Home Left

୨୫ ହଜାର ପିପିଇ ଦାନ କଲେ ଶାହରୁଖ

ମୁମ୍ବାଇ,୧୫।୪: କରୋନା ମୁକାବିଲା ପାଇଁ ଅଭିନେତା ଶାହରୁଖ ଖାନ୍‌ ମହାରାଷ୍ଟ୍ର ମେଡିକାଲ କର୍ମଚାରୀଙ୍କ ଲାଗି ୨୫ ହଜାର ପିପିଇ (ପର୍ସନାଲ ପ୍ରୋଟେକ୍ସିଭ ଇକ୍ୱିପ୍‌ମେଣ୍ଟ) କିଟ୍‌ ଦାନ କରିଛନ୍ତି। ଏନେଇ ମହାରାଷ୍ଟ୍ରର ଜନସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ରାଜେଶ୍‌ ଟୋପେ ସୂଚନା…

ଘରୋଇ ହିଂସା ରୋକିବାକୁ ପଦକ୍ଷେପ

କଟକ ଅଫିସ୍‌,୧୫ା୪ କରୋନା ମୁକାବିଲା ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ସେ ଲକ୍‌ଡାଉନ୍‌ ସମୟରେ ବଢୁଥିବା ଘରୋଇ ହିଂସାକୁ ନେଇ ଚିନ୍ତା ପ୍ରକଟ କରିଥିଲେ । ଘରୋଇ ହିଂସା ରୋକିବା…

ସୁରଟରେ ଦାଦନଙ୍କ ବିକ୍ଷୋଭ

ସୁରଟ,୧୫ା୪: ଲକ୍‌ଡାଉନ ଯୋଗୁ ଘରକୁ ଫେରି ନ ପାରି ଦାଦନ ଶ୍ରମିକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ବିଭିନ୍ନ ରାଜ୍ୟରେ ସରକାର ଓ ସ୍ବେଚ୍ଛାସେବୀ ସଂଗଠନଗୁଡ଼ିକ ପକ୍ଷରୁ ଖାଦ୍ୟ ଓ ଆଶ୍ରୟ ଦିଆଯାଇଥିଲେ ହେଁ ସନ୍ତୁଷ୍ଟ ନୁହନ୍ତି ଦାଦନ।…

ଲାଭ ଦେବନି ଆର୍‌ବିଆଇ ଘୋଷଣା

ଭୁବନେଶ୍ୱର, ୧୫।୪(ବ୍ୟୁରୋ): କରୋନା ପ୍ରଭାବରେ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଫଳରେ ଏବେ ସରକାରୀ, ବେସରକାରୀ କାର୍ଯ୍ୟାଳୟଠାରୁ ଆରମ୍ଭକରି ଛୋଟ, ବଡ଼ ଦୋକାନ ବଜାର ସବୁକିଛି ବନ୍ଦ କରିଦିଆଯାଇଛି। ଲକ୍‌ଡାଉନ ଘୋଷଣା ପରେ ସ୍ବଳ୍ପ ଆୟକାରୀ ଲୋକମାନେ ନିଜର ବ୍ୟାଙ୍କ…

କ୍ୱାରାଣ୍ଟାଇନ ସେଣ୍ଟରକୁ ନେଇ ସଂଘର୍ଷ

କୋଲକାତା,୧୫ା୪(ପି.ଟି.): କ୍ୱାରାଣ୍ଟାଇନ ସେଣ୍ଟର ସ୍ଥାପନକୁ ବିରୋଧ କରି ମଙ୍ଗଳବାର ପଶ୍ଚିମବଙ୍ଗ ଆସାନସୋଲ ସହରର ଚରୁଲିଆ ଅଞ୍ଚଳରେ ପୋଲିସ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଜଣେ ବରିଷ୍ଠ ଅଧିକାରୀଙ୍କ ସମେତ ୨୦ ପୋଲିସ କର୍ମଚାରୀ ଆହତ ହୋଇଥିବା ଜଣାପଡିଛି।…

ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ସକାଳ ୯ଟାରୁ ମାଡି ଆସୁଛି ପ୍ରଚଣ୍ଡ ଖରା। ଦେହ ମୁଣ୍ଡ ପୋଡି ଜଳିଯାଉଛି। କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କା ଥିବାରୁ ଲଡ୍‌କଡାଉନ କଟକଣା ପାଇଁ ଲୋକମାନେ ଘରେ ରହୁଛନ୍ତି। ଏଥିଯୋଗୁ ଲୋକମାନଙ୍କୁ ଗ୍ରୀଷ୍ମ କଷ୍ଟ ସେତେଟା ଅନୁଭୂତ ହେଉ ନାହିଁ। ତେବେ…

ଖବରକାଗଜ ଶିଳ୍ପକୁ ବଞ୍ଚାଅ: କେନ୍ଦ୍ରକୁ ଅନୁରୋଧ କଲା ଆଇଏନ୍‌ଏସ୍‌

ନୂଆଦିଲ୍ଲୀ,୧୫ା୪: ଲକ୍‌ଡାଉନ୍‌ ହେତୁ ଦେଶରେ ଆର୍ଥିକ ସଙ୍କଟ ଘନେଇବାରେ ଲାଗିଛି। କରୋନା ମାଡ଼ରେ ଖବରକାଗଜ ଶିଳ୍ପ ବହୁଳ ପ୍ରଭାବିତ ହୋଇଛି। ଅଦୃଶ୍ୟ ଭାଇରସ୍‌ ଖବରକାଗଜକୁ ମିଳୁଥିବା ବିଜ୍ଞାପନ ରାଜସ୍ବକୁ ସମ୍ପୂର୍ଣ୍ଣ ରୂପେ ଖାଇଗଲାଣି। ଏଥିଲାଗି ଏହି ଶିଳ୍ପକୁ ଅଚଳାବସ୍ଥାରୁ ଉଦ୍ଧାର କରିବା…

ଦଶମ ଶ୍ରେଣୀ ପାଇଁ ନୂଆ ସିଲାବସ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ଚଳିତ ବର୍ଷ ନବମ ଶ୍ରେଣୀରୁ ପାସ୍‌ ହୋଇ ଦଶମକୁ ଯିବାକୁ ଥିବା ପିଲାମାନେ ନୂଆ ବହି ପାଇବେ। ଅର୍ଥାତ୍‌ ଚଳିତ ବର୍ଷ ଦଶମ ଶ୍ରେଣୀ ସିଲାବସ୍‌ରେ ରାଜ୍ୟ ସରକାର ପରିବର୍ତ୍ତନ କରିଛନ୍ତି। ମୋଟ ୧୪ଟି ବିଷୟ ମଧ୍ୟରୁ ୮ଟିରେ…

ଆଇପିଏଲକୁ ନେଇ ଅନିଶ୍ଚିତତା ବଢ଼ିଲା

ନୂଆଦିଲ୍ଲୀ, ୧୫।୪- କରୋନା ଭାଇରସ ସଂକ୍ରମଣ ଜନିତ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧିକୁବଢ଼ାଇବାପରେ ଇଣ୍ଡିଆନ ପ୍ରିିମିୟର ଲିଗ୍‌(ଆଇପିଏଲ)କୁ ପୁଣି ସ୍ଥଗିତ ରଖା ଯାଇଛି । ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ମେ’…

କରୋନାରୁ ଆରୋଗ୍ୟ ହେଲେ ଫେଲାଇନି

ସାଂଘାଇ, ୧୫ା୪ (ଏଏଫ୍‌ପି)-କରୋନା ଭାଇରସ୍‌ ପାଇଁ ଚାଇନାରେ ଚିକିତ୍ସିତ ହେଉଥିବା ପୂର୍ବତନ ମାଞ୍ଚେଷ୍ଟର ୟୁନାଇଟେଡ୍‌ ଷ୍ଟାର ମାରୋନେ ଫେଲାଇନି ମଙ୍ଗଳବାର ଡାକ୍ତରଖାନା ଛାଡ଼ିଛନ୍ତି। ୩୨ ବର୍ଷୀୟ ଶାନ୍‌ଡଙ୍ଗ୍‌ ଲୁନେଙ୍ଗ୍‌ ମିଡ୍‌ଫିଲ୍ଡର ଚାଇନିଜ ସୁପର ଲିଗ୍‌ (ସିଏସ୍‌ଏଲ୍‌)ର ଏକମାତ୍ର ଖେଳାଳି ଭାବେ କରୋନା…

ପ୍ୟାକେଜ୍‌ ଆଶାରେ ଶିଳ୍ପଜଗତ

ନୂଆଦିଲ୍ଲୀ, ୧୫। ୪ : କରୋନା ଜନିତ ସଙ୍କଟକୁ କମ୍‌ କରିବା ଲାଗି ସାରା ଦେଶରେ ଲକ୍‌ଡାଉନ ଅବଧି ବୃଦ୍ଧିର ଆବଶ୍ୟକତାକୁ ଶିଳ୍ପ ଜଗତ ପକ୍ଷରୁ ସମର୍ଥନ କରାଯାଇଛି। ଏଭଳି ଏକ ପଦକ୍ଷେପର ଆବଶ୍ୟକତା ରହିଥିଲା ବୋଲି ଶିଳ୍ପଜଗତ ପକ୍ଷରୁ କୁହାଯାଇଛି।…

ଦୋହଲିଯିବ ଅର୍ଥ ବ୍ୟବସ୍ଥାର ମେରୁଦଣ୍ଡ

ମୁମ୍ବାଇ, ୧୫। ୪ : କରୋନା ଭାଇରସ ପ୍ରଭାବକୁ କମାଇବା ଲାଗି ସରକାର ଗତ ୨୧ ଦିନ ଧରି ସାରା ଦେଶକୁ ଲକ୍‌ଡାଉନ କରି ରଖିଥିଲେ। ଏବେ ମଧ୍ୟ କରୋନାର ପ୍ରଭାବ ହ୍ରାସ ହୋଇ ନ ଥିବାରୁ ଏହାର ମେ ମାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri