Home Left

ବନ୍ଧବାହାଲ ଏମ୍‌ସିଏଲ୍‌ ହସ୍‌ପିଟାଲର ଉନ୍ନତି କରାଯିବ

ଲଖନପୁର,୧୧।୪(ଡି.ଏନ୍‌.ଏ.): ବନ୍ଧବାହାଲସ୍ଥିତ ଏମ୍‌ସିଏଲ୍‌ କୋଭିଡ୍‌ ଚିକିତ୍ସାଳୟକୁ ଶନିବାର ପୂର୍ବାହ୍ନରେ ବରଗଡ ଏମ୍‌ପି ସୁରେଶ ପୂଜାରୀ ପରିଦର୍ଶନ କରଛନ୍ତି। ୫୦ ଶଯ୍ୟା ବିଶିଷ୍ଟ ଏହି ଚିକିତ୍ସାଳୟକୁ ୧୦୦ଶଯ୍ୟା ବିଶିଷ୍ଟ କରିବା, ବିଭିନ୍ନ ବିଭାଗର ଡାକ୍ତର ଓ ଆବଶ୍ୟକ ସ୍ବାସ୍ଥ୍ୟକର୍ମୀ ଆଦି ନିଯୁକ୍ତି କରିବାକୁ…

ଏମ୍‌ସିଏଲ୍‌ ପକ୍ଷରୁ ବିଶୋଧନ

ଲଖନପୁର,୧୧।୪(ଡି.ଏନ୍‌.ଏ): ଏମ୍‌ସିଏଲ୍‌ ତରଫରୁ କୁଶ୍ରାଲୋଇ, ଉବୁଡା, କର୍ଲାଯୋରୀ, ଖଲିଆପାଲି, ସୋଲଦିଆ, ଲଖନପୁର ସଦର ମହକୁମା, କିରାରମା, କୁଡାଲୋଇ, ଯୁରାବଗା, ଖଇରକୁନୀ ଓ ବନ୍ଧବାହାଲ ଆଦି ଗ୍ରାମରେ ବିଶୋଧନ କରାଯାଉଛି । ଏହା ସହିତ କମ୍ପାନୀ ତରଫରୁ ଏହିସବୁ ଗ୍ରାମବାସୀଙ୍କୁ ହ୍ୟାଣ୍ଡ୍‌ ସାନିଟାଇଜର୍‌…

ଫସି ରହିଛନ୍ତି ବାହାର ରାଜ୍ୟ, ଜିଲାର ଶତାଧିକ ଶ୍ରମିକ ସରିଗଲାଣି ଉପାର୍ଜିତ ଅର୍ଥ, ଖାଦ୍ୟ ପାଇଁ ନିବେଦନ

ଚଣ୍ଡିଖୋଲ,୧୧।୪(ଡି.ଏନ.ଏ)- ଯାଜପୁର ଜିଲା ବଡଚଣା ବ୍ଲକ ବଡବାଲିକୁଦା ପଞ୍ଚାୟତରେ ରାଜ୍ୟ ଓ ରାଜ୍ୟ ବାହାରର ଶ୍ରମିକ ଲକଡାଉନ ପାଇଁ ଫସି ରହିଛନ୍ତି। କରୋନା ପାଇଁ ଲକଡାଉନ ଘୋଷଣା ହେବା ଯୋଗୁ ଏମାନେ ନିଜ ରାଜ୍ୟ ଓ ଜିଲାକୁ ଯାଇପାରି ନାହାନ୍ତି। ପଞ୍ଚାୟତର…

୨୬୧ ଲିଟର ମଦଜବତ, ପୋଚ ନଷ୍ଟ

ଧରାକୋଟ,୧୧ା୪(ଡି.ଏନ.ଏ.)- ଧରାକୋଟ ଥାନା ଜଗମୋହନ ପଞ୍ଚାୟତ ଚମ୍ପାପଲ୍ଲୀ ଗ୍ରାମରେ ଧରାକୋଟ ପୋଲିସ ଓ ଆସିକା ପୋଲିସ ମିଳିତ ଭାବେ ଚଢ଼ାଉ କରି ୮ ହଜାର ଲିଟର ଦେଶୀ ମଦ ପୋଚ ନଷ୍ଟ କରିଛି। ଶନିବାର ଭୋରରୁ ଚମ୍ପାପଲ୍ଲୀ ଆଖପାଖ ଅଞ୍ଚଳରେ ଚଢ଼ାଉ…

ବମିଖାଲରୁ ଲୁଚି ପଳାଇ ଆସିଛନ୍ତି ଦମ୍ପତି, ଭୟରେ ଅଞ୍ଚଳବାସୀ

ରସୁଲପୁର,୧୧।୪(ଡିଏନଏ)- ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୫୦ରେ ପହଞ୍ଚତ୍ଛି। ଏଥିରେ ସର୍ବାଧିକ ଆକ୍ରାନ୍ତ ଭୁବନେଶ୍ୱର ଅଞ୍ଚଳର ବୋଲି ଜଣାପଡିଛି। ଏହି ସହରର ସତ୍ୟନଗର, ବମିଖାଲ, ସୁନ୍ଦରପଦା, ଝାରପଡ଼ା ଭଳି ଅଞ୍ଚଳରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଏହିସବୁ ଅଞ୍ଚଳକୁ ସିଲ କରିଦିଆଯାଇଛି।…

ବଲାଙ୍ଗୀରରେ ୨୫୦୦ ଶଯ୍ୟା ବିଶିଷ୍ଟ କ୍ୱାରାଣ୍ଟାଇନ୍‌ ସେଣ୍ଟର

ବଲାଙ୍ଗୀର ଅଫିସ,୧୧ା୪: କରୋନା ମହାମାରୀର ସଫଳ ମୁକାବିଲା ପାଇଁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନଭିତ୍ତିିରେ ପ୍ରୟାସ ଆରମ୍ଭ ହୋଇଛି। ବଲାଙ୍ଗୀର ମ୍ୟୁନିସିପାଲିଟି ଅଞ୍ଚଳରେ ୨୫୦୦ଶଯ୍ୟାର କ୍ୱାରାଣ୍ଟାଇନ୍‌ ସେଣ୍ଟର ଖୋଲାଯିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ ବଲାଙ୍ଗୀର ସହର, ସଦାଇପାଲି, ଦୁର୍ଗାପାଲିଠାରେ…

ସମସ୍ତ ଖେଳାଳିଙ୍କ କରୋନା ଟେଷ୍ଟ ହେବ

ଲଣ୍ଡନ,୧୧ା୪(ଏଏଫ୍‌ପି): କରୋନା ଭାଇରସ ପାଇଁ ସମସ୍ତ ଫୁଟ୍‌ବଲରମାନଙ୍କ ଟେଷ୍ଟ ହେବା ପରେ ଯାଇ ଇଂଲିଶ ସିଜନର ପୁନଃ ଆରମ୍ଭ ହେବ। ଲିଗ୍‌ ମ୍ୟାନେଜର୍ସ ଆସୋସିଏଶନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ରିଚାର୍ଡ ବେଭାନ ପ୍ରକାଶ କରିଛନ୍ତି। କୋଭିଡ୍‌-୧୯ ମହାମାରୀ ଯୋଗୁ ବ୍ରିଟେନରେ ପାଖାପାଖି ୯,୦୦୦…

ଏଆଇଏଫ୍‌ଏଫ୍‌ ଅଧ୍ୟକ୍ଷ ହେବାକୁ ଭୂତିଆ ଆଗ୍ରହୀ

ନୂଆଦିଲ୍ଲୀ,୧୧।୪(ପି.ଟି.): ଭବିଷ୍ୟତରେ ଦିନେ ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଲଢିବି ବୋଲି ପୂର୍ବତନ ଭାରତୀୟ ଫୁଟବଲ ଅଧିନାୟକ ବାଇଚୁଙ୍ଗ୍‌ ଭୂତିଆ କହିଛନ୍ତି। ଭାରତ ପାଇଁ ଦୀର୍ଘ ଏକ ଦଶନ୍ଧି ଧରି ଫୁଟବଲ ଖେଳିଆସିଥିବା ଓ…

ବିଶୋଧନ ହେଲା ଅସ୍ଥାୟୀ କୋଭିଡ୍‌ ହସ୍‌ପିଟାଲ

ଶଙ୍କରାଖୋଲ,୧୧ା୪(ଡି.ଏନ୍‌.ଏ.)- ଶଙ୍କରାଖୋଲ ଠାରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ଅସ୍ଥାୟୀ ଭାବେ କୋଭିଡ ହସ୍‌ପିଟାଲ କରାଯାଇଛି। ଶନିବାର ଚକାପାଦ ଅଗ୍ନିଶମ ବିଭାଗ ପକ୍ଷରୁ ଏହାକୁ ସୋଡିୟମ ହାଇପୋକ୍ଲୋରାଇଡ ମିଶ୍ରଣ ସିଞ୍ଚନ କରି ବିଶୋଧନ କରାଯାଇଛି। ଟିମ୍‌ ହ୍ୟୁମାନିଟ୍‌ର ସଦସ୍ୟ ରାଜେଶ…

ବୁଲା କୁକୁରଙ୍କ ପାଇଁ ଦରଦ

ରାଉରକେଲା ଅଫିସ,୧୧ା୪: ପେଶାରେ ସେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ। ହେଲେ ମନରେ ତାଙ୍କର ଜୀବେ ଦୟା ନୀତି ଭରି ରହିଛି। କରୋନା ପାଇଁ ଲକ୍‌ ଡାଉନ୍‌ ଚାଲିଥିବା ବେଳେ ରାଉରକେଲା ସହରର ବୁଲା ପଶୁପକ୍ଷୀଙ୍କ ଅବସ୍ଥା ସଂଗୀନ ହୋଇ ପଡିଛି।…

ରାଉରକେଲାରେ ନିୟମ ମାନୁ ନାହାନ୍ତି ବାଇକ୍‌ ଚାଳକ

ରାଉରକେଲା ଅଫିସ,୧୧ା ୪-ରାଉରକେଲାରେ ଅମାନିଆ ବାଇକ ଚାଳକ ବାଟକୁ ଆସୁ ନାହାନ୍ତି। ଘର ପାଖରେ ସମସ୍ତ ସୁବିଧା ସତ୍ତ୍ୱେ ରାସ୍ତାରେ ମାଳ ମାଳ ବାଇକ୍‌ ବୁଲୁଛି। ଇସ୍ପାତ ସହରର ଶିକ୍ଷିତ ଯୁବ ବର୍ଗଙ୍କ ମତି ଗତିରେ ଆଜି ପର୍ଯ୍ୟନ୍ତ ପରିବର୍ତ୍ତନ ଆସି…

ଲକ୍‌ ଡାଉନ ପାଇଁ ପେଟକୁ ଖାଦ୍ୟ ଯୋଗାଡ କରି ହେଉନି

ସମ୍ବଲପୁର, ୧୧।୪ (ବ୍ୟୁରୋ)- ସମ୍ବଲପୁର ଜିଲା ଖୁଲିଆ ଗ୍ରାମର ବହୁମୁଖି କଳାକାର ଲାଲୁ ମୁଣ୍ଡାଙ୍କୁ ରୋଷେଇ ସାମଗ୍ରୀ ପ୍ରଦାନ କରାଯାଇଛି । ଲାଲୁ ବିଭିନ୍ନ ବାଦ୍ୟଯନ୍ତ୍ର ବଜାଇବାରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ଏବେ ତାଙ୍କ ବୟସ ୬୮ ବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri