Home Left

ଜନ୍ମିତ ଶିଶୁର ନାମ ‘ସାନିଟାଇଜର୍‌’

ଲକ୍ଷ୍ନୌ: ଦେଶ ସହିତ ସମଗ୍ର ବିଶ୍ୱରେ କରୋନା ତା’ର କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ପ୍ରଥମେ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହା ମଧ୍ୟରେ ଏଭଳି ବହୁତ ବାପା-ମା କରୋନାକୁ ନେଇ ଜନ୍ମିତ ଶିଶୁର ନାମକରଣ କରୁଛନ୍ତି।…

କରୋନାକୁ ନେଇ ପିଟ୍‌ବୁଲଙ୍କ ନୂଆ ଗୀତ ରିଲିଜ୍‌

ଆମେରିକାନ ଫେମସ୍‌ ରାପର ପିଟ୍‌ବୁଲ ନିଜର ନୂଆ ସଙ୍ଗ୍‌ ରିଲିଜ୍‌ କରିଛନ୍ତି। ମହାମାରୀ କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଯେଉଁ ମୃତ୍ୟୁ ତାଣ୍ଡବ ସୃଷ୍ଟି କରିଛି, ତାକୁ ନେଇ ପିଟ୍‌ବୁଲ ତାଙ୍କର ନୂଆ ଅଡିଓ ସଙ୍ଗ୍‌ ତିଆରି କରିଛନ୍ତି। ଆଉ ଏକ…

କୋଭିଡ୍‌-୧୯ ସତ୍ତ୍ୱେ ଏସିଆନ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ ହେବ

କୁଆଲାଲମ୍ପୁର,୧୫।୪ (ଏଏଫ୍‌ପି): କୋଭିଡ୍‌-୧୯ ସଂକ୍ରମଣ ସତ୍ତ୍ୱେ ଏସିଆରେ ସବୁ ଆଗଧାଡିର ଫୁଟବଲ ଟୁର୍ନାମେଣ୍ଟଗୁଡିକ ଆୟୋଜନ ଚାଲୁ ରହିବ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଆବଶ୍ୟକ ପଡିଲେ ଟୁର୍ନାମେଣ୍ଟର ମ୍ୟାଚ୍‌ଗୁଡିକ ରୁଦ୍ଧଦ୍ୱାରରେ ଆୟୋଜନ ହେବାରେ କୌଣସି ଅସୁବିଧା ନାହିଁ ବୋଲି…

କୋଭିଡ୍‌-୧୯: ଟୁର ଡି ଫ୍ରାନ୍ସ ସ୍ଥଗିତ

ପ୍ୟାରିସ୍‌,୧୫।୪ (ଏପି): ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଟୁର ଡି ଫ୍ରାନ୍ସ ଆୟୋଜନ ହେବ ବୋଲି ଆଶା କରାଯାଉଥିଲେ ମଧ୍ୟ ଶେଷରେ ଏହାକୁ ସ୍ଥଗିତ ରଖାଯାଇଛି। ବିଶ୍ୱର ଏହି ଶ୍ରେଷ୍ଠ ତଥା ସବୁଠାରୁ ଲୋକପ୍ରିୟ ସାଇକେଲ ରେସ୍‌କୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି…

ତାମିଲ ଫିଲ୍ମର ହିନ୍ଦୀ ରିମେକ୍‌ରେ ଅଜୟ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନ୍‌ ତାନାଜୀର ସଫଳତାର ଭରପୁର ମଜା ନେଇଛନ୍ତି। ତାଙ୍କର ଏହି ଫିଲ୍ମଟି ୩୦୦ କୋଟିରୁ ଅଧିକ ଆୟ କରି ବ୍ଲକ୍‌ବଷ୍ଟର ହୋଇଯାଇଛି। ତେବେ ଏଥିମଧ୍ୟରେ ଅଜୟଙ୍କ ଆଗାମୀ ଫିଲ୍ମକୁ ନେଇ ମଧ୍ୟ ଏକ ବଡ଼ ଖବର…

ଚିନ୍ତାରେ କାକଟପୁର ବ୍ଲକ ଅଞ୍ଚଳର ଚାଷୀ: କରୋନାକୁ ନେଇ ତରଭୂଜକୁ ମୁହଁ ମୋଡୁଛନ୍ତି ଲୋକେ, ବିଲରେ ସଢୁଛି କଖାରୁ; ଜିଲାପାଳ ଦୃଷ୍ଟି ଦେବାକୁ ଦାବି

କାକଟପୁର,୧୫।୪(ଡି.ଏନ୍‌.ଏ.): ପୁରୀ ଜିଲାର କାକଟପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ଶହଶହ ଏକର ଜମିରେ ପନିପରିବା ଚାଷ ହେଉଛି। କାକଟପୁର ବ୍ଲକର କାକଟପୁର, ଅନନ୍ତପୁର, ନରଣପୁର, ଓଥକା, ସିଙ୍ଗାପଦା, ଗୋରଡି ତୋଟା, ଲତାହରଣ, ନାଶିକେଶ୍ୱର ଆଦି ଅଞ୍ଚଳରେ ହଜାର ହଜାର ଚାଷୀ ପନିପରିବା…

ଟିକ୍‌ଟକ୍‌ ଭିଡିଓ କରି ମାସ୍କର ଉଡ଼ାଉଥିଲେ ମଜା, ଏବେ ନିଜେ କରୋନା ଆକ୍ରାନ୍ତ

ସମଗ୍ର ବିଶ୍ୱକୁ ମହାମାରୀ କରୋନା ଭୂତାଣୁ ଗ୍ରାସ କରିଥିବା ବେଳେ ଟିକ୍‌ଟକ୍‌ରେ ଏକ ଭିଡିଓ ଭାଇରାଲ ହୋଇଥିଲା। ଯେଉଁଥିରେ ଜଣେ ଟିକ୍‌ଟକ୍‌ ୟୁଜର ମାସ୍କର ମଜା ଉଡ଼ାଉଥିବା ବା ଥଟ୍ଟା ପରିହାସ କରୁଥିବା ଦେଖିବାକୁ ମିଳିଥିଲା। ଯାହା ତାଙ୍କ ପାଇଁ ଏବେ…

ସୂର୍ଯ୍ୟନଗର ଆବଦ୍ଧାଞ୍ଚଳରେ ବଳବତ୍ତର ରହିଲା କଟକଣା

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜଧାନୀ ସୂର୍ଯ୍ୟନଗରରେ ଆବଦ୍ଧାଞ୍ଚଳ କଟକଣା ବଳବତ୍ତର ରହିଛି। ବିଏମ୍‌ସି ଦ୍ୱାରା ଜାରି କରାଯାଇଥିବା ପରିବର୍ତ୍ତିତ ବିଜ୍ଞପ୍ତିରେ ବୁଧବାର ଏହା ପ୍ରକାଶ ପାଇଛି। ସମ୍ପୃକ୍ତ ଅଞ୍ଚଳର ମୁଖ୍ୟ ରାସ୍ତାରୁ ସମସ୍ତ ବ୍ୟାରିକେଟ ହଟାଇ ଦିଆଯାଇଛି। ହେଲେ ସୂର୍ଯ୍ୟନଗରର ଆଭ୍ୟନ୍ତରୀଣ ଅଞ୍ଚଳକୁ…

ହାଉସ୍‌ବୋଟ୍‌ରେ ହେବ ଆଇସୋଲେଶନ୍‌ ଓ୍ବାର୍ଡ !

ଆଲପ୍ପୁଝା,୧୫।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ କେରଳରେ ବହୁବିଧ ସଚେତନତା ଏବଂ ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦିଆଯାଉଛି। କେରଳରେ ସଫଳତାର ସହିତ କରୋନା ମୁକାବିଲା ଜାରି ରହିଛି। ଫଳରେ ଏଠାରେ ନୂଆ ସଂକ୍ରମିତ ସଂଖ୍ୟାରେ ବୃଦ୍ଧି ଘଟୁ ନାହିଁ। ଆଲପ୍ପୁଝା…

ପୃଥିବୀରେ କରୋନା ସଂକ୍ରମଣ କରାଇ ବି ଚାଇନାର ମନରେ ନାହିଁ ଅବଶୋଷ: ବନ୍ଦକଲା ମେକାଙ୍ଗ୍‌ ନଦୀର ପାଣି; ୪ ଦେଶରେ ମରୁଡ଼ି !

ବେଜିଂ,୧୫।୪: ପୃଥିବୀ ସାରା କରୋନା ସଂକ୍ରମଣ କରାଇଥିବା ଚାଇନା ମନରେ ଏବେ ମଧ୍ୟ ଅବଶୋଷ ନାହିଁ। ଏହାର ପ୍ରମାଣ ପାଲଟଛି ଚାଇନାର ଅମାନବୀୟ କାର୍ଯ୍ୟ। ଚାଇନା ମେକାଙ୍ଗ୍‌ ନଦୀର ପାଣିକୁ ରୋକି ଦେଇଛି। ଏହି ନଦୀ ଥାଇଲାଣ୍ଡ୍‌, ଲାଓସ, କାମ୍ବୋଡ଼ିଆ ଏବଂ…

ଖୁବ୍‌ଶୀଘ୍ର କଳାହାଣ୍ଡିରେ କୋଭିଡ ହସ୍ପିଟାଲ: ଦିନିକିଆ ଗସ୍ତରେ ସ୍ଥିତି ସମୀକ୍ଷା କଲେ ୫-ଟି ସଚିବ, ଉନ୍ନୟନ କମିଶନର

ଭବାନୀପାଟଣା/ଧର୍ମଗଡ,୧୫।୪(ଡି.ଏନ୍‌.ଏ.): ବୁଧବାର ଦିନିକିଆ କଳାହାଣ୍ଡି ଗସ୍ତରେ ୫-ଟି ସଚିବ ଭିକେ ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଆସି ଭବାନିପାଟଣାଠାରେ ହେବାକୁ ଥିବା କୋଭିଡ ହସ୍ପିଟାଲର ସମୀକ୍ଷା କରିଛନ୍ତି। ୨୦୦ ଶଯ୍ୟା ବିଶିଷ୍ଟ ଏହି ସ୍ବତନ୍ତ୍ର କୋଭିଡ ହସ୍ପିଟାଲ କଳାହାଣ୍ଡି…

ଲକ୍‌ଡାଉନ୍‌: ଘର ଆଗରେ ବୋର୍ଡ ଲଗାଇଲେ ୬୦ ବର୍ଷୀୟା ବୃଦ୍ଧା, ଲେଖିଲେ ଅଧିକ ମଦ ଆବଶ୍ୟକ

ଓଟ୍ଟଓ୍ବା: ମହାମାରୀ କରୋନା ଭୂତାଣୁ ଯୋଗୁ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଏହି ଭୂତାଣୁ ଆଉ ବ୍ୟାପିବ ନାହିଁ। ଏଭଳି ପରିସ୍ଥିତିରେ ଲୋକଙ୍କ ନିକଟରେ ଖାଦ୍ୟପାନୀୟର ଅଭାବ ଦେଖାଦେଇଛି। କାରଣ ଅଧିକାଂଶ ଲୋକ ଗୃହବନ୍ଦୀ ଜୀବନ ବିତାଉଛନ୍ତି। ଦୋକାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri