ଏଆଇଏଫ୍ଏଫ୍ ଅଧ୍ୟକ୍ଷ ହେବାକୁ ଭୂତିଆ ଆଗ୍ରହୀ
ନୂଆଦିଲ୍ଲୀ,୧୧।୪(ପି.ଟି.): ଭବିଷ୍ୟତରେ ଦିନେ ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍ଏଫ୍) ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଲଢିବି ବୋଲି ପୂର୍ବତନ ଭାରତୀୟ ଫୁଟବଲ ଅଧିନାୟକ ବାଇଚୁଙ୍ଗ୍ ଭୂତିଆ କହିଛନ୍ତି। ଭାରତ ପାଇଁ ଦୀର୍ଘ ଏକ ଦଶନ୍ଧି ଧରି ଫୁଟବଲ ଖେଳିଆସିଥିବା ଓ…
ବିଶୋଧନ ହେଲା ଅସ୍ଥାୟୀ କୋଭିଡ୍ ହସ୍ପିଟାଲ
ଶଙ୍କରାଖୋଲ,୧୧ା୪(ଡି.ଏନ୍.ଏ.)- ଶଙ୍କରାଖୋଲ ଠାରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ଅସ୍ଥାୟୀ ଭାବେ କୋଭିଡ ହସ୍ପିଟାଲ କରାଯାଇଛି। ଶନିବାର ଚକାପାଦ ଅଗ୍ନିଶମ ବିଭାଗ ପକ୍ଷରୁ ଏହାକୁ ସୋଡିୟମ ହାଇପୋକ୍ଲୋରାଇଡ ମିଶ୍ରଣ ସିଞ୍ଚନ କରି ବିଶୋଧନ କରାଯାଇଛି। ଟିମ୍ ହ୍ୟୁମାନିଟ୍ର ସଦସ୍ୟ ରାଜେଶ…
ବୁଲା କୁକୁରଙ୍କ ପାଇଁ ଦରଦ
ରାଉରକେଲା ଅଫିସ,୧୧ା୪: ପେଶାରେ ସେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ। ହେଲେ ମନରେ ତାଙ୍କର ଜୀବେ ଦୟା ନୀତି ଭରି ରହିଛି। କରୋନା ପାଇଁ ଲକ୍ ଡାଉନ୍ ଚାଲିଥିବା ବେଳେ ରାଉରକେଲା ସହରର ବୁଲା ପଶୁପକ୍ଷୀଙ୍କ ଅବସ୍ଥା ସଂଗୀନ ହୋଇ ପଡିଛି।…
ରାଉରକେଲାରେ ନିୟମ ମାନୁ ନାହାନ୍ତି ବାଇକ୍ ଚାଳକ
ରାଉରକେଲା ଅଫିସ,୧୧ା ୪-ରାଉରକେଲାରେ ଅମାନିଆ ବାଇକ ଚାଳକ ବାଟକୁ ଆସୁ ନାହାନ୍ତି। ଘର ପାଖରେ ସମସ୍ତ ସୁବିଧା ସତ୍ତ୍ୱେ ରାସ୍ତାରେ ମାଳ ମାଳ ବାଇକ୍ ବୁଲୁଛି। ଇସ୍ପାତ ସହରର ଶିକ୍ଷିତ ଯୁବ ବର୍ଗଙ୍କ ମତି ଗତିରେ ଆଜି ପର୍ଯ୍ୟନ୍ତ ପରିବର୍ତ୍ତନ ଆସି…
ଲକ୍ ଡାଉନ ପାଇଁ ପେଟକୁ ଖାଦ୍ୟ ଯୋଗାଡ କରି ହେଉନି
ସମ୍ବଲପୁର, ୧୧।୪ (ବ୍ୟୁରୋ)- ସମ୍ବଲପୁର ଜିଲା ଖୁଲିଆ ଗ୍ରାମର ବହୁମୁଖି କଳାକାର ଲାଲୁ ମୁଣ୍ଡାଙ୍କୁ ରୋଷେଇ ସାମଗ୍ରୀ ପ୍ରଦାନ କରାଯାଇଛି । ଲାଲୁ ବିଭିନ୍ନ ବାଦ୍ୟଯନ୍ତ୍ର ବଜାଇବାରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ଏବେ ତାଙ୍କ ବୟସ ୬୮ ବର୍ଷ…
କରୋନା ଯୋଗୁ ଗୋରୁଗାଈ ଓପାସରେ
ସମ୍ବଲପୁର, ୧୧।୪ (ବ୍ୟୁରୋ)- କରୋନା ଭୂତାଣୁ ପ୍ରତିଷେଧକ ଭାବେ ସମ୍ବଲପୁରରେ ଲକ୍ ଡାଉନ ଜାରି ରହିଛି । ଗରିବ ଜନସାଧାରଣଙ୍କୁ ଜିଲା ପ୍ରଶାସନ ଓ ବିଭିନ୍ନ ସାମାଜିକ ଅନୁଷ୍ଠାନ ପକ୍ଷରୁ ଖାଦ୍ୟ ବଣ୍ଟନ କରାଯାଉଛି । କିନ୍ତୁ ଗୋରୁ ଗାଈ ଅସୁବିଧାର…
ରିଲିଫ ପାଣ୍ଠିକୁ ଦାନ କଲା ଶୀତଳଷଷ୍ଠୀ ଯାତ୍ରା କମିଟି
ସମ୍ବଲପୁର, ୧୧।୪ (ବ୍ୟୁରୋ)-ବିଶ୍ୱ ବ୍ୟାପି କରୋନା ଭୂତାଣୁ ସଂକ୍ରମଣ ହୋଇଛି । ଏହି ପରିସ୍ଥିତିରେ ମୁକାବିଲା ଲାଗି ସମ୍ବଲପୁର ବଡବଜାର ଶ୍ରୀ ଶ୍ରୀ ଶିତଳେଶ୍ୱର ବାବା ଶୀତଳଷଷ୍ଠୀ ଯାତ୍ରା କମିଟି ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛି। ଉଭୟ…
୩ ଜୋନ୍ର ୫୯୧ ଦୋକାନରେ ଉପଲବ୍ଧ ଅତ୍ୟବଶ୍ୟକ ସାମଗ୍ରୀ: ବିଏମ୍ସି
ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଭୁବନେଶ୍ୱରର ୩ ଜୋନ ଦକ୍ଷିଣ ପୂର୍ବ, ଦକ୍ଷିଣ ପଶ୍ଚିମ ଓ ଉତ୍ତର ଜୋନ୍ରେ ୫୯୧ ଅତ୍ୟାବଶ୍ୟକ ଦୋକାନ ଖୋଲା ରହିଛି। ସମ୍ପୃକ୍ତ ଦୋକାନରୁ ରାସନ, କ୍ଷୀର ଓ ଅନ୍ୟ ଆବଶ୍ୟକୀୟ ସାମଗ୍ରୀ ଉପଲବ୍ଧ କରାଯାଇଛି। ସମ୍ପୃକ୍ତ ବ୍ୟବସାୟୀଙ୍କ ଟ୍ରେଡ୍ଲାଇସେନ୍ସ ଯାଞ୍ଚ…
କରୋନା ସହାୟତାରୁ ବଞ୍ଚିତ ୧୧ ହଜାର ଉଠାଦୋକାନୀ
ଭୁବନେଶ୍ୱର,୧୧ା୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍ଡାଉନ୍ ପାଇଁ ପ୍ରତ୍ୟେକ ଉଠାଦୋକାନୀଙ୍କୁ ୩ ହଜାର ଟଙ୍କା ଲେଖାଏଁ କରୋନା ସହାୟତା ଦେବା ପାଇଁ ଘୋଷଣା କରିଛନ୍ତି। ଏବେ ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ୧୧ ହଜାରରୁ ଉର୍ଦ୍ଧ୍ୱ ଉଠାଦୋକାନୀଙ୍କୁ ସହାୟତା ବଣ୍ଟନ ହୋଇଥିବା ବେଳେ…
ଗଛରେ ପାଚୁଛି ବାଇଗଣ, ମାଟିରେ ପୋତୁଛି ଚାଷୀ
ବେଗୁନିଆପଡା,୧୧ା୪(ଡି.ଏନ.ଏ.)- ବେଗୁନିଆପଡା ବ୍ଲକର ସୁମଣ୍ଡଳ, ବେଗୁନିଆପଡ଼ା ଓ ଖଲ୍ଲିକୋଟ ବ୍ଲକର କଞ୍ଚଣା ଓ ପୁସ୍ତପୁର ଗ୍ରାମରେ ପ୍ରଚୁର ବାଇଗଣ ଚାଷ ହୋଇଥାଏ। ଲକ୍ଡାଉନ ଯୋଗୁ ବହୁ ଚାଷୀ ବିକ୍ରି ହେଉ ନ ଥିବାରୁ ଏହାକୁ ତୋଳୁ ନାହାନ୍ତି। ବେଗୁନିଆପଡ଼ା ସ୍ଥିତ ଗେଞ୍ଜାରାପଲ୍ଲୀର…
ଭୂତ ବେଶରେ ସଚେତନତା
କବିସୂର୍ଯ୍ୟନଗର,୧୧ା୪- କରୋନାକୁ ମୁକାବିଲା କରିବାକୁ ଲକ୍ଡାଉନ୍ ହିଁ ଏକମାତ୍ର ବିକଳ୍ପ। ତେଣୁ ଏକ ନିଆରା ଢଙ୍ଗରେ ସଚେତନତା କରୁଛନ୍ତି କବିସୂର୍ଯ୍ୟନଗର ଅଞ୍ଚଳର ସମାଜସେବୀ ଏ.ବ୍ରହ୍ମାନନ୍ଦ। ଭୂତବେଶରେ ଗଁା ଗଁା ବୁଲି ଲୋକଙ୍କୁ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେବାକୁ ବୁଝାଉଛନ୍ତି। ଲକ୍-ଡାଉନ ଗୋ…
ଲକ୍ ଡାଉନ୍ର ସାଥୀ ପାଲଟିଛି ରେଡିଓ
କେନ୍ଦୁଝର୧୧ା୪(ସ୍ବ.ପ୍ର): ଲକ୍ ଡାଉନ୍ ପାଇଁ ଗାଁ ଠାରୁ ଆରମ୍ଭ କରି ସହର ସବୁ ବନ୍ଦ। ଗ୍ରାମାଂଚଳରେ କାଁ ଭାଁ କେତେକ ଗ୍ରୋସରୀ ଦୋକାନ ଛାଡି ଦେଲେ ସବୁ ବନ୍ଦ ରହିଛି। ଏଭଳି ସମୟରେ ଦୋକାନ ଓ ରାସ୍ତାଘାଟ ଖାଁ ଖାଁ ଲାଗୁଛି।…
Archives


