Home Left

କୋଭିଡ-୧୯: ଲିଭରପୁଲ ଲିଜେଣ୍ଡ ଡାଲଗ୍ଲିଶ ପଜିଟିଭ୍‌

ଲଣ୍ଡନ,୧୧।୪(ଏଏଫ୍‌ପି)- ସ୍କଟଲାଣ୍ଡ ଷ୍ଟ୍ରାଇକର ତଥା ଲିଭରପୁଲ କିମ୍ବଦନ୍ତୀ ଫୁଟବଲର କେନ୍ନି ଡାଲଗ୍ଲିଶ୍‌ କରୋନ ଭାଇରସ ସଂକ୍ରମଣ କାରଣରୁ ପଜିଟିଭ ବୋଲି ଜଣାପଡିଛି। ତାଙ୍କ ପରିବାର ସୂତ୍ରର ଏ ନେଇ ସୂଚନା ଦିଆଯାଇଛି। ୬୯ ବର୍ଷୀୟ ଏହି ପୂର୍ବତନ ଫୁଟବଲର ତଥା ଅନ୍ତର୍ଜାଜୀତୟ…

୧୫ ଦିନ ଲକ୍‌ଡାଉନ ଅବଧି ବୃଦ୍ଧିକୁ ନେଇ ଦିନେ ଦୁଇଦିନ ମଧ୍ୟରେ ଗାଇଡଲାଇନ୍‌ ଆଣିବେ ମୋଦି: ୟେଦୁରପ୍ପା

ବେଙ୍ଗାଲୁରୁ,୧୧।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ ସମୟ ପୂରଣ ହେବାକୁ ଆଉ ମାତ୍ର ୩ ଦିନ ବାକି ରହିଛି। ହେଲେ ଏପର୍ଯ୍ୟନ୍ତ ଦେଶରେ କରୋନା ସଂକ୍ରମଣ ସଂଖ୍ୟା କମିବା ପରିବର୍ତ୍ତେ ବୃଦ୍ଧି ପାଇବାରେ ଲାଗିଛି। ଏପଟେ…

ଅଶ୍ୱିନଙ୍କଠାରୁ ଲିୟନ ଭଲ ଅଫ୍‌ ସ୍ପିନର: ବ୍ରାଡ ହଗ୍‌

ନୂଆଦିଲ୍ଲୀ,୧୧।୪ (ପି.ଟି.): ରବିଚନ୍ଦ୍ରନ ଅଶ୍ୱିନ ଜଣେ ଉଚ୍ଚକୋଟୀର ଅଫ୍‌ ସ୍ପିନର ଓ ତାଙ୍କର ପ୍ରଦର୍ଶନ ଦୃଷ୍ଟାନ୍ତମୂଳକ। ତେବେ ଅଶ୍ୱିନଙ୍କଠାରୁ ନିଜର ଦେଶର ନାଥନ ଲିୟନ ଅପେକ୍ଷାକୃତ ଭଲ ଅଫ୍‌ସ୍ପିନର ବୋଲି ଅଷ୍ଟ୍ରେଲିଆର ପୂର୍ବତନ ଚାଇନାମ୍ୟାନ ବୋଲର ବ୍ରାଡ ହଗ୍‌ କହିଛନ୍ତି। ଟେଷ୍ଟ…

ଭାରତ ବିପକ୍ଷ ଘରୋଇ ସିରିଜ ପରାଜୟ ନର୍ଣ୍ଣାୟକ ଥିଲା: ଲାଙ୍ଗର

ସିଡନୀ,୧୧।୪(ପି.ଟି.): ୧୦୧୮-୧୯ରେ ଭାରତଠାରୁ ଅଷ୍ଟ୍ରେଲିଆ ନିଜ ମାଟିରେ ଟେଷ୍ଟ ସିରିଜ ପରାଜୟ ବରଣ କରିଥିଲା। ଏହା ମୋ କୋଚିଂ କ୍ୟାରିୟରର ନିର୍ଣ୍ଣାୟକ ମୁହୂର୍ତ୍ତ ତଥା ସବୁଠାରୁ ଖରାପ ସମୟ ଥିଲା ଓ ଏହା ମଧ୍ୟ ଏକ ଚେତାବନୀ ସଦୃଶ ଥିଲା ବୋଲି…

ଖାଁ ଖାଁ କାକଟପୁର ମଙ୍ଗଳା ମନ୍ଦିର

କାକଟପୁର,୧୧।୪: କରୋନା(କୋଭିଡ୍‌ ୧୯) ଭୂତାଣୁ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ମନ୍ଦିରର ୪ଦ୍ୱାର ଭକ୍ତଙ୍କ ଦର୍ଶନ ପାଇଁ ବନ୍ଦ ରହିଛି। ଇତିମଧ୍ୟରେ ମା’ଙ୍କ ପାଞ୍ଚପାଳି ଯାତ୍ରା…

ଶିତଳାପଲିରେ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ନେଇ ଗଞ୍ଜାମ ପ୍ରଶାସନକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୧୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିଠାରେ ଥିବା ଟାଟା ହସ୍ପିଟାଲକୁ କୋଭିଡ ହସ୍ପିଟାଲରେ ପରିଣତ କରାଯାଇଛି। ଗତ ଶୁକ୍ରବାରଠାରୁ ଏହା କାର୍ଯ୍ୟକ୍ଷମ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟକରି ଗଞ୍ଜାମ ଜିଲା ପ୍ରଶାସନର ପ୍ରଶଂସା କରିଛନ୍ତି। କରୋନା ସଂକ୍ରମିତଙ୍କ…

କପି ପେଷ୍ଟ କରି ପୁଣି ଟ୍ରୋଲ ହେଲେ ଉର୍ବଶୀ

ମୁମ୍ବାଇ: ବଲିଉଡ୍‌ର କେତେଜଣ ନାୟିକା ବୋଲ୍ଡନେସ୍‌ ପାଇଁ ବେଶ୍‌ ପରିଚିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଉର୍ବଶୀ ରୌତେଲା ଅନ୍ୟତମ। ଏହି ଅଭିନେତ୍ରୀ ମଧ୍ୟ ଅନେକ ସମୟରେ ବିବାଦକୁ ଆସି ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିଥାଆନ୍ତି। କେବଳ ସେତିକି ନୁହେଁ ଟ୍ରୋଲ…

ଭାଙ୍ଗିଲା ଆସ୍‌ ଡ୍ୟାମ୍‌: ୨ ମୃତ; ୪ ନିଖୋଜ

ଭୋପାଳ,୧୧।୪: ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଥିବାବେଳେ ମଧ୍ୟପ୍ରଦେଶରେ ରିଲାଏନ୍ସ୍‌ର ଆସ୍‌ ଡ୍ୟାମ ଭାଙ୍ଗିବା ଯୋଗୁ ୨ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ସିଙ୍ଗାଉଲିଠାରେ ଘଟିଥିବା ଏହି ଦୁର୍ଘଟଣାରେ ୪ ଲୋକ ନିଖୋଜ ରହିଛନ୍ତି। ସେମାନଙ୍କ ଖୋଜ ଖବର ପାଇଁ…

ଶେରଗଡ଼ର କୌଣସି ଏଟିଏମ୍‌ରେ ନାହିଁ ଟଙ୍କା: ଗ୍ରାହକ ସେବା କେନ୍ଦ୍ର ପାଲଟିଛି ଭରସା, ଟଙ୍କା ପାଇଁ ଲୋକଙ୍କ ଭିଡ଼

ଶେରଗଡ଼,୧୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ ଗତ କିଛି ଦିନ ହେଲା କୌଣସି ଏଟିଏମ୍‌ରେ ଟଙ୍କା ନାହିଁ। କେବଳ ବ୍ୟାଙ୍କରୁ ଗ୍ରାହକମାନେ ଟଙ୍କା ଉଠାଇ ନେଇପାରୁଛନ୍ତି। ଫଳରେ ଶେରଗଡ଼ ଓ ଆଖପାଖ ଅଞ୍ଚଳରେ ଟଙ୍କା ପାଇଁ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଗତ ଦୁଇଦିନ…

କରୋନାରୁ ଦୂରେଇ ରଖିବାକୁ ନବଜାତକଙ୍କ ପାଇଁ ରକ୍ଷାକବଚ ତିଆରି କଲା ଥାଇଲାଣ୍ଡ ହସ୍ପିଟାଲ

ବ୍ୟାଂକକ,୧୧।୪: ସାରା ବିଶ୍ୱରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫ ଲକ୍ଷ ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ଲକ୍ଷେ ଟପି ଗଲାଣି। ଏହାକୁ ଦେଖି ଏବେ ସମସ୍ତେ ବେଶ୍‌ ସଚେତନ ହୋଇଯାଇଛନ୍ତି। ତେବେ ଥାଇଲାଣ୍ଡର କିଛି ହସ୍ପିଟାଲରେ ନବଜାତକଙ୍କୁ…

ରାଷ୍ଟ୍ରପତି ଭବନର ୨୦ କର୍ମଚାରୀ କରୋନା ପଜିଟିଭ୍‌: ଟେଷ୍ଟ୍‌ କିଟ୍‌ର ଅଭାବ ଯୋଗୁ ଆଫଗାନିସ୍ତାନରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା

କାବୁଲ,୧୧।୪: କରୋନା ସଂକ୍ରମଣ ନେଇ ଆଫଗାନିସ୍ତାନରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ରାଷ୍ଟ୍ରପତିଭବନର ୨୦ ଜଣ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିବା କୁହାଯାଉଛି। ସେମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ କେତେକଙ୍କୁ କ୍ୱାରାଣ୍ଟାଇନ୍‌ରେ…

କରୋନା ମୁକାବିଲା ଚିନ୍ତା: ଦାରିଙ୍ଗବାଡ଼ି ପୋଲିସକୁ ସହଯୋଗ କରିବେ ସ୍ବେଚ୍ଛାସେବୀ

ଦାରିଙ୍ଗବାଡ଼ି,୧୧।୪(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ କରୋନା ଭୁତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଏଥିପାଇଁ ବିଭିନ୍ନ ସ୍ଥାନରେ ପୋଲିସ ସିମା ସିଲ୍‌ କରିବା ସହ ଦିନରାତି ପାଟ୍ରୋଲିଂ କରୁଛି। ଦାରିଙ୍ଗବାଡ଼ି ଚାରିଛକ ସମେତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri