Home Left

ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ : ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୫୫

ଭୁବନେଶ୍ୱର,୧୩।୪: (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୫ରେ ପହଁଚିଛି।ସୋମବାର କରୋନା ପଜିଟିଭ ଚିହ୍ନଟ ହୋଇଥିବା ୩୫ ବର୍ଷୀୟ ଯୁବକ ଜଣଙ୍କ ବମିଖାଲ ଅଂଚଳର ହୋଇଥିବା ରାଜ୍ୟ କରୋନା ସଚେତନତା ମୁଖପାତ୍ର…

କରୋନା ମୁକାବିଲା ବୈଠକ: ଯୋଗଦେଲେ ବିଭିନ୍ନ ସମ୍ପ୍ରଦାୟ, ଲୋକ ପ୍ରତିନିଧି

ଦାରିଙ୍ଗବାଡ଼ି,୧୩।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ସଭାଗୃହରେ କରୋନା ସଂକ୍ରମଣ ପ୍ରତିହତ ଏବଂ ଏହା ସଂକ୍ରମଣ ହେଲେ ପ୍ରଶାସନ ଏବଂ ଜନସାଧାରଣଙ୍କ ଦ୍ୱାରା କ’ଣ ସବୁ ପଦକ୍ଷେପ ନିଆଯିବା ଆବଶ୍ୟକ ସେନେଇ ଆଲୋଚନା ହୋଇଯାଇଛି। ବିଡିଓ ଡ. ଜଗଦୀଶ ଷଡ଼ଙ୍ଗୀ ବୈଠକର ଉଦ୍ଦେଶ୍ୟ…

ଜଣେ ବ୍ୟକ୍ତିଙ୍କ ପାଇଁ ୧୪ଟି ଗାଁ କ୍ୱାରାଣ୍ଟାଇନ୍‌ରେ

ବନ୍ଦାଓଁ,୧୩।୪: ଉତ୍ତରପ୍ରଦେଶ ବନ୍ଦାଉଁ ଜିଲାରେ ଜଣେ ବ୍ୟକ୍ତିଙ୍କ ପାଇଁ ୧୪ଟି ଗାଁ ଏବେ କ୍ୱାରାଣ୍ଟାଇନ୍‌ରେ। ଏଥିସହ ଉକ୍ତ ଗାଁର ସୀମାକୁ ମଧ୍ୟ ସିଲ୍‌ କରାଦିଆଯାଇଥିବା ଜଣାପଡ଼ିଛି। ସୋମବାର ଏନେଇ ଜିଲା ମାଜିଷ୍ଟ୍ରେଟ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କରୋନାରେ ସଂକ୍ରମିତ ହୋଇଥିବା ବ୍ୟକ୍ତି…

ଚାଇନାରୁ ଆସିବ କୋଭିଡ-୧୯ କିଟ୍‌

ନୂଆଦିଲ୍ଲୀ,୧୩।୪: କରୋନା ଭାଇରସ ପ୍ରଥମେ ଚାଇନାରେ ଆରମ୍ଭ ହୋଇଥିବା ବେଳେ ଏବେ ଏହା ସାରା ବିଶ୍ୱରେ କାୟା ବିସ୍ତାର କରି ସାରିଲାଣି। ଏହାକୁ ନେଇ ଭାରତ ଚିନ୍ତାରେ ଥିବା ବେଳେ ଏଠାରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି।…

ତାମିଲନାଡୁରେ ବୃଦ୍ଧି ହେଲା ଲକ୍‌ଡାଉନ ଅବଧି

ଚେନ୍ନାଇ,୧୩।୪: କରୋନା ସଂକ୍ରମଣ ଏବେବି ବିଭିନ୍ନ ରାଜ୍ୟରେ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଥମେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ଲକ୍‌ଡାଉନ ଅବଧିକୁ ୩୦ ଏପ୍ରିଲ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ। ଏହାପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଧ୍ୟ…

ଲକ୍‌ଡାଉନ୍‌ରେ ଲେଖକ ହେଲେ ମାରିଜନେ

ନୂଆଦିଲ୍ଲୀ,୧୩।୪ (ପି.ଟି.): କୋଭିଡ୍‌-୧୯ ପାଇଁ ସାରା ଦେଶ ତଥା ବିଶ୍ୱରେ ଲକ୍‌ଡାଉନ ଜାରି ହୋଇଛି। ଏହି ସମୟରେ ଭାରତୀୟ ମହିଳା ହକି ଦଳର କୋଚ ଜୋଏର୍ଡ ମାରିଜନେ ନିଜ ପରିବାରଠାରୁ ହଜାର ହଜାର କିଲୋମିଟର ଦୂରରେ ରହି ବେଙ୍ଗାଲୁରୁସ୍ଥିତ ସାଇ ସେଣ୍ଟର…

କରୋନା ଭାଇରସ ଲଢ଼େଇ: ନିଜ ହସ୍ପିଟାଲ ଦାନ କଲେ ଡ୍ରୋଗ୍‌ବା

ଆବିଡଜାନ,୧୩।୪(ଏଏଫ୍‌ପି): କରୋନା ଭାଇରସ ମହାମାରୀ ବିରୋଧରେ ଚାଲିଥିବା ଲଢେଇରେ ଯୋଗଦେଇଛନ୍ତି ଆଇଭରୀ କଷ୍ଟ ଫୁଟବଲର ତଥା ପୂର୍ବତନ ଚେଲସି ଫରଓ୍ବାର୍ଡ ଡିଡିଏର ଡ୍ରୋଗବା। ସେ ଏଥିପାଇଁ ନିଜ ଦେଶ ଆଇଭରୀ କଷ୍ଟରେ ଥିବା ହସ୍ପିଟାଲକୁ ଦାନ କରିଛନ୍ତି। ଆଇଭରୀ କଷ୍ଟ ପାଇଁ…

ପୂର୍ବତନ ପେସାଦାର ଗଲ୍ଫର ସାଣ୍ଡର୍ସଙ୍କ ପରଲୋକ

ଲସ୍‌ଏଞ୍ଜେଲ୍ସ, ୧୩।୪ (ଏଏଫ୍‌ପି): ଆମେରିକୀୟ ପେସାଦାର ଗଲ୍ଫର ଡଗ୍‌ ସାଣ୍ଡର୍ସ ୮୬ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ହଷ୍ଟନ୍‌ରେ ରବିବାର ସକାଳେ ସେ ପରଲୋକ ଗମନ କରିଛନ୍ତି। ବିଶ୍ୱ ଗଲ୍ଫର ଜଣେ କିମ୍ବଦନ୍ତୀ ଖେଳାଳିଭାବେ ବିବେଚିତ ହୁଅନ୍ତି ସାଣ୍ଡର୍ସ। ପିଜିଏ ଟୁରରେ…

ବେସ୍‌ବଲ୍‌: ପୂର୍ବତନ କବ୍ସ ତାରକା ବେକେର୍ଟଙ୍କ ପରଲୋକ

ଲସ୍‌ଏଞ୍ଜେଲ୍ସ, ୧୩ା୪ (ଏଏଫ୍‌ପି): ପୂର୍ବତନ ବେସ୍‌ବଲ ତାରକା ତଥା ଚିକାଗୋ କବ୍ସ ଇନ୍‌ଫିଲ୍ଡର ଗ୍ଲେନ ବେକେର୍ଟ ରବିବାର ୭୯ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ୧୯୬୫ରୁ ୧୯୭୩ ମଧ୍ୟରେ ସେ ସେକେଣ୍ଡ ବେସ୍‌ ହିସାବରେ କବ୍ସ ତରଫରୁ ଖେଳିଥିଲେ। ଏହାପରେ ଅବସର…

ଭାରତ ଆୟୋଜନ କରିବ ଏସିଆନ ବକ୍ସିଂ ଚାମ୍ପିୟନଶିପ୍‌

ନୂଆଦିଲ୍ଲୀ,୧୩।୪ (ପି.ଟି.): ଚଳିତବର୍ଷ ନଭେମ୍ବର- ଡିସେମ୍ବରରେ ଭାରତ ଉଭୟ ପୁରୁଷ ଓ ମହିଳା ଏସିଆନ ବକ୍ସିଂ ଚାମ୍ପିୟନଶିପ୍‌ ଆୟୋଜନ କରିବ। ବକ୍ସିଂ ଜାତୀୟ ଫେଡେରେଶନ ସୋମବାର ଏ ନେଇ ସୂଚନା ଦେଇଛି। ସେତେବେଳକୁ କୋଭିଡ୍‌-୧୯ ସଂକ୍ରମଣ ନିୟନ୍ତ୍ରଣକୁ ଆସିଯାଇଥିବ ବୋଲି ଫେଡେରେଶନ…

କରୋନା ସହ ଲଢିବାକୁ ବାର୍ତ୍ତା ଦେଉଛି ଶିଶୁ

କୋଲକାତା,୧୩।୪: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଡରାଇ ଦେଇଛି। ଆମେରିକା ଭଳି ବିକାଶଶୀଳ ଦେଶ ଏବେ କରୋନା କବଳରେ ପଡି ଛଟପଟ ହେଉଥିବା ବେଳେ ଇଟାଲୀ ମଧ୍ୟ କରୋନା ଆଗରେ ନିଜର ଅସହାୟତା ଦେଖାଇଛି। ହେଲେ ଏମିତି କିଛି ଫଟୋ…

ସାନିଟାଇଜର୍‌ ଫ୍ୟାକ୍ଟ୍ରିରେ ବିସ୍ଫୋରଣ

ମୁମ୍ବାଇ,୧୩।୪: ମହାରାଷ୍ଟ୍ର ପାଲଘରର ତାରାପୁର ସ୍ଥିତ ଏକ କେମିକାଲ ଫାକ୍ଟ୍ରିରେ ସୋମବାର ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଦୀର୍ଘ ୫ କିଲୋମିଟର ପର୍ଯ୍ୟନ୍ତ ଏହାର ଶବ୍ଦ ଶୁଭିଥିଲା। ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri