କରୋନା କଟକଣାକୁ ଫୁ: ସନ୍ଧ୍ୟା ହେଲେ ଜମୁଛି ଲୁଡୁ, ତାସ୍ ଆସର
ଚୌଦ୍ୱାର,୧୩ା୪(ଡି.ଏନ୍.ଏ.): କରୋନା ଭଳି ମହାମାରୀରୁ ରକ୍ଷା ପାଇବା ପାଇଁ ସାରା ବିଶ୍ୱ ଆଜି ଚିନ୍ତାରେ। କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ଏହି ଭୂତାଣୁ ରୋକିବା ଦିଗରେ ସଚେତନା ହଁି ଏକମାତ୍ର ବିକଳ୍ପ ବୋଲି ବାରମ୍ବାର ପ୍ରଚାର କରୁଛନ୍ତି।…
କରୋନା ଯୋଗୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ଗଣମାଧ୍ୟମ ଶିଳ୍ପ: ସରକାରୀ ସହାୟତା ଅପରିହାର୍ଯ୍ୟ
ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଦେଖାଦେଇଛି ଆର୍ଥିକ ମାନ୍ଦାବସ୍ଥା। ଏହାଯୋଗୁ ବିଭିନ୍ନ ଗଣମାଧ୍ୟମ ଶିଳ୍ପ ଅଧିକ ପ୍ରଭାବିତ ହୋଇଛନ୍ତି। ୨୦୦ରୁ ଅଧିକ ଦେଶରେ କରୋନା ସଂକ୍ରମଣ ଯୋଗୁ ପ୍ରାୟ ୯୦ଟି ଦେଶରେ ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। ଫଳରେ ବିଭିନ୍ନ…
ଫିକା ପଡ଼ିଲା ମା’ ଗଡ଼ଚଣ୍ଡୀଙ୍କ ବିଷୁବ ମେଳା: ବିଭିନ୍ନ ମନ୍ଦିରରେ ତାଲା ପକାଇଲା ପ୍ରଶାସନ
ବନ୍ତ,୧୩ା୪(ଡି.ଏନ୍.ଏ.) : କରୋନା ଲକ୍ଡାଉନ୍ ପାଇଁ ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋସ୍ଥିତ ମା’ଗଡ଼ଚଣ୍ଡୀଙ୍କ ପୀଠରେ ମହାବିଷୁବ ମେଳା ଚଳିତବର୍ଷ ଫିକା ପଡ଼ିଛି। ପ୍ରଶାସନିକ କଟକଣା ଯୋଗୁ ଅଳ୍ପ ସମୟ ମଧ୍ୟରେ ପୂଜାକାର୍ଯ୍ୟ ଶେଷ ହୋଇଥିଲା ା ମାନସିକ ରଖିଥିବା ଭକ୍ତମାନେ…
ଜୟପୁରରେ ଶୁଭାରମ୍ଭ ହେଲା କୋଭିଡ୍ ହସ୍ପିଟାଲ
ଜୟପୁର,୧୩ା୪(ଡି.ଏନ୍.ଏ.): କୋରାପୁଟ ଜିଲାର ଏକମାତ୍ର କୋଭିଡ୍ ହସ୍ପିଟାଲ ଜୟପୁରସ୍ଥିତ ପୁରାତନ ଚିକିତ୍ସାଳୟଠାରେ ସୋମବାର ଶୁଭାରମ୍ଭ ହୋଇଛି। ଜିଲାପାଳ ମଧୁସୂଦନ ମିଶ୍ର ଏହାକୁ ଉଦ୍ଘାଟନ କରିଥିଲେ। ସରକାରଙ୍କ ଦ୍ୱାରା ପ୍ରସ୍ତୁତ ଏହି ହସ୍ପିଟାଲରେ ୧୫୦ ଶଯ୍ୟା ରହିବା ସହିତ ୩ଟି ଭେଣ୍ଟିଲେଟର ଏବଂ…
ସାମାଜିକ ଦୂରତା ରକ୍ଷାକରି ପାଳିତ ହେଲା ହନୁମାନ ଜୟନ୍ତୀ, ଓଡ଼ିଆ ନୂଆବର୍ଷ
ପାଟଣା,୧୩।୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମ ଛକସ୍ଥିତ ହନୁମାନ ମନ୍ଦିରରେ ସୋମବାର ମହାବିଷୁବ ସଂକ୍ରାନ୍ତି, ହନୁମାନ ଜୟନ୍ତୀ ଓ ଓଡ଼ିଆ ନୂଆବର୍ଷ ସକାଶେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଛି। ମହାମାରୀ କରୋନା ସଂକ୍ରମଣ ସକାଶେ ଲକ୍ଡାଉନ ଜାରି ରହିଥିବାରୁ…
ଧୂଳିଧୂଆଁରେ ପରିପୂର୍ଣ୍ଣ ଯୋଡ଼ା-ବାମେବାରୀ ରାସ୍ତା, ଜନଜୀବନ ଅସ୍ତବ୍ୟସ୍ତ: ପ୍ରତିଦିନ ଜଳ ସିଞ୍ଚନ ଦାବି
ଯୋଡ଼ା, ୧୩।୪(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ କମାରଯୋଡ଼ା ତାରିଣୀ ଛକ ଓ ବାଂଶପାଣି ଅଞ୍ଚଳବାସୀ ଧୂଳିଧୂଆଁରେ ଅସ୍ତବ୍ୟସ୍ତ ହୋଇପଡ଼ୁଛନ୍ତି। ଏ ନେଇ ସ୍ଥାନୀୟ ମହିଳାମାନେ ସୋମବାର ପୂର୍ବାହ୍ନରେ ଯୋଡ଼ା-ବାମେବାରୀ ୨ ନମ୍ବର ରାଜ୍ୟ ରାଜପଥକୁ ଅବରୋଧ କରିଥିଲେ। ପ୍ରାୟ…
କୋଭିଡ୍ ଫଣ୍ଡ୍କୁ ୩,୫୧,୧୧୧ ଟଙ୍କା ପ୍ରଦାନ: ଚେକ୍ ଗ୍ରହଣ କଲେ ଗଞ୍ଜାମ ଜିଲାପାଳ
ଶେରଗଡ଼,୧୩ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ସମ୍ମୁଖରେ ସୋମବାର ସକାଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ପହଞ୍ଚି ୩ଲକ୍ଷ ୫୧ ହଜାର ୧ ଶହ ୧୧ ଟଙ୍କାର ଏକ ଚେକ୍ ଗ୍ରହଣ କରିଛନ୍ତି। ଉକ୍ତ ଚେକ୍ ଶେରଗଡ଼ ବ୍ଲକର ସମସ୍ତ…
କରୋନା ସଂକ୍ରମଣ: ସହାୟତାର ହାତ ବଢ଼ାଇଲା ଗୁପ୍ତଚର ସଂସ୍ଥା
ତେଲଅଭିଭ୍,୧୩।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇସ୍ରାଏଲ୍ରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଠାରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ରାଜନେତା ପର୍ଯ୍ୟନ୍ତ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି। ତେବେ ଏଭଳି ପ୍ରତିକୂଳ…
ଜାଲିଆନଓ୍ବାଲା ବାଗ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି
ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜାଲିଆନଓ୍ବାଲା ବାଗ ହତ୍ୟାକାଣ୍ଡର ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏମାନଙ୍କ ବିରତ୍ୱ ଯୁଗ ଯୁଗ ଧରି ଭାରତବାସୀଙ୍କୁ ପ୍ରେରଣା ଦେବ ବୋଲି ମୋଦି କହିଛନ୍ତି। ଏହାସହ ମୋଦି ଟୁଇଟ୍ କରି କହିଛନ୍ତି ଜାଲିଆନଓ୍ବାଲା ବାଗ ଶହୀଦଙ୍କ…
ଶ୍ରୀମନ୍ଦିରରେ ପଣାସଂକ୍ରାନ୍ତି ନୀତି: ଆଜିଠୁ ନୂତନ ପାଞ୍ଜି ପ୍ରଚଳନ
ପୁରୀ ଅଫିସ,୧୩ା୪: ଶ୍ରୀମନ୍ଦିରରେ ପଣା ସଂକ୍ରାନ୍ତି ବା ମେଷ ସଂକ୍ରାନ୍ତି ଅବସରରେ ମହାପ୍ରଭୁଙ୍କ ନୀତି ସମ୍ପନ୍ନ ହୋଇଛି। ଦୈନନ୍ଦିନ ନୀତି ଅନୁଯାୟୀ, ଦ୍ୱାରଫିଟା, ମଙ୍ଗଳ ଆଳତି, ଅବକାଶ ବେଶ, ରୋଷହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳପୂଜା, ଗୋପାଳବଲ୍ଲଭ ନୀତି ହୋଇ ସକାଳ ଧୂପ ପଣାସଂକ୍ରାନ୍ତି…
କରୋନା ଆର୍ଥିକ ମାନ୍ଦାବସ୍ଥାରେ ବି ବାଜି ଲଗାଇ ଲାଭ: ୨୭୦ ଲକ୍ଷ ଡଲାର ନିବେଶ କରି ୨୬୦ କୋଟି ଡଲାର ପାଇଲେ ବିଲ୍ ଅକ୍ମ୍ୟାନ୍
ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆର୍ଥିକ ମାନ୍ଦାବସ୍ଥା ଦେଖାଦେଇଛି। ତେବେ ଜଣେ ବ୍ୟକ୍ତି ୨୭୦ ଲକ୍ଷ ଡଲାର ନିବେଶ କରି ୨୬୦ କୋଟି ଡଲାର ପାଇଛନ୍ତି। ଏହା ବିଶ୍ୱାସ ନ ହେଲେ ବି ସତ। ଏପରି ଅଭିଜ୍ଞତା ହାସଲ…
କରୋନା ପ୍ରଭାବ: କିଆରୀରେ ସଢୁଛି କାକୁଡ଼ି, ଚିନ୍ତାରେ ଚାଷୀ
ବରଗଡ଼ ଅଫିସ,୧୩।୪: କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍ଡାଉନ କଟକଣା ଲାଗୁ ହୋଇଛି। ତେବେ ଏହି କଟକଣାରେ ଚାଷୀକୁଳ ଅଧିକ ପ୍ରଭାବିତ ହୋଇଛନ୍ତି। ବଜାର ବ୍ୟବସ୍ଥା ସୁଗମ ହୋଇ ପାରି ନ ଥିବା ଯୋଗୁ ଚାଷୀଙ୍କ ପରିବା କିଆରୀରେ…
Archives


