Home Left

ଉଜୁଡ଼ିଯିବ ରବିଧାନ ଫସଲ

ସମ୍ବଲପୁର,୧୧ା୪(ବ୍ୟୁରୋ) କରୋନା ଭୂତାଣୁର ମୁକାବିଲା ପାଇଁ ସାରା ଦେଶକୁ କେନ୍ଦ୍ର ସରକାର ଲକ୍‌ ଡାଉନ୍‌ କରି କଟକଣା ଜାରି କରିଛନ୍ତି। ରାଜ୍ୟ ସରକାର ଏପ୍ରିଲ ୩୦ ପର୍ଯ୍ୟନ୍ତ ଏହାର ଅବଧି ବଢାଇ ଦେଇଛନ୍ତି। ଏହାର ପ୍ରଭାବ ଚାଷ କ୍ଷେତ୍ରରେ ପଡିଛି। ସାମାଜିକ…

ଲକ୍‌ଡାଉନ ବେଳେ ବି ଚାଲିଛି ମଦ କାରବାର

ଲୋଇସିଂହା, ୧୦।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଲୋଇସିଂହା ଥାନା ଅନ୍ତର୍ଗତ କୁଟାସିଂହା, ଅଗଲାପାଲି ଓ ଗୋପାଳପୁର ଗାଁରେ ଅବକାରୀ ବିଭାଗ ଚଢାଉ କରି ୯୦ ଲିଟର ରନ୍ଧାମଦ ଜବତ କରିବା ସହ ୪ଜଣଙ୍କୁ ଗିରଫ କରିିଛି। ଗିରଫ ଅଭିଯୁକ୍ତମାନେ ହେଲେ ସଞ୍ଜୀବ…

ଏସ୍‌ଏଚ୍‌ଜି ସଦସ୍ୟାଙ୍କୁ ରୋଜଗାର ଦେଉଛି ମାସ୍କ

ଦେବଗଡ,୧୦ା୪(ଡି.ଏନ.ଏ): ଦେବଗଡ଼ ଜିଲା ବାରକୋଟ ବ୍ଲକ ଅଧୀନ କଣ୍ଢଳ ଓ ବଳମ ପଞ୍ଚାୟତର ମା’ ମହାଲକ୍ଷ୍ମୀ, ମା’ ଶୁଭଲକ୍ଷ୍ମୀ, ମା’ ତାରିଣୀ ସ୍ବୟଂ ସହାୟିକା ଗୋଷ୍ଠି ଓ ମହିଳା କିକାଶ ସମିତି ପକ୍ଷରୁ ଶୁକ୍ରବାର କଣ୍ଢଳ ପଞ୍ଚାୟତ ଅଧୀନ ବାଘମୁଣ୍ଡା ଓ…

ଲକ୍‌ ଡାଉନକୁ ଚୋରା ମଦ ବ୍ୟବସାୟୀଙ୍କ ଭୟ ନାହିଁ

ଦେବଗଡ,୧୦ା୪(ଡି.ଏନ.ଏ):କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ ଡାଉନ୍‌ ସତ୍ତ୍ୱେ ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଦେଶୀ ଓ ବିଦେଶୀ ମଦ କାରବାର ଜାରି ରହିଛି। ଶୁକ୍ରବାର ତେଲିମୁଣ୍ଡା ନିକଟସ୍ଥ ଏକ ବନ୍ଧ ହୁଡାରୁ ମଦ ପ୍ରସ୍ତୁତ ପାଇଁ ୬ଟି…

ପ୍ରଶାସନର ରନ୍ଧାଖାଦ୍ୟ ଲୋକଙ୍କୁ ଭରସା

ଦେବଗଡ,୧୦ା୪(ଡି.ଏନ.ଏ.):ଦେବଗଡ଼ ଜିଲାର ୩ଟି ବ୍ଲକର ୫୮ଟି ପଞ୍ଚାୟତରେ ୨୨୦୯ ଏବଂ ପୌରାଞ୍ଚଳର ୩୦୦ଜଣ ଅସହାୟ, ନିରାଶ୍ରୟ ଏବଂ ଶ୍ରମିକ ଶ୍ରେଣୀର ଲୋକଙ୍କୁ ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ ଦିଆଯାଇଛି। ଶୁକ୍ରବାର ବାରକୋଟ ବ୍ଲକର ୨୩ଟି ପଞ୍ଚାୟତରେ ୮୭୦ଜଣ ବୟସ୍କ ଏବଂ ୧୩୨ଜଣ ଶିଶୁଙ୍କୁ…

ସୋରଡା ଅଞ୍ଚଳରେ ଘରଘର ବୁଲି ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ

ସୋରଡା,୧୦ା୪(ଡି.ଏନ୍‌.ଏ.)- ସୋରଡା ବ୍ଲକ ଓ ଏନ୍‌ଏସି ଅଞ୍ଚଳରେ ସ୍ବାସ୍ଥ୍ୟ ଟିମ୍‌ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ ଆରମ୍ଭ କରିଛି। ଶିକ୍ଷକ ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀମାନେ ଏଥିରେ ସାମିଲ ହୋଇଛନ୍ତି। ବ୍ଲକର ୨୬ ପଞ୍ଚାୟତ ଓ ଏନ୍‌ଏସିର ସମସ୍ତ ସାହିରେ ଚାଲିଛି…

କରୋନା ଯୋଦ୍ଧାଙ୍କ ମୃତ୍ୟୁ ହେଲେ ମିଳିବ ୧କୋଟି ଟଙ୍କା ସହ ଜଣକୁ ଚାକିରି

ପୁଣେ,୧୦।୪: ପୁଣେ ମ୍ୟୁନିସିପାଲ କର୍ପୋରେଶନର କୌଣସି କର୍ମଚାରୀଙ୍କ କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁ ହେଲେ ସେମାନଙ୍କ ପରିବାର ସଦସ୍ୟଙ୍କୁ ୧ କୋଟି ଟଙ୍କାର ଆର୍ଥିକ ସହାୟତା ସହ ଜଣକୁ ଚାକିରି ମିଳିବ। ଶୁକ୍ରବାର ପୁଣେର ମେୟର ମୁରଲିଧର ମୋହର ଏହା ଘୋଷଣା…

କରୋନା ମୁକାବିଲା ପାଇଁ ଶିକ୍ଷୟତ୍ରୀ, ଶିକ୍ଷକଙ୍କୁ ତାଲିମ

ସମ୍ବଲପୁର,୧୦।୪(ବ୍ୟୁରୋ): ସମ୍ବଲପୁରର ବିଭିନ୍ନ ସ୍କୁଲର ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କୁ କରୋନା ମୁକାବିଲା ପାଇଁ ନିୟୋଜିତ କରାଯିବ । ଏ ନେଇ ଶୁକ୍ରବାର ସହରର ୧୫ଟି ସ୍କୁଲରେ ଦୁଇ ଦିନିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରାୟ ୭୫୦ ଜଣ ଶିକ୍ଷୟିତ୍ରୀ, ଶିକ୍ଷକ…

ସାନିଟାଇଜର ତିଆରି କଲା ପ୍ରଶାସନ

ସମ୍ବଲପୁର,୧୦ା୪(ବ୍ୟୁରୋ)-କରୋନା ଭୂତାଣୁ ମୁକାବିଲା ପାଇଁ ରାଜ୍ୟ ସରକାର ସବୁ ଦିଗରେ ଉଦ୍ୟମ କରୁଛନ୍ତି । ତଥାପି ରାଜ୍ୟରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେବେ କରୋନା ଭୂତାଣୁରୁ ସୁରକ୍ଷା ପାଇବା ପାଇଁ ସାନିଟାଇଜରର ଆବଶ୍ୟକତା ରହିଛି । ତେଣୁ…

ସାହାଯ୍ୟ ମାଗିଲେ ଗୁପ୍‌ଚୁପ୍‌, ଆଖୁରସ ବ୍ୟବସାୟୀ

ସମ୍ବଲପୁର,୧୦।୪(ବ୍ୟୁରୋ) ବର୍ତ୍ତମାନ କରୋନା କଟକଣା ଓ ଲକ୍‌ ଡାଉନ ଯୋଗୁ ସମ୍ବଲପୁରରେ ଗୁପ୍‌ଚୁପ୍‌ ଓ ଆଖୁ ରସ ବିକ୍ରି ବନ୍ଦ ରହିଛି। ଏହାଦ୍ୱାରା ଆଖୁରସ ଓ ଗୁପଚୁପ ବିକ୍ରି କରି ପରିବାର ପ୍ରତିପୋଷଣ କରୁଥିବାର ଦୋକାନୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।…

ମୁମ୍ବାଇରେ ଗୋଟିଏ ଦିନରେ ୨୧୮ କରୋନା ପଜିଟିଭ ଚିହ୍ନଟ

ମୁମ୍ବାଇ,୧୦।୪: ମହାରାଷ୍ଟ୍ରରେ କରୋନା ଭାଇରସ ବେଳକୁ ବେଳ ତାଣ୍ଡବ ରଚି ଚାଲିଛି। ଗୋଟିଏ ଦିନରେ ଏଠାରେ ଶହ ଶହ ଲୋକ କରୋନାରେ ପୀଡ଼ିତ ହେବା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଶୁକ୍ରବାର ମିଳିଥିବା ସୂଚନା ଅନୁଯାୟୀ, କେବଳ ମୁମ୍ବାଇରେ ଗୋଟିଏ…

ନେପାଳ ସୀମାଦେଇ କରୋନା ସଂକ୍ରମଣ ପାଇଁ ଚାଲିଛି ଯୋଜନା !

ନୂଆଦିଲ୍ଲୀ,୧୦।୪: କରୋନା ଭାଇରସର ସଂକ୍ରମଣକୁ ରୋକିବାକୁ କେନ୍ଦ୍ର ତଥା ସମସ୍ତ ରାଜ୍ୟ ସରକାର ଚେଷ୍ଟା ଚଳାଇଛନ୍ତି। ହେଲେ ଏହି ସମୟରେ ଏମିତି ଏକ ଖବର ଆସିଛି ଯାହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବିହାରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri