Home Left

ଲକ୍‌ଡାଉନ: ଅନ୍‌ଲାଇନ ବିବାହରେ ସାମିଲ ହେଲେ ୨ଶହ ଅତିଥି

ଟେକ୍ସାସ,୧୪।୪: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱ ଏକ ପ୍ରକାର ଲକ୍‌ଡାଉନ୍‌ ହୋଇ ଯାଇଛି କହିଲେ ଚଳେ। ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ସଂକ୍ରମଣ ଏବେ ୨ ଶହରୁ ଊର୍ଦ୍ଧ୍ୱ ଦେଶକୁ ବ୍ୟାପି ସାରିଲାଣି। ଏବେ ଏଥିରେ ବିଶେଷ କ୍ଷତିଗ୍ରସ୍ତ…

ଲକ୍‌ଡାଉନ୍‌ରୁ ବଢ଼ିଛି ଘରୋଇ ହିଂସା: ଅଭ୍ୟାସଗତ ଅପରାଧୀଙ୍କୁ ଚିହ୍ନଟ କରିବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ମାର୍ଚ୍ଚ ୨୧ରୁ ରାଜ୍ୟରେ ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ ଲୋକମାନେ ନିଜ ନିଜ ଘରେ ରହିଛନ୍ତି। ଘରେ ରହିବା ଯୋଗୁ ପାରିବାରିକ ହିଂସା ବଢ଼ୁଥିବା ଜଣାପଡ଼ିଛି। କୋଭିଡ୍‌ ପାଇଁ ବ୍ୟସ୍ତ ଥିବା ପୋଲିସ ପାରିବାରିକ ହିଂସା ସଂକ୍ରାନ୍ତ…

କୃଷିଜାତ ସାମଗ୍ରୀ ପରିବହନରେ ଚାଷୀଙ୍କୁ ଯେପରି ଅସୁବିଧା ନ ହୁଏ: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ଚାଷୀମାନେ ଯେପରି ସେମାନଙ୍କର ଉତ୍ପାଦିତ ସାମଗ୍ରୀର ପରିବହନ ତଥା କୃଷି କାର୍ଯ୍ୟରେ କୌଣସି ଅସୁବିଧା ନ ହେବ ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସପ୍ତାହେ ମଧ୍ୟରେ ପ୍ରତି…

ବଲାଙ୍ଗୀରରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ

ବଲାଙ୍ଗୀର ଅଫିସ, ୧୪।୪: ରାଜ୍ୟ ସରକାରଙ୍କ ପକ୍ଷରୁ ବଲାଙ୍ଗୀର କିସ୍‌ କ୍ୟାମ୍ପସରେ ପ୍ରତିଷ୍ଠା କରାଯାଇଥିବା ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ମଙ୍ଗଳବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ଏ ନେଇ ଜିଲାପାଳ ଅରିନ୍ଦମ ଡାକୁଆ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି। ଏହି ହସ୍ପିଟାଲରେ…

ରମଜାନ୍‌ର ପ୍ରଥମ ୧୦ ଦିନ ଲକ୍‌ଡାଉନ୍‌ରେ: ଘରେ ରହି ପାଳନ କରିବାକୁ ସରକାର ଦେଲେ ପରାମର୍ଶ

ନୂଆଦିଲ୍ଲୀ,୧୪।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ସମୟରେ ଏପ୍ରିଲ୍‌ ୨୪ରୁ ରମଜାନ୍‌ ମାସ ଆରମ୍ଭ ହେଉଛି। ରମଜାନ୍‌ର ପ୍ରଥମ ୧୦ ଦିନ ଲକ୍‌ଡାଉନ୍‌ ମଧ୍ୟରେ…

ଜହିର ଇକବାଲଙ୍କୁ ଡେଟ୍‌ କରୁଛନ୍ତି ସୋନାକ୍ଷି !

ମୁମ୍ବାଇ: ବଲିଉଡ୍‌ ଦୁନିଆରୁ ଅଧିକାଂଶ ସମୟରେ ଏମିତି ଖବର ଆସିଥାଏ ଯେ କିଏ କାହାକୁ ଡେଟ୍‌ କରୁଛି ବୋଲି। ପୁଣି କାହାର କାହା ସହ ଆଫେୟର୍ସ ରହିଛି। ନିକଟରେ ଏମିତି ଏକ ଖବର ଆସିଥିଲା କି ନାୟିକା ସୋନାକ୍ଷି ସିହ୍ନା ଫିଲ୍ମ…

କମୁଛି ସଂକ୍ରମିତଙ୍କ ସଂଖ୍ୟା

ଥିରୁଭାନନ୍ତପୁରମ,୧୪।୪: କରୋନା ଭାଇରସ ପ୍ରଥମେ କେରଳରେ ବହୁ ସଂଖ୍ୟାରେ ଦେଖାଯାଇଥିବା ବେଳେ ଧିରେ ଧିରେ ମହାରାଷ୍ଟ୍ରରେ ବି ଏହି ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଲା। ଏବେ କିନ୍ତୁ କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା କହିଛନ୍ତି ବର୍ତ୍ତମାନ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା କମିବାରେ…

ରାଜଧାନୀରେ ଡ୍ରୋନ ଯୋଗେ ପରୀକ୍ଷାମୂଳକ ଭାବେ ବିଶୋଧନ ଆରମ୍ଭ

ଭୁବନେଶ୍ୱର, ୧୪।୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ବରରେ ଡ୍ରୋନ୍‌ ଯୋଗେ ବିଶୋଧନ କାର୍ଯ୍ୟ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଏହାକୁ ପରୀକ୍ଷାମୂଳକ ଭାବେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଆରମ୍ଭ କରିଛି। ଏ ନେଇ ବିଏମ୍‌ସି ଡେପୁଟି କମିଶନର ଶୁଭେନ୍ଦୁ ସାହୁ ସୂଚନା…

କରୋନା ସଂକ୍ରମଣ ମା’ଙ୍କ ଠାରୁ ନବଜାତକଙ୍କୁ ହେବାର ରହିଛି ବି ଆଶଙ୍କା !

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ନେଇ ଭାରତୀୟ ମେଡିକାଲ ରିସର୍ଚ୍ଚ କାଉନସିଲ୍‌ (ଆଇସିଏମ୍‌ଆର୍‌) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, କରୋନା ସଂକ୍ରମିତ ମା’ଙ୍କ ଠାରୁ ଜନ୍ମ ହେଉଥିବା ନବଜାତକଙ୍କୁ ମଧ୍ୟ ସଂକ୍ରମଣର ହେବାର ଆଶଙ୍କା ରହିଛି। ତେବେ…

ଲକ୍‌ଡାଉନ ସମୟରେ ପ୍ରଧାନମନ୍ତ୍ରୀଙ୍କୁ ଶିଶୁ ପାଇଁ କ୍ଷୀର ମାଗିଲେ ମା’: ସାହାଯ୍ୟ କଲେ ଓଡ଼ିଶା କ୍ୟାଡର ଆଇପିଏସ୍‌

ମୁମ୍ବାଇ,୧୪।୪: କରୋନା ସଂକ୍ରମଣ ଯୋଗୁ ଦେଶରେ ଚାଲିଥିବା ଲକ୍‌ଡାଉନ ଫଳରେ କିଏ କେତେ ପ୍ରକାରର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହି ସମୟରେ ଜଣେ ଅଟିଜିମ ପୀଡିତ ଶିଶୁର ମା’ଙ୍କ ଦୁଃଖକୁ ଲାଘବ କରିଛନ୍ତି ଜଣେ ଓଡ଼ିଆ ଆଇପିଏସ୍‌ ଅରୁଣ ବୋଥ୍ରା। ତାଙ୍କର…

ପିଲାଙ୍କ ଘରେ ବହି ପହଞ୍ଚାଇବେ ଶିକ୍ଷକ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୪।୪(ବ୍ୟୁରୋ): ଛାତ୍ରୀଛାତ୍ରଙ୍କ ଘରେ ପାଠ୍ୟ ପୁସ୍ତକ ପହଞ୍ଚାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କ ଘରେ ଶିକ୍ଷକମାନେ ବହି ପହଞ୍ଚାଇବେ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ସୂଚନା ଦେଇଛନ୍ତି। ପ୍ରଥମରୁ…

ଘୁଞ୍ଚିଲା ଓଜେଇଇ ପରୀକ୍ଷା: ଲକ୍‌ଡାଉଡ୍‌ ପରେ ଘୋଷଣା ହେବ ତାରିଖ

ଭୁବନେଶ୍ୱର, ୧୪।୪(ବ୍ୟୁରୋ): ମେ’ ମାସ ପ୍ରଥମ ସପ୍ତାହରେ ହେବାକୁ ଥିବା ଓଡ଼ିଶା ଜଏଣ୍ଟ୍‌ ଏଣ୍ଟ୍ରାନ୍ସ ଏଗ୍‌ଜାମିନେଶନ (ଓଜେଇଇ)କୁ ଘୁଞ୍ଚାଇ ଦିଆଯାଇଛି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍‌ଡାଉନ ଅବଧି ବୃଦ୍ଧି କରିଥିବାରୁ ମେ ପ୍ରଥମ ସପ୍ତାହରେ ଓଜେଇଇ କରିବା ସମ୍ଭବ ନୁହେଁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri