ଯାଜପୁରରେ କେବଳ ରବିବାର ଖୋଲା ରହିବ ପାଠ୍ୟ ପୁସ୍ତକ, ଗ୍ୟାରେଜ, ବିଦ୍ୟୁତ୍ ଉପକରଣ ଦୋକାନ
ଯାଜପୁର ଅଫିସ,୧୫।୪: ଯାଜପୁର ଜିଲାର ପାଠ୍ୟ ପୁସ୍ତକ ଦୋକାନ, ଗ୍ୟାରେଜ, ବିଦ୍ୟୁତ୍ ଉପକରଣ ଆଦି ଦୋକାନ ଦୈନିକ ପରିବର୍ତ୍ତେ କେବଳ ରବିବାର ଦିନ ଖୋଲା ରହିବ। ସକାଳ ୬ ଟାରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଏହା ଖୋଲା ରହିବ ବୋଲି ଜିଲାପାଲ…
କରୋନା ସମୟରେ ମହିଳାଙ୍କୁ ରକ୍ତଦେଇ ଜୀବନ ବଞ୍ଚାଇଲେ ଯୁବକ
ବେଗୁନିଆପଡ଼ା,୧୪।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ନୂଆଗଡ଼ ଗ୍ରାମର ଲତା ବେହେରା ମଙ୍ଗଳବାର ରାତିରେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ସଙ୍ଗେ ସଙ୍ଗେ ପରିବାର ପକ୍ଷରୁ ତାଙ୍କୁ ବ୍ରହ୍ମପୁର ଏମ୍କେସିଜି ମେଡିକାଲକୁ ନିଆଗଲା। ଡାକ୍ତର ତୁରନ୍ତ ୩ ବୋତଲ ରକ୍ତ ଯୋଗାଡ଼ କରିବା…
ନିରାଡମ୍ବରରେ ପାଳିତ ହେବ ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧବାର୍ଷିକୀ, ଜାରି ରହିବ ଜୀବନବିନ୍ଦୁ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୫।୪(ବ୍ୟୁରୋ): ପ୍ରବାଦ ପୁରୁଷ ତଥା ବିଶିଷ୍ଟ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ବାର୍ଷିକୀ ଏପ୍ରିଲ ୧୭ରେ ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ କରାଯିବ। ସମଗ୍ର ମାନବ ସମାଜ କରୋନା ଭଳି ମହାମାରୀକୁ ମୁକାବିଲା କରୁଛି। ଏହାକୁ ଦୃଷ୍ଟିରେ ରଖି…
ସାବଧାନ କରୋନା ସୁପର ସ୍ପ୍ରେଡର ହୋଇପାରନ୍ତି ଷ୍ଟେରୋଏଡ୍ ନେଇଥିବା ବ୍ୟକ୍ତି !
ନୂଆଦିଲ୍ଲୀ,୧୫।୪: କରୋନା ସଂକ୍ରମଣ ନେଇ ବେଳେବେଳେ କୌଣସି ଲକ୍ଷଣ ପ୍ରକାଶ ପାଇ ନ ଥାଏ। ସମ୍ପୃକ୍ତ ବ୍ୟକ୍ତିଙ୍କ ନମୁନା ପରୀକ୍ଷା ନେଗେଟିଭ୍ ଆସିଥାଏ। ମାତ୍ର ତାଙ୍କ ଶରୀରରେ କରୋନା ଭୂତାଣୁ ରହିଥାଏ। ସେ ଅଜାଣତରେ ସୁପର ସ୍ପ୍ରେଡର ପାଲଟି ଯାଇଥାନ୍ତି। ଷ୍ଟେରୋଏଡ୍…
କରୋନା ସହାୟତା: ଡାବୁଗାଁ ଆଞ୍ଚଳିକ ବ୍ୟବସାୟୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩୧ ହଜାର ପ୍ରଦାନ
ଡାବୁଗାଁ, ୧୫।୪ (ଡି.ଏନ୍.ଏ.): କରୋନା ଭୂତାଣୁ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବିଭିନ୍ନ ମହଲରୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ଏହି କ୍ରମରେ ବୁଧବାର ନବରଙ୍ଗପୁର ଜିଲା ଡାବୁଗାଁ ଆଞ୍ଚଳିକ ବ୍ୟବସାୟୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା…
କରୋନା ସାଜିଛି କଣ୍ଟା: ଧୁରଦାରେ ଅଟକି ରହିଛନ୍ତି ବାହାର ରାଜ୍ୟ ଶ୍ରମିକ
ରାଇସୁଆଁ,୧୫ା୪(ଡି.ଏନ୍.ଏ.) : ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧିପାଉଛି। ଏହାକୁ ନେଇ ବହୁ ଦେଶରେ ଲକ୍ଡାଉନ୍ ଭଳି ନିୟମ ଲାଗୁ ହୋଇଥିବା ବେଳେ ଆମ ଦେଶରେ ମଧ୍ୟ କରୋନା ସଂକ୍ରମଣ ରୋକିବା ପାଇଁ ଲକ୍ଡାଉନ୍ ନିୟମ ଜାରି କରାଯାଇଛି।…
ଦେଶର ୪ ରାଜ୍ୟର ବାଦୁଡ଼ିଙ୍କଠାରେ କରୋନା ଭୂତାଣୁ !
ନୂଆଦିଲ୍ଲୀ,୧୫।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଦେଶର ୫ଟି ରାଜ୍ୟରେ ବାଦୁଡ଼ିଙ୍କଠାରେ କରୋନା ଭୂତାଣୁ ଥିବା ଭାରତୀୟ ଗବେଷକ ସୂଚନା ଦେଇଛନ୍ତି। ଦେଶରେ ଥିବା ଦୁଇ ପ୍ରଜାତିର ବାଦୁଡ଼ି ମଧ୍ୟରୁ ୫୮୬ ବାଦୁଡ଼ିଙ୍କର ନମୁନା ସଂଗ୍ରହ…
ଡିଭାଇଡରରେ ପିଟିହେଲା ଆମ୍ବ ବୋଝେଇ ଗାଡ଼ି, ଚାଳକଙ୍କ ଜୀବନ ଗଲା
ଛତ୍ରପୁର,୧୫ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବାଇପାସ୍ ଜାତୀୟ ରାଜପଥରେ ବୁଧବାର ଭୋର୍ ସମୟରେ ଏକ ଆମ୍ବ ବୋଝେଇ ପିକଅପ୍ ଡିଭାଇଡରରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗୋଳନ୍ଥରା ଥାନା ଅଧୀନ ଜାଗପୁରର କେ. ବାବୁ…
ସାମାଜିକ ଦୂରତ୍ୱ ରକ୍ଷା କରୁନାହାନ୍ତି ଲୋକେ: ବ୍ୟାଙ୍କ ସମ୍ମୁଖରେ ଭିଡ଼
ବରଗଡ଼ ଅଫିସ,୧୫ା୪: ମହାମାରୀ କରୋନା ଭୂତାଣୁ ପ୍ରତିହତ ପାଇଁ ସରକାର ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ଲକ୍ଡାଉନ୍ କଟକଣା ଲାଗୁ କରାଯାଇଛି। ମାତ୍ର ବାରମ୍ବାର ସଚେତନ କରିବା ସତ୍ତ୍ବେ ଲୋକେ ସେଥିପ୍ରତି ସଚେତନ ନ ଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ…
ଟଙ୍କା ଉଠାଇବା ପୂର୍ବରୁ ହାତକୁ ସାନଟାଇଜ କର: ବ୍ୟାଙ୍କ କର୍ତ୍ତୃପକ୍ଷ
ଶେରଗଡ଼, ୧୫।୪(ଡି.ଏନ୍.ଏ.): କରୋନା ଚିନ୍ତା ସମସ୍ତଙ୍କୁ ଘାରିଛି। ସରକାର ଦିନକୁ ଦିନ ନିୟମ କଡ଼ାକଡ଼ି କରୁଛନ୍ତି। ଏ ଦିଗରେ ବ୍ୟାଙ୍କ କର୍ତ୍ତୃପକ୍ଷ ମଧ୍ୟ ନିୟମ କଡ଼ାକଡ଼ି କରିଛନ୍ତି। ଟଙ୍କା ଉଠାଇବା ପାଇଁ ବ୍ୟାଙ୍କରେ ଗ୍ରାହକଙ୍କ ଲମ୍ବା ଲାଇନ ଲାଗୁଛି। ତେବେ ହାତକୁ…
ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୫୦୦ ଟଙ୍କା ଜରିମାନା
ଛତ୍ରପୁର, ୧୫।୪(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଉକ୍ତ ବ୍ୟକ୍ତିଙ୍କ ଠାରୁ ୫୦୦ ଟଙ୍କା ଜରିମାନା ଆଦାୟ କରାଯିବ। ଏ ସମ୍ପର୍କରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶନାମା ଜାରି କରିଛନ୍ତି। କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହତ…
ଭୂତାଣୁ ସଂକ୍ରମଣ ପରେ ଶରୀରର ରୋଗ ପ୍ରତିରୋଧକ ଶକ୍ତି ହୁଏ ବୃଦ୍ଧି: କରୋନା କ୍ଷେତ୍ରରେ ବି ଏହା ସମ୍ଭବ !
ଓ୍ବାଶିଂଟନ,୧୫।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ମାନବ ସମାଜରୁ ଏହି ମହାମାରୀକୁ ଦୂରେଇବା ପାଇଁ ନାନା ପ୍ରକାର ଗବେଷଣା ଜାରି ରହିଛି। ଏହି ମର୍ମରେ ହୋଇଥିବା ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି ଯେ, ସାଧାରଣତଃ ଭୂତାଣୁ ସଂକ୍ରମଣ ପରେ…
Archives


