Home Left

କ୍ଷତି ସହୁଛନ୍ତି ଶୀତଳଭଣ୍ଡାର ଉଦ୍ୟୋଗୀ

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟରେ କିଛିବର୍ଷ ତଳେ ଆଳୁ ମିଶନ୍‌ ଆରମ୍ଭ କରାଯାଇଥିଲା। ଏହାକୁ ଦୃଷ୍ଟିରେ ରଖି ସେ ସମୟରେ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ଶୀତଳଭଣ୍ଡାର ଖୋଲାଯିବାକୁ ଗୁରୁତ୍ୱ ଦିଆଯାଇଥିଲା। ହେଲେ ଆଳୁ ମିଶନ୍‌ ନେଇ ଆଶା କରାଯାଉଥିବା ଲକ୍ଷ୍ୟ ପୂରଣ ନ ହେବାରୁ…

ଭୂତ, ଚକୁଳିିଆ ପଣ୍ଡା ବେଶରେ ସଚେତନତା

ଖୋର୍ଦ୍ଧା ଅଫିସ,୧୬ା୪: ବଜାରରେ ବୁଲୁଥିବା ଅମାନିଆ ବାଇକ ଚାଳକଙ୍କୁ ସଚେତନ କରିବା ଲାଗି ଆଗେଇ ଆସିଛନ୍ତି ସାମାଜିକ କର୍ମୀ ତଥା ଖବରଦାତା ଧନେଶ୍ୱର ବିଧାର। ସମ୍ପୂର୍ଣ୍ଣ ଶରୀରରେ କଳା କପଡ଼ା ପିନ୍ଧି ନିଜକୁ କରୋନା ଭୂତ ବେଶରେ ସଜାଇ ସେ ବାଇକରେ…

ଷ୍ଟେଶନ ଉପରେ ଡ୍ରୋନ୍‌ ନଜର

ପୁରୀ ଅଫିସ,୧୬ା୪: ମେ ୩ ତାରିଖ ଯାଏ ଦେଶବ୍ୟାପୀ ଗଡ଼ିବନି ଟ୍ରେନ। କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ସମସ୍ତ ଯାତ୍ରୀବାହୀ ଟ୍ରେନ ଚଳାଚଳକୁ ବାତିଲ କରାଯାଇଛି। ତେଣୁ ବିଭିନ୍ନ ଷ୍ଟେଶନରେ ଟ୍ରେନ୍‌ଗୁଡ଼ିକ ଅଟକି ରହିଛି। ପୁରୀ ଷ୍ଟେଶନର ୮ଟି…

ବିଶୋଧନ ହେଲା ଖଣି ଅଞ୍ଚଳ

କେନ୍ଦୁଝର, ୧୬ା୪(ସ୍ବ.ପ୍ର.)-ବାଂଶପାଳ ବ୍ଲକ ଶୁଆକାଟି ଖଣି ଅଞ୍ଚଳରେ ବିଭିନ୍ନ ଗ୍ରାମ ରାସ୍ତାଘାଟକୁ ବୁଧବାର ବିଶୋଧନ କରାଯାଇଛି। କଳିଙ୍ଗ କମର୍ସିଆଲ କର୍ପୋରେଶନ ପକ୍ଷରୁ ଇଚିଣ୍ଡା, ତଳ କଇଁସରୀ, ଓଏମ୍‌ସି ଅଫିସ, ଓଏମସି କଲୋନୀ, ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଏହି କାର୍ଯ୍ୟ ଅନୁଷ୍ଠିତ ହୋଇଥିବା…

ନିୟନ୍ତ୍ରଣ କକ୍ଷକୁ ଆସିଛି ୮,୫୬୨ କଲ୍‌

ପୁରୀ ଅଫିସ,୧୬ା୪: ପ୍ରଥମ ପର୍ଯ୍ୟାୟ ଲକ୍‌ଡାଉନ ସମୟରେ ପୁରୀ କେୟାର୍ସ ଅଭିଯାନ ସଫଳତା ସହ ଲୋକମାନଙ୍କ ପାଖରେ ପହଞ୍ଚିପାରିଛି। କରୋନା ମୁକାବିଲା ପାଇଁ ହଠାତ୍‌ ଲକ୍‌ଡାଉନ ଘୋଷଣା ପରେ ଅଟକି ରହିଥିବା ରାଜ୍ୟ ଓ ରାଜ୍ୟ ବାହାର ଶ୍ରମିକ, ଷ୍ଟେଶନ ଓ…

ବ୍ୟାଙ୍କ ଆଗରେ ଜମାକାରୀଙ୍କ ଭିଡ଼: ଜମାଖାତାରୁ ଟଙ୍କା ଗାଏବ ଗୁଜବ

ଗୋପ,୧୬ା୪(ଡି.ଏନ.ଏ): କରୋନା ମହାମାରୀକୁ ନେଇ ଏବେ ସାରା ରାଜ୍ୟରେ ମାନ୍ଦାବସ୍ଥା ଦେଖାଦେଇଛି। ଏପରି ସ୍ଥିତିରେ ବିଭିନ୍ନ ବ୍ୟାଙ୍କରେ ଥିବା ଜମାଖାତାରୁ ସରକାର ଟଙ୍କା ଉଠାଇ ନେଉଥିବା ଭଳି ଏକ ଗୁଜବ ଗୋପ ଅଞ୍ଚଳରେ ବୁଧବାର ପ୍ରଚାରିତ ହୋଇଛି। ଫଳରେ ଶହ ଶହ…

ଭାସ୍କର୍ଯ୍ୟ କଳାରେ କରୋନା ସଚେତନତା

ପୁରୀ ଅଫିସ,୧୬ା୪: ପୁରୀର ଯୁବ ଭାସ୍କର୍ଯ୍ୟ ଶିଳ୍ପୀ ଅଜିତ କୁମାର ପରିଡ଼ା ଭାସ୍କର୍ଯ୍ୟ କଳାରେ କରୋନା ସଚେତନାର ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଘରେ ରହିବା, ମୁହଁରେ ମାସ୍କ ବାନ୍ଧିବା, ହାତକୁ ଭଲ ଭାବେ ଧୋଇବା ଏବଂ ସାମାଜିକ ଦୂରତା ରକ୍ଷା…

ଚିଲିକାରେ ମୁହାଣ ଖୋଲିବା ଆଶଙ୍କା, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ବ୍ରହ୍ମଗିରି, ୧୬ା୪(ଡି.ଏନ.ଏ): ଚିଲିକା ପାଇଁ ବିପଦ ସାଜିଛି ମାଲେସିଆର କଣ୍ଟେନର। ଏହା ଯୋଗୁ ଚିଲିକାରେ ଆଉ ଏକ ନୂଆ ମୁହାଣ ଖୋଲିବାର ଆଶଙ୍କା କରାଯାଉଛି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ଆତଙ୍କିତ ଥିବା ସମୟରେ ସ୍ଥାନୀୟ ବିଧାୟକ ଲଳିିତେନ୍ଦୁ ବିଦ୍ୟାଧର ମହାପାତ୍ର…

ତାଳଚେରରୁ ଦେଓଘର: ସାଇକେଲରେ ଫେରୁଛନ୍ତି ୭ ଶ୍ରମିକ

କେନ୍ଦୁଝର,୧୬ା୪ (ସ୍ବ.ପ୍ର.): ଦେଶରେ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଲକ୍‌ ଡାଉନ ଘୋଷଣା ହୋଇଛି। ଯିଏ ଯେଉଁଠି ଅଛନ୍ତି ସେଠାରେ ରହିବା ପାଇଁ ସରକାର ଆହ୍ବାନ କରିଛନ୍ତି। ଏହା ସତ୍ତ୍ୱେ ଅନେକ ସମୟରେ ଶ୍ରମିକମାନେ ଗାଡିରେ, ଚାଲିଚାଲି ଓ ସାଇକେଲରେ…

ଦୁଗ୍ଧଚାଷୀଙ୍କ ପେଟରେ କରୋନା ଲାତ

ସାକ୍ଷୀଗୋପାଳ, ୧୬ା୪(ଡି.ଏନ.ଏ): କରୋନା ଯୋଗୁ ସମସ୍ତଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ଗୋପାଳନ ଉପରେ ନିର୍ଭର କରି ପରିବାର ପ୍ରତିପୋଷଣ କରୁଥିବା ସତ୍ୟବାଦୀ ବ୍ଲକ ଓ ଆଖପାଖ ଅଞ୍ଚଳର ଦୁଗ୍ଧଚାଷୀ ମଧ୍ୟ ଏହାଦ୍ୱାରା ବିଶେଷ ପ୍ରଭାବିତ ହୋଇଛନ୍ତି। କ୍ଷୀର ବିକ୍ରୀ ହେଉ…

ବିପଦ ଆଣିପାରେ ରକ୍ଷାକବଚ

ଭୁବନେଶ୍ୱର, ୧୬ା୪: କରୋନା ଲଢେଇରେ ଆଗଧାଡ଼ିର ଯୋଦ୍ଧା ସାଜିଛନ୍ତି ରାଜ୍ୟର ହଜାର ହଜାର ସ୍ବାସ୍ଥ୍ୟକର୍ମୀ। ଡାକ୍ତରଙ୍କଠାରୁ ଆରମ୍ଭ କରି ନର୍ସ, ଆଟେଣ୍ଡାଣ୍ଟ୍‌ ଓ କର୍ମଚାରୀ ପ୍ରତିଦିନ ନିଜ ଜୀବନକୁ ବାଜି ଲଗାଇ ଘାତକ ଭାଇରସ୍‌ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସେବା ଜାରି ରଖିଛନ୍ତି।…

୪୦ ଛୁଇଁଲା ପାରଦ, ସକାଳୁଆ ହେଲା ଅଫିସ୍‌

ଢେଙ୍କାନାଳ ଅଫିସ, ୧୬।୪: ଢେଙ୍କାନାଳ ଜିଲାରେ ଗତ ଦୁଇଦିନ ହେଲା ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ବୁଧବାର ସହରର ତାପମାତ୍ରା ୪୦ ଛୁଇଁଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ସାଢ଼େ ୩ଟା ଯାଏ ତାତିର ପ୍ରଭାବ ପରିଲକ୍ଷିତ ହୋଇଛି। ସନ୍ଧ୍ୟାରେ ଗରମ ପବନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri