ୍ରୀ ଗୋଷ୍ଠୀଙ୍କ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନ୍‌ଫରେନ୍ସ ଜରିଆରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଭିଡିଓ କନଫରେନ୍ସ ପ୍ରକୋଷ୍ଠରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଉପସ୍ଥିତ…

୩୨୫ ଜିଲାରେ ହୋଇନାହିଁ କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୬।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଏହା ୧୨ ହଜାର ଅତିକ୍ରମ କରି ସାରିଲାଣି। ହେଲେ ଦେଶର ପ୍ରାୟ ୩୨୫ ଜିଲାରେ କେହି ଜଣେ କରୋନା ସଂକ୍ରମିତ ନ ଥିବା କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ…

ମାସ୍କ ପିନ୍ଧି, ସାନିଟାଇଜର ଲଗାଇ କଲେ ବିବାହ

ପାଟନା,୧୬।୪: କରୋନା ଭାଇରସ ଯୋଗୁ ସାରା ଦେଶରେ ମେ’ ୩ ପର୍ଯ୍ୟନ୍ତ ଚାଲିଥିବା ଲକ୍‌ଡାଉନକୁ ଦେଖି ଅନେକ ଲୋକ ସେମାନଙ୍କ ବିବାହ ତାରିଖରେ ପରିବର୍ତ୍ତନ କରୁଥିବା ଦେଖାଯାଇଛି। ହେଲେ ବିହାରର ନଓ୍ବାଦା ଜିଲାରେ ଏକ ବିବାହ ତାରିଖକୁ ଥରେ ଘୁଞ୍ଚାଇ ଦିଆଯାଇଥିବା…

ମାସ୍କ ବାଣ୍ଟିଲେ ହଲଧର ନାଗ

ବରଗଡ଼ ଅଫିସ୍‌,୧୬।୪- କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଲକ୍ଷ୍ୟରେ ମୁହଁରେ ମାସ୍କ, ଗାମୁଛା କିମ୍ବା ରୁମାଲ ବାନ୍ଧିବା ଉପରେ ଗୁରୁତ୍ୱ ଦିଆଯାଇଛି । ଏହି କ୍ରମରେ ଗୁରୁବାର ବରଗଡ଼ ଜିଲା ସୋହେଲା ବ୍ଲକ ଘେଁସ୍‌ ବଜାରରେ ପଦ୍ମଶ୍ରୀ ହଲଧର ନାଗ…

ସୁରକ୍ଷିତ ନୁହେଁ ‘ଜୁମ୍‌’ ଆପ

ନୂଆଦିଲ୍ଲୀ,୧୬।୪: କରୋନା ଭାଇରସ ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ପରସ୍ପର ସହ ସମ୍ପର୍କ ରଖିବାକୁ ଲୋକେ ଭିଡିଓ କଲିଂ ବା କନଫରେନ୍ସିଂର ସହାୟତା ନେଇଛନ୍ତି। ଏହି ସମୟରେ ଅଧିକାଂଶ ଲୋକେ ଓ୍ବାର୍କ ଫ୍ରମ ହୋମ କରୁଥିବାରୁ ଏମାନେ…

ପୁଅର ୨ୟ ଜନ୍ମଦିନରେ ଗାଁ ଲୋକଙ୍କୁ ଖାଦ୍ୟ ସାମଗ୍ରୀ ବାଣ୍ଟିଲେ ଦମ୍ପତ୍ତି

ନୂଆପଡା ଅଫିସ,୧୬ା୪- ନୂଆପଡ଼ା ଜିଲା ବୋଡେନ ବ୍ଲକ ଟିମନପୁର ଗାଁରେ ନରେଶ ଦଣ୍ଡସେନା ଓ ତାଙ୍କ ସ୍ତ୍ରୀ ଲିଲିମା ନିଜର ୨ ବର୍ଷର ପୁଅ ଅର୍ଣ୍ଣବ ଆଦିତ୍ୟଙ୍କର ୨ୟ ଜନ୍ମଦିନକୁ ଗୁରୁବାର ଭିନ୍ନ ଢଙ୍ଗରେ ପାଳିଛନ୍ତି। କରୋନା ଦ୍ୱାରା ପ୍ରଭାବିତ ଗରିବ…

କେନ୍ଦୁଝର ଗସ୍ତରେ ୫-ଟି, ମୁଖ୍ୟ ଶାସନ ସଚିବ: ନିର୍ମାଣ ହେଉଥିବା କୋଭିଡ ହସ୍ପିଟାଲର କଲେ ସମୀକ୍ଷା

କେନ୍ଦୁଝର,୧୬।୪(ସ୍ବ.ପ୍ର.): ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ୫-ଟି ସଚିବ ପାଣ୍ଡିଆନ ଗୁରୁବାର କେନ୍ଦୁଝର ଗ୍ରସ୍ତ କରି ଫେରିଛନ୍ତି। ହେଲିକପ୍ଟରରେ ଆସି ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇବା ପରେ ସେମାନେ ରାଜପଥରେ ସଦର ବ୍ଲକ ଅନ୍ତର୍ଗତ ରାଙ୍କିଠାରେ ଥିବା ନିର୍ମାଣ ହେଉଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri