Home Left

ମଦ ସହ ୪ ବାଇକ ଜବତ, ୩ ଗିରଫ

ଖଲ୍ଲିକୋଟ,୧୪ା୪(ଡି.ଏନ୍‌.ଏ.)- ଖଲ୍ଲିକୋଟ ପୋଲିସ ଗୁଣ୍ଡୁରିପଲି ମାଳ ଅଞ୍ଚଳରେ ଚଢ଼ାଉ କରି ୬୦୦ ଲିଟର ଦେଶୀ ମଦ ସହ ୪ ବାଇକ ଜବତ କରି ମଦ ବିକ୍ରି ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରିଛି। ଗୁଣ୍ଡୁରିପଲିରୁ ମଦ ଧରି ଆସୁଥିବାବେଳେ କମଳାପଦର ଗ୍ରାମର…

୬୦ନଂ କରୋନା ଆକ୍ରାନ୍ତ ଝାରପଡ଼ା ନିଳାଦ୍ରିନଗରର: ଗ୍ରୋସରୀ-ପରିବା ଲାଗି ବୁଲିଛନ୍ତି କେସୁରା ବଜାର, ରସୁଲଗଡ଼ ହାଟ, ପଳାଶୁଣୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜଧାନୀରେ ଚିହ୍ନଟ ହୋଇଥିବା ଆଉ ୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଝାରପଡ଼ା ଅଞ୍ଚଳର ହୋଇଥିବା ବୁଧବାର ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସେ ୫୧ ବର୍ଷୀୟ ବ୍ୟକ୍ତି। ପୂର୍ବରୁ ଚିହ୍ନଟ ହୋଇଥିବା ୪୨ନଂ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ…

ରେଡ୍‌ଜୋନ୍‌ର ୫୨ ହଜାର ପରିବାରର ସ୍କ୍ରିନିଂ ସରିଲା

ଝାରସୁଗୁଡା ଅଫିସ,୧୪ା୪: ଝାରସୁଗୁଡା ଜିଲା ପ୍ରଶାସନ ପକ୍ଷରୁ ଝାରସୁଗୁଡା ବ୍ଲକ, ବ୍ରଜରାଜନଗର ମ୍ୟୁନିସିପାଲଟି ଓ ଲଇକେରା ବ୍ଲକକୁ ରେଡ୍‌ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। ଉପରୋକ୍ତ ଅଞ୍ଚଳକୁ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ଅଞ୍ଚଳରୁ ଟ୍ରେନ୍‌ ଓ ବସ୍‌ ଯୋଗେ ଲୋକେ…

୫୯ନଂ କରୋନା ଆକ୍ରାନ୍ତ ବମିଖାଲର ୭୫ବର୍ଷୀୟ ବୃଦ୍ଧ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜଧାନୀରେ  ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବମିଖାଲର ୩ଜଣ ହୋଇଥିବା ବେଳେ ଜଣେ ଝାରପଡ଼ା ଅଞ୍ଚଳର । ତେବେ ବମିଖାଲର ବେବିଲୋନ୍‌ ଆପାର୍ଟମେଣ୍ଟରୁ ହିଁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୭ନଂ ଆକ୍ରାନ୍ତ ଜଣେ…

୫୮ନଂ କରୋନା ଆକ୍ରାନ୍ତ ଜଣେ ମହିଳା: ଲକ୍ଷଣ ନ ଥିଲେ ହେଁ ରିପୋର୍ଟ ଆସିଛି ପଜିଟିଭ୍‌, କିମ୍ସ କୋଭିଡ୍‌ ଡାକ୍ତରଖାନା ସ୍ଥାନାନ୍ତର

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ଆଉ ୪ କରୋନା ପଜିଟିଭ୍‌ ମାମଲାଗୁଡ଼ିକ ଭୁବନେଶ୍ୱରର। ସୋମବାର ପରୀକ୍ଷା ହୋଇଥିବା ୫୬୪ଟି ନମୂନା ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି। ତେବେ ସମସ୍ତଙ୍କ ଗସ୍ତ ବିବରଣୀ ବିଷୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ତଦନୁଯାୟୀ…

ନିରାଡମ୍ବର ସହ ଆମ୍ବେଡ଼କର ଜୟନ୍ତୀ

ସମ୍ବଲପୁର, ୧୪।୪ (ବ୍ୟୁରୋ)- କରୋନା କଟକଣା ଓ ଲକ୍‌ ଡାଉନକୁ ଦୃଷ୍ଟିରେ ରଖି ସମ୍ବିଧାନ ପ୍ରଣେତା ଡା. ଭୀମରାଓ ଜୀ ଆମ୍ବେଡ଼କରଙ୍କ ଜୟନ୍ତୀ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି । ମୁଦିପଡା ଛକ ସ୍ଥିତ ପ୍ରତିମୂର୍ତ୍ତିରେ ସାମାଜିକ ଦୂରତ୍ୱ ବଜାୟ ରଖି…

୫୭ନଂ ଆକ୍ରାନ୍ତ ବେବିଲୋନ୍‌ ଆପାର୍ଟମେଣ୍ଟର: ବୁଲିଛନ୍ତି ଗଣେଷ ମଣ୍ଡପ ନିକଟ ପରିବା ଦୋକାନ, ରିଲାଏନ୍ସ ଫ୍ରେସ୍‌, ରସୁଲଗଡ଼ ହାଟ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ଆଉ ୪ କରୋନା ପଜିଟିଭ୍‌ ମାମଲାଗୁଡ଼ିକ ଭୁବନେଶ୍ୱରର। ସୋମବାର ପରୀକ୍ଷା ହୋଇଥିବା ୫୬୪ଟି ନମୂନା ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି। ତେବେ ସମସ୍ତଙ୍କ ଗସ୍ତ ବିବରଣୀ ବିଷୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହାନୁଯାୟୀ,…

୫୬ନଂ କରୋନା ଆକ୍ରାନ୍ତଙ୍କ ତଥ୍ୟ: ୧୭ଜଣଙ୍କ ସହ କୋଲକାତାରୁ ଯାଜପୁରର ସାଥୀପୁର ଆସିଥିଲେ, ମାଛ ଗାଡ଼ିରେ ପହଞ୍ଚିଥିଲେ ଗଣେଷପୁର

ଭୁବନେଶ୍ୱର,୧୪।୪(ବ୍ୟୁରୋ): ୫୬ନଂ କରୋନା ଆକ୍ରାନ୍ତ ତଥା ଯାଜପୁରରେ ବ୍ୟକ୍ତିଙ୍କ ଗସ୍ତ ବିଷୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ମାର୍ଚ୍ଚ ୨୮ ତାରିଖରେ ସେ ଏକ ଟାଟା ମ୍ୟାଜିକ୍‌ ଗାଡ଼ିରେ କୋଲକାତା ବାବୁଘାଟରୁ ଆସି ଯାଜପୁରର ସାଥୀପୁରରେ ପହଞ୍ଚିଥିଲେ। ଯାଜପୁର…

ଘରେ ବନ୍ଦୀ ହୋଇ ରହୁଛନ୍ତି କରୋନା ଯୋଦ୍ଧାଙ୍କ ୭ ବର୍ଷର ଶିଶୁ

ଭିଲଓ୍ବାରା,୧୪।୪: ରାଜସ୍ଥାନର ସରୋଜ କୁମାର କନଷ୍ଟେବଳ ଭାବେ କାମ କରନ୍ତି। ଏବେ ସେ କରୋନା ଯୋଦ୍ଧା ଭାବେ ନିଜର କାର୍ଯ୍ୟରେ ଯୋଗ ଦେଉଥିବା ବେଳେ ନିଜର ୭ ବର୍ଷ ଶିଶୁକୁ ଘରେ ତାଲା ପକାଇ ଯାଉଥିବା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି।…

ମହାରାଷ୍ଟ୍ରରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୧୨୧ ନୂଆରୋଗୀ, ସଂକ୍ରମିତଙ୍କ ସଂଖ୍ୟା ୨,୪୫୫

ମୁମ୍ବାଇ,୧୪।୪: ଚିନ୍ତା ବଢାଉଛି କରୋନା ଭାଇରସ। ମହାରାଷ୍ଟ୍ରରେ ଏହା ବେଳକୁ ବେଳ ବଢିବାରେ ଲାଗିଥିବାରୁ ଉଦ୍ଧବ ଠାକରେ ସରକାରଙ୍କ ନିଦ ହଜାଇ ସାରିଲାଣି ଏହି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୧୨୧ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା…

ସେଣ୍ଟ୍‌ ଡେଭିଡ ଚର୍ଚ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ଝାରସୁଗୁଡା ଅଫିସ,୧୪।୪: କରୋନା ମୁକାବିଲା ପାଇଁ ଝାରସୁଗୁଡ଼ାସ୍ଥିତ ସେଣ୍ଟ୍‌ ଡେଭିଡ ସିଏନ୍‌ଆଇ ଚର୍ଚ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଚର୍ଚ୍ଚର ରେଭ. ଅଭିନାଦ ନାଗ ଓ ସାମୁଏଲ ସୋନା ପ୍ରମୁଖ ଡେପୁଟି…

ବିଶ୍ରାରେ ୪୮ ଘଣ୍ଟା ବଢ଼ିଲା କଣ୍ଟେନମେଣ୍ଟ ଅବଧି

ସୁନ୍ଦରଗଡ଼, ୧୪।୪ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବିଶ୍ରାରେ ଦୁଇ ଜଣଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହେବାପରେ ଜିଲାପ୍ରଶାସନ ପକ୍ଷରୁ ଗତ ୧୨ ତାରିଖରେ ସମ୍ପୃକ୍ତ ଅଞ୍ଚଳକୁ ୪୮ଘଣ୍ଟ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଅଞ୍ଚଳଭାବେ ଘୋଷଣା କରାଯାଇଥିଲା। ମାତ୍ର ମଙ୍ଗଲବାର ଜିଲା ପ୍ରଶାସନ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri