ଶିକ୍ଷକଙ୍କ ଘରକୁ ଯିବ ନବମ ପରୀକ୍ଷା ଖାତା: ସ୍କୁଲ୍ରୁ ଅଭିଭାବକ ଘରକୁ ନେବେ ବହି
ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ପାଇଁ ସବୁ କ୍ଷେତ୍ର ପ୍ରଭାବିତ ହୋଇଛି। ଏଥିପଯୋଗୁ ସ୍କୁଲ୍, କଲେଜ ବନ୍ଦ ରହିଥିବାରୁ ପିଲାଙ୍କ ପାଠପଢ଼ା ଓ ପରୀକ୍ଷା ଗୁରୁତର ବାଧାପ୍ରାପ୍ତ ହୋଇଛି। ଅନେକ ପରୀକ୍ଷାକୁ ବନ୍ଦ କରାଯିବା ସହିତ କିଛି ପରୀକ୍ଷାକୁ ସ୍ଥଗିତ ମଧ୍ୟ ରଖାଯାଇଛି।…
‘ମୁକାବିଲା ପାଇଁ ସଚେତନତାକୁ ଗୁରୁତ୍ୱ’
ଭୁବନେଶ୍ୱର,୧୨।୪(ବ୍ୟୁରୋ): କୋଭିଡ୍-୧୯ ସଂକ୍ରମଣ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ ସଚେତନତା ସୃଷ୍ଟି ଏବଂ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମଗୁଡ଼ିକୁ ରାଜ୍ୟ ସରକାର ଅଗ୍ରାଧିକାର ଦେଉଛନ୍ତି। ଏଥିପାଇଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ପ୍ରତିନିିଧିମାନଙ୍କୁ ଅବଗତ କରାଇବା ପାଇଁ ଗତ ମାର୍ଚ୍ଚ ୧୯, ୨୦ ଓ ୨୧ ତାରିଖରେ ଗ୍ରାମପଞ୍ଚାୟତ,…
ତାସ୍ ନ ଖେଳିବାକୁ ବାଗ୍ଚୀଙ୍କ ପରାମର୍ଶ
ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତ୍ୱ ହେଉଛି ବଡ଼ ଅସ୍ତ୍ର। ରାଜ୍ୟ ସରକାର ବାରମ୍ବାର ଏହାକୁ ଗୁରୁତ୍ୱ ଦେଉଥିବାବେଳେ ଅନେକ ପାଳନ କରୁନାହାନ୍ତି। ଲକ୍ଡାଉନ୍ ସମୟରେ ବିଶେଷକରି ଗ୍ରାମାଞ୍ଚଳରେ ତାସ୍ ଖେଳ ଆସର ଜମିଥିବା ଖବର ସରକାରଙ୍କ…
ବିନା ଲକ୍ଷଣରେ ବି ରହିପାରେ ଭୂତାଣୁ: ୩୫ ଆକ୍ରାନ୍ତ ପାଖରେ ଦେଖାଯାଉନି ସାଧାରଣ ଲକ୍ଷଣ; ଲକ୍ଡାଉନ୍ ପାଇଁ ମିଳିଛି ସଫଳତା
ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଛି। ଏହାକୁ ନେଇ ଚିନ୍ତା ବଢ଼ିଥିଲେ ମଧ୍ୟ ଇତିମଧ୍ୟରେ ୧ ୨ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଖବର ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଦେଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସମୁଦାୟ…
ପୁନଃ ନିର୍ଦ୍ଦେଶନାମା ଜାରି କଲା ସାଧାରଣ ପ୍ରଶାସନ ବିଭାଗ: କ୍ରିଟିକାଲ ବିଭାଗରେ ୫୦%, ପାର୍ସିଆଲି କ୍ରିଟିକାଲ ବିଭାଗରେ ୧୦% କର୍ମଚାରୀ କାର୍ଯ୍ୟାଳୟ ଆସିବେ
ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା(କୋଭିଡ୍-୧୯)ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ କାର୍ଯ୍ୟାଳୟଗୁଡ଼ିକରେ କର୍ମଚାରୀଙ୍କ ସଂଖ୍ୟା ହ୍ରାସ କରିଛନ୍ତି। ପୂର୍ବରୁ ସମସ୍ତ ବିଭାଗକୁ ୩ଟି ବର୍ଗ(କ୍ରିଟିକାଲ, ପାର୍ସିଆଲି କ୍ରିଟିକାଲ ଏବଂ ନନ୍ କ୍ରିଟିକାଲ)ରେ ବିଭକ୍ତ କରିଥିଲେ। କ୍ରିଟିକାଲ ବର୍ଗରେ ଆସୁଥିବା ବିଭାଗର କର୍ମଚାରୀମାନେ…
ହିତାଧିକାରୀଙ୍କୁ ମାଗଣାରେ ଡାଲି, ଚାଉଳ ସହାୟତା
ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ଯୋଗୁ ଓଡ଼ିଶା ସମେତ ସାରା ଦେଶରେ ଲକ୍ଡାଉନ୍ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଭୁକ୍ତ ହିତାଧିକାରୀମାନଙ୍କୁ…
ମାଛ ଉପରୁ ହଟିଲା ଲକ୍ଡାଉନ କଟକଣା
ଭୁବନେଶ୍ୱର,୧୨।୪(ବ୍ୟୁରୋ): କୋଭିଡ-୧୯ ସଂକ୍ରମଣ ଆଶଙ୍କାକୁ ଦେଖି କେନ୍ଦ୍ର ସରକାର ସମଗ୍ର ଦେଶରେ ଲକ୍ଡାଉନ ଜାରି କରିଛନ୍ତି। ଏଥିଯୋଗୁ ମତ୍ସ୍ୟ ଉତ୍ପାଦନ ଓ ବ୍ୟବସାୟ ଗଭୀର ଭାବେ ପ୍ରଭାବିତ ହୋଇଛି। ମତ୍ସ୍ୟଜୀବୀଙ୍କ ଜୀବିକା ଉଜୁଡି ଯାଇଛି। ଅନ୍ୟରାଜ୍ୟରୁ ଓଡ଼ିଶାକୁ ମାଛ ଆମଦାନୀ ବନ୍ଦ…
ଗରିବଙ୍କୁ ୨୮ ହଜାର କୋଟିର ସହାୟତା
ନୂଆଦିଲ୍ଲୀ,୧୨।୪: କୋଭିଡ୍-୧୯ ଯୋଗୁ ସାରା ଦେଶରେ ଉପୁଜିଥିବା ଲକ୍ଡାଉନ ସ୍ଥିତିରେ ଏବେ ଲୋକମାନେ ହଇରାଣ ହେଉଛନ୍ତି। ବିଶେଷକରି ଅଣସଙ୍ଗଠିତ କ୍ଷେତ୍ରରେ କାମ କରୁଥିବା ଶ୍ରମିକ ଏବଂ ଗରିବ ଲୋକମାନେ ଲକ୍ଡାଉନ ସମୟରେ ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି ସରକାର…
କୃନାଲ, ହାର୍ଦ୍ଦିକଙ୍କ ପ୍ରତିଭାକୁ ଚିହ୍ନିଥିଲେ ରାଇଟ୍
ନୂଆଦିଲ୍ଲୀ, ୧୨।୪-ପାଣ୍ଡ୍ୟା ବ୍ରଦର୍ସଭାବେ ପରିଚିତ କୃନାଲ ଏବଂ ହାର୍ଦ୍ଦିକ ଭାରତୀୟ କ୍ରିକେଟରେ ଦୁଇ ପରଚିତ ନାମ। ଦୁହେଁ ଅଲରାଉଣ୍ଡର। କୃନାଲ ସ୍ପିନର ହୋଇଥିବାବେଳେ ହାର୍ଦ୍ଦିକ ମିଡିୟମ ପେସର। ତେବେ ଫର୍ମରେ ଥିବାବେଳେ କଷ୍ଟସାଧ୍ୟ ପରିସ୍ଥିତିରେ ବିସ୍ଫୋରକ ବ୍ୟାଟିଂ କରି ଦଳକୁ ବିପଦରୁ…
ଦିଅର ଠେଙ୍ଗାମାଡରେ ଭାଉଜ ଜୀବନ ଗଲା
ଦେବଗଡ,୧୧ା୪(ଡି.ଏନ.ଏ):ଦେବଗଡ ଥାନା ଅଧୀନ ସାନ ଶିରଡିହି ଗ୍ରାମରେ ଦିଅରର ଠେଙ୍ଗାମାଡରେ ଭାଉଜଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ସ୍ବର୍ଗତ ବିଜୟ ବାଙ୍କିରାଙ୍କ ସ୍ତ୍ରୀ ଶନିବାରୀ ବାଙ୍କିରା (୫୦)। ଏ ନେଇ ଶନିବାରୀଙ୍କ ପୁଅ କଙ୍କରୁ (୨୩) ଲିଖିତ ଅଭିଯୋଗ…
ବିଷ ପିଇ ଜୀବନ ହାରିଲେ ଚାଷୀ
ଟିଟିଲାଗଡ଼, ୧୧।୪ (ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ରିଗଡୁଲ ଗ୍ରାମର ଚାଷୀ ନେପାଲ ରଣା(୩୦) ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ସେ ଫସଲରେ ଦିଆଯାଉଥିବା କୀଟନାଶକ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ…
ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା
ବୌଦ୍ଧ,୧୧।୪(ସ୍ବ.ପ୍ର): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଛତରଙ୍ଗ ପଞ୍ଚାୟତର ମହୁମୁଣ୍ଡିଆରେ ଶନିବାର ଆକସ୍ମିକ ଅଗ୍ନିକାଣ୍ଡ ଘଟି ୩ଟି ପରିବାରର ୬ ବଖରା ଘର ଜଳି ଭସ୍ମୀଭୂତ ହୋଇଯାଇଛି। ମିଳିଥିବା ସୂଚନା ମୁତାବକ ଗ୍ରାମର ଭୋଳେଶ୍ୱର ବେହେରା, ରାଜକିଶୋର ବେହେରା ଓ ତାଙ୍କ…
Archives


