ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର (୧୬ ଫେବୃଆରୀ) ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ସ୍ବଦେଶ ଫେରିଥିଲା। ତେଣୁ,…
Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ
ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣା ଦ୍ୱାରକା ଅଞ୍ଚଳରେ ଘଟିଥିଲା। ଦୁଇଟି କାର ଏବଂ ଏକ…
ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା
ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ ହୋଇପଡିଛି । ଏନେଇ…
ପାକିସ୍ତାନର ପ୍ରଦର୍ଶନକୁ ନେଇ ନକ୍ଭି ଅସନ୍ତୋଷ: ଦଳରୁ ବାଦ୍ ପଡିବେ ବାବର, ଶାହିନ
କରାଚୀ,୧୭ା୨- ଭାରତ ବିପକ୍ଷ ଟି୨୦ ବିଶ୍ୱକପ୍ର ମ୍ୟାଚ୍ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ସିନିୟର ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍ରୁ ବାଦ୍ ଦିଆଯିବ। ଆସନ୍ତା ୧୮ ତାରିଖରେ ପାକିସ୍ତାନ ତା’ର ଅନ୍ତିମ ଗ୍ରୁପ୍ ମ୍ୟାଚ୍ରେ ନାମ୍ୱିୟାକୁ ଭେଟିବ। ସୁପର-୮ ପର୍ଯ୍ୟାୟକୁ ଉନ୍ନୀତ…
ଏସ୍ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ ଏହାର ଚାଳକ ଓ କର୍ମଚାରୀଙ୍କ ମନମାନି ଦିନକୁ ଦିନ ବଢିବାରେ ଲାଗିଛି ।…
ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ
ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ ଶତାଧିକ କଂଗ୍ରେସ ଦଳର କର୍ମୀ ଭେଟି ସ୍ୱାଗତ କରିଥିଲେ । ସେ କଂଗ୍ରେସ…
ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା
ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି ମଧ୍ୟରେ, ପାଣିପାଗ ବିଭାଗ ଆଜି ଏବଂ ଆସନ୍ତାକାଲି, ଫେବୃଆରୀ ୧୭ ଏବଂ ୧୮…
ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ
ଭୁବନେଶ୍ୱର,୧୭।୨(ସୁନିତ୍ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ ବଜେଟ ଆଗତ କରିବେ। ଏହି ଦୃଷ୍ଟିରୁ ଦେଖିଲେ ଶାସକ ଦଳ ପାଇଁ ଏହି…
ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର ଚତୁର୍ଥ ଗସ୍ତ। ଏହି ଗସ୍ତର ପ୍ରାଥମିକ ଉଦ୍ଦେଶ୍ୟ ହେଉଛି…
ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!
ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ ଆସି ଛଡେଇ ନେଇଥିବା ନେଇ ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ,…
ଏଇ ଭାରତରେ
ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ। ଏଭଳି ଏକ ସଙ୍କଟଜନକ ସ୍ଥିତିକୁ ଭଲ ଭାବେ ଉପଲବ୍ଧିକରି ଆସାମ ଗୋଲଘାଟ ଜିଲାର…
ପରୀକ୍ଷା ପାଇଁ ପ୍ରସ୍ତୁତି
ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି ବ୍ୟସ୍ତ ସେମାନଙ୍କର ଅଭିଭାବକ ମଧ୍ୟ ସେତିକି ବ୍ୟସ୍ତ ଓ ଚିନ୍ତିତ। କାରଣ ପରୀକ୍ଷାର…

