ସୋମବାର ଝାରସୁଗୁଡ଼ା ଆସିବେ ଡିଜିପି
ଝାରସୁଗୁଡା ଅଫିସ,୧୨।୪- ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ( ଡିଜିପି) ଅଭୟ ସୋମବାର ଝାରସୁଗୁଡା ଜିଲା ଗସ୍ତରେ ଆସିବେ। ଏ ନେଇ ଝାରସୁଗୁଡା ଜିଲା ଆରକ୍ଷୀ ଅଧିକ୍ଷକ ଅଶ୍ୱିନୀ କୁମାର ମହାନ୍ତି ରବିବାର ସୂଚନା ଦେଇଛନ୍ତି। ଏହି ଗସ୍ତ କାଳରେ ଅପରାହ୍ନ ୨ଟା ୩୦ରୁ…
ନେପାଳରେ ଥିବା ୩ ଭାରତୀୟ କରୋନାରେ ସଂକ୍ରମିତ
ବିରଗୁଞ୍ଜ,୧୨।୪: ନେପାଳର ବିରଗୁଞ୍ଜ ସହରରେ ରହୁଥିବା ୩ ଭାରତୀୟ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ରବିବାର ସୂଚନା ମିଳିଛି। ହେତଉଦରେ ଥିବା ଏକ ଲ୍ୟାବ୍ରେ ଟେଷ୍ଟ କରାଯିବା ପରେ ୩ ଜଣଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ଏହାପରେ ଏମାନଙ୍କର…
କରୋନା ସଙ୍କଟ: କାମରେ ଯୋଗ ଦେଉନାହାନ୍ତି ୨୩୪ ଡାକ୍ତର!
ପାଟନା,୧୨।୪: କରୋନା ଭାଇରସକୁ ମୁକାବିଲା କରିବାକୁ ଡାକ୍ତର, ନର୍ସଙ୍କର ବିଶେଷ ଭୂମିକା ଥିବା ବେଳେ ବିହାରରେ କିନ୍ତୁ ଏଥିରେ କିଛି ମାତ୍ରାରେ ବ୍ୟତିକ୍ରମ ଦେଖାଦେଇଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏବେ ବିହାରର ପାଖାପାଖି ୯ଟି ମେଡିକାଲ କଲେଜ ହସ୍ପିଟାଲର…
ଇନଷ୍ଟାଗ୍ରାମରେ କାଜଲଙ୍କର ୧ କୋଟି ଫଲୋୟର୍ସ
ମୁମ୍ବାଇ: ସୋସିଆଲ ମିଡିଆରେ ବଲିଉଡ୍ ସେଲିବ୍ରିଟିଙ୍କର ରହିଛନ୍ତି କୋଟି କୋଟି ପ୍ରଶଂସକ। ତେବେ ନିକଟରେ ଅଭିନେତ୍ରୀ କାଜଲଙ୍କର ଇନଷ୍ଟାଗ୍ରାମ ଫଲୋୟର୍ସଙ୍କ ସଂଖ୍ୟା ୧ କୋଟି ଅତିକ୍ରମ କରିଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। କାଜଲ ଇନଷ୍ଟାଗ୍ରାମରେ ତାଙ୍କ ଅଭିନୀତ ଫିଲ୍ ‘କଭି…
ପୋଲିସ ଉପରେ ଆକ୍ରମଣ: କଟିଲା ଏଏସ୍ଆଇଙ୍କ ହାତ
ଚଣ୍ଡିଗଡ଼,୧୨।୪: କରୋନା ଭାଇରସକୁ ନେଇ ପଞ୍ଜାବ ସରକାର ରାଜ୍ୟରେ ଲକ୍ଡାଉନ ସହ କର୍ଫ୍ୟୁ ଘୋଷଣା କରିଛନ୍ତି। ଏହି ସମୟରେ ବାହାରକୁ ବାହାରିବାରେ କଟକଣା ରହିଛି। ହେଲେ ରବିବାର ସକାଳୁ ଜଣେ ବ୍ୟକ୍ତି ପରିବା କିଣିବା ପାଇଁ ଆସିଥିବା ବେଳେ ପୋଲିସ ତାଙ୍କୁ…
ରାଜ୍ୟରେ ଜଣେ ନ ଥିଲେ କରୋନା ପଜିଟିଭ ଏବେ କିନ୍ତୁ ସଂକ୍ରମିତଙ୍କ ସଂଖ୍ୟା ୨୯
ଗୁଆହାଟୀ,୧୨।୪: କରୋନା ଭାଇରସ କେତେବେଳେ କେଉଁଠି କିଭଳି ତାଣ୍ଡବ ରଚୁଛି ତାହା ବୁଝିବା କଷ୍ଟକର ବ୍ୟାପାର ପାଲଟିଯାଇଛି। କରୋନା ସଂକ୍ରମଣରେ ଆମେରିକା ଭଳି ବିଶ୍ୱର ଶକ୍ତିଶାଳୀ ଦେଶ ନିଜକୁ ଅସହାୟ ମଣୁଥିବା ବେଳେ ଏବେ ଏହି ଭାଇରସକୁ ସାରା ପୃଥିବୀ ଏକ…
ରାଜ୍ୟରେ ନାହାନ୍ତି ସ୍ବାସ୍ଥ୍ୟମନ୍ତ୍ରୀ: କୋଭିଡ-୧୯କୁ ନେଇ ମତ ରଖିଲେ କମଳନାଥ
ଭୋପାଳ,୧୨।୪: ମଧ୍ୟପ୍ରଦେଶ ଏକମାତ୍ର ରାଜ୍ୟ ଯେଉଁଠି ଏବେ କେହି ସ୍ବାସ୍ଥ୍ୟମନ୍ତ୍ରୀ ଓ ସ୍ବରାଷ୍ଟ୍ରମନ୍ତ୍ରୀ ନାହାନ୍ତି ବୋଲି ରବିବାର କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥ। ରାଜ୍ୟରେ କରୋନା ସଂକ୍ରମଣକୁ ଲକ୍ଷ୍ୟ କରି ସେ କହିଛନ୍ତି, ରାହୁଲ ଗାନ୍ଧୀ…
୨୨ ଦିନର ଶିଶୁକୁ କୋଳରେ ଧରି ଅଫିସ ଆସିଲେ ଆଇଏଏସ୍ ଅଫିସର
ବିଶାଖାପଟନମ,୧୨।୪: କରୋନା ସଙ୍କଟ ସମୟରେ ପୋଲିସ, ଡାକ୍ତର ଓ କେତେଜଣ ଅଧିକାରୀଙ୍କ ମାନବିକତାର ଚିତ୍ର ଗୋଟିଏ ପରେ ଗୋଟିଏ ସାମ୍ନାକୁ ଆସୁଛି। ଏମାନେ ନିଜ ଘର ପରିବାର ଛାଡି ସମାଜର ଚିନ୍ତା କରୁଛନ୍ତି। ଏମିତି ଜଣେ ମହିଳା ଆଇଏଏସ୍ ଅଫିସରଙ୍କ କଥା…
ଇନ୍ଦୋରରେ ଫସିଛନ୍ତି ୧୫ ଓଡ଼ିଆ ଶ୍ରମିକ, ଭିଡିଓ ଯୋଗେ ରନ୍ଧାଖାଦ୍ୟ ଯୋଗାଇବାକୁ କଲେ ନିବେଦନ
ବରଗଡ଼ ଅଫିସ,୧୨ା୪ : ଲକ୍ଡାଉନ୍ ଯୋଗୁ ଇନ୍ଦୋର(ଅହମଦାବାଦ)ରେ ୧୫ ଜଣ ଓଡ଼ିଆ ଶ୍ରମିକ ଫସି ରହିଥିବା ସୂଚନା ମିଳିଛି । ସେଠାରେ ଫସି ରହିଥିବା ଶ୍ରମିକମାନେ ହେଲେ, ରଘୁ ବାଗ, ଗଣେଶ ପ୍ରଧାନ, ସୁଶାନ୍ତ କୁମାର ସାମଲ, କିଶନ ଶର୍ମା, ବଲରାମ…
ଲକ୍ଡାଉନ: ଅଭାବ ପଡିଲାଣି ଗୃହପାଳିତ ପ୍ରାଣୀଙ୍କ ଖାଦ୍ୟ
ମୁମ୍ବାଇ,୧୨।୪: କରୋନା ଭାଇରସ ପାଇଁ ଦେଶରେ ୨୧ ଦିନିଆ ଲକ୍ଡାଉନ ଘୋଷଣା କରାଯାଇଥିବା ବେଳେ ସବୁଠି କିନ୍ତୁ ଲୋକଙ୍କୁ ଜରୁରୀ ସାମଗ୍ରୀ ଯୋଗାଇ ଦିଆଯାଇଥିଲା। ଏବେ କିନ୍ତୁ ମୁମ୍ବାଇରେ ଗୃହପାଳିତ ପ୍ରାଣୀଙ୍କ ପାଇଁ ଖାଦ୍ୟର ଅଭାବ ପଡିଥିବା ଦେଖାଗଲାଣି। ଏହି ଖାଦ୍ୟ…
ଆମେରିକା, ଚାଇନାଠାରୁ ଭାରତରେ କରୋନା ମୃତ୍ୟୁହାର ଅଧିକ !
ନୂଆଦିଲ୍ଲୀ,୧୨।୪: କରୋନା ଭାଇରସ ଏବେ ୨ଶହରୁ ଊର୍ଦ୍ଧ୍ୱ ଦେଶକୁ ତା’ କବଳକୁ ନେଇ ସାରିଥିବା ବେଳେ ଭାରତ ମଧ୍ୟ ଏଥିରୁ ବାଦ୍ ପଡିନାହିଁ। ଚାଇନାରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ଆମେରିକାକୁ ତା’ର ଠିକଣା କରି ନେଇଛି। ଏବେ ଆମେରିକାରେ…
‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍: କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବରଗଡ଼ ପୌରପରିଷଦ
ବରଗଡ଼ ଅଫିସ,୧୨ା୪: ମହାମାରୀ କରୋନା ଭୂତାଣୁ ପ୍ରତିହତ ପାଇଁ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ଲକ୍ଡାଉନ୍ କଟକଣା ମଧ୍ୟ ଲାଗୁ କରାଯାଇଛି। ମାତ୍ର ମାଛ, ମାଂସ, ପରିବା ବଜାରଠାରୁ ଆରମ୍ଭ କରି ରାଶନ ବଣ୍ଟନ ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ…
Archives


