Home Left

ରଥଖଳାରେ ପହଞ୍ଚିଲା ୪୦ ଫୁଟିଆ କାଠ

ପୁରୀ ଅଫିସ,୧୬ା୪: କରୋନା ପାଇଁ ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆୟୋଜନକୁ ନେଇ ନାନା ପ୍ରକାର ଚର୍ଚ୍ଚା ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଜାରିରହିଛି। ଜୁନ୍‌ ୨୩ରେ ରଥଯାତ୍ରା। ଏଥିପାଇଁ ଆସନ୍ତା ୨୬ ତାରିଖ ଅକ୍ଷୟତୃତୀୟାରୁ ରଥ ନିର୍ମାଣ କାମ…

କରୋନାକୁ ଡର ନାହିଁ: ପ୍ଲେଗ ସମୟରେ ଡାକ୍ତର ନ ଥିଲେ ଏବେ ଡାକ୍ତର ଅଛନ୍ତି

ଲକ୍ଷ୍ନୌ,୧୬।୪: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱ ଭୟଭୀତ ହୋଇଯାଇଥିବା ବେଳେ ଏବେ ଜଣେ ୧୨୦ ବର୍ଷର ବୃଦ୍ଧା ସମସ୍ତଙ୍କୁ ସାହାସ ଯୋଗାଇଛନ୍ତି। ଉତ୍ତରପ୍ରଦେଶ ବାନ୍ଦାର ଉତ୍ତରରେ ରହୁଥିବା ୧୨୦ ବର୍ଷ ବୟସ୍କା ବୃଦ୍ଧା ଜନିଆ ଦେବୀ କହିଛନ୍ତି ଦେଶରେ ଯେତେବେଳେ…

ଲକ୍‌ଡାଉନ୍‌ ପାଇଁ ବଢ଼ିଛି ସେକ୍ସ ଟଏ ବିକ୍ରି

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ସମୟରେ ଏବେ ପ୍ରାୟ ସବୁ ବ୍ୟବସାୟ ଠପ୍‌ ହୋଇଯାଇଥିବା ବେଳେ ହଠାତ୍‌ ସେକ୍ସ ଟଏ ବିକ୍ରି ଅତ୍ୟଧିକ ବୃଦ୍ଧି ପାଇଥିବା ଜଣାପଡ଼ିଛି। ବୋଧହୁଏ ଏହା ଏକମାତ୍ର ଅନ୍‌ଲାଇନ୍‌ ବ୍ୟବସାୟ ଆଶାତୀତ ପରିମାଣରେ ବିକ୍ରି ହୋଇପାରିଛି। ପ୍ରାୟ ସବୁ ଦେଶରେ…

ଘରେ ରହି ଖୁସି ମନାଉଛନ୍ତି ଶିଳ୍ପା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ବୁଧବାର ନିଜ ସୋସିଆଲ ମିଡିଆ ଆକାଉଣ୍ଟ୍‌ରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ ନିଜର ୨ମାସର ଝିଅ ସାମିଶାଙ୍କୁ ଧରି ଖେଳୁଛନ୍ତି। ଏହା ସହିତ ସେ ନିଜ ଫ୍ୟାନ ମାନଙ୍କୁ କହିଛନ୍ତି ଯେ,…

କରୋନା ଯୋଦ୍ଧାଙ୍କୁ ଶୁଭେଚ୍ଛା ବାର୍ତ୍ତା

ନୂଆଦିଲ୍ଲୀ: କରୋନା ଭାଇରସ୍‌ ମୁକାବିଲାରେ ଏବେ ଡାକ୍ତରମାନେ ପ୍ରକୃତ ଯୋଦ୍ଧା ସାଜିଛନ୍ତି। ନିଜ ଜୀବନକୁ ବାଜିଲଗାଇ ସେମାନେ ରୋଗୀମାନଙ୍କର ସେବା କରୁଛନ୍ତି। ଏଥିପାଇଁ ଅଷ୍ଟ୍ରେଲିଆର ଦୁଇଜଣ ଡାକ୍ତର ମ୍ୟାକ୍ସ ଏବଂ ଗ୍ରେଟା ସେମାନଙ୍କର ବିବାହ ତାରିଖକୁ ଘୁଞ୍ଚାଇ ଦେଇଛନ୍ତି। ଦୁହେଁ ଦୁହିଙ୍କୁ…

ଅଟକାଇ ପାରିନି କରୋନା: କାଳିଆ ପାଖରେ ପହଞ୍ଚାଇଲେ ଫୁଲ, ତୁଳସୀ

ପୁରୀ ଅଫିସ,୧୬ା୪: କରୋନା ଟାଣିଛି ଲକ୍ଷ୍ମଣରେଖା। ବାଇଶିପାହାଚ ଡେଇଁପାରୁନି ଭକ୍ତ। ହେଲେ ଅନେକ ଶ୍ରଦ୍ଧାଳୁଙ୍କ ମନ ବୁଝୁନି। କାଳିଆ ସାଆନ୍ତଙ୍କୁ କିଏ ସ୍ବପ୍ନରେ ଦେଖୁଛନ୍ତି ତ ଆଉ କିଏ ଭାବ ଭକ୍ତିରେ ହଜି ଯାଉଛନ୍ତି। ଏମିତି ଉଦାହରଣ ଅନେକ ରହିଛି, ଯେଉଁଥିପାଇଁ…

ଗଞ୍ଜମ ଜିଲା ପ୍ରଶାସନର ଅଭିନବ ପଦକ୍ଷେପ: ଅନ୍‌ଲାଇନ୍‌ରେ ୧୪ ଦିନିଆ ମାଗଣା ଡ୍ରଇଂ, ଫଟୋଶପ୍‌ ଶିକ୍ଷା

ଛତ୍ରପୁର,୧୬ା୪(ଡି.ଏନ୍‌.ଏ.): କରୋନା ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ ଓ ପ୍ରତ୍ୟହ ୧୯ଘଣ୍ଟା ସଟ୍‌ଡାଉନ୍‌ ଜାରି ରହିଛି। ସମସ୍ତେ ଘରେ ଅଛନ୍ତି। ବୋରିଂରୁ ମୁକ୍ତି ପାଇବା ସହ ଶିକ୍ଷା ଗ୍ରହଣ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଅଭିନବ ପଦକ୍ଷେପ ଗ୍ରହଣ କରିଛି। ଏକ୍ସଜେନ୍‌…

ଘରୋଇ ହିଂସା ରୋକିବାକୁ ଜାରି ହେଲା ହେଲ୍ପଲାଇନ୍‌ ନମ୍ବର

ଭୁବନେଶ୍ୱର,୧୬ା୪ (ବ୍ୟୁରୋ): ଲକ୍‌ଡାଉନ୍‌ ବେଳେ ମହିଳାଙ୍କ ଉପରେ ଘରୋଇ ହିଂସା ବଢୁଥିବା ତଥ୍ୟ ସମ୍ନାକୁ ଆସିବା ପରେ ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ ଗ୍ରହଣ କରିଛିନ୍ତି। ଅଭ୍ୟାସଗତ ଅପରାଧୀ ଓ ଘରୋଇ ହିଂସାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ…

ରାଶନ କାର୍ଡରୁ ବଞ୍ଚିତ୍ତ ଗରିବଙ୍କୁ ଚାଉଳ, ଡାଲି ମିଳୁ

ଭୁବନେଶ୍ୱର, ୧୬ା୪(ବ୍ୟୁରୋ): ରାଜ୍ୟରେ ଖାଦ୍ୟ ସୁରକ୍ଷା ଯୋଜନାରେ ସବୁ ଗରିବ ପରିବାର ସାମିଲ ହୋଇପାରି ନାହାନ୍ତି। ସେହି ପରିବାର ସଦସ୍ୟଙ୍କୁ ମାଗଣାରେ ଚାଉଳ ଏବଂ ଡାଲି ଯୋଗାଇଦେବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବୁଧବାର ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର…

କରୋନା ଯୁଦ୍ଧରେ କର୍ତ୍ତବ୍ୟରତ ମହିଳା ଅଧିକାରୀ, ଧନ୍ୟବାଦ ଜଣାଇଲା ଜିଲା ପ୍ରଶାସନ

ବନ୍ତ,୧୬ା୪(ଡି.ଏନ୍‌.ଏ.) : ମହାମାରୀ କରୋନା ଲକ୍‌ଡାଉନ୍‌ ସମୟରେ ରାତିରେ ଲୋକେ ଘରୁ ବାହାରକୁ ବାହାରିବା ପାଇଁ ଭୟ କରୁଥିବା ବେଳେ ଭଦ୍ରକ ଜିଲା ବନ୍ତ ବ୍ଲକର ୨ ମହିଳା ଅଧିକାରୀ ଲୋକମାନଙ୍କ ସୁରକ୍ଷା ପାଇଁ ରାତିରେ ଘୂରି ବୁଲୁଛନ୍ତି। ଏହି ଦୁଇ…

ଲକ୍‌ଡାଉନ୍‌ ନିୟମ ଉଲ୍ଲଘଂନ: ୧୯ ହଜାର ଜରିମାନା ଆଦାୟ ସହ ଜଣେ ଚା’ ଦୋକାନୀ ଗିରଫ

ଜୁନାଗଡ଼,୧୬।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଲକ୍‌ଡାଉନ୍‌ କଡ଼ାକଡ଼ି କରାଯାଇଛି। ଏହାକୁ ସଫଳ କରିବା ପାଇଁ ଜୁନାଗଡ଼ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ହେଳେ ଏହା ସତ୍ତ୍ବେ ବି କେତେକ ଅମାନିଆ ବାଇକ ଚାଳକ ଏହି ନିୟମକୁ ମାନୁନାହାନ୍ତି। ଜୁନାଗଡ଼…

କରୋନା ସଂକ୍ରମିତ ପିଜା ଡେଲିଭରି ବୟଙ୍କ ପାଇଁ ୭୨ ଜଣ କ୍ୱାରାଣ୍ଟାଇନରେ

ନୂଆଦିଲ୍ଲୀ,୧୬।୪: ଦେଶରେ ଧୀରେ ଧୀରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏହା ଦ୍ୱିତୀୟରୁ ତୃତୀୟ ଷ୍ଟେଜକୁ ଯିବାକୁ ଯେମିତି ଅନାଇ ରହିଛି। ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏଠାରେ ଜଣେ ପିଜା ଡେଲିଭରି ବୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri