ବିଭିନ୍ନ ଅଞ୍ଚଳରେ କରାଗଲା ସାନିଟାଇଜ୍
ରାଇରଙ୍ଗପୁର, ୧୩।୪(ଡି.ଏନ.ଏ.)-କରୋନା ଭୂତାଣୁ ରୋକିବା ସକାଶେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ରାଇରଙ୍ଗପୁର ସହରାଞ୍ଚଳ ସମେତ ବିଭିନ୍ନ ପୁରପଲ୍ଲୀ ଅଞ୍ଚଳର ରାସ୍ତାଘାଟକୁ ସାନିଟାଇଜ୍ କରାଯାଇଛି। ରାଇରଙ୍ଗପୁର ଦମକଳବାହିନୀ ପକ୍ଷରୁ ସୋମବାର ରାଇରଙ୍ଗପୁର ହସ୍ପିଟାଲ ପରିସରର ବିଭିନ୍ନ ରୁମ୍ ସମେତ ଏହାର ପରିସରକୁ ମଧ୍ୟ…
ଯୋଡ଼ାରେ ରନ୍ଧାଖାଦ୍ୟ, ରାଶନ ସାମଗ୍ରୀ ବଣ୍ଟନ
ଯୋଡ଼ା, ୧୩।୪ (ଡି.ଏନ.ଏ.)-ସାରାଦେଶରେ କୋଭିଡ୍ ୧୯ ମହାମାରୀ ରୂପ ନେଇିଥିବା ବେଳେ ଏହାକୁ ପ୍ରତିରୋଧ କରିବା ପାଇଁ ସରକାର ଲକଡାଉନ୍ ଘୋଷଣା କରିଛନ୍ତି। ଫଳରେ ଲୋକେ ଜୀବିକାରୁ ବଞ୍ଚିତ ହୋଇଥିବାରୁ ଖାଦ୍ୟାଭାବକୁ ଆଖି ଆଗରେ ରଖି ବହୁ ସ୍ବେଛାସେବୀ ସାମାଜିକ ସଂଗଠନ…
କରୋନା ପାଇଁ ପ୍ରଶାସନିକ କଟକଣା: ନିରାଡ଼ମ୍ବରରେ ପାଳିତ ହେଲା ମା’ ସୁନାମୁହିଁ ଯାତ୍ରା
ଭଣ୍ଡାରିପୋଖରୀ, ୧୩।୪(ଡି.ଏନ.ଏ.)-ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ନେରଡା ପଞ୍ଚାୟତ ପୁଣ୍ୟତୋୟା ବୈତରଣୀ ନଦୀ କୂଳରେ ଅବସ୍ଥିତ ପ୍ରତ୍ୟେକ୍ଷ ଦେବୀ ମା’ ସୁନାମୁହିଁ (ସୁବର୍ଣ୍ଣମୁଖୀ) ପୀଠ। ଏଠାରେ ପଣା ସଂକ୍ରାନ୍ତି ବହୁ ଧୁମ୍ଧାମ୍ରେ ପାଳନ ହୋଇଥିବାବେଳେ ଚଳିତବର୍ଷ କରୋନା ସଂକ୍ରମଣ ପାଇଁ ପ୍ରଥମଥର…
‘ଉମରାଓ ଜାନ’ ଫିଲ୍ମର ଗୀତରେ ଝୁମିଲେ ଜାହ୍ନବୀ
ମୁମ୍ବାଇ: କରୋନା ଭାଇରସକୁ ନେଇ ସାରା ଦେଶରେ ୨୧ ଦିନିଆ ଲକଡାଉନ୍ ଚାଲିଥିବା ବେଳେ ବଲିଉଡ୍ ସେଲିବ୍ରିଟିମାନେ ଏବେ ନିଜ ନିଜ ଘରେ ବନ୍ଦ ହୋଇ ରହିଛନ୍ତି। ହେଲେ ଏହି ସମୟରେ ଏମାନେ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ ଅଛନ୍ତି। ପ୍ରତିଦିନ…
ମଙ୍ଗଳବାର ଲକ୍ଡାଉନ୍କୁ ନେଇ ଦେଶବାସୀଙ୍କୁ ସମ୍ବୋଧିତ କରିବେ ମୋଦି
ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସକାଳ ୧୦ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ଏନେଇ ସେମାବାର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ଭାଇରସ୍ ସଂକ୍ରମଣକୁ ରୋକିବା ପାଇଁ ମୋଦି ସାରା ଦେଶରେ ୨୧ ଦିନିଆ ଲକ୍ଡାଉନ୍ ଘୋଷଣା କରିଥିଲେ।…
ଚିନ୍ତା ବଢାଇଛି ଆଣବିକ ବିକିରଣ ଯୋଗୁ ଲାଗିଥିବା ନିଆଁ
କିଭ,୧୩।୪: ୟୁକ୍ରେନର ଚେର୍ନୋବିଲ ଆଣବିକ କାରଖାନାର ପରିତ୍ୟକ୍ତ ଅଞ୍ଚଳରେ ଲାଗିଥିବା ନିଆଁ ଏବେ ଚିନ୍ତାର କାରଣ ପାଲଟିଛି। ଏହାକୁ ଆୟତ୍ତ କରିବାକୁ ଶହ ଶହ ଅଗ୍ନିଶମ କର୍ମଚାରୀ ସଂଘର୍ଷ ଜାରି ରଖିଛନ୍ତି। ଏହି ନିଆଁ ଉକ୍ତ ଅଞ୍ଚଳରେ ବିକିରଣ ସୃଷ୍ଟି କରୁଥିବାରୁ…
ଲକ୍ଡାଉନ କଟକଣା: ଫିକା ପଡ଼ିଲା ହନୁମାନ ଜୟନ୍ତୀ, ଓଡ଼ିଆ ନବବର୍ଷ
ବିଜେପୁର, ୧୩।୪(ଡି.ଏନ୍.ଏ.): କରୋନା (କୋଭିଡ-୧୯) ବଶ୍ବବାସୀଙ୍କର ଆଖିରୁ ନିଦ ହଜାଇ ଦେଇଛି। ଏହା ଜନଜୀବନର ଜୀବିକା ସହ ସଂସ୍କୃତି, ପରମ୍ପରାକୁ ମଧ୍ୟ ବେଶ୍ ପ୍ରଭାବିତ କରିଛି। ପବିତ୍ର ପଣାସଂକ୍ରାନ୍ତିରେ ହନୁମାନ ଜୟନ୍ତୀ ଓ ଓଡିଆ ନବବର୍ଷ ପାଳିତ ହୋଇଥାଏ। ମାତ୍ର ଚଳିତ…
ଗତ ୨୪ ଘଣ୍ଟାରେ ଦିଲ୍ଲୀ-ଏନ୍ସିଆରରେ ଦ୍ୱିତୀୟ ଥର ଭୂକମ୍ପ ଅନୁଭୂତ
ନୂଆଦିଲ୍ଲୀ,୧୩।୪: ଦିଲ୍ଲୀରେ ଲଗାତର ଦ୍ୱିତୀୟ ଦିନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୨.୭ ରହିଛି। ସୋମବାର ଦ୍ୱିପ୍ରହର ଗୋଟାଏ ୨୬ ମିନିଟ୍ରେ ମୃଦୁ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା। ତେବେ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଦିଲ୍ଲୀ ରହିଥିବା…
ସାଲେପୁର, ନିଶ୍ଚିନ୍ତକୋଇଲି ଅଞ୍ଚଳରୁ ହଟିଲା କଣ୍ଟେନମେଣ୍ଟ
କଟକ ଅଫିସ, ୧୩।୪: କଟକ ଜିଲା ସାଲେପୁର ଓ ନିଶ୍ଚିନ୍ତକୋଇଲି ଅଞ୍ଚଳରୁ କଣ୍ଟେନମେଣ୍ଟ କଟକଣାକୁ ସୋମବାର ହଟାଇ ଦିଆଯାଇଛି। ସାଲେପୁର ତହସିଲ ମିର୍ଜାପୁର ପଞ୍ଚାୟତ ୧୨ ଓ ୧୩ ନମ୍ବର ଓ୍ବାର୍ଡରୁ କଣ୍ଟେମେଣ୍ଟ ହଟାଯାଇଥିବା ବେଳେ ନିଶ୍ଚିନ୍ତକୋଇଲି ତହସିଲ ଜୟରାମପୁର ପଞ୍ଚାୟତ…
ନଏଡାରେ ସୁସ୍ଥ ହୋଇଥିବା ୨ବ୍ୟକ୍ତି ପୁଣି କରୋନା ପଜିଟିଭ୍
ନଏଡା,୧୩।୪: ଉତ୍ତରପ୍ରଦେଶର ଗୌତମ ବୁଦ୍ଧ ନଗର ଜିଲାର ୨ଜଣ ବ୍ୟକ୍ତି କରୋନାରେ ସୁସ୍ଥ ହେବା ପରେ ପୁଣି ଥରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହାପରେ ସେମାନଙ୍କୁ ଗ୍ରେଟର ନଏଡାର ଜିମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୨ଜଣ ରୋଗୀଙ୍କ ରକ୍ତ ନମୁନା ଚର୍ତୁଥ…
କରୋନାରେ ଟ୍ରମ୍ପଙ୍କ ଘନିଷ୍ଠ ବନ୍ଧୁଙ୍କ ପରଲୋକ
ଓ୍ବାଶିଂଟନ,୧୩।୪: ରିପବ୍ଲିକାନ ପାର୍ଟିର ସବୁଠାରୁ ବଡ ସପୋର୍ଟର ତଥା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ବନ୍ଧୁ ଷ୍ଟେନଲି ଚେରାଙ୍କର କରୋନା ସଂକ୍ରମଣରେ ରବିବାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେ ନ୍ୟୁୟର୍କରେ ଜଣେ ବଡ ରିୟଲ ଇଷ୍ଟେଟ ବ୍ୟବସାୟୀ ଭାବେ…
ଲେଫ୍ଟନାଣ୍ଟ ଜେନେରାଲ କେ.ପି. ଧଳସାମନ୍ତଙ୍କ ପରଲୋକ
ଭୁବନେଶ୍ୱର,୧୩।୪(ବ୍ୟୁରୋ): ଅବସରପ୍ରାପ୍ତ ସେନା ଅଧିକାରୀ ଲେଫ୍ଟନାଣ୍ଟ ଜେନେରାଲ କେ.ପି. ଧଳସାମନ୍ତଙ୍କର ସୋମବାର ସକାଳେ ପରଲୋକ ଘଟିଛି। ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ସେ କ୍ୟାନ୍ସରରେ ପୀଡ଼ିତ…
Archives


