Home Left

ହଳଦୀ ଅମଳ ପାଇଁ ଜଙ୍ଗଲରେ ବିତୁଛି ଜୀବନ: ବିକ୍ରିନେଇ ଚିନ୍ତାରେ ଚାଷୀ

ଦାରିଙ୍ଗବାଡ଼ି,୧୦।୪(ଡି.ଏନ୍‌.ଏ.)- ଏବେ କନ୍ଧମାଳରେ ହଳଦୀ ଅମଳ ସମୟ। ପ୍ରକୃଷ୍ଟ ସମୟ ବିତିଗଲେ ଚାଷୀଙ୍କୁ ହଜାର ହଜାର ଟଙ୍କାର କ୍ଷତି ସହିବାକୁ ପଡ଼ିବ। ଚାଷୀର ମେରୁଦଣ୍ଡ କୁହାଯାଉଥିବା ହଳଦୀ ଚାଷରୁ ଭଲ ରୋଜଗାର ହେଉଥିବାବେଳେ ଏବେ କରୋନା ପାଇଁ କିଭଳି ବିକ୍ରି ହେବ…

ଗିଲ୍‌ଗିଟ୍‌-ବଲ୍ଟିସ୍ତାନ-ପିଓକେରେ ବଢୁଛି କରୋନା ସଂକ୍ରମଣ: ପାକିସ୍ତାନ ସରକାରଙ୍କ ନାହିଁ ନିଘା

ଇସଲାମାବାଦ,୧୨।୪: କରୋନା ସଂକ୍ରମଣ ଯୋଗୁ ପାକିସ୍ତାନରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ଗିଲ୍‌ଗିଟ୍‌, ବଲ୍ଟିସ୍ତାନ ଏବଂ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ସଂକ୍ରମିତଙ୍କ ସଂଖ୍ୟାରେ ଅଧିକ ବୃଦ୍ଧି ଘଟୁଛି। ସରକାର ଏସମ୍ପର୍କରେ ଜାଣିଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରୁ…

ଏସ୍‌ଏଚ୍‌ଜି ଦ୍ୱାରା ଅଣ୍ଡା ଯୋଗାଣ ନିଷ୍ପତିର ପୁର୍ନବିଚାର ଦାବି: ସିଡିପିଓଙ୍କୁ ସ୍ମାରକପତ୍ର

ଦିଗପହଣ୍ଡି,୧୨ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ଅଧୀନ ୨୬୭ ଅଙ୍ଗନୱାଡ଼ି କେନ୍ଦ୍ରକୁ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀମାନଙ୍କ ଦ୍ୱାରା ଅଣ୍ଡା ଯୋଗାଣ କରିବାକୁ ପ୍ରଶାସନିକ ନିଷ୍ପତ୍ତିର ପୁନର୍ବିଚାର ପାଇଁ ବ୍ଲକ ଅଙ୍ଗନୱାଡ଼ି କର୍ମୀ ସଂଘ ପକ୍ଷରୁ ଦାବି କରାଯାଇଛି। ସଂଘର ସଭାନେତ୍ରୀ ବନିତା ପାତ୍ର…

ଯୋଗାଣ ସହାୟକଙ୍କୁ ଆକ୍ରମଣ, ଜଣେ ଗିରଫ

ଭଞ୍ଜନଗର,୧୨।୪(ଡି.ଏନ.ଏ)- ଜଗନ୍ନାଥପ୍ରସାଦ ବ୍ଲକ ତାରସିଂ ଯୋଗାଣ ସହାୟକ ଚିନ୍ମୟ ନାୟକଙ୍କୁ ଶନିବାର ବାରଦଣ୍ଡାର ରଞ୍ଜିତ ପ୍ରଧାନ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ନଂ.୬୯।୨୦ରେ ଏକ ମାମଲା ରୁଜୁକରି ଅଭିଯୁକ୍ତ ରଞ୍ଜିତଙ୍କୁ ଗିରଫ କରିଛି। ଚିନ୍ମୟଙ୍କ ଘର ତାରସିଂ ପଞ୍ଚାୟତ…

ମୃତ ବ୍ୟକ୍ତିଙ୍କ ଜମି ବିକ୍ରି, ଲେଖାଳୀ ସମେତ ୩ ଗିରଫ

ଭଞ୍ଜନଗର,୧୨।୪(ଡି.ଏନ.ଏ)- ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ କୁପାଟି ଗ୍ରାମର ମୃତ ବାଞ୍ଛାନିଧି ବାଗ୍‌ଙ୍କ ଜମିଙ୍କୁ ସମ୍ପୃକ୍ତ ଗ୍ରାମର ହେମନ୍ତ ବାଗ୍‌ ନକଲି କାଗଜପତ୍ର ପ୍ରସ୍ତୁତ କରି ଭୁବନେଶ୍ୱରର ଜଣେ ବ୍ୟକ୍ତିଙ୍କୁ ୨୦୧୬ରେ ବିକ୍ରି କରି ଦେଇଥିଲେ। ବାଞ୍ଛାନିଧିଙ୍କ ଝିଅ ଜାନକି…

ଆମ୍ବ ତୋଟାରେ କ୍ୱାରାଣ୍ଟାଇନ୍‌

ପାତ୍ରପୁର,୧୨ା୪(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ବାଦପୁର ପଞ୍ଚାୟତ ଦେଶାରୀ ଗ୍ରାମର ପରିକ୍ଷୀତ ନାଇକ ନେଲୁରରୁ ଚାଲିଚାଲି ଗତ ଶୁକ୍ରବାର ଗ୍ରାମରେ ପହଞ୍ଚତ୍ଥିଲ। ଅଙ୍ଗନଓ୍ବାଡି କର୍ମୀ ତାଙ୍କୁ ନେଇ ପାତ୍ରପୁର ମେଡିକାଲରେ ସ୍ବାସ୍ଥ୍ୟ ପରୀକ୍ଷା ସହ ବିଡ଼ିଓ, ବିଇଓ, ସିଡ଼ିପିଓ ପ୍ରମୁଖଙ୍କୁ ଜଣାଇଥିଲେ। କିନ୍ତୁ…

ପଡ଼ା, ପୋଲିସକୁ ନାକେଦମ କଲେ ଯୁବକ: ଭୟରେ ଘର ଛାଡ଼ି ପଳାଇଲେ ପରିବାର ଲୋକେ

ସମ୍ବଲପୁର, ୧୨।୪ (ବ୍ୟୁରୋ) ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳକୁ ଜଣେ ୩୫ ବର୍ଷିୟ ଯୁବକ ହାଇଦ୍ରାବାଦରୁ ଫେରିଛନ୍ତି । ଏହାକୁ ନେଇ ପଡାବାସୀଙ୍କ ସହ ପୋଲିସ ନାକେଦମ ହୋଇଛି। ସମ୍ପୃକ୍ତ ଯୁବକ ସରକାରଙ୍କ ନୀତି ନିୟମ ଓ କଟକଣା ପାଳନ…

ଚିନ୍ତା ବଢ଼ାଇଛି ବିଳମ୍ବ ରିପୋର୍ଟ

ସମ୍ବଲପୁର, ୧୨।୪ (ବ୍ୟୁରୋ): ସମଗ୍ର ରାଜ୍ୟର ବିଭିନ୍ନ ଜିଲାରେ କରୋନା ଭୂତାଣୁ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପଶ୍ଚିମ ଓଡିଶାର କଳାହାଣ୍ଡି ଓ ସୁନ୍ଦରଗଡ ଜିଲାରେ ୨ଟି ଲେଖାଏଁ ପଜିଟିଭ ରିପୋର୍ଟ ପ୍ରକାଶ ପାଇଛି । ଏହାକୁ ନେଇ…

ଅନ୍‌ଲାଇନ୍‌ ଚେସ୍‌ରୁ ସାଢ଼େ ୪ ଲକ୍ଷ ଟଙ୍କା ସଂଗ୍ରହ

ଚେନ୍ନାଇ,୧୨।୪(ପି.ଟି.)-ପୂର୍ବତନ ବିଶ୍ୱଚାମ୍ପିୟନ ବିଶ୍ୱନାଥନ ଆନନ୍ଦଙ୍କୁ ନେଇ ଆୟୋଜିତ ହୋଇଥିବା ଅନ୍‌ଲାଇନ୍‌ ଚେସ୍‌ ପ୍ରଦର୍ଶନୀରୁ ୪.୫ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କରାଯାଇଛି। କୋଭିଡ୍‌-୧୯ ମୁକାବିଲା ପାଇଁ ଏହି ଅର୍ଥ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ପଣ୍ଡକୁ ପ୍ରଦାନ କରାଯିବ। ଆନନ୍ଦଙ୍କ ସମେତ ଏହି ଟୁର୍ନାମେଣ୍ଟରେ ଭାରତର…

ମୋଟରସ୍ପୋଟର୍‌ସ କିମ୍ବଦନ୍ତୀ ମୋସ୍‌ଙ୍କ ପରଲୋକ

ଲଣ୍ଡନ,୧୨।୪ (ଏଏଫ୍‌ପି)-ମୋଟରସ୍ପୋଟର୍‌ସର କିମ୍ବଦନ୍ତୀ ଷ୍ଟର୍ଲିଂ ମୋସ୍‌ ୯୦ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ଦୀର୍ଘ ଦିନର ଅସୁସ୍ଥତା ପରେ ଏହି ବ୍ରିଟିଶ ଡ୍ରାଇଭରଙ୍କ ଦେହାନ୍ତ ହୋଇଛି ବୋଲି ତାଙ୍କ ସ୍ତ୍ରୀ ରବିବାର ଘୋଷଣା କରିଛନ୍ତି। ମୋସ କେବେବି ଫର୍ମୁଲା-୧ ଟାଇଟଲ ହାସଲ…

ରିଲିଫ ପାଣ୍ଠିକୁ ଶୀତଳଷଷ୍ଠୀ ମିଳିତ କ୍ରିୟାନୁଷ୍ଠାନ କମିଟିର ଦାନ

ସମ୍ବଲପୁର,୧୨।୪(ବ୍ୟୁରୋ): ସମ୍ବଲପୁର ଶୀତଳଷଷ୍ଠୀ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ରବିବାର ମିଳିତ କ୍ରିୟାନୁଷ୍ଠାନ କମିଟିର କର୍ମକର୍ତ୍ତା ବରଗଡ ଏମ୍‌ପି ସୁରେଶ ପୂଜାରୀଙ୍କୁ ଏହି ଚେକ୍‌ ପ୍ରଦାନ…

କରୋନାକୁ ହରାଇ ଘରକୁ ଫେରିଲେ ବୋରିସ୍‌ ଜନସନ୍‌: କିଛି ଦିନ ବିଶ୍ରାମ ପରେ କାର୍ଯ୍ୟରେ ଦେବେ ଯୋଗ

ଲଣ୍ଡନ,୧୨।୪: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ କରୋନାକୁ ପରାଜିତ କରି ସୁସ୍ଥ ହୋଇ ରବିବାର ଘରକୁ ଫେରିଛନ୍ତି। କିଛି ଦିନ ବିଶ୍ରାମ ପରେ ସେ କାର୍ଯ୍ୟରେ ଯୋଗଦେବେ ବୋଲି କୁହାଯାଉଛି। ୫୫ ବର୍ଷ ବୟସ୍କ ବୋରିସ୍‌ଙ୍କ ଠାରେ କରୋନା ସଂକ୍ରମଣ ଚିହ୍ନଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri